ଆଜିର ଖବର

ପଶ୍ଚିମବଙ୍ଗ, ତ୍ରିପୁରା, ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, ବିହାର, ନାଗାଲାଣ୍ଡ ଆଦି ୬ଟି ରାଜ୍ୟରେ ରାଜ୍ୟପାଳ ବଦଳିଛନ୍ତି । ଆଜି ଏନେଇ ସୂଚନା ଆସିଛି । ପଶ୍ଚିମବଙ୍ଗର ରାଜ୍ୟପାଳ ଭାବେ…

ଭାରତ ବିଂଶତମ କାର୍ଗିଲ ବିଜୟ ଦିବସ ପାଳନ କରିବା ପୂର୍ବରୁ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଶନିବାର ଜମ୍ମୁ କଶ୍ମୀର ଗସ୍ତ କରିଛନ୍ତି । ରାଜନାଥ…

ସମୀକ୍ଷା ବ୍ୟୁରୋ ସାରଥୀ ବାବାଙ୍କୁ ନେଇ ସାରା ଓଡିଶାରେ ତୁମ୍ବିତୋଫାନ ହୋଇଥିଲା। ବାବାଙ୍କ କାରନାମା ଜଣାପଡିବା ପରେ ପୋଲିସ ତାଙ୍କୁ ଗିରଫ ମଧ୍ୟ କରିଥିଲା। ଏସବୁ ସତ୍ବେ…

ଆଜି ବିଧାନସଭାରେ ଖଦି ଓ ମହୁଚାଷ ଦୁର୍ନୀତି ପ୍ରସଙ୍ଗ ଉଠାଇଛି ବିରୋଧୀ ଦଳ ବିଜେପି । ଖଦି ଜିନିଷ କିଣାବିକା ଓ ମହୁଚାଷରେ ବ୍ୟାପକ ଅନିୟମିତତା ହୋଇଥିବା…

ପାକିସ୍ତାନ ପକ୍ଷରୁ ହାଫିଜ୍‌ ସଇଦ୍‌କୁ ଗିରଫ କରାଯାଇଥିବା ବେଳେ ଏହା ଉପରେ ପ୍ରତିକ୍ରିୟା ପ୍ରକାଶ କରିଛି ଆମେରିକା । ଏହି ଗିରଫଦାରୀ କୌଣସି ଫରକ ପକାଇବ ନାହିଁ…

ଆତଙ୍କୀଙ୍କୁ ଅର୍ଥ ଯୋଗାଣ ମାମଲାରେ ତାମିଲନାଡୁର ୧୪ଟି ସ୍ଥାନରେ ଚଢାଉ କରିଛି ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) । ମିଳିଥିବା ସୂଚନା ଅନୁସାରେ ଏହି ଚଢାଉରେ  ତାମିଲନାଡୁର…

ସମାଜବାଦୀ ପାର୍ଟିର ବରିଷ୍ଠ ନେତା ତଥା ରାମପୁରର ସାଂସଦ ଆଜମ ଖାନ ନିଜ ପୁଣି ଥରେ ବିବାଦୀୟ ବୟାନ ଦେଇଛନ୍ତି ।  ଆଜମ୍‌ ଖାନ୍‌ ଦେଶରେ ଚାଲିଥିବା…

ପଞ୍ଜାବର ମୁଖ୍ୟମନ୍ତ୍ରୀ କ୍ୟାପେଟନ୍‌ ଅମରିନ୍ଦର ସିଂହ ନଭଜୋତ୍‌ ସିଂହ ସିଦ୍ଧୁଙ୍କ ଇସ୍ତଫା ପତ୍ରକୁ ସ୍ବୀକାର କରିଛନ୍ତି।ପଞ୍ଜାବର ରାଜ୍ୟପାଳ ବିଜେନ୍ଦ୍ର ପାଲ୍‌ ସିଂହ ବଦନୋର୍‌ଙ୍କ ପାଖକୁ ମଞ୍ଜୁରୀ ପାଇଁ…

ପାଟକୁରା ବିଧାନସଭା ଆସନ ପାଇଁ ଶନିବାର ମତଦାନ ଆରମ୍ଭ ହୋଇଯାଇଛି । ଏହି ଆସନର ସମୁଦାୟ 309 ଟି ବୁଥରେ 7ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ…

ଇଣ୍ଟରନ୍ୟାସନାଲ କୋର୍ଟ ଅଫ ଜଷ୍ଟିସ (ଆଇସିଜେ) ରାୟକୁ ପାଳନ କରିଛି ପାକିସ୍ତାନ । ଶୁକ୍ରବାର ଇମ୍ରାନ ଖାଁଙ୍କ ସରକାର ଭାରତୀୟ ବନ୍ଦୀ କୁଳଭୂଷଣ ଯାଦବଙ୍କୁ ଦୂତାବାସ ସମ୍ପର୍କ…

ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପଶ୍ଚିମ କେନ୍ଦ୍ର ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଶୁକ୍ରବାର ଅଧିକ ଘନୀଭୂତ ହୋଇଛି । ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଉପକୂଳ ଓଡ଼ିଶା…

ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥଙ୍କୁ ଧମକ ଦେଇଥିବା ପୂର୍ବତନ ବିଜେପି ବିଧାୟକ ସୁରେନ୍ଦ୍ର ନାଥ ସିଂହଙ୍କୁ ଆଜି ପୁଲିସ୍‌ ଗିରଫ କରିଛି। ସୁରେନ୍ଦ୍ର ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରି…

୨୦୦୪ ବ୍ୟାଚ୍‌ର ଆଇଏଫ୍‌ଏସ୍ ଅଧିକାରୀ ବିବେକ କୁମାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ଏ ସଂକ୍ରାନ୍ତ ବିଜ୍ଞପ୍ତି ପର୍ସନେଲ ଓ ଟ୍ରେନିଂ…