ଆଜିର ଖବର

ଆସନ୍ତା ନିର୍ବାଚନରେ ଲଢ଼ିବା ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀବଲ୍ଲଭ ପଟ୍ଟନାୟକଙ୍କ ପୁଅ ପୃଥ୍ୱୀବଲ୍ଲଭ ପଟ୍ଟନାୟକ ଲଢିବା ପାଇଁ ଆଗ୍ରହୀ ଥିବାବେଳେ ତାଙ୍କର ପ୍ରାର୍ଥୀତ୍ଵ ନେଇ ପିସିସି ସଭାପତି…

ଜାତିଆଣ ଆକ୍ଷେପ  ମନ୍ତବ୍ୟ ମାମଲାରେ ପାରାଦୀପ ବିଧାୟକ ଡାକ୍ତର ଦାମୋଦର ରାଉତଙ୍କୁ ଆଶ୍ୱସ୍ତି ମିଳିଛି। ତାଙ୍କ ବିରୋଧରେ ହୋଇଥିବା ଜାତିଆଣ ଆକ୍ଷେପ ମାମଲାକୁ ହାଇକୋର୍ଟ ରଦ୍ଦ କରି…

ଆଜି ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଦିଲ୍ଲୀର କୋଟଲାଠାରେ ଅନ୍ତିମ ଦିନିକିଆ ଖେଳାଯିବା। ଏହି ମ୍ୟାଚ ଉଭୟଦଳଙ୍କ ପାଇଁ କର ବା ମର ପରିସ୍ଥିତିରେ ପହଞ୍ଚିଛି। ଚଳିତ…

ଉଚ୍ଚତମ ନ୍ୟାୟାଳୟ ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ନିଯୁକ୍ତି ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଏହି ରାୟ ଅନୁସାରେ ଏଣିକି ଅବସର ନେବାକୁ ୬ ମାସରୁ କମ୍‌ ସମୟ…

ବିଜେପିନେତା ଓ.ପି.ଶର୍ମାଙ୍କୁ ନିର୍ବାଚନ କମିଶନ ଦେଇଛନ୍ତି ଝଟକା। ତାଙ୍କ ଫେସ୍‌ବୁକ୍‌ରେ ଥିବା ଉଇଙ୍ଗ୍‌ କମାଣ୍ଡର ଅଭିନନ୍ଦନ ବର୍ତ୍ତମାନଙ୍କ ଫଟୋ ହଟାଇବା ପାଇଁ ଶର୍ମାଙ୍କୁ ତାଗିଦ୍‌ କରାଯାଇଛି। ଏହା…

ଆଗାମୀ ଲୋକସଭା ନିର୍ବାଚନକୁ ନେଇ ଏନସିପି ମୁଖ୍ୟ ଶରଦ ପାୱାର ଭବିଷ୍ୟବାଣୀ କରି କହିଛନ୍ତି କି, ମୋଦି ପୁଣି ଥରେ ପ୍ରଧାନମନ୍ତ୍ରୀ ହୋଇପାରିବେ ନାହିଁ । ଶରଦ…

ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟ ଲୋକସଭାର ସମସ୍ତ ୪୨ ଆସନ ପାଇଁ ପ୍ରାର୍ଥୀ ତାଲିକା ଜାରି କରିଛନ୍ତି। ତୃଣମଳ କଂଗ୍ରେସ ନେତ୍ରୀ ମମତା ବାନାର୍ଜୀ ଏହି…

ସକ୍ରିୟ ରାଜନୀତିରେ ଅଂଶଗ୍ରହଣ କରିବା ପରେ ପ୍ରଥମଥର ପାଇଁ ପ୍ରିୟଙ୍କା ଗାନ୍ଧି ପ୍ରଥମଥର ପାଇଁ ଜାତୀୟସ୍ତରରେ ଭାଷଣ ଦେଇଛନ୍ତି। ଗୁଜୁରାଟର ଗାନ୍ଧିନଗରର କଂଗ୍ରେସ କାର୍ଯ୍ୟ ସମିତି ପରେ…

ଆଜିକାଲି ପ୍ରାୟ ଫିଲ୍ମରେ ପୁରୁଣା ହିଟ୍‌ ଗୀତକୁ ରିଭାଇଜ୍‌ କରାଯାଉଛି । କେତେକାଂଶରେ ରିମେକ୍‌ ମଧ୍ୟ କରାଯାଉଛି । ନଓ୍ବାଜ୍‌ଉଦ୍ଦିନ୍‌ ସିଦ୍ଧିକି ଓ ସାନ୍ୟା ମାଲାହୋତ୍ରାଙ୍କ ଅପ୍‌କମିଙ୍ଗ୍‌…

ପୂର୍ବତନ ବିଜେଡ଼ି ନେତା ବାବୁ ସିଂହ ବିଜେପିରେ ଯୋଗଦେଇଛନ୍ତି । ସଭାପତି ବସନ୍ତ ପଣ୍ଡା, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜାତୀୟ ଉପସଭାପତି ବୈଜୟନ୍ତ ପଣ୍ଡା,…

ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ତହସିଲ କାର୍ଯ୍ୟାଳୟରେ ଉତ୍ତ୍ୟକ୍ତ ଲୋକମାନେ ପଶି ଆଜି ଭଙ୍ଗାରୁଜା କରିଛନ୍ତି। ବାଘମାରୀ ନିକଟସ୍ଥ ଗୋଡିପୋଖରୀ ଗାଁରେ ଜବରଦଖଲ ହୋଇଥିବା ଏକ ସରକାରୀ ଜମି…

ବିଏସ୍‌ପି ସୁପ୍ରିମୋ ମାୟାବତୀ ପୁଣି ଥରେ ମେଣ୍ଟକୁ ନେଇ ନିଜ ଆଭିମୁଖ୍ୟ ରଖିଛନ୍ତି। ମାୟାବତୀ ଚଳିତ ଲୋକସଭା ନିର୍ବାଚନ ପାଇଁ କୌଣସି ରାଜ୍ୟରେ କଂଗ୍ରେସ ସହ ମେଣ୍ଟ…

୨୦୧୪ ନିର୍ବାଚନ ପରଠାରୁ ରାଜନୀତଠାରୁ ଦୂରରେ ରହୁଥିବା ପୂର୍ବତନ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧି ଚଳିତ ନିର୍ବାଚନ ନ ଲଢିବାକୁ  ନେଇ ଚର୍ଚ୍ଚା ଲାଗି ରହିଥିଲା। ଶୁଣିବାକୁ…

ଛତ୍ରପୁରର ବିଜେଡି କର୍ପୋରେଟର ଲକ୍ଷ୍ମୀଦତ୍ତ ପ୍ରଧାନ ହତ୍ୟା ମାମଲାରେ ବିଜେପି ନେତା ଭୃଗୁ ବକ୍ସିପାତ୍ର ଓ ଗୋଲକ ମହାପାତ୍ରଙ୍କୁ ଆଶ୍ବସ୍ତି ମିଳିଛି। ହାଇକୋର୍ଟ  ଏହି ମାମଲାରେ ଉଭୟଙ୍କୁ…

କଟକସ୍ଥିତ  ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଅନୁଷ୍ଠିତ  ମାଟ୍ରିକ୍‌ ପରୀକ୍ଷା ପରିଚାଳନା କମିଟି ବୈଠକ ବିଫଳ ହୋଇଛି। ବୈଠକରୁ କୌଣସି ନିର୍ଯ୍ୟାସ ବାହାରି ପାରିନାହିଁ। ଏବେ ବି…

ଭାରତୀୟ ସୁପ୍ରିମ୍‌କୋର୍ଟ ଦେଶରେ ବଢୁଥିବା ପ୍ରଦୂଷଣ ନେଇ ବୟାନ ଦେଇଛନ୍ତି। ଏହି ମାମଲାରେ କେନ୍ଦ୍ର ସରକାରଙ୍କ ଉପରେ ପ୍ରଶ୍ନ ଉଠାଇଛନ୍ତି କୋର୍ଟ। ଦେଶରେ ବଢୁଥିବା ପ୍ରଦୂଷଣ ମାତ୍ରାକୁ…

ନିର୍ବାଚନ ପୂର୍ବରୁ କଂଗ୍ରେସର ବରିଷ୍ଠ ନେତା ହାତ ଛାଡ଼ି ପଦ୍ମ ସାଥୀ ହୋଇଛନ୍ତି। ଏହି କ୍ରମରେ ମହାରାଷ୍ଟ୍ରର ବରିଷ୍ଠ ନେତା ତଥା ରାଧାକୃଷ୍ଣ ବିଖେ ପାଟିଲ୍‌ଙ୍କ ପୁତ୍ର…