ଆଜିର ଖବର

ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ୨୬ତମ ଜନ୍ମଦିନ ଅବସରରେ ଚଳଚ୍ଚିତ୍ର ନିର୍ମାତା କରନ୍‌ ଜୋହର୍‌ ତାଙ୍କୁ ଜନ୍ମଦିନର ଉପହାର ସ୍ବରୂପ ‘କଲଙ୍କ୍‌’ ଫିଲ୍ମର ଏକ ପୋଷ୍ଟର ରିଲିଜ୍‌…

ଲୋକସଭା ନିର୍ବାଚନ ପାଖେଇ ଆସୁଛି। ଏହାକୁ ଦୃଷ୍ଟିରେ ରଖି କେତେକ ରାଜନୈତିକ ନେତା ନିଜ ଦଳ ବଦଳ ଆରମ୍ଭ କରିଛନ୍ତି। ବିଜେପି ନେତା ଶତ୍ରୁଘ୍ନ ସିହ୍ନା ଦଳ…

ମହାରାଷ୍ଟ୍ରରେ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ଆଜି ତା’ର ଦ୍ବିତୀୟ ପ୍ରାର୍ଥୀ ତାଲିକା ଜାରି କରିଛି। ଏହି ତାଲିକାରେ ଏନ୍‌ସିପି ପ୍ରମୁଖ ଶରଦ ପାଓ୍ବାରଙ୍କ ନାତି ପାର୍ଥ…

ଚାରା ଦୁର୍ନୀତି ସମ୍ପର୍କିତ ୩ଟି ମାମଲାରେ ଅଭିଯୁକ୍ତ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ଜାମିନ ଆବେଦନର ଶୁଣାଣି କରି ସର୍ବୋଚ୍ଚ ନ୍ୟାୟାଳୟ ସିବିଆଇକୁ ଜବାବ…

କଂଗ୍ରେସ ଛାଡିପାରନ୍ତି ସାଲେପୁର ବିଧାୟକ ପ୍ରକାଶ ବେହେରା  । ଖୁବଶୀଘ୍ର କଂଗ୍ରେସର ହାତ ଛାଡି ପଦ୍ମ ଧରିପାରନ୍ତି ପ୍ରକାଶ । ବିଶ୍ୱସ୍ତ ସୁତ୍ରରୁ ମିଳିଥିବା ସୂଚନା ଅନୁଯାୟୀ,…

ଲୋକସଭା ନିର୍ବାଚନ ୨୦୧୯ ପୂର୍ବରୁ ଦଳ ବଦଳ ରାଜନୀତି ଜାରି ରହିଛି। କଂଗ୍ରେସର ପୂର୍ବ ସାଂସଦ ଅରବିନ୍ଦ ଶର୍ମା ଏବେ ପଦ୍ମଫୁଲ ଧରିଛନ୍ତି। ଦିଲ୍ଲୀର ହରିୟାଣା ଭବନରେ…

ଆଜି ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଦିନ ୧୧ଟାରେ ପରିଚାଳନା କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଗଜପତି ମହାରାଜ ଦିବ୍ୟ ସଂହଦେଓ ଏହି ବୈଠକର ଅଧ୍ୟକ୍ଷତା…

ସାଇନା ନେହଓ୍ବାଲ୍‌ଙ୍କ ବାୟୋପିକ୍‌ରେ ଅଭିନେତ୍ରୀ ଶ୍ରଦ୍ଧା କପୁର୍‌ ଅଭିନୟ କରିବେ ବୋଲି ସୂଚନା ରହିଥିଲା। ଏପରିକି ସେ ଏହି ଫିଲ୍ମ ପାଇଁ ବ୍ୟାଡ୍‌ମିଣ୍ଟନ ଟ୍ରେନିଂ ନେବା ସହିତ…

କଂଗ୍ରେସ ଅଧ୍ୟକ୍ଷ ରାହୁଲ୍‌ ଗାନ୍ଧି ଆଜି ବରଗଡ଼ଠାରେ ପରିବର୍ତ୍ତନ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି। ଏହି ସମାବେଶରେ ରାହୁଲ୍‌ ଉଭୟ ବିଜେଡ଼ି ଓ ବିଜେପିକୁ ସମାଲୋଚନା କରିବା…

ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ଜୈଶ୍‌ ମୁଖ୍ୟ ମାସୁଦ୍‌ ଅଜହର୍‌ଙ୍କୁ ଜାତିସଂଘ ସୁରକ୍ଷା ପରିଷଦରେ ବିଶ୍ବ ଆତଙ୍କବାଦୀ ଘୋଷଣା କରିବା ଆଗତ ପ୍ରସ୍ତାବକୁ ଚୀନ୍‌ ବିରୋଧ କରିବା ପରେ …

ବଲିଉଡ୍‌ ଅଭିନେତା ନଓ୍ବାଜ୍‌ ଉଦ୍ଦିନ୍‌ ସିଦ୍ଧିକି ଓ ସାନ୍ୟା ମାଲହୋତ୍ରାଙ୍କ ସିନେମା ‘ଫଟୋଗ୍ରାଫ୍‌’ ଆଜି ରିଲିଜ୍‌ ହୋଇଛି। ଏହି ଫିଲ୍ମକୁ ରିତେଶ ବାତ୍ରା ନିର୍ଦ୍ଦେଶନା ଦେଇଛନ୍ତି। ଏହି…

ଆଜି ନୀଳଗିରି ବିଧାୟକ ଇଂ. ସୁକାନ୍ତ ନାୟକ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ଦଳୀୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି।…

ନିର୍ବାଚନରେ ଭିଭିପାଟ୍‌ ମେସିନ୍‌ ବ୍ୟବହାର ପ୍ରତିବାଦରେ ଆଗତ ମାମଲାର ଶୁଣାଣି ଶୁକ୍ରବାର ସୁପ୍ରିମ୍‌କୋର୍ଟରେ ହୋଇଛି। ସର୍ବୋଚ୍ଚ ନ୍ୟାୟାଳୟ ମାମଲାର ବିଚାର କରି ଏ ସମ୍ପର୍କରେ ଜବାବ ଦାଖଲ…

୨୦୧୩ ଆଇପିଏଲ୍‌ ସ୍ପଟ୍‌ ଫିକ୍ସିଂ ମାମଲାରେ ଫସିଥିବା ଏସ୍‌ ଶ୍ରୀସନ୍ତଙ୍କ ଉପରୁ ଆଜୀବନ ବାସନ୍ଦ ନିର୍ଦ୍ଦେଶକୁ ସୁପ୍ରିମ୍‌କୋର୍ଟ ହଟାଇ ଦେଇଛନ୍ତି। ଏହା ସହିତ ୩ ମାସ ମଧ୍ୟରେ…

ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କର ଆଜି ହେଉଛି ୨୬ତମ ଜନ୍ମଦିବସ। ୧୯୯୩ ମାର୍ଚ୍ଚ ୧୫ରେ ଜନ୍ମଗ୍ରହଣ କରିଥିଲେ ଏହି ସୁନ୍ଦରୀ ନାୟିକା। ବଲିଉଡ୍‌ ନିର୍ଦ୍ଦେଶକ ମହେଶ ଭଟ୍ଟ…

ନ୍ୟୁଜିଲାଣ୍ଡର କ୍ରାଏଷ୍ଟଚର୍ଚ୍ଚ ସହରରେ ଥିବା ୨ଟି ମସଜିଦ୍‌ରେ ଭୟଙ୍କର ଗୁଳିକାଣ୍ଡ ଘଟିଛି। କେତେଜଣ ଆତତାୟୀ ଆଖିବୁଜା ଗୁଳିମାଡ଼ କରିଛନ୍ତି ଏହି ଘଟଣାରେ ୪୦ ଜଣଙ୍କ ମୃତ୍ୟୁ ହୋଇଥିବା…

ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଟର୍ମିନସ୍‌ ରେଳଷ୍ଟେଶନ ନିକଟରେ ଥିବା ଏକ ଫୁଟ୍‌ ଓଭରବ୍ରିଜ ଭୁଶୁଡ଼ି ପଡ଼ିବାରୁ ୨ ମହିଳାଙ୍କ ସମେତ ୬ ଜଣଙ୍କ ମୃତ୍ୟୁ ହୋଇଛି…

ଜାତୀୟ କଂଗ୍ରେସର ଅଧ୍ୟକ୍ଷ ରାହୁଲ ଗାନ୍ଧୀ  ଆଜି ବରଗଡ଼ ଜିଲ୍ଲା ଗସ୍ତରେ ଆସୁଛନ୍ତି। ଶୁକ୍ରବାର ରାୟପୁରରୁ ହେଲିକପ୍ଟରରେ ବାହାରି ବରଗଡ଼ ସହର ନିକଟସ୍ଥ ସରସରା ଗାଁ ପଡ଼ିଆଠାରେ…

ବିଜେଡିର ପୂର୍ବତନ ବରିଷ୍ଠ ନେତା ଦାମୋଦାର ରାଉତ ବିଜେପିରେ ଯୋଗଦେଲେ । ନୂଆଦିଲ୍ଲୀର ମୁଖ୍ୟ କାର୍ଯ୍ୟାଳୟଠାରେ ଚାଲିଥିବା ମିଶ୍ରଣ ପର୍ବରେ ଦାମ ବିଧିବଦ୍ଧ ଭାବରେ ବିଜେପିରେ ଯୋଗଦେଇଛନ୍ତି…

ପୁଲ୍‌ଓ୍ବାମା ଆତଙ୍କବାଦୀ ଆକ୍ରମଣର ପ୍ରାୟ ୧ ମାସ ପରେ ଭାରତ ଓ ପାକିସ୍ତାନ ଅଧିକାରୀଙ୍କ ମଧ୍ୟରେ ଦ୍ବିପାକ୍ଷିକ ବୈଠକ ଅନୁଷ୍ଠିତ ହୋଇଛି। ଭାରତୀୟ ସୀମା ଅନ୍ତର୍ଗତ ଅଟାରୀର…