ଆଜିର ଖବର

ନୂଆଦିଲ୍ଲୀ : ବିଜେପି ମୁଖପାତ୍ର ସମ୍ବିତ୍‌ ପାତ୍ର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । କରୋନା ଲକ୍ଷଣ ଦେଖାଦେବା ପରେ ପାତ୍ରଙ୍କୁ ଗୁରଗାଓଁ ସ୍ଥିତ ଏକ ହସ୍ପିଟାଲରେ ଭର୍ତ୍ତି…

ଭୁବନେଶ୍ବର :  କରୋନା ମୁକାବିଲା ନେଇ ଜାତି ଉଦ୍ଦେଶ୍ୟରେ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନା ଓଡ଼ିଶାକୁ ଆସିବା 2 ମାସରୁ ଉର୍ଦ୍ଧ୍ବ ହୋଇଗଲାଣି…

ସୀତାରାମ ଅଗ୍ରଓ୍ବାଲ ବାଲୁଗାଁ : ଲକ୍‌ଡାଉନ ଯୋଗୁଁ ଦେଶର ବିଭିନ୍ନ ସ୍ଥାନରେ ଫସି ରହିଥିବା ପ୍ରବାସୀ ଶ୍ରମିକମାନେ ଟ୍ରେନ୍‌ ଯୋଗେ ନିଜ ଭିଟାମାଟିକୁ ଫେରୁଥିବାବେଳେ କିଛି କିଛି…

ଜଗତସିଂହପୁର : ସ୍ବାବ୍‌ ରିପୋର୍ଟ ନ ଆସିବା ଯାଏଁ ଘରକୁ ଯିବା ମନା କରାଯାଇଛି। କ୍ବାରେଣ୍ଟିନ୍‌ରେ ରହୁଥିବା ପ୍ରବାସୀଙ୍କ ପ୍ରସଙ୍ଗରେ ଜଗତସିଂହପୁର ଜିଲ୍ଲା ପ୍ରତିକ୍ରିୟା ଦେଇଛନ୍ତି। ସ୍ବାବ୍‌…

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର କରୋନା ପଜିଟିଭ୍ ସରପଞ୍ଚ, ଆଶା ଓ ଅଙ୍ଗନଓ୍ବାଡି କର୍ମୀଙ୍କ ସହ ଟେଲିଫୋନ୍ ଯୋଗେ କଥା ହୋଇଛନ୍ତି ।…

ସୀତାରାମ ଅଗ୍ରଓ୍ବାଲ ବାଲୁଗାଁ : ଦିନକୁ ଦିନ ମହାମାରୀ କରୋନା ସମଗ୍ର ବିଶ୍ବରେ ତା’ର କାୟାବିସ୍ତାର କରିବାରେ ଲାଗିଛି । ଆମ ରାଜ୍ୟରେ 1600ରୁ ଉର୍ଦ୍ଧ୍ବ ଆକ୍ରାନ୍ତ…

ଜମ୍ମୁକାଶ୍ମୀର : ଜାମ୍ମୁ କାଶ୍ମୀରରେ ପୁଲୱାମା ଭଳି ଏକ ବଡ ଧରଣର ଆତଙ୍କୀ ଆକ୍ରମଣ ଷଡଯନ୍ତ୍ରକୁ ବିଫଳ କରିଛି ସୁରକ୍ଷା ବାହିନୀ। ଜାମ୍ମୁ କାଶ୍ମୀରର  ରାଜପୋରା ଅଞ୍ଚଳରୁ…

ଜଳେଶ୍ବର : ଜଳେଶ୍ବରର ଦୁଇ ପୃଥକ ସ୍ଥାନରେ ବଜ୍ରପାତ ଘଟି ଦୁଇଜଣଙ୍କ ଜୀବନ ଯାଇଛି । ଭୋଗରାଇ ବ୍ଲକ ବଡପାଡି ଗ୍ରାମରେ ବଜ୍ରାଘାତରେ ଜଣେ ମହିଳାଙ୍କ ମୃତ୍ୟୁ…

ଭୁବନେଶ୍ବର : ଆଜିଠାରୁ ରାଷ୍ଟ୍ରୀୟ କଂଗ୍ରେସ ଅନଲାଇନ୍‌ ମାଧ୍ୟମରେ ଏକ ବଡ଼ ଧରଣର କାର୍ଯ୍ୟକ୍ରମ ଆୟୋଜନ କରିବାକୁ ଯାଉଛି କଂଗ୍ରେସ । କଂଗ୍ରେସ ତରଫରୁ ‘ସ୍ପିକ୍‌ ଅପ୍‌…

ବାରିପଦା : ହୋମ୍‌ କ୍ବାରେଣ୍ଟିନ୍‌ରେ ଥିବା 45 ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବାର ସୂଚନା ରହିଛି । ବେତନଟୀ ବ୍ଲକ ନହଣ୍ଡାଶୋଳ ଭାଲୁବସାଗାଁରେ ପଡି ରହିଛି ମୃତ…

ଭୁବନେଶ୍ବର : ରାଜ୍ୟରେ ଆଉ 67 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । …

ରାଉରକେଲା : ରାଉରକେଲାର ବାସନ୍ତୀ କଲୋନୀଠାରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିବାର ସୂଚନା ମିଳିଛି । ପୂର୍ବ ଶତ୍ରୁତାରୁ ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍‌ ହୋଇଥିବାବେଳେ…

ମୁମ୍ବାଇ : କରୋନାର ମହାସଂକଟ ସମୟରେ ଦେଶର କିଛି ଜାଗାରେ ପ୍ରତ୍ୟେକ ଦିନ ଅଗ୍ନିକାଣ୍ଡର ଘଟଣା ସାମ୍ନାକୁ ଆସୁଛି। ମୁମ୍ବାଇର ମରିନ୍‌ ଡ୍ରାଇଭ୍‌ ନିକଟସ୍ଥ ହୋଟେଲ୍‌ ଫର୍ଚ୍ୟୁନ୍‌ରେ…

ନୂଆଦିଲ୍ଲୀ : କରୋନା ଭାଇରସ୍‌କୁ ନେଇ ବିଶ୍ବ ସମୁଦାୟ ସମ୍ମୁଖରେ ନିନ୍ଦିତ ହେଉଥିବା ଚୀନ୍‌ ଜାଣିଶୁଣି ଭାରତ ସହିତ ସୀମା ବିବାଦରେ ଲିପ୍ତ ରହୁଛି ବୋଲି କେନ୍ଦ୍ରମନ୍ତ୍ରୀ…