ଆଜିର ଖବର

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ତାସକେଣ୍ଟସ୍ଥିତ ଶାସ୍ତ୍ରୀ ସ୍ମାରକୀରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଚଳିତ ବର୍ଷ ୧୯୬୫ ମସିହାରେ ତାସକେଣ୍ଟରେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ହେବାର…

ମେଷ: –  ଆଜି ଆପଣଙ୍କ ପାଇଁ ବହୁତ ପରିମାଣରେ ଅନୁକୂଳ ହେବ । ଆପଣ ମାନସିକ ଚାପରୁ ମୁକ୍ତି ପାଇବେ । ଛାତ୍ରମାନେ ଅଧ୍ୟୟନରେ ଆଗ୍ରହ ପ୍ରକାଶ କରିବେ…

ଭୁବନେଶ୍ୱର: ସମାଜକଲ୍ୟାଣ ଟ୍ରଷ୍ଟ ‘ଆଶ୍ରୟ’ ପକ୍ଷରୁ ଦିବ୍ୟାଙ୍ଗ ଓ ଭିନ୍ନକ୍ଷମଙ୍କ ସମ୍ମାନାର୍ଥେ ‘ଆମକୁ କରନା ଥଟ୍ଟା ମଜା’ କାର୍ଯ୍ୟକ୍ରମ ଭୁବନେଶ୍ୱରସ୍ଥିତ ବୁଦ୍ଧ ମନ୍ଦିର ସମ୍ମିଳନୀ କକ୍ଷରେ ଆୟୋଜିତ…

ରେଢ଼ାଖୋଲ (କନ୍ଦର୍ପ ବେହେରା): ରାଜ୍ୟ ସରକାର ସମସ୍ତଙ୍କ ପାଇଁ ସ୍ୱାସ୍ଥ୍ୟ ସେବା ଏବଂ ଗମନାଗମନର ବିକାଶ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ଆଜି…

ଭୁବନେଶ୍ୱର: ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତିର ଆହ୍ୱାନରେ ରାଜ୍ୟ ରାଜଧାନୀ ଭୁବନେଶ୍ୱର ସ୍ଥିତ ଲୋୟର୍ ପି.ଏମ୍‌.ଜି. ଗାନ୍ଧିମାର୍ଗରେ ଚାଲିଥିବା ଅହୋରାତ୍ର ଗଣଧାରଣା…

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ବିଭିନ୍ନ ସାମାଜିକ କ୍ଷେତ୍ରର ସମୀକ୍ଷା କରି ତଥ୍ୟଭିତ୍ତିକ ଅନୁଧ୍ୟାନ, ବିଭାଗୀୟ ସମନ୍ୱୟ ଓ ନିରନ୍ତର ତଦାରଖକୁ ଅଧିକ ସୁଦୃଢ଼…

ଭୁବନେଶ୍ଵର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଡମ୍ବରୁ ମାଝୀଙ୍କର ୮୬ ବର୍ଷ ବୟସରେ ପରଲୋକ ଘଟିଛି। ୬୦ ଦଶକରୁ ସେ ୫ ରୁ ଅଧିକ ଥର…

ବାଲୁଗାଁ: ଆଜି ଚିଲିକା ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ତଥା ବିଧାୟକ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଚିଲିକା ନିର୍ବାଚନ ମଣ୍ଡଳୀ…

ନୂଆଦିଲ୍ଲୀ: ଶ୍ରୀଲଙ୍କା ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଏହି ଖବର ଶ୍ରୀଲଙ୍କା କ୍ରିକେଟ୍ ପାଇଁ ଏକ ବଡ ଝଟକା ହେବ। ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ…

ଭୁବନେଶ୍ୱର: ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୧୩୭ ତମ ‘ମନ୍ କି ବାତ୍’ କାର୍ଯ୍ୟକ୍ରମ ଆଜି ଭୁବନେଶ୍ୱରର ନୟାପଲ୍ଲୀସ୍ଥିତ ଶ୍ରୀ ବାଲୁଙ୍କେଶ୍ୱର ମହାଦେବ ପୀଠ ପରିସରରେ ଅନୁଷ୍ଠିତ…

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗତ ରାକ୍ଷୀ ପୂର୍ଣ୍ଣିମା ତିଥିରେ ଏକ ଅଭାବନୀୟ ଘଟଣା ଘଟିଛି। ଭଉଣୀ ପାଖକୁ ରାକ୍ଷୀ ବାନ୍ଧିବାକୁ ଆସିଥିବା ଶଳା ଚକାଡୋଳା ଆଚାରୀଙ୍କୁ…

ନୂଆଦିଲ୍ଲୀ: ପଞ୍ଜାବର ଫିରୋଜପୁର ଜିଲ୍ଲାର ମାମଦୋଟ ସହରରୁ ଗୁଳିକାଣ୍ଡ ହୋଇଥିବା ଖବର ଆସିଛି। ଏହି ରକ୍ତାକ୍ତ ଘଟଣାରେ ଜଣେ AAP ନେତାଙ୍କ ମୃତ୍ୟୁ ହୋଇଛି, ଯେତେବେଳେ ଅନ୍ୟ…

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ୨୦୧୩ ବ୍ୟାଚ୍ IAS ଦିବ୍ୟା ମିତ୍ତଲ ଇସ୍ତଫା ଦେଇଛନ୍ତି। ସେ ଭାରତୀୟ ପ୍ରଶାସନିକ ସେବା (IAS) ରୁ ଇସ୍ତଫା ଘୋଷଣା କରି ଏକ…

ଖୋରଧା: ବିଶିଷ୍ଟ କ୍ରୀଡ଼ା ନାୟକ, କ୍ରୀଡ଼ା ଜଗତର ଉଜ୍ଜ୍ୱଳ ତାରକା ତଥା ହକି ଜାଦୁଗର ମେଜର ଧ୍ୟାନଚାନ୍ଦଙ୍କ ଉଦ୍ଦେଶ୍ୟରେ ଭାରତ ସରକାରଙ୍କ ପକ୍ଷରୁ ଗତ ୨୮ ଅଗଷ୍ଟରୁ…

ଭୁବନେଶ୍ଵର: ଭୁବନେଶ୍ୱରରେ ଆସନ୍ତା ସେପ୍ଟେମ୍ବର ୫ ତାରିଖ ରୁ ୯ ତାରିଖ ଯାଏଁ ଆୟୋଜିତ ହେବ ‘୩୨ତମ ଗୁରୁ କେଳୁଚରଣ ମହାପାତ୍ର ଆୱାର୍ଡ ଫେଷ୍ଟିଭାଲ-୨୦୨୬’। ଗୁରୁ କେଳୁଚରଣ…

ଭୁବନେଶ୍ଵର: ଆଜିକାଲି ପୁରୁଣା କାର ବିକ୍ରି କରିବା ପ୍ରକ୍ରିୟା ବେଶ ସହଜ ହୋଇଯାଇଛି। ଅନଲାଇନ୍ ପ୍ଲାଟଫର୍ମ ଜରିଆରେ ଘରେ ବସି ଗାଡ଼ି ବିକ୍ରି କରିହେଉଛି। ଗାଡ଼ି ହସ୍ତାନ୍ତର…

ଭୁବନେଶ୍ୱର: ମ୍ୟାଲେରିଆ ନିରାକରଣ ଓ ଅନ୍ୟାନ୍ୟ ଭେକ୍ଟରଜନିତ ରୋଗର ନିୟନ୍ତ୍ରଣ ସମ୍ପର୍କିତ ରାଜ୍ୟ ବୈଷୟିକ ଟାସ୍କଫୋର୍ସର ଏକ ବୈଠକ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର-ତଥା-ସଚିବ…

ଭୁବନେଶ୍ଵର: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟରେ ଖାଦ୍ୟର ଗୁଣବତ୍ତା ଓ ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ…

ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ଶଶି ଥରୁର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଚିଠି ଲେଖି ନେପାଳ ଦୁଃଖଦ ପରିସ୍ଥିତିରେ ଭାରତର ତୁରନ୍ତ ପ୍ରତିକ୍ରିୟା ପାଇଁ ବର୍ତ୍ତମାନର…

ଭୁବନେଶ୍ଵର: ଓଡ଼ିଶାରେ ବୃହତ୍ ଶିଳ୍ପ ନିବେଶ ଓ ଭିତ୍ତିଭୂମି ପ୍ରକଳ୍ପର ଅଗ୍ରଗତି ନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏକ ସମୀକ୍ଷା…