ଆଜିର ଖବର

ବିଦେଶ ରାଜ୍ୟ ମନ୍ତ୍ରୀ ବି.କେ. ସିଂହ ଭାରତୀୟ ୱିଙ୍ଗ୍‌ କମାଣ୍ଡର୍‌ ଅଭିନନ୍ଦନଙ୍କ ପ୍ରତ୍ୟାବତ୍ତର୍ନକୁ ସ୍ଵାଗତ କରିବା ସହିତ ପାକିସ୍ତାନ ଶାନ୍ତି ପାଇଁ ନିଜ ପ୍ରତିବଦ୍ଧତାକୁ ମଜବୁତ୍‌ କରିବା…

ସବୁବେଳେ କିଛି ନା କିଛି ବିବାଦୀୟ ବୟାନ ଦେଇ ଚର୍ଚ୍ଚାରେ ରହୁଥିବା କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁ ଏବେ ପୁଣିଥରେ ଟ୍ଵିଟ୍‌ କରି ଚର୍ଚ୍ଚାରେ ରହିଛନ୍ତି…

ଭାରତ ଏବଂ ପାକିସ୍ତାନ ମଧ୍ୟରେ ସୃଷ୍ଟି ହୋଇଥିବା ଉତ୍ତେଜନାମୂଳକ ପରିସ୍ଥିତି ସମୟରେ ଲୋକସଭା ନିର୍ବାଚନ ଠିକ୍ ସମୟରେ ହେବ ବୋଲି ମୁଖ୍ୟ ନିର୍ବାଚନ ଆୟୁକ୍ତ ସୁନୀଲ ଅରୋଡା…

ଭାରତୀୟ ୱିଙ୍ଗ୍‌ କମାଣ୍ଡର୍‌ ଅଭିନନ୍ଦନ ବର୍ତ୍ତମାନଙ୍କୁ ପାକିସ୍ତାନ ଫେରାଇ ନେବା ନେଇ ରାଜନୀତି ଜୋର୍‌ ଚାଲିଛି । ଗୋଟିଏ ପଟେ ଭାରତୀୟ ବୀର ଯବାନଙ୍କ ଭାରତ ପ୍ରତ୍ୟାବର୍ତ୍ତନକୁ…

ମାଟ୍ରିକ ପରୀକ୍ଷାର ଓଡ଼ିଆ ପ୍ରଶ୍ନପତ୍ର ଭାଇରାଲ ମାମାଲାରେ ଚାରି ଜଣଙ୍କୁ ଗିରଫ କରାଯାଇଛି । ବନ୍ଧୁଗାଁ ସରକାରୀ ସ୍କୁଲରେ ପ୍ରଶ୍ନପତ୍ର ଭାଇରାଲ ଘଟଣା ଉପରେ ଏହି କାର୍ଯ୍ୟାନୁଷ୍ଠାନ…

ବୈଦେଶିକ ମନ୍ତ୍ରୀ ସୁଷମା ସ୍ୱରାଜ ଆବୁଧାବିରେ ହେଉଥିବା ୪୬ତମ ଅରଗାନାଇଜେସନ୍ ଅଫ୍ ଇସଲାମିକ କୋଅପରେସନର ବୈଠକରେ ସାମିଲ ହୋଇଛନ୍ତି । ସେ ଏହି ବୈଠକରେ ନିମନ୍ତ୍ରିତ ଅତିଥି…

ଭାରତୀୟ ଜନତା ପାର୍ଟିର ଅଧ୍ୟକ୍ଷ ଅମିତ୍‌ ଶାହା ପୁଲୱାମା ଆକ୍ରମଣରେ ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ମୌନ ରହିବା ଘଟଣାକୁ ନେଇ ପ୍ରଶ୍ନ କରିଛନ୍ତି । ଅମିତ୍‌…

ଅନ୍ତରଷ୍ଟ୍ରୀୟସ୍ତରରେ ପାକିସ୍ତାନକୁ ଭାରତ ଘେରିବା ପରେ ଏବେ ଆମେରିକା ମଧ୍ୟ ପାକିସ୍ତାନରୁ ପରିଚାଳିତ ହେଉଥିବା ଆତଙ୍କବାଦୀ ସଂଗଠନ ବିରୋଧରେ କଡା ଆଭିମୁଖ୍ୟ ଗ୍ରହଣ କରିଛି । ଆଜି…

ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଜାରି ରହିଥିବାବେଳେ ଜାମ୍ମୁ ଓ କାଶ୍ମୀରରେ କିନ୍ତୁ ଭାରତୀୟ ସେନା ତାହାର ଅଭିଯାନ ବଜାୟ ରଖିଛି । ଆଜି ଉତ୍ତର…

ଗତ ୨୬ ତାରିଖରେ ହୋଇଥିବା ଭାରତ ପକ୍ଷରୁ ଏୟାର୍‌ ଷ୍ଟ୍ରାଇକ୍‌କୁ ନେଇ ପ୍ରଶ୍ନ ଉଠାଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଏୟାର ଷ୍ଟ୍ରାଇକ ପରେ ପ୍ରଧାନମନ୍ତ୍ରୀ…

ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ମସୁଦ ଅଜହର ପାକିସ୍ତାନରେ ଅଛି ବୋଲି ସ୍ୱୀକାର କଲେ ପାକ୍ ବୈଦେଶିକ ମନ୍ତ୍ରୀ ଶାହା ମହମ୍ମଦ କୁରେସୀ । ତେବେ ମସୁଦ ଅଜହରର…

କ୍ରିତି ସାନୋନ୍‌ ଓ କାର୍ତ୍ତିକ ଆାର୍ଯ୍ୟନ୍‌ଙ୍କ ଅଭିନୀତ ରୋମାଣ୍ଟିକ କମେଡ଼ି ‘ଲୁକାଛପି’ ଆଜି ପରଦା ଉପରକୁ ଆସୁଛି । ଲକ୍ଷ୍ମଣ ଉତେକର୍‌ଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମକୁ ଦିନେଶ୍‌…

ମହାରାଷ୍ଟ୍ରର ଔରଙ୍ଗବାଦରେ ଚାଲିଥିବା ନବମ ଜାତୀୟ ହକି  ଜୁନିୟର ବାଳକ ହକି ଚାମ୍ପିୟନଶିପରେ ଓଡିଶା ଦଳ ଉତ୍ତରପ୍ରଦେଶ ଦଳକୁ ପରାଜିତ କରି ଚାମ୍ପିୟନ ହୋଇଛି। ଗୁରୁବାର ଖେଳାଯାଇଥିବା…

ଆଜି ଝାରସୁଗୁଡା ଓ ରାଉରକେଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଝାରସୁଗୁଡା ଓପିଜିସିରେ ୧୩୨୦ ମେଗାୱାଟ କ୍ଷମତା ସମ୍ପନ୍ନ ତୃତୀୟ ଓ ଚତୁର୍ଥ ସୁନିଟର…

ଅନ୍ତିମ ଦିନିକିଆରେ  ଇଂଲଣ୍ଡ ମହିଳା ଟିମ୍ ତୃତୀୟ ତଥା ଅନ୍ତିମ ଦିନିକିଆରେ ଭାରତୀୟ ମହିଳା ଟିମକୁ ୨ ୱିକେଟରେ ହରାଇ ସାନ୍ତ୍ୱନାମୂଳକ ବିଜୟ ହାସଲ କରିଛି। ଅନ୍ୟପକ୍ଷରେ…

କ୍ରିସ୍ ଗେଲ୍ ନିଜର ୨୫ତମ ଶତକ ହାସଲ କରି ଏକାଧିକ ରେକର୍ଡର ଅଧିକାରୀ ହୋଇଛନ୍ତି। ଗେଲ ମାତ୍ର ୫୫ ବଲରେ ଶତକ ମାରିବା ସହ ଅନ୍ତର୍ଜାତୀୟ କ୍ରିକେଟରେ…

କଂଗ୍ରେସ ପାର୍ଟି ଓ ନେସନାଲ ହେରାଲ୍‌ଡର ପ୍ରକାଶକ ଆସୋସିଏଟେଡ୍‌ ଜର୍ଣ୍ଣାଲସ ଲିମିଟେଡ (ଏଜେଏଲ୍‌)କୁ ଦିଲ୍ଲୀ ଉଚ୍ଚ ନ୍ୟାୟାଳୟ ଝଟକା ଦେଇଛନ୍ତି। ନ୍ୟାୟାଳୟ ଏଜେଏଲର ଆବେଦନକୁ ଖାରଜ କରି…