ଆଜିର ଖବର

ଉତ୍ତରପ୍ରଦେଶ : ବିବାଦୀୟ ବୟାନ ଦେଇଥିବା ବିଜେପି ବିଧାୟକ ସୁରେଶ ତିଓ୍ବାରୀଙ୍କୁ ନେଇ ଦଳ ନେତୃତ୍ବ ଏବେ କଡା କାର୍ଯ୍ୟାନୁଷ୍ଠାନ କରିଛନ୍ତି । ମିଳିଥିବା ସୂଚନା ଅନୁସାରେ…

ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଇଣ୍ଡୋନେସିଆର ରାଷ୍ଟ୍ରପତି ଜୋକୋ ୱିଡୋଡୋଙ୍କ ସହ ଟେଲିଫୋନ ଯୋଗେ ବାର୍ତ୍ତଳାପ କରିଛନ୍ତି। ଉଭୟ ନେତା କୋଭିଡ-19 ମହାମାରୀର ସଂକ୍ରମଣ ବିଷୟରେ…

ନୂଆଦିଲ୍ଲୀ, କରୋନା ସଂକ୍ରମଣରେ କୌଣସି ବନ୍ଦର କର୍ମଚାରୀ ଓ ଶ୍ରମିକଙ୍କର ମୃତ୍ୟୁ ଘଟିଲେ ସେମାନଙ୍କ ପରିବାରକୁ 50 ଲକ୍ଷ ଟଙ୍କାର କ୍ଷତି ପୂରଣ ପ୍ରଦାନ କରାଯିବ ।…

ନୂଆଦିଲ୍ଲୀ :ବୋର୍ଡ ପରୀକ୍ଷା ଖାତା ମୂଲ୍ୟାୟନ ପ୍ରକ୍ରିୟା ଆରମ୍ଭ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ମାନବ ସମ୍ବଳ ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ । ଆଜି ବିଭିନ୍ନ…

ଭୁବନେଶ୍ବର : ଓଡ଼ିଶାକୁ ଏବେ ସୁପରସ୍ପ୍ରେଡର ଚିନ୍ତା ଘାରିଛି । ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ରାଜ୍ୟରେ ସର୍ବମୋଟ୍‌ 118 ଜଣ ଆକ୍ରାନ୍ତ ଚିହ୍ନଟ…

ମୁମ୍ବାଇ : ଭାରତୀୟ ପେସ୍‌ ବୋଲର ଯଶପ୍ରୀତ୍‌ ବୁମ୍‌ରା ନିଜ ବ୍ୟାଟିଂର ଏକ ଭିଡିଓ ସେୟାର କରିଛନ୍ତି । ଯୁବରାଜ ସିଂଙ୍କ ଅନୁରୋଧରେ ବୁମ୍‌ରା ଏହି ଭିଡିଓଟିକୁ…

ଇରାନ୍: ସାରା ବିଶ୍ବରେ କରୋନା ଭାଇରସ୍‌ ହଇଚଇ ସୃଷ୍ଟି ହୋଇଛି। ଏହି ଭାଇରସରୁ ବଞ୍ଚିବା ପାଇଁ ଯିଏ ଯେଉଁ ଔଷଧ ଦେଉଛି ତାକୁ ତୁରନ୍ତ ଲୋକମାନେ ବ୍ୟବହାର…

ଚଣ୍ଡୀଗଡ : ହରିୟାଣାରେ ପୋଲିସ୍‌ ଓ ସ୍ବାସ୍ଥ୍ୟକର୍ମୀଙ୍କ ଉପରେ ପୁନର୍ବାର ଆକ୍ରମଣ କରାଯାଇଛି । ଏହି ଆକ୍ରମଣ ଘଟଣାରେ ପୋଲିସ୍‌ 30 ଜଣଙ୍କୁ ଗିରଫ କରିଛି ।…

ପିଣ୍ଟୁ ବିଷୋୟୀ ବେଗୁନିଆପଡା: ବେଗୁନିଆପଡା ଅଞ୍ଚଳରେ ଚୋରା ମଦ କାରବାର ଥମିବାର ନା ଧରୁନାହିଁ। ତେବେ ଚୋରା ମଦ କାରବାର ରୋକିବାରେ ପୋଲିସ୍‌କୁ ମିଳିଛି ବଡ ସଫଳତା।…

ଭୁବନେଶ୍ବର : ରାଜ୍ୟରେ ମନରେଗା କାର୍ଯ୍ୟକୁ ଦ୍ବିଗୁଣିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି । ମହାତ୍ମା ଗାନ୍ଧୀ ନିଶ୍ଚିନ୍ତ କର୍ମ ନିଯୁକ୍ତି ଯୋଜନାରେ…

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମିତଙ୍କୁ ଚିକିତ୍ସା କରିବା ପାଇଁ ପ୍ଲାଜ୍‌ମା ଥେରାପୀର ବ୍ୟବହାର କରାଯାଉଛି । ତେବେ ଏହାକୁ ନେଇ ଆଜି ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ…

ଭୁବନେଶ୍ବର, ଓଡିଶା ପର୍ଯ୍ୟଟନ ଉନ୍ନୟନ ନିଗମର ଅଧ୍ୟକ୍ଷା ଅଛନ୍ତି ବିଜେଡି ନେତ୍ରୀ ଶ୍ରୀମୟୀ ମିଶ୍ର। ସେ ନିଜ ଅଫିସ କାମ ଶେଷ କରି ଫେରିବା ବେଳେ ରାସ୍ତାରେ…

ମୁମ୍ବାଇ : ବୁଲନ୍ଦସହର ସାଧୁ ହତ୍ୟାକାଣ୍ଡକୁ ସାମ୍ପ୍ରଦାୟିକତାର ରୂପ ନଦେବା ପାଇଁ ମତ ଦେଇଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ମତ ଦେଇଛନ୍ତି । ମହାରାଷ୍ଟ୍ରର ପାଲଗଡରେ…

ଭୁବନେଶ୍ବର: ଲକଡାଉନ ପରେ ଓଡ଼ିଶାକୁ ଫେରିବାକୁ ଥିବା ପ୍ରବାସୀ ଶ୍ରମିକଙ୍କ ଚିକିତ୍ସା ଓ କ୍ୱାରେଣ୍ଟିନରେ ରହିବା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ଏନେଇ ଆଜି ରାଜ୍ୟ…

ଭୁବନେଶ୍ବର : କୋରାପୁଟରୁ ଚିହ୍ନଟ ହୋଇଥିବା ରାଜ୍ୟର 110 ନମ୍ବର ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି । 110 ନମ୍ବର ଆକ୍ରାନ୍ତ ଜଣକ ପ୍ରାୟ 24…