ଆଜିର ଖବର

ଭାରତ ଓ ପାକିସ୍ତାନ ସୀମାରେ ଉତ୍ତେଜନା ଦେଖାଯାଇଛି । ପାକିସ୍ତାନ ତରଫରୁ ଅସ୍ତ୍ରବିରତି ଉଲଂଘନ କରାଯାଇଛି । ଜବାବରେ ଭାରତୀୟ ସେନା ମଧ୍ୟ କାର୍ଯ୍ୟାନୁଷ୍ଠାନ ନେଇଛି ।…

ଓଡ଼ିଶାରୁ ମୌସୁମୀ ଫେରିଯାଇଥିବା ବେଳେ  ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଜିଠାରୁ ବର୍ଷା ଆରମ୍ଭ ହୋଇଯାଇଛି . ଆସନ୍ତା ଦୁଇ…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱରସ୍ଥିତ ଜଳସଂପଦ ବିଭାଗ ନିର୍ବାହୀ ଯନ୍ତ୍ରୀ ସର୍ବେଶ୍ୱର ସେନାପତିଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି।ସର୍ବେଶ୍ୱରଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନ,…

ସମୀକ୍ଷା ବ୍ୟୁରୋ ରାଜ୍ୟରେ ଖାଲି ପଡିଥିବା ଜିଲ୍ଲା ପରିଷଦ ସଭ୍ୟ, ସରପଞ୍ଚ, ସମିତିସଭ୍ୟ ଏବଂ ଓ୍ବାର୍ଡମେମ୍ବର ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ନିର୍ବାଚନ କମିଶନଙ୍କ…

ସମୀକ୍ଷା ବ୍ୟୁରୋ ଏଣିକି ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଏକକ ପରୀକ୍ଷା ହେବ। ରାଜ୍ୟରେ ଥିବା ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର…

ସମୀକ୍ଷା ବ୍ୟୁରୋ ବାଣପୁରରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ନୀଳାଦ୍ରିପସାଦ ପଞ୍ଚାୟତର କଦଳୀବାରି ନିକଟସ୍ଥ ସାଇ ମନ୍ଦିର ସମ୍ମୁଖରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଦୁଇ…

ବିଜେପୁର ଉପ ନିର୍ବାଚନ ସମାପ୍ତ ହୋଇଥିବା ବେଳେ ଆସନ୍ତା 24 ତାରିଖରେ ନିର୍ବାଚନୀ ଫଳାଫଳ ପ୍ରକାଶ ପାଇବ । ନିର୍ବାଚନୀ ଫଳାଫଳ ପୂର୍ବରୁ ବିଜେଡି ପ୍ରାର୍ଥୀ ରୀତା…

ସମୀକ୍ଷା ବ୍ୟୁରୋ ବିଗତ ଦୁଇ ବର୍ଷ ମଧ୍ୟରେ ବିଜେପୁରରେ ତୃତୀୟ ଥର ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଅକ୍ଟୋବର ୨୧ ତାରିଖ ସୋମବାର ଅନୁଷ୍ଠିତ ଉପ ନିର୍ବାଚନରେ…

ସମୀକ୍ଷା ବ୍ୟୁରୋ ଭୁବନେଶ୍ୱରସ୍ଥିତ ସାମନ୍ତରାପୁରର ଦିବ୍ୟବିହାର ଅଞ୍ଚଳରେ ଜଣେ ବୃଦ୍ଧ ଦମ୍ପତିଙ୍କ ଘରୁ ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି।। ଘର ଭିତରେ ବୃଦ୍ଧ ଦମ୍ପତିଙ୍କୁ ତାଲା ପକାଇ…

ଦୁଇରୁ ଅଧିକ ସନ୍ତାନ ଥିବା ଆସାମୀ ନାଗରିକଙ୍କୁ ଆସାମ ସରକାରଙ୍କ ଅଧୀନରେ ଚାକିରି ମିଳିବ ନାହିଁ। ସୋମବାର ଆସାମ ସରକାରଙ୍କ କ୍ୟାବିନେଟ୍‌ ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ…

ପୂର୍ବତନ ଅର୍ଥମନ୍ତ୍ରୀ ପି ଚିଦାମ୍ବରମଙ୍କୁ ଆଇଏନଏକ୍ସ ମିଡିଆ ମାମଲାରେ ସାମାନ୍ୟ ଆଶ୍ବସ୍ତି ମିଳିଛି। ମଙ୍ଗଳବାର ଦିନ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଚିଦାମ୍ବରମଙ୍କୁ ଜାମିନ ମିଳିଛି। ସିବିଆଇ ପକ୍ଷରୁ ଦାୟର…

ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନୁଷ୍ଠିତ ଟେଷ୍ଟ ସିରିଜ୍‌କୁ କ୍ଲିନ୍‌ ସୁଇପ୍‌ କରିଛି ବିରାଟ କୋହଲିଙ୍କ ଭାରତୀୟ ଦଳ। ଗତକାଲି ବିଜୟ ଠାରୁ ଦୁଇଟି ଓ୍ବିକେଟ୍‌…