ଆଜିର ଖବର

ଜାମ୍ମୁ-କାଶ୍ମୀରରୁ ସମ୍ବିଧାନର ଧାରା ୩୭୦ ଉଚ୍ଛେଦ କରିବା ନେଇ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ବିରୋଧରେ ସୁପ୍ରିମକୋର୍ଟରେ ଆଗତ ପିଟିଶନର ଶୁଣାଣି ଶୁକ୍ରବାର ଆରମ୍ଭ ହୋଇଛି। ପ୍ରଧାନ ବିଚାରପତି…

ଆଜି ମୁମ୍ବାଇରେ ନିତି ଆୟୋଗ ବୈଠକ ଅନୁଷ୍ଠିତ ହେବ । ମୁମ୍ବାଇ ମାଲାବାର ହିଲସ୍ଥିତ ଶୟିୟଦ୍ରୀ ଗେଷ୍ଟହାଉସରେ  ଆଜି ଆୟୋଜିତ ହେବାକୁ ଥିବା ଏହି ବୈଠକରେ  ମୁଖ୍ୟମନ୍ତ୍ରୀ…

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଆଜି ହେଉଛି ପ୍ରଥମ ପୁଣ୍ୟତିଥି। ନୂଆ ଦିଲ୍ଲୀ ସ୍ଥିତ ତାଙ୍କ ସ୍ମୃତିସ୍ଥଳ ‘ସଦେବ ଅଟଳ’ ଠାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ,…

ଭାରତୀୟ ସିନେମାର ବରିଷ୍ଠ ତଥା କିମ୍ବଦନ୍ତୀ ସଙ୍ଗୀତ ନିର୍ଦେଶକଙ୍କ ସ୍ବାସ୍ଥ୍ୟବସ୍ଥା ଭଲ ନାହି। ଫୁସଫୁସ ସଂକ୍ରମଣରେ ପୀଡିତ ହୋଇ ହସପିଟାଲରେ ଭର୍ତ୍ତି ହୋଇଛନ୍ତି। ୯୨ ବର୍ଷୀୟ ଖୟାମ…

ଜାମ୍ମୁ-କାଶ୍ମୀରରୁ ୩୭୦ ଧାରା ତଥା ସ୍ଵତନ୍ତ୍ର ମାନ୍ୟତା ପ୍ରତ୍ୟାହାର କରିବା କୁ ନେଇ ଭାରତର ପଦକ୍ଷେପ ଉପରେ ଆଜି ଜାତି ସଂଘ ସୁରକ୍ଷା ପରିଷଦରେ ଶୁକ୍ରବାର ବନ୍ଦ କୋଠରୀରେ…

ସାରା ଦେଶରେ ସ୍ବାଧୀନତା ଦିବସ ସହ ରାକ୍ଷୀ ପୂର୍ଣ୍ଣିମା ମହା ଆଡମ୍ବରରେ ପାଳନ କରାଯାଉଛି । ରାକ୍ଷୀ ଅବସରରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରା ଅତୀତର…

ଅଗଷ୍ଟ ୧୫ରେ ଭାରତର ସ୍ବାଧୀନତା ଦିବସ ପାଳିତ ଅବସରରେ ପାକିସ୍ତାନରେ ମଧ୍ୟ ଗୁଞ୍ଜି ଉଠିଛି ସମବେତ ଜୟ ହିନ୍ଦ୍‌ ସ୍ବର। ପାକିସ୍ତାନର ବାଲୁଚିସ୍ତାନ ବାସିନ୍ଦା ଭାରତକୁ ଅଭିନନ୍ଦନ…

୭୩ ତମ ସ୍ବାଧୀନତା ଦିବସ ଅବସରରେ ଇସ୍ରାଏଲ୍‌ର ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତନ୍ୟାହୁ ଭାରତକୁ ସ୍ବାଧୀନତା ଦିବସର ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଭାରତବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି…

ମୋ’ ସରକାର କାର୍ଯ୍ୟକ୍ରମକୁ କଂଗ୍ରେସ ମଧ୍ୟ ତୀବ୍ର ସମାଲୋଚନା କରିଛି । କଂଗ୍ରେସର ବରିଷ୍ଠ ବିଧାୟକ ସୁରେଶ ରାଉତରାୟ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ଏହା ସରକାରଙ୍କ…

ରାଜ୍ୟ ସରକାରଙ୍କ ‘ମୋ’ ସରକାର’ ଯୋଜନା ପ୍ରସଙ୍ଗକୁ ନେଇ ବିଜେପି ଅଭିଯୋଗ କରିବା ପରେ ଏହା ଉପରେ ଜବାବ ରଖିଛନ୍ତି ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା…

ରାଜ୍ୟସରକାରଙ୍କ ମୋ’ ସରକାର କାର୍ଯ୍ୟକ୍ରମକୁ ବିଜେପିର ତୀବ୍ର ସମାଲୋଚନା ।  ମୋ’ ସରକାର ଏକ ହାସ୍ୟାସ୍ପଦ କଥା, ମିଛ କହିବା ବନ୍ଦ କରନ୍ତୁ ମୁଖ୍ୟମନ୍ତ୍ରୀ ବୋଲି ଦାବି…

ନୂଆପଡ଼ା ଜିଲ୍ଲା ସିନାପାଲି ଥାନା ଅନ୍ତର୍ଗତ ମହଗାଁ-ଗୋଡ଼ାଲରେ ଏକ ଦୁଃଖଦ ଘଟଣା ଘଟିଛି। ଗାଁ ନିକଟସ୍ଥ  ନାଳରେ ଗାଧୋଉଥିବା ବେଳେ ପାଣିରେ ବୁଡ଼ି ଦୁଇ ଜଣ ଶ୍ରମିକଙ୍କ…

ଆଜି ହେଉଛି ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଭାଇ ଓ ଭଉଣୀଙ୍କର ପବିତ୍ର ଦିନଟିଏ । ଭଉଣୀଟିଏ ସୁରକ୍ଷା ପାଇଁ ଏକ ଡୋରି ଟାଣି ଦିଏ ଭାଇର…

ରାଖୀ ପୁର୍ଣ୍ଣିମା ସାରା ଦେଶରେ ଖୁବ୍‌ ଧୁମ୍‌ଧାମ୍‌ରେ ପାଳନ କରୁଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ହାତରେ ତାଙ୍କ ପାକିସ୍ତାନୀ ବଂଶୋଦ୍ଭବ ଉଭଣୀ କମାର ମୋହସିନ ଶେଖ ରାକ୍ଷୀ ବାନ୍ଧିଛନ୍ତି।…

ଜଳଭଣ୍ଡାରର ଜଳସ୍ତର କ୍ରମାଗତ ଭାବେ ବଢୁଥିବାରୁ ପର୍ଯ୍ୟାୟ କ୍ରମେ ଗୁରୁବାର ୧୬ଟି ଗେଟ ଖୋଲାଯାଇ ମହାନଦୀକୁ ବନ୍ୟାଜଳ ଛଡ଼ାଯାଇଛି। ମହାନଦୀର ଜଳସ୍ତର କ୍ରମାଗତ ଭାବେ ବଢୁଥିବାରୁ ପୂର୍ବାହ୍ନ…