ମେଷ- ଆଜି ଆପଣଙ୍କ ପାଇଁ ମଧ୍ୟମ ଫଳପ୍ରଦ ହେବ। ମାନସିକ ସମସ୍ୟା ହେତୁ ସବୁଠାରୁ ଅସୁବିଧାଜନକ ହେବ। ଯାହାର କୈଣସି ନିର୍ଦ୍ଦିଷ୍ଟ କାରଣ ରହିବ ନାହିଁ, କିନ୍ତୁ ଆପଣ ଭାବିବାରେ ଅଧିକ ସମୟ ଦେବେ । ଆପଣ ଖର୍ଚ୍ଚ ବଢିବ କିନ୍ତୁ […]
ଭୁବନେଶ୍ୱର: ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଆଜି ମିଳିତ ସ୍ୱାସ୍ଥ୍ୟ ନିର୍ଦ୍ଦେଶାଳୟର ସମ୍ମିଳନୀ କକ୍ଷରେ ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ ହୋଇଯାଇଛି । ପ୍ରତିବର୍ଷ ଜାନୁଆରୀ ୨୪ ତାରିଖରେ ଦେଶବ୍ୟାପୀ କନ୍ୟା ସନ୍ତାନଙ୍କ ମହତ୍ୱ ଓ ଗୁରୁତ୍ୱ […]
ଭୁବନେଶ୍ଵର: ଆମ ଓଡିଶା ମାଟିର ଏକ ପାରମ୍ପରିକ ଲୋକନୃତ୍ୟ “ବାଘ ନାଚ” ଉପରେ ଆଧାରିତ ତଥା ନାରୀ ସଶକ୍ତିକରଣ ଓ ଜଙ୍ଗଲ ବଞ୍ଚାଅ ଅଭିଯାନର ବାର୍ତ୍ତାକୁ ନେଇ ନିର୍ମାଣ କରିଥିବା ଓଡ଼ିଆ ଚଳଚ୍ଚିତ୍ର “ରଙ୍ଗଶୁର” ର ପ୍ରଯୋଜକ ସଚ୍ଚିକାନ୍ତ ଜେନା, ପ୍ରଶାନ୍ତ […]
ନୂଆଦିଲ୍ଲୀ: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି -୨୦ ସିରିଜର ଦ୍ୱିତୀୟ ମ୍ୟାଚ୍ ଆସନ୍ତାକାଲି ଚେନ୍ନାଇର ଏମ ଚିଦାମ୍ବରମ୍ ଷ୍ଟାଡିୟମରେ ଖେଳାଯିବ। ସିରିଜର ପ୍ରଥମ ମ୍ୟାଚ୍ କୋଲକାତାରେ ଖେଳାଯାଇଥିଲା। ଏହି ମ୍ୟାଚକୁ ଭାରତ ସାତ ୱିକେଟରେ ଜିତିଥିଲା। […]
ଭୁବନେଶ୍ଵର: ବାୟୋଟେକ୍ନୋଲୋଜି ବିଭାଗ (ଡିବିଟି)ର ସଚିବ ପ୍ରଫେସର ରାଜେଶ ଗୋଖଲେ ଭୁବନେଶ୍ୱରସ୍ଥିତ ଇନଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍ସ (ଆଇଏଲ୍ଏସ୍)ଠାରେ ଏକ ଅତ୍ୟାଧୁନିକ ସାମୁଦ୍ରିକ ବାୟୋଟେକ୍ନୋଲୋଜି ଲାବୋରେଟୋରିକୁ ଉଦ୍ଘାଟନ କରିଛନ୍ତ। ମାନବ ସ୍ୱାସ୍ଥ୍ୟ ଏବଂ ଶିଳ୍ପ ପାଇଁ ସାମୁଦ୍ରିକ ଜୈବ ସମ୍ବଳର ନିରନ୍ତର […]
ଭୁବନେଶ୍ୱର: ଭାରତ ସରକାରଙ୍କ ଯୁବ ବ୍ୟାପାର ଏବଂ କ୍ରୀଡ଼ା ମନ୍ତ୍ରଣାଳୟ ଅଧୀନ ନେହରୁ ଯୁବ କେନ୍ଦ୍ର ସଂଗଠନ, ଓଡିଶା ପକ୍ଷରୁ ଆସନ୍ତାକାଲି ଠାରୁ ୩୧ ତାରିଖ ପର୍ଯ୍ୟନ୍ତ ଶୋଡ଼ଷ ଆଦିବାସୀ ଯୁବ ବିନିମୟ କାର୍ଯ୍ୟକ୍ରମ ଆୟୋଜନ କରିବ । ଭାରତ ସରକାରଙ୍କ […]
ନୂଆଦିଲ୍ଲୀ: କେନ୍ଦ୍ର ସୂଚନା ଓ ପ୍ରସାରଣ, ରେଳ, ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଡାଭୋସରେ ଆୟୋଜିତ ବିଶ୍ୱ ଆର୍ଥିକ ମଞ୍ଚ ବୈଠକରେ ବିଶ୍ୱର ଶୀର୍ଷ ନେତୃବର୍ଗ ଏବଂ ଶିଳ୍ପପତିମାନଙ୍କୁ ସମ୍ବୋଧିତ କରିଛନ୍ତି। ସେ ତାଙ୍କର ଉଦବୋଧନରେ ଭାରତର ସମାବେଶୀ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ କୌଣସି କାମରେ ବାଲେଶ୍ଵର ଯାଇ ଫେରୁଥିବା ବେଳେ ସପରିବାର ନିକଟସ୍ଥ ଶାଳୁଆପଲୀ ଗ୍ରାମରେ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଯାହା ଫଳରେ ଅତିରିକ୍ତ ଏସପି ଙ୍କ […]
ନୂଆଦିଲ୍ଲୀ: ଜାତୀୟ ଭୋଟର ଦିବସରେ ଭାରତୀୟ ରେଳବାଇକୁ ସର୍ବୋତ୍ତମ ନିର୍ବାଚନୀ ଅଭ୍ୟାସ ପୁରସ୍କାର-2024-25 ପ୍ରଦାନ କରାଯିବ। ଏହି କାର୍ଯ୍ୟକ୍ରମ ଜାନୁଆରୀ 25 ତାରିଖରେ ନୂଆଦିଲ୍ଲୀର ଦିଲ୍ଲୀ କ୍ୟାଣ୍ଟନମେଣ୍ଟର ମାନେକଶା ସେଣ୍ଟରରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। 2024 ଲୋକସଭା ନିର୍ବାଚନରେ ଭୋଟର […]
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର) କୁ ପ୍ରଥମ ଟାଇମ୍ସ ବିଜିନେସ୍ ଆୱାର୍ଡ-ଝାଡ଼ଖଣ୍ଡ ୨୦୨୫ରେ ପୂର୍ବ ଭାରତର ଏକ ନମ୍ବର ଇଞ୍ଜିନିୟରିଂ ଶିକ୍ଷାନୁଷ୍ଠାନ ଭାବେ ସମ୍ମାନ ପ୍ରଦାନ କରାଯାଇଛି। ଗତ […]
ନୂଆଦିଲ୍ଲୀ: ବଲିଉଡର ଅନ୍ୟତମ ଲୋକପ୍ରିୟ ଅଭିନେତ୍ରୀ ଥିବା ମମତା କୁଲକର୍ଣ୍ଣି ପୁଣି ଥରେ ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ନିକଟରେ ଭାରତ ଫେରିଥିବା ମମତା ପ୍ରୟାଗରାଜରେ ମହାକୁମ୍ଭରେ ଭାଗ ନେଇଥିଲେ। ସେ କେବଳ କୁମ୍ଭରେ ଅଂଶଗ୍ରହଣ କରିନଥିଲେ ବରଂ ସନ୍ୟାସ ହେବାକୁ ମଧ୍ୟ […]
ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ଭୁବନେଶ୍ୱରସ୍ଥିତ ଡିଜିପି କ୍ୟାମ୍ପ କାର୍ଯ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କୁ ପୂର୍ବ ସମୁଦ୍ର ତଟର କୋଷ୍ଟ ଗାର୍ଡ କମାଣ୍ଡର ADG ଡନି ମିଚେଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଉପକୂଳ ସୁରକ୍ଷା ଏବଂ ପ୍ରାକୃତିକ ବିପର୍ଯୟ […]
ନୂଆଦିଲ୍ଲୀ: ମହାକୁମ୍ଭ ମେଳାରେ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ବିଭିନ୍ନ ମିଡିଆ ୟୁନିଟ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ବିଭାଗୀୟ ସଚିବ ସଞ୍ଜୟ ଜାଜୁ ସ୍ଥିତି ସମୀକ୍ଷା କରିଛନ୍ତି। ମଲଟି ମିଡିଆ ହଲରେ ଜନ ଭାଗିଦାରୀରୁ ଜନ କଲ୍ୟାଣ ଉପରେ […]
ଭୁବନେଶ୍ଵର: ଇଣ୍ଡିଆ ବୁକ ଅଫ ରେକର୍ଡସ ରେ ପୁରୀ ଜିଲ୍ଲା ରାଷ୍ଟ୍ରୀୟ ସୂଚନା ବିଜ୍ଞାନ କେନ୍ଦ୍ର କାର୍ଯ୍ଯାଳୟରେ ଅବସ୍ଥାପିତ ଥିବା ଜିଲ୍ଲା ସୂଚନା ବିଜ୍ଞାନ ଅଧିକାରୀ ବିଶ୍ଵନାଥ ପଣ୍ଡା ସ୍ଥାନ ପାଇଛନ୍ତି। ଶ୍ରୀ ପଣ୍ଡା ନିରବିଛିନ୍ନ ଭାବରେ ୧୦ମ ଥର ପାଇଁ […]
ଭୁବନେଶ୍ଵର: ଛତିଶଗଡ଼ ଜଙ୍ଗଲରେ ମାଓ ଏନ୍କାଉଣ୍ଟର ପରେ ଆଜି କଳାହାଣ୍ଡି ଜିଲ୍ଲାରେ ପହଂଚିଛନ୍ତି ପୋଲିସ ଡିଜି ୟୋଗେସ ବାହାଦୁର ଖୁରାନିଆ। ପୋଲିସ ଡିଜି ଆଜି କଳାହାଣ୍ଡି ଜିଲ୍ଲା ପହଞ୍ଚିବା ପରେ ସ୍ଥାନୀୟ ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ କରିଥିଲେ। […]
ବାଲୁଗାଁ: ଖୋର୍ଦ୍ଧା ରୋଡ ରେଳ ଡିଭିଜନ ଅନ୍ତର୍ଗତ ବାଲୁଗାଁ ରେଳ ଷ୍ଟେସନରେ ଏକ ଅଭାବନୀୟ ଘଟଣା ଘଟିଛି। ଟ୍ରେନରୁ ଖସି ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଖବର ହସ୍ତଗତ ହୋଇଛି। ସୂଚନା ମୁତାବକ ଆଜି ସକାଳେ ବାଲୁଗାଁ ରେଳ ଷ୍ଟେସନ ୨ […]
ପୁରୀ: ଆଗାମୀ ଗ୍ରୀଷ୍ମ ପ୍ରବାହ ପାଇଁ ଶ୍ରୀମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁ ମାନଙ୍କୁ ସୁବିଧା ଯୋଗାଇ ଦେବାକୁ ବିବିଧ ବ୍ୟବସ୍ଥା କରୁଛି ପ୍ରଶାସନ। ଶ୍ରୀମନ୍ଦିର କାର୍ଯ୍ୟାଳୟ ସଭାଗୃହ ପରିସରରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଏଥିରେ […]
ଭୁବନେଶ୍ଵର: ଦେଶର ବିକାଶ ତ୍ୱରାନ୍ୱିତ ହେବା ସଂଗେ ସଂଗେ ହାତୀ ଭଳି ଐତିହାସିକ ବନ୍ୟ ଜୀବ ଜୀବନ ବିପନ୍ନ ଆଡ଼କୁ ଠେଲି ହୋଇଯାଉଛି। ବିକାଶ ର ଅଗ୍ରଗତି ସହିତ ହାତୀ ଓ ମଣିଷର ସଂଘର୍ଷ ମଧ୍ୟ ଆନୁପତିକ ମଧ୍ୟ ରେ ବଢି […]
ଭୁବନେଶ୍ବର: ସଂସଦର ବଜେଟ ଅଧିବେସନ ଆସନ୍ତା ଜାନୁଆରୀ 31 ତାରିଖରୁ ଆରମ୍ଭ ହେବ। ଫଳରେ ଏଥର ରାଜ୍ୟସଭାରେ ବିଜେଡି କି ପ୍ରକାରର ଭୂମିକା ନେବ ସେ ନେଇ ଦଳର ମୁଖିଆ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ। ଏହି ସଂସଦୀୟ ଦଳର […]
ଭୁବନେଶ୍ବର: ଖୋଦ ରାଜଧାନୀରେ ଚୋରମାନେ କେତେ ସକ୍ରିୟ ଆଜିର ଏକ ଘଟଣାରୁ ଜଣାପଡିଛି। ଭୁବନେଶ୍ବରର ସାମାନ୍ତରାପୁର ଶ୍ରୀରାମନଗରରେ ଥିବା ଏକ ଏଟିଏମକୁ ଉଠାଇ ନେଇ ସେଥିରୁ ସମସ୍ତ ଟଙ୍କା ନେଇଯାଇଥିବା ଜଣାପଡିଛି। ଏହାପରେ ପୋଲିସ ସିସିଟିଭି ଫୁଟେଜ ଆଧାର କରି ଛାନଭିନ୍ନ […]
ଭୁବନେଶ୍ଵର: ନଭେମ୍ବର ଶେଷ ସୁଦ୍ଧା ରାଜ୍ୟରେ ୩.୮୪ ଲକ୍ଷରୁ ଅଧିକ ଜିଓ ଫାଇବର ଏବଂ ଜିଓ ଏୟାରଫାଇବର ଗ୍ରାହକଙ୍କୁ ସର୍ବାଧୁନିକ ଗୃହ ମନୋରଞ୍ଜନ, ଅସୀମିତ ୱାଇଫାଇ ଓ ନିରବଛିନ୍ନ ହାଇ-ସ୍ପିଡ଼ ବ୍ରଡ଼ବ୍ୟାଣ୍ଡ ସେବା ଯୋଗାଉଛି ଜିଓ ଭୁବନେଶ୍ୱର: ଓଡ଼ିଶାରେ ଏକ ନମ୍ବର […]