ଆଜିର ଖବର

ଖୋର୍ଦ୍ଧାର ଗୋଶାଳା ପଡ଼ିଆରେ ଆୟୋଜିତ ମିଶନ୍‌ ଶକ୍ତି ମହାସମାବେଶରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ ବିଭିନ୍ନ ସ୍ୱୟଂସହାୟକ ଗୋଷ୍ଠୀର ମହିଳାମାନଙ୍କୁ ପୁରସ୍କୃତ କରିଛନ୍ତି। ଏହି ଅବସରରେ…

ଆଜି ମୁଖ୍ୟମନ୍ତ୍ରୀ ବ୍ରହ୍ମପୁର ଗ୍ରସ୍ତ କରିଛନ୍ତି । ଏହି ଗ୍ରସ୍ତ ଅବସରରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି । ଖଲ୍ଲିକୋଟ ଷ୍ଟାଡିୟମ୍‌ଠାରେ ୪୮୮ କୋଟି…

ମେରିଲାଣ୍ଡଠାରେ ଅନୁଷ୍ଠିତ ଚାରିଦିବସୀୟ ବାର୍ଷିକ କନଜରଭେଟିଭ୍‌ ପଲଟିକାଲ୍‌ ଆକ୍ସନ ସମ୍ମିଳନୀରେ ଯୋଗଦେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କହିଛନ୍ତି ଯେ, ଏଣିକି ଭାରତ ଉପରେ ଅଧିକ ଟିକସ…

ଓଡ଼ିଶା ସରକାରଙ୍କ ମୁଣ୍ଡବ୍ୟାଥାର କାରଣ ପାଲଟିଛି ମାଟ୍ରିକ୍‌ ପ୍ରଶ୍ନପତ୍ର ଭାଇରାଲ୍‌ । ସ୍ଵଚ୍ଛ ଓ ସଂସ୍କାରମୂଳକ ପଦକ୍ଷେପ ନେଇ ମାଟ୍ରିକ୍‌ ପରୀକ୍ଷା ପରିଚାଳିତ କରିବାକୁ ସରକାରଙ୍କ ତରଫରୁ…

ପାକିସ୍ତାନ ଉପରେ ଭାରତୀୟ ବାୟୁସେନାଙ୍କ ଦ୍ବାରା ଏୟାର୍‌ ଷ୍ଟ୍ରାଇକ୍‌ ପରେ ଭାରତରେ ରାଜନୀତି ବେଶ୍‌ ଉଷ୍ମ ଧରିଛି । ଗତ ଫେବୃଆରୀ ୨୬ ତାରିଖରେ ଭାରତୀୟ ବାୟୁସେନାଙ୍କ…

ବଲିଉଡ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ଆଜି ୩୨ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୭ ମାର୍ଚ୍ଚ ୩ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ବଲିଉଡ୍‌ର ବ୍ୟାଡ଼ମ୍ୟାନ୍‌ ଶକ୍ତିକପୁର୍‌ଙ୍କ ତନୟା…

ବରିଷ୍ଠ କଂଗ୍ରେସ ନେତା ପି. ଚିଦାମ୍ବରମ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଗଙ୍ଗା ସଫେଇ, ଜାତୀୟ ରାଜପଥ ନିର୍ମାଣ ଏବଂ ଆଧାର କାର୍ଡ ଆଦି ପ୍ରସଙ୍ଗରେ ପ୍ରଶଂସା କରିଛନ୍ତି…

ଗୌହ୍ଵାଟୀର ପୂର୍ବତନ ମୁଖ୍ୟ ବିଚାରପତି ଅଜିତ୍‌ ସିଂହ ଓଡ଼ିଶାର ପ୍ରଥମ ଲୋକାୟୁକ୍ତ ଭାବେ ନିଯୁକ୍ତ ହୋଇଛନ୍ତି । ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗଠିତ ମନୋନୟନ…

ଭାରତ ଓ ପାକିସ୍ତାନ ମଧ୍ୟରେ ରହିଥିବା ଉତ୍ତେଜନାମୟ ପରିସ୍ଥିତିରେ ଶାନ୍ତି ଲାଗି ସୌହାର୍ଦ୍ୟପୂର୍ଣ୍ଣ ବାତାବରଣ ସୃଷ୍ଟି କରିବା ଉଦ୍ଦେଶ୍ୟରେ ଭାରତୀୟ ୱିଙ୍ଗ୍‌ କମାଣ୍ଡର ଅଭିନନ୍ଦନଙ୍କୁ ପାକିସ୍ତାନ ମୁକ୍ତ…

ଫେବୃଆରୀ ୧୪ ତାରିଖରେ ଭାରତରେ ଘଟାଇଥିବା ଜୈଶ୍‌-ଏ-ମହମ୍ମଦ ଦ୍ଵାରା ଆତ୍ମଘାତୀ ଆତଙ୍କୀ ଆକ୍ରମଣରେ ଭାରତର ୪୦ ଜଣ ଯବାନ୍‌ଙ୍କ ଶହୀଦ୍‌ ହେବା ପରେ ଭାରତ ପକ୍ଷରୁ ପାକିସ୍ତାନକୁ…

କବିତା ଲେଖି ଜଣେ ଅପରାଧୀ ମୃତ୍ୟୁଦଣ୍ଡରୁ ନିଜକୁ ବଞ୍ଚାଇପାରିଛନ୍ତି । ଏକ ହତ୍ୟାକାଣ୍ଡ ପାଇଁ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ଅପରାଧୀଙ୍କୁ ମୃତ୍ୟୁଦଣ୍ଡ ମିଳିଥିଲେ ମଧ୍ୟ ତାଙ୍କ…

ଭାରତ ପାକିସ୍ତାନ ମଧ୍ୟରେ ଚାଲିଥିବା ବିବାଦମୟ ପରିସ୍ଥିତିରେ ପାକିସ୍ତାନୀ ପ୍ରଶଂସକମାନେ ଏବେ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରାଙ୍କୁ ୟୁନିସେଫ୍‌ର ସଦ୍‌ଭାବନା ରାଜଦୂତର ପଦରୁ ହଟାଇବାକ ପାଇଁ ଦାବି କରିଛନ୍ତି…

ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଚାଲିଥିବା କୁମ୍ଭ ମେଳା ଗିନିଜ ୱାର୍ଲ୍ଡ ରେକର୍ଡ କରିଛି । ତେବେ ଗିନିଜ୍‌ ୱାର୍ଲ୍ଡ ରେକର୍ଡରେ କୁମ୍ଭମେଳା ତୃତୀୟ ରେକର୍ଡ କରି ହ୍ୟାଟ୍ରିକ…

ହାଇଦ୍ରାବାଦ ରାଜୀବ ଗାନ୍ଧୀ ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମରେ ଚାଲିଥିବା ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆରେ ଭାରତୀୟ ଦଳ ବିଜୟ ଲାଭ କରିଛି।  ଉକ୍ତ ୫ମ୍ୟାଚ ବିଶିଷ୍ଠ ଦିନିକିଆ ଶୃଙ୍ଖଳକୁ ଘରୋଇ ଦଳ…

ଝାଡଖଣ୍ଡର ରାଜଧାନୀ ରାଞ୍ଚି ଠାରେ ଏକ ରାଲିକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି । ରାଫେଲ୍ ପ୍ରସଙ୍ଗ…

ସୁପରହିଟ୍‌ ଫିଲ୍ମ ‘ହିନ୍ଦୀ ମିଡ଼ିୟମ୍‌’ର ସ୍ଵିକେଲ୍‌ରେ କରୀନା କପୁର୍‌ ଖାନ୍‌ ଅଭିନୟ କରିବେ ବୋଲି ଚର୍ଚ୍ଚା ହେଉଥିଲା । କିନ୍ତୁ ମିଳିଥିବା ସୂଚନା ଅନୁସାରେ ବେବୋ ଏହି…