ଆଜିର ଖବର

ବାଲୁଗାଁ/ବାଣପୁର: ଶ୍ରୀକ୍ଷେତ୍ର ପରିଶକ୍ତି କ୍ଷେତ୍ର ବାଣପୁରର ଆରାଧ୍ୟା ଦେବୀ ମା’ଭଗବତୀଙ୍କ ପୀଠରେ ବାରମାସରେ ତେର ପର୍ବ, ତନ୍ମଧ୍ୟରୁ ମା’ଙ୍କ ଭାଦ୍ରବ ଶୁକ୍ଳ ଲଳିତା ସପ୍ତମୀ ତିଥିରେ ପାଣି…

ନବରଙ୍ଗପୁର: ବିନା ଅନୁମତିରେ ଗଛକଟା ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ନବରଙ୍ଗପୁର ଜିଲ୍ଲାର ଜଣେ ଫରେଷ୍ଟର ନିଲମ୍ବିତ ହୋଇଛନ୍ତି। ଡାବୁଗାଁ ରେଞ୍ଜ ଅଧୀନ ମୈଦଲପୁର ସେକ୍ସନରେ କାର୍ଯ୍ୟରତ…

ବରଗଡ଼: ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଭୟଙ୍କର ଗୋଷ୍ଠୀ ସଂଘର୍ଷ ଘଟିଛି। ସାମାନ୍ୟ କଥା କଟାକଟିରୁ ଆରମ୍ଭ ହୋଇଥିବା ଗଣ୍ଡଗୋଳ…

ଭୁବନେଶ୍ୱର: ଭୁବନେଶ୍ୱର ନାଇଜର (NISER) ପରିସରରୁ ଆସିଛି ଦୁଃଖଦ ଖବର। ଭାଗିରଥୀ ଛାତ୍ରାବାସରୁ ପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ର ହେଲେ ଭିନୟ ସନ୍ୟାସୀ…

ପୁରୀ: ଆଜି ପବିତ୍ର ଭାଦ୍ରବ ଶୁକ୍ଳ ଅଷ୍ଟମୀ ତିଥି। ଏହି ଗୁରୁତ୍ୱପୂର୍ଣ୍ଣ ଆଧ୍ୟାତ୍ମିକ ଅବସରରେ ଶ୍ରୀମନ୍ଦିରରେ ଅତ୍ୟନ୍ତ ନିଷ୍ଠା ଓ ପରମ୍ପରା ସହ ପାଳିତ ହେଉଛି ‘ରାଧାଷ୍ଟମୀ’।…

ନାଗୋୟା: ଜାପାନର ନାଗୋୟାସ୍ଥିତ ପାଲୋମା ମିଜୁହୋ ଷ୍ଟାଡିୟମ୍‌ରେ ଆଜି ୨୦୨୬ ଏସିଆନ୍ ଗେମ୍ସର ଭବ୍ୟ ଉଦ୍‌ଘାଟନୀ ସମାରୋହ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଅବସରରେ ଦୁଇଥରର ଅଲିମ୍ପିକ୍…

ଭୁବନେଶ୍ୱର: ତୃଣମୂଳ ସ୍ତରରେ କ୍ରୀଡ଼ାର ପ୍ରସାର ଏବଂ ବିଦ୍ୟାଳୟର ପିଲାମାନଙ୍କୁ କ୍ରୀଡ଼ା କ୍ଷେତ୍ରରେ ଅଧିକ ସୁଯୋଗ ପ୍ରଦାନ କରିବା ଲକ୍ଷ୍ୟରେ, ରିଲାଏନ୍ସ ଫାଉଣ୍ଡେସନ ପକ୍ଷରୁ ଢେଙ୍କାନାଳର ନଅଟି…

ଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ର ରାଷ୍ଟ୍ରପତି ଶେଖ୍ ମହମ୍ମଦ ବିନ୍ ଜାୟେଦ୍ ଅଲ୍ ନାହ୍ୟାନ୍ ଟେଲିଫୋନ୍ କଲ୍ କରିଥିଲେ। ୟୁଏଇ…

ନୂଆଦିଲ୍ଲୀ: କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ ମନ୍ତ୍ରଣାଳୟ (MSME) କୋଲକାତାର ଧନ-ଧାନ୍ୟ ଅଡିଟୋରିୟମ୍‌ରେ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନାର ତୃତୀୟ ବାର୍ଷିକୀ ଉପଲକ୍ଷେ ଏକ ସମାରୋହ…

ଭୁବନେଶ୍ୱର: ୨୦୨୪ ସାଧାରଣ ନିର୍ବାଚନରେ, ଲୋକସଭାକୁ ୭୪ ଜଣ ମହିଳା ନିର୍ବାଚିତ ହୋଇଥିଲେ-ଯାହା ସଦନର ମୋଟ ସଦସ୍ୟ ସଂଖ୍ୟାର ୧୩.୬ ପ୍ରତିଶତ। ଭାରତର ପଞ୍ଚାୟତି ରାଜ ଅନୁଷ୍ଠାନଗୁଡ଼ିକରେ…

ନୂଆଦିଲ୍ଲୀ: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମ ମୋହନ ନାଇଡୁଙ୍କ ଉପସ୍ଥିତିରେ ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ୍ (HAL) ବେଙ୍ଗାଲୁରୁରେ…

ମେଷ- ଆଜି ଆପଣଙ୍କ ପାଇଁ ଭଲ ଦିନ ନୁହେଁ। କିଛି ସମସ୍ୟା କିମ୍ବା ଟେନସନ ଆପଣଙ୍କ ପାଖରେ ରହିବ, କିନ୍ତୁ ପ୍ରୟାସ ସହିତ ସବୁକିଛି ଠିକ୍ ହୋଇଯିବ ।…

ଭୁବନେଶ୍ୱର: ଓଡ଼ିଶା ଲୋକସେବା ଆୟୋଗଙ୍କ ପରାମର୍ଶକ୍ରମେ ରାଜ୍ୟ ସରକାର ବିଭିନ୍ନ ବିଭାଗରେ କାର୍ଯ୍ୟରତ ୧୪ ଜଣ ଅତିରିକ୍ତ ଶାସନ ସଚିବ ଥିବା ବରିଷ୍ଠ ଓଏଏସ୍‌ଙ୍କୁ ସ୍ୱତନ୍ତ୍ର ଶାସନ…

ସୁନ୍ଦରଗଡ଼: ଗୋଟିଏ ଦୁର୍ଘଟଣା ଛଡ଼ାଇଦେଲା ତିନିଟି ଜୀବନର ଦୁଃଖଦ ଅନ୍ତ। ସୁନ୍ଦରଗଡ଼ ଜିଲ୍ଲା ତଳସରା ଥାନା ଅନ୍ତର୍ଗତ ସବଡେଗା ପେଟ୍ରୋଲ ପମ୍ପ ସମ୍ମୁଖରେ ଗୁରୁବାର ରାତି ପ୍ରାୟ…

ଭୂବନେଶ୍ୱର: ଦୁଇ ବର୍ଷରେ ଓଡ଼ିଶାର ଶିଳ୍ପାୟନର ନୂଆ ଧାରା ସୃଷ୍ଟି ହୋଇଛି। ବିଜେପି ସରକାର ଆସିବା ପରେ ରାଜ୍ୟକୁ ନିବେଶର ସୁଅ ଛୁଟୁଛି। ରାଜ୍ୟ ସରକାର କେବଳ…

ଭୁବନେଶ୍ୱର: “ସ୍ୱଚ୍ଛତା ମେଁ ସହଭାଗ: ସ୍ୱଚ୍ଛ ଭାରତ, ବିକଶିତ ଭାରତ” ବିଷୟବସ୍ତୁକୁ ନେଇ ପୂର୍ବତଟ ରେଳପଥ ପକ୍ଷରୁ “ସ୍ୱଚ୍ଛତା ହିଁ ସେବା-୨୦୨୬” ଅଭିଯାନ ଆରମ୍ଭ କରାଯାଇଛି। ଏହି…

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର ଫ୍ୟାକଲ୍ଟି ଅଫ୍ ମେଡିକାଲ୍ ସାଇନ୍‌ସେସ୍‌, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ କ୍ୟାମ୍ପସ-୧ରୁ  ଶିକ୍ଷା ସମାପ୍ତ…

ନୂଆଦିଲ୍ଲୀ: ସମସ୍ତ ଦଳ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL)ର ୨୦ତମ ସିଜିନ୍ ଅର୍ଥାତ୍ ଆଇପିଏଲ-୨୦୨୭ ପାଇଁ ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି। ଆଇପିଏଲ-୨୦୨୭ ଆସନ୍ତା ବର୍ଷ ଖେଳାଯିବାର କାର୍ଯ୍ୟକ୍ରମ…

କଟକ: ଶାରଦୀୟ ଦୁର୍ଗାପୂଜା–୨୦୨୬କୁ କଟକ ସହରରେ ଶାନ୍ତିପୂର୍ଣ୍ଣ, ସୁରକ୍ଷିତ ଓ ସୁଗମ ଭାବେ ପାଳନ କରିବା ପାଇଁ ଆଜିଠାରୁ ବାରବାଟୀ ପ୍ୟାଲେସ୍‌ଠାରେ ସିଙ୍ଗଲ୍‌ ୱିଣ୍ଡୋ ବ୍ୟବସ୍ଥା କାର୍ଯ୍ୟକ୍ଷମ…

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟର +୩ ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ପ୍ରଶ୍ନପତ୍ର ହ୍ୱାଟ୍ସଆପ୍ ମାଧ୍ୟମରେ ଲିକ୍ ହୋଇଥିବା ନେଇ ସମ୍ଭାବନାକୁ ପରୀକ୍ଷା ନିୟନ୍ତ୍ରକ ଡ. ହୃଷୀକେଶ ନାୟକ ସ୍ୱୀକାର…

ଭୁବନେଶ୍ୱର: ନିଜ ଦକ୍ଷତାକୁ ନୂଆ ପରିଚୟ ଦେବା ସହ ଜାତୀୟ ଓ ଅନ୍ତର୍ଜାତୀୟ ମଞ୍ଚରେ ପ୍ରତିଭା ପ୍ରଦର୍ଶନ କରିବା ପାଇଁ ଯୁବପ୍ରତିଭାଙ୍କ ସୁବର୍ଣ୍ଣ ସୁଯୋଗ। ରାଜ୍ୟର ଯୁବପିଢ଼ିଙ୍କ…