ଆଜିର ଖବର

ନୂଆଦିଲ୍ଲୀ: ବାଂଲାଦେଶ ଅଧିନାୟକ ନଜମୁଲ ହୁସେନ୍ ଶାନ୍ତୋ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। କିନ୍ତୁ ବାଂଲାଦେଶକୁ ପ୍ରଥମ ଦୁଇ ଓଭରରେ ଦୁଇଟି ଝଟକା…

ନୂଆଦିଲ୍ଲୀ: ୟୁନିଅନ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (UBI) 2691 ଆପ୍ରେଣ୍ଟିସିପ୍ ପଦବୀରେ ନିଯୁକ୍ତି ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ କରିଛି। ବ୍ୟାଙ୍କିଙ୍ଗ କ୍ଷେତ୍ରରେ କ୍ୟାରିୟର କରିବାକୁ ଚାହୁଁଥିବା…

ନୂଆଦିଲ୍ଲୀ: ରେଖା ଗୁପ୍ତା ଦିଲ୍ଲୀର ନୂତନ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଉପ-ରାଜ୍ୟପାଳ ବିନୟ କୁମାର ସକ୍ସେନା ରେଖା ଗୁପ୍ତାଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ପାଠ…

ନୂଆଦିଲ୍ଲୀ: ଆଜି ଭାରତୀୟ ଦଳ ଚାମ୍ପିଅନ୍ସ ଟ୍ରଫି ଅଭିଯାନ ଆରମ୍ଭ କରିବ। ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଦଳ ବାଂଲାଦେଶର ଆହ୍ଵାନର ସମ୍ମୁଖୀନ ହେବ। ତେବେ ଏହି…

ନୂଆଦିଲ୍ଲୀ: ଶାଲିମାର ବିଜେପି ବିଧାୟକ ରେଖା ଶର୍ମା ଦିଲ୍ଲୀର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ରେଖା ଗୁପ୍ତା ସୁଷମା ସ୍ୱରାଜ, ଶୀଲା ଦୀକ୍ଷିତ ଏବଂ ଆତିଶୀଙ୍କ ପରେ…

ଭୁବନେଶ୍ବର: ଆଜିଠାରୁ ଓଡିଶାରେ ବର୍ଷା ଆରମ୍ଭ ହେବ। ଏହା ତିନିଦିନ ଧରି ହେବ ବୋଲି ଭୁବନେଶ୍ବର ପାଣିପାଗ ବିଭାଗ ସୂଚନା ଦେଇଛି। ସେହି ଅନୁସାରେ ଗାଙ୍ଗେୟ ପଶ୍ଚିମବଙ୍ଗ…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜୋ ବାଇଡେନ ପ୍ରଶାସନ ବିରୋଧରେ ଗୁରୁତର ଅଭିଯୋଗ କରିଛନ୍ତି। ଜୋ ବାଇଡେନ ପ୍ରଶାସନକୁ ଟାର୍ଗେଟ କରି ସେ ଭାରତ ନିର୍ବାଚନରେ…

ଜୌନପୁର: ଉତ୍ତରପ୍ରଦେଶର ଜୌନପୁରରେ ଦୁଇଟି ପୃଥକ ପୃଥକ ସଡ଼କ ଦୁର୍ଘଟଣାରେ ଆଠ ଜଣଙ୍କର ମୃତ୍ୟୁ ଘଟିଛି। ମହାକୁମ୍ଭରୁ ଫେରୁଥିବା ଦୁଇଟି ଗାଡି ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଏହି…

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ରେଖା ଗୁପ୍ତାଙ୍କ ସହ ୬ ଜଣ ବିଧାୟକ ଆଜି ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ଏଥିମଧ୍ୟରେ ପ୍ରବେଶ ବର୍ମା, ମଞ୍ଜିନ୍ଦର…

ଭୁବନେଶ୍ଵର: ନୂଆ ଓଡ଼ିଆ ଚଳଚ୍ଚିତ୍ର ‘ବାସ୍ତବ’ର ମହୁରତ ଅନୁଷ୍ଠିତ ହୋଇ ଯାଇଛି। ଭୁବନେଶ୍ୱରସ୍ଥିତ ରୟାଲ ସୁଟସ ହୋଟେଲରେ ଆୟୋଜିତ ଏହି ବର୍ଣାଢ୍ୟ ଉତ୍ସବରେ ବଦ୍ରୀନାଥ ପଟ୍ଟନାୟକ କ୍ଲାପ…

ନୂଆଦିଲ୍ଲୀ: ପିଲାମାନଙ୍କର ପାଠ ପଢ଼ିବାର ଅଭିଜ୍ଞତାକୁ ବଦଳାଇବା ପାଇଁ ଇନୋଭେଟ୍‌ ଟୁ ଏଜୁକେଟ୍‌ ହ୍ୟାଣ୍ଡହେଲ୍ଡ ଡିଭାଇସ୍ ଡିଜାଇନ୍‌ ଚ୍ୟାଲେଞ୍ଜ ଏକ ରୋମାଞ୍ଚକର ପ୍ରତିଯୋଗିତା। ଏହା କ୍ରିଏଟ ଇନ…

ନୟାଗଡ଼: ନୟାଗଡ଼ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ଆନୁକୂଲ୍ୟରେ ୧୧ ଜଣ ଦିବ୍ୟାଙ୍ଗଙ୍କୁ ଇ-ରିକ୍ସା ବଣ୍ଟନ କରାଯାଇଛି। ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କ ନେତୃତ୍ବରେ ଅନୁଷ୍ଠିତ…

ନୂଆଦିଲ୍ଲୀ: 2025 ଚାମ୍ପିଅନ୍ସ ଟ୍ରଫି ଆରମ୍ଭ ହୋଇଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚ୍ କରାଚିସ୍ଥିତ ଜାତୀୟ ଷ୍ଟାଡିୟମରେ ଆୟୋଜକ ପାକିସ୍ଥାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚ୍…

ନୂଆଦିଲ୍ଲୀ: ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ଡିଜିଟାଲ୍ ବ୍ରାଣ୍ଡ ପରିଚୟ ମାନୁଆଲ୍ (ଡିବିଆଇଏମ) ଉନ୍ମୋଚନ ଏବଂ ମୁଖ୍ୟ ସୂଚନା ଅଧିକାରୀ (ସିଆଇଓ) ସମ୍ମିଳନୀ 2025ର ଶୁଭାରମ୍ଭ…

ଭୁବନେଶ୍ୱର: ନବନିଯୁକ୍ତ ପିସିସି ସଭାପତି ଶ୍ରୀ ଭକ୍ତ ଚରଣ ଦାସଙ୍କ ଆହ୍ୱାନ କ୍ରମେ ଏବଂ ନେତୃତ୍ୱରେ ୩ ଦିନ ଧରି ଚାଲିବାକୁ ଥିବା ସଂକଳ୍ପ ପଦଯାତ୍ରାର ଦ୍ୱିତୀୟ…

ଭୁବନେଶ୍ଵର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଜିଲ୍ଲା ରେମୁଣା ତହସିଲଦାର ଶ୍ରୀ ବିଦ୍ୟାଧର ପତିଙ୍କୁ ରାଜ୍ୟ ସରକାର ନିଲମ୍ବିତ କରିଛନ୍ତି । ରାଜସ୍ୱ ଓ…

ଭୁବନେଶ୍ୱର : ରାଜ୍ୟରେ ଉତ୍ତର ଓଡିଶା ବିକାଶ ପରିଷଦ ଗଠନ ନେଇ ଗଠିତ ଟାସ୍କଫୋର୍ସର ଚତୁର୍ଥ ବୈଠକ ଆଜି ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ଗୃହ ନିର୍ମାଣ…

ଭୁବନେଶ୍ୱର: ହସ୍ପିଟାଲ୍‌ରେ ରୋଗୀଟିଏ ନର୍ସମାନଙ୍କର ଚିକିତ୍ସା ଓ ସେବା ଦ୍ୱାରା ହିଁ ସୁସ୍ଥତା ପାଇଥାଏ। କରୋନା ମହାମାରୀ ସମୟରେ ସେମାନଙ୍କର ତ୍ୟାଗ ସମ୍ପୂର୍ଣ୍ଣ ସମାଜ ଉପଲବ୍ଧି କରିଛି…

ଭୁବନେଶ୍ଵର: କେନ୍ଦ୍ରାପଡ଼ାର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ପୀଠ ତୁଳସୀ କ୍ଷେତ୍ରର ବିକାଶ କରି ଏହାକୁ ଏକ ଆକର୍ଷଣୀୟ ଧର୍ମୀୟ ପର୍ଯ୍ୟଟନ କ୍ଷେତ୍ର ଭାବରେ…