ଆଜିର ଖବର

ଦେଶର ବିଭିନ୍ନ ସ୍ଥାନରେ ଅଗ୍ନିକାଣ୍ଡ ଘଟିବା ପରେ ଏବେ ଅଗ୍ନିକାଣ୍ଡ ଯାଞ୍ଚକୁ ବେଶ୍‌ ବ୍ୟାପକ କରାଯାଇଛି । ରାଜଧାନୀର ୧୫ଟି ବଡ଼ ଘରୋଇ ହସ୍ପିଟାଲ୍‌ରେ ଅଗ୍ନିଶମ ବିଭାଗ…

ଉତ୍ତରପ୍ରଦେଶର ଯୋଗୀ ସରକାର ସଂସ୍କୃତ ଭାଷାକୁ ପ୍ରଚାର ପ୍ରସାର ପାଇଁ ଏକ ନୂତନ ପଦକ୍ଷେପ ଗ୍ରହଣ କରିଛନ୍ତି । ସୂଚନା ବିଭାଗ ଏବେ ସଂସ୍କୃତ ଭାଷାରେ ପ୍ରେସ୍…

ଅଯୋଧ୍ୟା ରାମଜନ୍ମଭୂମି ପରିସରରେ ୨୦୦୫ରେ ହୋଇଥିବା ଆତଙ୍କୀ ହମଲାର ମଙ୍ଗଳବାର ଶୁଣାଣି ହୋଇଛି। ୧୪ ବର୍ଷ ପରେ ଏହି ମାମଲାର ଶୁଣାଣି କରିଛନ୍ତି ପ୍ରୟାଗରାଜର ଏକ ବିଶେଷ…

ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ  ବୁଧବାର ଅନୁଷ୍ଠିତ ହେବାକୁ ଥିବା ସର୍ବଦଳୀୟ ବୈଠକକୁ ପ୍ରତ୍ୟାଖାନ କରିଛନ୍ତି । ପଶ୍ଚିମବଙ୍ଗରେ ମମତା ସରକାର ଓ ବିଜେପି ମଧ୍ୟରେ କଡା…

ଦୁର୍ନୀତି ବିରୋଧରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ପୁଣି ନେଇଛନ୍ତି ଦୃଢ଼ ପଦକ୍ଷେପ। ମୋଦି ସରକାରଙ୍କ ଦ୍ବିତୀୟ କାର୍ଯ୍ୟକାଳରେ ଭ୍ରଷ୍ଟାଚାର ଉପରେ ବେଶ୍‌ ଦୃଢ ହୋଇଥିବାର ଦେଖାଯାଇଛି…

ବିହାରରେ ଶିଶୁ ମୃତ୍ୟୁକୁ ନେଇ ସଙ୍ଗୀନ ଅବସ୍ଥା ରହିଥିବାବେଳେ ନେତାମାନଙ୍କର ବୟାନାବାଜି ଏହାକୁ ରାଜନୀତି ରଙ୍ଗ ଦେଉଛି । ୧୨୯ ପାଖାପାଖି ଶିଶୁ ମସ୍ତିଷ୍କ ଜ୍ବରରେ ମୃତ୍ୟୁବରଣ…

ପଶ୍ଚିମବଙ୍ଗରେ ଡାକ୍ତର ଆକ୍ରମଣକୁ ଦେଶ ସାରା ବିରୋଧ ପ୍ରଦର୍ଶନ ପୂର୍ବକ ଡାକ୍ତରମାନେ ଧର୍ମଘଟ କରିଥିଲେ। ଏହି ସମ୍ପର୍କିତ ଏକ ମାମଲା ସୁପ୍ରିମ୍‌କୋର୍ଟରେ ଦାଏର କରାଯାଇଥିଲା। ଆଜି ସୁପ୍ରିମ୍‌କୋର୍ଟ…

ମଙ୍ଗଳବାରଠାରୁ ବ୍ରହ୍ମଗିରିସ୍ଥିତ ଶ୍ରୀଅଲାରନାଥଙ୍କ ପୀଠରେ ମହାପ୍ରଭୁଙ୍କ ଅଣସର ଦର୍ଶନ ଆରମ୍ଭ ହୋଇଛି। ଅଲାରନାଥ ପୀଠରେ ମହାପ୍ରଭୁଙ୍କ ଅଣସର ଦର୍ଶନ ଲାଗି ସକାଳୁ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ…

ବିହାରରେ ମସ୍ତିଷ୍କ ଜ୍ବରରେ ଶିଶୁ ମୃତ ସଂଖ୍ୟା ବଢିବାରେ ଲାଗିଛି। ଏପର୍ଯ୍ୟନ୍ତ ୧୨୯ଜଣ ଶିଶୁ ପ୍ରାଣ ହରାଇ ସାରିଲେଣି। ଆଜି ମୁଖ୍ୟମନ୍ତ୍ରୀ ନିତୀଶ୍‌ କୁମାର୍‌ ମୁଜାଫର୍‌ପୁର ଗସ୍ତ…

ପୁଣି ଅଶାନ୍ତ ହୋଇଛି ସୀମା। ଜମ୍ମୁ କାଶ୍ମୀରରେ ସୁରକ୍ଷା ବଳ ଓ ଆତଙ୍କୀଙ୍କ ଆକ୍ରମଣରେ ଗତ ୨୪ ଘଣ୍ଟା ମଧ୍ୟରେ ଜଣେ ମେଜର୍‌ଙ୍କ ସମେତ ଚାରିଜଣ ଯବାନ୍‌…

ବିହାରର ମୁଜାଫରପୁରରେ ମସ୍ତିଷ୍କ ଜ୍ବରରେ ଶିଶୁ ମୃତ୍ୟୁ ସଂଖ୍ୟା ୧୨୯ରେ ପହଞ୍ଚିଲାଣି। ଏହି ମାମଲାରେ ରାଷ୍ଟ୍ରୀୟ ମାନବାଧିକାରୀ ଆୟୋଗ କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରାଳୟ ଓ ବିହାର ସରକାରଙ୍କୁ…

ଓଡ଼ିଶାର ୩ଟି ରାଜ୍ୟସଭା ଆସନର ଉପ ନିର୍ବାଚନ ପାଇଁ ଆଜି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ତିନୋଟି ପଦ ପାଇଁ ପୃଥକ ପୃଥକଭାବେ ବିଜ୍ଞପ୍ତି ପ୍ରକାଶ କରାଯାଇଛି।…

ଏନ୍‌ଡିଏ ସମର୍ଥିତ ଲୋକସଭା ବାଚସ୍ପତି ପ୍ରାର୍ଥୀଙ୍କୁ ବିଜେଡି ଦେବ ସମର୍ଥନ। ଲୋକସଭାର ଆଗାମୀ ବାଚସ୍ପତି ପ୍ରାର୍ଥୀ ନେଇ ଏନଡିଏ୍‌ ବିଜେପି ସାଂସଦ ଓମ୍‌ ବିର୍ଲାଙ୍କୁ ଚୟନ କରିଛି।ଏନଡିଏର…

ଏଣିକି ବିନା ହେଲ୍‌ମେଟ୍‌ରେ ଫ୍ଲାଇଓଭର୍‌ରେ ଯାଇପାରିବେ ନାହିଁ। ଏନେଇ କଟକଣା ଜାରି କରିଛି ଜିଲ୍ଲା ପ୍ରଶାସନ। ବିନା ହେଲମେଟ୍‌ରେ ଖଣ୍ଡଗିରିରୁ ରସୁଲଗଡ଼ ପର୍ଯ୍ୟନ୍ତ ଯାଇପାରିବେନି ବାଇକ ଚାଳକ।…

ରାଜସ୍ଥାନ କୋଟାରୁ ଜିତିଥିବା ବରିଷ୍ଠ ବିଜେପି ନେତା ଓମ ବିର୍ଲା ହେବେ ଲୋକସଭାର ନୂଆ ବାଚସ୍ପତି। ଆଜି ଏ ନେଇ ବିଜେପି ତରଫରୁ ସ୍ପଷ୍ଟ କରାଯାଇଛି। ୫୭ବର୍ଷ…

ବିଜେପିର କାର୍ଯ୍ୟକାରୀ ରାଷ୍ଟ୍ରୀୟ ଅଧ୍ୟକ୍ଷ ହୋଇଛନ୍ତି ଜେପି ନଡ୍ଡା। ଦିଲ୍ଲୀରେ ସୋମବାର ବିଜେପି ସଂସଦୀୟ ବୋର୍ଡର ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବିଜେପିର ସଂସଦୀୟ ବୋର୍ଡ  ବୈଠକରେ…

ପାଟକୁରା ନିର୍ବାଚନ କେବେ ହେବ ତାହାର ଘୋଷଣା କରାଯାଇ ନାହିଁ। ହେଲେ ତା ପୂର୍ବରୁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରାପଡା ଗସ୍ତ କରି…