ଆଜିର ଖବର

ଚେନ୍ନାଇ,30/12 : ତାମିଲ ଫିଲ୍ମ ଅଭିନେତା ବିଜୟଙ୍କ 64 ତମ ଫିଲ୍ମରେ ନଜର ଆସିବାକୁ ଯାଉଛନ୍ତି ମାଲାୟଲମ ଅଭିନେତ୍ରୀ ମାଲବିକା ମୋହନନ୍‌ । ଲୋକେଶ କଙ୍ଗାରାଜଙ୍କ ଅଭିନୀତ…

ନୂଆଦିଲ୍ଲୀ,30/12 : ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ଅଷ୍ଟ୍ରିଆରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ଫେରସ୍ତ ଆଣିଛି । ଅଷ୍ଟ୍ରିଆରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତ ରେଣୁ ପଲ୍‌ଙ୍କୁ ଭାରତ ଫେରାଇ…

ଚେନ୍ନାଇ, 30/12: ନାଗରିକତା ସଂଶୋଧନ ଆଇନ (ସିଏଏ) ଓ ରାଷ୍ଟ୍ରୀୟ ନାଗରିକତା ରେଜିଷ୍ଟାର (ଏନ୍‌ଆରସି) ବିରୋଧରେ ପ୍ରଦର୍ଶନ ଜାରି ରହିଛି । ସୋମବାର ଚେନ୍ନାଇଠାରେ ଡିଏମ୍‌କେ ମୁଖ୍ୟ…

ସମୀକ୍ଷା ବ୍ୟୁରୋ ଭୁବନେଶ୍ବର,30/12 : ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି ଆଇଏଏସ୍‌ ଅଫିସର । 2009 ବ୍ୟାଚ୍‌ର ଆଇଏଏସ୍‌ ବିଜୟ କେତନ ଉପାଧ୍ୟାୟଙ୍କୁ…

ନୂଆଦିଲ୍ଲୀ,30/12 : ଦେଶର ପ୍ରଥମ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌ ଭାବରେ ବିପିନ୍‌ ରାଓ୍ବତ୍‌ଙ୍କୁ ନିଯୁକ୍ତିକୁ କ୍ୟାବିନେଟ୍‌ ମଞ୍ଜୁରୀ ପ୍ରଦାନ କରାଯାଇଛି । ଆସନ୍ତା କାଲି ନିଜ…

ମୁମ୍ବାଇ,30/12 : ମହାରାଷ୍ଟ୍ର କ୍ୟାବିନେଟ୍‌ର ପ୍ରଥମ ସମ୍ପ୍ରସାରଣରେ ଉପ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ଏନ୍‌ସିପି ନେତା ଅଜିତ୍‌ ପଓ୍ବାର । ଏହା ସହିତ ଓ୍ବର୍ଲି…

ନୂଆଦିଲ୍ଲୀ, 30/12 : କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ସୁରକ୍ଷା ଅଧିନିୟମ ଭଙ୍ଗ କରିଥିବା ନେଇ ସିଆରପିଏଫ୍‌ ପକ୍ଷରୁ ସୂଚନା ଦିଆଯାଇଛି । ବିନା କୌଣସି…

ନୂଆଦିଲ୍ଲୀ,30/12 : ଜମ୍ମୁ କାଶ୍ମୀର ଏବଂ ଦିଲ୍ଲୀର 13ଟି ସ୍ଥାନରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ପକ୍ଷରୁ ଚଢାଉ କରାଯାଇଛି । ଅବୈଧ ଅସ୍ତ୍ରଶସ୍ତ୍ର ଲାଇସେନ୍ସ ରଖିବା…

ଉତ୍ତରପ୍ରଦେଶ, 30/12: ୧୪୪ ଧାରା ଉଲ୍ଲଂଘନ କରିଥିବା ଅଭିଯୋଗରେ ୫୫ ଶିଖ୍‌ ଶ୍ରଦ୍ଧାଳୁଙ୍କ ବିରୋଧରେ ମାମଲା ଦାଏର ହୋଇଛି। ଉତ୍ତରପ୍ରଦେଶର ପିଲିଭିତ୍‌ ଜିଲ୍ଲାର କିରତପୁର ଗୁରୁଦ୍ବାରଠାରୁ ରବିବାର…

କାବୁଲ,30/12 : ତେହରିକ୍‌ ଏ ତାଲିବାନ୍‌ର (ଟିଟିପି) ପାକିସ୍ତାନ ମୁଖ୍ୟଙ୍କୁ ଆଫଗାନିସ୍ତାନରେ ଗୁଳି କରି ହତ୍ୟା କରାଯାଇଛି । ଆଫଗାନିସ୍ତାନର ଖୋସ୍ତ ପ୍ରଦେଶରେ ଟିଟିପି କମାଣ୍ଡର କାରୀ…

ମୁମ୍ବାଇ,30/12 : ମହାରାଷ୍ଟ୍ର କ୍ୟାବିନେଟ୍‌ର ପ୍ରଥମ ସମ୍ପ୍ରସାରଣ ଆଜି ଅନୁଷ୍ଠିତ ହେବାକୁ ଯାଉଛି । ଏନ୍‌ସିପି ନେତା ଅଜିତ୍‌ ପଓ୍ବାରଙ୍କୁ ଉପ ମୁଖ୍ୟମନ୍ତ୍ରୀ ପଦ ମିଳିବାର ସମ୍ଭାବନା…

ନୂଆଦିଲ୍ଲୀ, 30/12: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗରିକତା ସଂଶୋଧନ କାନୁନ୍‌ (ସିଏଏ)ର ସମର୍ଥନ ପାଇଁ ଅନଲାଇନ୍‌ ପ୍ରଚାର ଆରମ୍ଭ କରିଛନ୍ତି । ହ୍ୟାଜଟ୍ୟାଗ୍‌ ଇଣ୍ଡିଆ ସପୋର୍ଟସ୍‌ ସିଏଏ…

ନୂଆଦିଲ୍ଲୀ,30/12 : ଭାରତୀୟ ନୌସେନା ପକ୍ଷରୁ ଫେସ୍‌ବୁକ୍‌ ଏବଂ ସ୍ମାର୍ଟଫୋନ୍‌ ବ୍ୟବହାର ଉପରେ କଟକଣା ଜାରି କରାଯାଇଛି । ଭାରତୀୟ ନୌସେନାର ଗୁରୁତ୍ବପୂର୍ଣ୍ଣ ତଥ୍ୟ ଲିକ୍‌ ହେଉଥିବାରୁ…

ନୂଆଦିଲ୍ଲୀ,29/12 : କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀଙ୍କୁ ପୋଲିସ୍‌ ଆକ୍ରମଣକୁ ନିନ୍ଦା କରିଛନ୍ତି କଂଗ୍ରେସ ନେତା ଶତ୍ରୁଘ୍ନ ସିହ୍ନା । ପ୍ରିୟଙ୍କା ଗାନ୍ଧୀ-ନେହେରୁ ପରିବାରର ସଦସ୍ୟ ହୋଇଥିବା…

ନୂଆଦିଲ୍ଲୀ,29/12 : ତଳିପେଟରେ ଯନ୍ତ୍ରଣା ପରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି ମୁଲାୟମ ସିଂ ଯାଦବ । ପୂର୍ବତନ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି ମୁଖ୍ୟ…

ଥିରୁଅନନ୍ତପୁରମ୍‌,29/12 : ଜାମିଆ ମାଲିଆ ଛାତ୍ରୀ ଆୟେଶା ରାନ୍ନାଙ୍କ କ୍ଷମା ପ୍ରାର୍ଥନା କରିଛନ୍ତି ସିପିଆଇ ଏମ୍‌ ନେତୃବୃନ୍ଦ । ଆୟେଶାଙ୍କ କ୍ଷମା ପ୍ରାର୍ଥନା ଦାବି କରିବା ସହିତ…

ନୂଆଦିଲ୍ଲୀ,29/12 : ଅସୁସ୍ଥତା କାରଣରୁ ଜାତୀୟ ଚଳଚିତ୍ର ପୁରସ୍କାରରେ ଅନୁପସ୍ଥିତ ରହିଥିବା ଅମିତାଭ ବଚ୍ଚନଙ୍କୁ ଆଜି ଦାଦା ସାହେବ ଫାଲ୍‌କେ ପୁରସ୍କାରରେ ସମ୍ମାନିତ କରାଯାଇଛି । ରବିବାର…

ନୂଆଦିଲ୍ଲୀ,29/12 : ସାମୁଦ୍ରିକ ଝଡ ଟାଇଫୁନ୍‌ ଫାନ୍‌ଫୋନ୍‌ ଫିଲିପାଇନ୍ସରେ ଏହାର ତାଣ୍ଡବ ରଚିଛି । ଫାନ୍‌ଫୋନ୍‌ ପ୍ରଭାବରେ 5 ଦିନ ମଧ୍ୟରୋ 41 ଜଣଙ୍କର ମୃତ୍ୟୁ ଘଟିଛି…

ନୂଆଦିଲ୍ଲୀ, 29/12 : ନୂଆଦିଲ୍ଲୀରେ ନୂତନ ସିଆରପିଏଫ୍‌ ମୁଖ୍ୟାଳୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ଗୃହମନ୍ତ୍ରୀ ଅମିତ ଶାହା । ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ସିଆରପିଏଫ୍‌…

ରାଞ୍ଚି,29/12 : ଝାରଖଣ୍ଡର 11 ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ହେମନ୍ତ ସୋରେନ୍‌ । ମୋରବଡି ଗ୍ରାଉଣ୍ଡରେ ହେମନ୍ତଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ…

ସମୀକ୍ଷା ବ୍ୟୁରୋ ଭୁବନେଶ୍ବର,29/12 : ଭୁବନେଶ୍ବରର ଏସ୍‌ପ୍ଲାନେଡ୍‌ ମଲ୍‌ରେ ମହିଳା ସାମ୍ବାଦିକାଙ୍କୁ ଦୁର୍ବ୍ୟବହାର ଏବଂ ଆକ୍ରମଣ ମାମଲାରେ କମିସନରେଟ୍‌ ପୋଲିସ୍‌ ପକ୍ଷରୁ 2 ଜଣଙ୍କୁ ଗିରଫ କରାଯାଇଛି…