ଆଜିର ଖବର

ସାଉଥ୍ଆମ୍ପଟନ, ମହାମାରୀ କରୋନା ପାଇଁ ଚାରି ମାସର ବିରତି ପରେ ପୁଣି ଥରେ ଷ୍ଟାଡିୟମକୁ ଫେରିବ ଅନ୍ତର୍ଜାତୀୟ କ୍ରିକେଟ। ଆସନ୍ତାକାଲି ଠାରୁ ସାଉଥ୍ଆମ୍ପଟନ ଠାରେ ଇଂଲଣ୍ଡ ଓ…

ଭୁବନେଶ୍ବର : ମୈତ୍ରୀବିହାର ଅଞ୍ଚଳରେ ଥିବା ଟେକ୍‌ ମହିନ୍ଦ୍ରା ଅଫିସ୍‌କୁ ସିଲ୍‌ କରିଛି ବିଏମ୍‌ସି । କୋଭିଡ୍‌ ଗାଇଡଳାଇନ୍‌ ଉଲ୍ଲଂଘନ ଅଭିଯୋଗରେ ଏହି ଅଫିସ୍‌ ସିଲ୍‌ ହୋଇଥିବା…

କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲାର ମହାକାଳପଡ଼ା ବ୍ଲକରେ ବାଲିସୁଆଁ ଗ୍ରାମରୁ ଉଦ୍ଧାର ହୋଇଛି ଏକ ବିରଳ ଧଳା ରଙ୍ଗର ସାପ । ସମ୍ପୂର୍ଣ୍ଣ ଧଳା ରଙ୍ଗର ଦେହ…

ପୁରୀ, ଆଜି ମହେନ୍ଦ୍ର ସିଂ ଧୋନିଙ୍କ ଜନ୍ମଦିନ, ସେଥିପାଇଁ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ କରିଛନ୍ତି ବାଲୁକା କଳା। ଧୋନିଙ୍କ ଜନ୍ମଦିନ ପାଇଁ…

ଭୁବନେଶ୍ବର : ସ୍ବେଚ୍ଛାସେବୀ ଆଦିତ ଦାସଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି । ସୋସିଆଲ ମିଡିଆରେ ଜଣାଶୁଣା ମାନବପ୍ରେମୀ ଆଦିତ୍ୟ ଦାସଙ୍କ ମୃତଦେହ ଲିଙ୍ଗରାଜ ରେଳଲାଇନ କଡରୁ ଉଦ୍ଧାର…

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁରରେ ନାବାଳିକା ଦୁଷ୍କର୍ମ ଓ ଗର୍ଭପାତ ମାମଲାରେ ଡାକ୍ତରଙ୍କୁ ଗିରଫ କରାଯାଇଛି । ଗିରଫ ହୋଇଥିବା ଡାକ୍ତରଜଣକ ହେଉଛନ୍ତି ବୀରମିତ୍ରପୁର ସରକାରୀ ଡାକ୍ତରଖାନାର…

କଟକ : କଟକ ଜିଲ୍ଲାର ନୂଆ 29 ଆକ୍ରାନ୍ତଙ୍କ ମଧ୍ୟରୁ ସିଏମ୍‌ସିରୁ 5 ଜଣ ଚିହ୍ନଟ ହୋଇଛନ୍ତି । କଟକରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଟାଙ୍ଗୀରୁ…

ଭୁବନେଶ୍ବର : ଆଜି ରାଜ୍ୟରେ ରେକର୍ଡ ସଂଖ୍ୟକ 571 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। 21 ଜିଲ୍ଲାରୁ ଆଜି 571 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ…

ତୁମୁଡ଼ିବନ୍ଧ: କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଶିର୍ଲା ଜଙ୍ଗଲରେ ପୁଣି ଏନ୍‌କାଉଣ୍ଟର। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ନିହତ ମାଓବାଦୀ ଜଣକ ବଂଶଧାରା…

ଦେବଗଡ଼ :ଭିଜିଲାନ୍ସ ଜାଲରେ ପଡିଛନ୍ତି ଦେବଗଡ ପୌର ପରିଷଦର ଜଣେ ନିର୍ବାହୀ ଅଧିକାରୀ । ଭିଜିଲାନ୍ସ ସମ୍ବଲପୁର ଭିଜିଲାନ୍ସ ଡିଏସ୍ପି ଦାଶରଥୀ ସେଠୀଙ୍କ ନେତୃତ୍ୱରେ ଏକ ଟିମ୍…

କଟକ: ଆଜିଠାରୁ କଟକ ଓ ଗଞ୍ଜାମରେ ହେବ ଆଣ୍ଟିଜେନ ଟେଷ୍ଟ। କଟକ ଏସ୍‌ସିବି ଓ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲର ସମସ୍ତ ରୋଗୀଙ୍କର କୋଭିଡ୍ ଟେଷ୍ଟ କରାଯିବ।…

କନ୍ଦର୍ପ ବେହେରା ରେଢାଖୋଲ: ପହିଲି ଆଷାଢରେ ବର୍ଷା ହେଉଥିଲା ଜୋରଜାର। ପ୍ରଥମ ବର୍ଷାରେ ମାଛ ମାରିବାର ଯେଉଁ ଆନନ୍ଦଥାଏ ତାକୁ ଉପଭୋଗ କରିବା ପାଇଁ କଦଳିଗଡ ପଂଚାୟତର…

ଭୁବନେଶ୍ବର, ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ବିଷ୍ଣୁ ଦାସଙ୍କ ଆଜି ପରଲୋକ ହୋଇଯାଇଛି। ଆଜି ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ 66 ବର୍ଷ ବୟସରେ…

ଚଣ୍ଡିଗଡ଼, ପୁଣି ଚର୍ଚ୍ଚାରେ ଡେରା ସଚ୍ଚା ସୌଦା ମୁଖ୍ୟ ଗୁରୁମିତ ରାମ ରହିମ ସିଂ। ଶିଖ ଧର୍ମଗ୍ରନ୍ଥ ଚୋରି ନେଇ ଏକ ପାଞ୍ଚ ବର୍ଷ ତଳର ମାମଲାରେ…

ଭୁବନେଶ୍ବର, ଆଜି ସନ୍ଧ୍ୟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ଯୁଦ୍ଧ ଜିତିବାକୁ ତ୍ୟାଗ, ସଂଯମ ଓ ଶୃଙ୍ଖଳାର ମନ୍ତ୍ର ଦେଇଛନ୍ତି। କୋଭିଡ ଗାଇଡଲାଇନ…

ନୂଆଦିଲ୍ଲୀ, ଏବେ ବିଶ୍ବରେ ଆମେରିକା ଓ ବ୍ରାଜିଲ ପଛକୁ ତୃତୀୟ ସ୍ଥାନରେ ଥିବା ଭାରତରେ ସୋମବାର ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 7 ଲକ୍ଷ ପାଖାପାଖି ପହଞ୍ଚିଛି।…