ଆଜିର ଖବର

ନୂଆଦିଲ୍ଲୀ, 17/12: ଲେଫ୍ଟନାଣ୍ଟ ଜେନେରାଲ ମନୋଜ ମୁକୁନ୍ଦ ନରଓ୍ଵାଣେ ସେନାର ପରାବର୍ତ୍ତୀ ସେନାଧ୍ୟକ୍ଷ ହେବା ନେଇ ସୂଚନା ରହିଛି। ଦେଶର 28ତମ ସ୍ଥଳସେନା ମୁଖ୍ୟ ହେବେ ନରଓ୍ବାଣେ।…

ନୂଆଦିଲ୍ଲୀ,17/12 : ବିଭିନ୍ନ ଅଶ୍ଲୀଳ ସାଇଟ୍‌ ଉପରେ ନିଷିଦ୍ଧାଦେଶ ଜାରି କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ପତ୍ର ଲେଖିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର । ଅନ୍‌ଲାଇନ୍‌ରେ ଉପଲବ୍ଧ…

ନୂଆଦିଲ୍ଲୀ,17/12 : ଜାମିଆ ମାଲିଆ ବିଶ୍ବ ବିଦ୍ୟାଳୟର ଛାତ୍ର ମାନଙ୍କ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ସମୟରେ 10 ଜଣ ଅଣଛାତ୍ରଙ୍କୁ ଗିରଫ କରାଯାଇଛି । ଏହି ଅଣଛାତ୍ର ମାନେ…

ନୂଆଦିଲ୍ଲୀ,17/12 : ଛାତ୍ର ଆନ୍ଦୋଳନକୁ ନେଇ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅଭିଯୋଗ କରିଛନ୍ତି । ନିଜର…

ସମୀକ୍ଷା ବ୍ୟୁରୋ ଭୁବନେଶ୍ବର, 17 ଡିସେମ୍ବର: ଆଜି ଅପରାହ୍ନ 5ଟା 45 ମିନିଟରେ ଲୋକସେବା ଭବନରେ ବସିବ କ୍ୟାବିନେଟ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବାକୁ…

 ଭୁବନେଶ୍ୱର, 16/12: ରାଜ୍ୟରେ ସ୍ୱାସ୍ଥ୍ୟସେବାରେ ଉନ୍ନତି ନେଇ ହୃଦରୋଗୀଙ୍କ ପାଇଁ କ୍ୟାପିଟାଲ ହସ୍ପିଟାଲରେ ଖୋଲିଲା ସ୍ୱତନ୍ତ୍ର ୱାର୍ଡ଼। ରାଜ୍ୟରେ ହୃଦରୋଗୀଙ୍କ ସଂଖ୍ୟା ବଢୁଥିବାବେଳେ ସେହି ଅନୁପାତରେ ଚିକିତ୍ସା…

ନୂଆଦିଲ୍ଲୀ, ୧୬/୧୨: ମହିଳାଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ଇଣ୍ଡିଆ ଗେଟ୍‌ ପାଖରେ ଧାରଣା ଦେଇଛନ୍ତି। ଏଥିସହ ଜାମିଆରେ ହୋଇଥିବା ହିଂସା ମାମଲାରେ…

ମୁମ୍ବାଇ, 16/12: ବଲିଉଡ୍‌ରେ ବରିଷ୍ଠ ଫିଲ୍ମ ନିର୍ମାତା ଅନୁରାଗ କଶ୍ୟପ ମାଇକ୍ରୋବ୍ଲଗିଂ ସାଇଟ୍‌ ‘ଟୁଇଟର୍‌’କୁ ପ୍ରତ୍ୟାବର୍ତ୍ତନ କରିଛନ୍ତି । ଚଳିତ ବର୍ଷ ଅଗଷ୍ଟ ମାସରେ ଟୁଇଟରରୁ ଦୂରେଇ…

ଥିରୁଅନନ୍ତପୁରମ୍‌,16/12 : ନାଗରିକତ୍ବ ସଂଶୋଧନ ଆଇନ (ସିଏଏ) ଏବଂ ରାଷ୍ଟ୍ରୀୟ ନାଗରିକ ପଞ୍ଜୀକରଣ (ଏନ୍‌ଆରସି)କୁ ବିରୋଧ କରି ଜାତୀୟ ଚଳଚିତ୍ର ଉତ୍ସବ ବର୍ଜନ କରିବାର ନିଷ୍ପତ୍ତି ନେଇଛନ୍ତି…

ଝାଡଖଣ୍ଡ, 16/12: ଝାଡ଼ଖଣ୍ଡର ପାକୁଡ଼ରେ କେନ୍ଦ୍ର ଗୃହମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ସଭାପତି ଅମିତ ଶାହ ଏକ ନିର୍ବାଚନ ଜନସଭାକୁ ସମ୍ଭୋଧିତ କରି କହିଛନ୍ତି ଯେ ଚାରି…

ନୂଆଦିଲ୍ଲୀ,16/12 : ଉନ୍ନାଓ ଗଣଦୁଷ୍କର୍ମ ମାମଲାରେ ପୂର୍ବତନ ବିଜେପି ବିଧାୟକ କୁଲ୍‌ଦୀପ୍‌ ସିଂ ସେଙ୍ଗାର ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଦିଲ୍ଲୀର ତିସ୍‌ ହଜାରୀ କୋର୍ଟ ପକ୍ଷରୁ…

ଲକ୍ଷ୍ନୌ, 16/12: ସମାଜବାଦୀ ପାର୍ଟିର ବରିଷ୍ଠ ନେତା ଆଜାମ ଖାନଙ୍କ ପୁଅ ଅବଦୁଲ୍ଲ ଆଜମଙ୍କ ବିଧାୟକ ପଦକୁ ଆଲହାବାଦ ହାଇକୋର୍ଟ ରଦ୍ଦ କରିଛନ୍ତି । ଅବଦୁଲ୍ଲା ଆଜମ…

ନୂଆଦିଲ୍ଲୀ,16/12: 48 ତମ ବିଜୟ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଭାରତୀୟ ସେନାକୁ ଶୁଭେଚ୍ଛା ଜଣାଇଛନ୍ତି । ଦେଶର…