ଭୁବନେଶ୍ୱର: ରେଳବାଇ, ସୂଚନା ଓ ପ୍ରସାରଣ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ସନ୍ଧ୍ୟାରେ କଟକ ରେଳ ଷ୍ଟେସନର ୨ୟ ପ୍ରବେଶ ଦ୍ୱାରକୁ ଉଦ୍ଘାଟନ କରି ଅମୃତ ଷ୍ଟେସନ୍ ଯୋଜନା ଅନ୍ତର୍ଗତ ଷ୍ଟେସନର ପୁନର୍ବିକାଶରେ […]
ବାଣପୁର: ମାର୍ଗଶୀର ଶୁକ୍ଳ ଷଷ୍ଠୀ ଓଢ଼ଣ ଷଷ୍ଠୀ ଭାବରେ ସମଗ୍ର ଉତ୍କଳର ଦେବା ଦେବୀଙ୍କ ପୀଠରେ ପାଳନ କରାଯାଏ। ଏହିଦିନ ଠାରୁ ଶ୍ରୀପଞ୍ଚମୀ ପର୍ଯ୍ୟନ୍ତ୍ର ଦେବାଦେବୀମାନେ ଶୀତବସ୍ତ୍ର ପରିଧାନ କରିବାର ପରମ୍ପରା ପୁରାଣ ଯୁଗରୁ ପ୍ରଚଳିତ ହୋଇଆସିଛି ଯାହାକୁ ଘୋଡ଼ଲାଗି ବୋଲି […]
ରଣପୁର: ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ରାଜସୁନାଖଳା ଠାରେ ୨୦୨୩-୨୫ ବର୍ଷର ଗୁରୁ ଛାତ୍ରଛାତ୍ରୀମାନଙ୍କ ସାମଗ୍ରୀକ ବିକାଶ ନିମନ୍ତେ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୂଖ୍ୟ ଅତିଥି ଭାବେ ନୟାଗଡ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଡ. […]
ନୂଆଦିଲ୍ଲୀ: ଆଜି ମୁମ୍ବାଇ ପୋଲିସକୁ ଏକ ଧମକପୂର୍ଣ୍ଣ ବାର୍ତ୍ତା ମିଳିଛି, ଯେଉଁଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଟାର୍ଗେଟ କରିବାକୁ ଧମକ ଦିଆଯାଇଛି। ରାଜସ୍ଥାନର ଅଜମେରରେ ପଞ୍ଜୀକୃତ ହୋଇଥିବା ଏକ ଫୋନ ନମ୍ବରରୁ ଏହି ବାର୍ତ୍ତା ପଠାଯାଇଛି, ପରେ ଅଭିଯୁକ୍ତକୁ ଗିରଫ କରିବା […]
ଭୁବନେଶ୍ଵର: ଆଗାମୀ ଜାନୁଆରୀ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଭୁବନେଶ୍ୱର ଜନତା ମଇଦାନରେ ଅନୁଷ୍ଠିତ ହେବାକୁ ଯାଉଛି ଅଷ୍ଚାଦଶ ପ୍ରବାସୀ ଭାରତୀୟ ଦିବସ। ଏହି ଦିବସକୁ ଶୃଙ୍ଖଳିତ ତଥା ସୁଚାରୁରୂପେ ଆୟୋଜନ ପ୍ରସ୍ତୁତି ସଂପର୍କରେ ରାଜ୍ୟ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଚୋରା ଦେଶୀମଦ ଚାଲାଣ ଖବର ପାଇ କୋଦଳା ପୋଲିସ ପୁସ୍ତପୁର ଠାରେ କିଛି ମଦ ବ୍ୟବସାୟୀମାନଙ୍କୁ କାବୁ କରିବା ବେଳେ ସେମାନଙ୍କର ମିଳିତ ଆକ୍ରମଣରେ ରାମାନନ୍ଦ ବିଷୋୟୀ ନାମକ ଜଣେ ଗୃହରକ୍ଷୀ ଗୁରୁତର ଆହତ ହୋଇ […]
ଭୁବନେଶ୍ଵର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି (୭ ଡିସେମ୍ବର ୨୦୨୪)ରେ ରାଇରଙ୍ଗପୁରଠାରେ ତିନୋଟି ରେଳ ଲାଇନ- ବାଙ୍ଗିରିପୋଷି-ଗୋରୁମହିଷାଣୀ; ବୁଢ଼ାମରା-ଚକୁଳିଆ; ଏବଂ ବାଦାମପାହାଡ଼-କେନ୍ଦୁଝରଗଡ; ସମେତ ଆଦିବାସୀ ଗବେଷଣା ଏବଂ ବିକାଶ କେନ୍ଦ୍ର, ଦାଣ୍ଡବୋସ ବିମାନ ବନ୍ଦର; ଏବଂ ରାଇରଙ୍ଗପୁର ସବ୍-ଡିଭିଜନାଲ ହସ୍ପିଟାଲର ନୂତନ […]
ନୂଆଦିଲ୍ଲୀ: ବର୍ତ୍ତମାନ ବାଂଲାଦେଶରେ ହିନ୍ଦୁ ତଥା ଅନ୍ୟାନ୍ୟ ସଂଖ୍ୟାଲଘୁଙ୍କ ଉପରେ ହୋଇଥିବା ଆକ୍ରମଣ ବିରୋଧରେ ସାରା ବିଶ୍ୱରେ ସ୍ୱର ଉତ୍ତୋଳନ କରାଯାଉଛି। ISKCON ପୁରୋହିତ ଚିନ୍ମୟ କୃଷ୍ଣ ଦାସ ବ୍ରହ୍ମଚାରି ଗିରଫ ହେବା ପରେ ବାଂଲାଦେଶରେ ହୋଇଥିବା ଅଶାନ୍ତି ନେଇ ଆମେରିକା […]
ଭୁବନେଶ୍ବର: ଓଡିଶାରେ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ କେନ୍ଦ୍ରୀୟ ଆର୍ଥିକ ବ୍ୟାପାର କ୍ୟାବିନେଟ କମିଟି ମଞ୍ଜୁରୀ ପ୍ରଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀଙ୍କ […]
ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ଗୋରଖପୁରରେ ଗତକାଲି ରାତିରେ ଏକ ସଡକ ଦୁର୍ଘଟଣାରେ ଜଣେ ପିତା ଏବଂ ଦୁଇ ଝିଅଙ୍କ ସମେତ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟିଛି। ଦ୍ରୁତ ଗତିରେ ଗାଡି ଚଲାଇବା ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି। ଦ୍ରୁତ ଗତି ହେତୁ […]
ନୂଆଦିଲ୍ଲୀ: ବାଂଲାଦେଶରେ କ୍ଷମତା ପରିବର୍ତ୍ତନ ପରଠାରୁ ସେଠାରେ ସଂଖ୍ୟାଲଘୁ ସମ୍ପ୍ରଦାୟକୁ ଟାର୍ଗେଟ କରାଯାଉଛି। ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଲଗାତାର ଆକ୍ରମଣ ହେବାର ଖବର ରହିଛି। ଏହି ପ୍ରସଙ୍ଗରେ ସମଗ୍ର ଦେଶରେ ଅଶାନ୍ତି ସୃଷ୍ଟି ହୋଇଛି। ଏହି ସମୟରେ, ବାଂଲାଦେଶରେ ହିନ୍ଦୁମାନଙ୍କ ପ୍ରତି […]
ନୁଆଦିଲ୍ଲୀ: କଟ୍ଟରବାଦୀମାନେ ବାଂଲାଦେଶର ହିନ୍ଦୁ ଏବଂ ହିନ୍ଦୁ ମନ୍ଦିର ଉପରେ ଆକ୍ରମଣ ଜାରି ରଖିଛନ୍ତି। ଶୁକ୍ରବାର ରାତିରେ ଢାକାରେ ଥିବା ଅନ୍ୟ ଏକ ହିନ୍ଦୁ ମନ୍ଦିରକୁ ଟାର୍ଗେଟ କରିବାର ଖବର ରହିଛି। ସ୍ଥାନୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଶୁକ୍ରବାର ରାତିରେ କଟ୍ଟରବାଦୀମାନେ […]
ଭୁବନେଶ୍ଵର: କେନ୍ଦୁଝର ହିନ୍ଦୁସୁରକ୍ଷା ମଞ୍ଚର କେନ୍ଦୁଝର ଜିଲ୍ଲା ସଂଯୋଜକ ଘନଶ୍ୟାମ ମହାନ୍ତଙ୍କ ଆହ୍ୱାନ କ୍ରମେ କେନ୍ଦୁଝର ସହରର କାଳୀ ପଡିଆ ନିକଟରୁ ଏକ ବିଶାଳ ପ୍ରତିବାଦ ଶୋଭାଯାତ୍ରା ରେ ହଜାର ହଜାର ହିନ୍ଦୁ ପ୍ରେମି ବଙ୍ଗଳାଦେଶରେ ହିନ୍ଦୁ ମାନଙ୍କ ଉପରେ ହେଉଥିବା […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍ତର ପ୍ରଦେଶର କନୌଜରେ ବସ୍ ଦୁର୍ଘଟଣାରେ ହୋଇଥିବା ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ କରିଛନ୍ତି। ଏହି ଅବସରରେ ଶ୍ରୀ ମୋଦୀ ପିଏମ୍ଏନ୍ଆର୍ଏଫ୍ରୁ ମୃତକଙ୍କ ସମ୍ପର୍କୀୟଙ୍କ ପାଇଁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କ ପାଇଁ ୫୦,୦୦୦ […]
ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାର କଳା, ସାହିତ୍ୟ, ସଂସ୍କୃତି ତଥା ଐତିହ୍ୟ ଓ ଭାଇଚାରାର ଭବ୍ୟ ମହୋତ୍ସବ ମଣ୍ଡେଇ-୨୦୨୪ ମହାସମାରୋହରେ ଉଦଘାଟିତ ହୋଇଛି। ଏହି ପାଞ୍ଚ ଦିନିଆ ମହୋତ୍ସବରେ ଉଦଘାଟନୀ ଉତ୍ସବରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ […]
ଭୁବନେଶ୍ବର: ଦେଶରେ ମୋଟ 85ଟି କେନ୍ଦ୍ରୀୟ ବିଦ୍ୟାଳୟ ଖୋଲାଯିବ। ଏ ନେଇ ଗତକାଲି କେନ୍ଦ୍ର କ୍ୟାବିନେଟ ବୈଠକରେ ନିଷ୍ପତି ହୋଇଛି। ସେଥିମଧ୍ୟରୁ ଓଡିଶାରେ ମୋଟ ଆଠଟି କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ ଅନୁମତି ମିଳିଛି। ସେଗୁଡିକ ହେଲା ଟିଟିଲାଗଡ଼, ଜିଲ୍ଲା ବଲାଙ୍ଗିର […]
ନୂଆଦିଲ୍ଲୀ: ଶନିବାର ଦିନ ଶନି ଦେବଙ୍କୁ ପୂଜା କରାଯାଏ। ବିଶ୍ୱାସ କରାଯାଏ ଯେ, ଯେଉଁମାନେ ଶନିଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହୁଅନ୍ତି, ସେମାନେ ନିଜ ଜୀବନରେ କୌଣସି ଅସୁବିଧାର ସମ୍ମୁଖୀନ ହୁଅନ୍ତି ନାହିଁ। ଯଦି ଶନି ଦେବ ପ୍ରସନ୍ନ ହୁଅନ୍ତି, ତେବେ ଜଣେ […]
ନୂଆଦିଲ୍ଲୀ: ଆଷ୍ଟେରିଆ ଏରୋସ୍ପେସ୍ ଭାରତୀୟ ସେନାକୁ ଏଟି-୧୫ ଭର୍ଟିକାଲ୍ ଟେକ୍ ଅଫ୍ ଏବଂ ଲ୍ୟାଣ୍ଡିଂ ଡ୍ରୋନ୍ ଯୋଗାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିଛି। ଭାରତରେ ଡ୍ରୋନ୍ ପାଇଁ ଏହା ଏପର୍ଯ୍ୟନ୍ତ ସବୁଠାରୁ ବଡ ଚୁକ୍ତି ଥିଲା, ଯାହା ଆଷ୍ଟେରିଆ ସଂପୂର୍ଣ୍ଣ କରିଛି। ଏହା […]
ନୂଆଦିଲ୍ଲୀ: ଭାରତରୁ ଯକ୍ଷ୍ମାକୁ ମୂଳପୋଛ କରିବାକୁ ଏକ ନିର୍ଣ୍ଣାୟକ ପଦକ୍ଷେପ ସ୍ୱରୂପ ପ୍ରମୁଖ ଅଂଶୀଦାରଙ୍କ ସହିତ ମିଶି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ୧୦୦ ଦିନିଆ ଯକ୍ଷ୍ମା ଦୂରୀକରଣ ଅଭିଯାନ ଆରମ୍ଭ କରିବାକୁ ଯାଉଛି । ୭ ଡିସେମ୍ୱର […]
ଭୁବନେଶ୍ୱର: ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନେ ଦୀର୍ଘ ୨୪ ବର୍ଷ ଧରି ବିଗତ ସରକାରଙ୍କ ନିକଟରେ ତାଙ୍କର ଯୁକ୍ତିଯୁକ୍ତ ଦାବୀକୁ ବାରମ୍ବାର ଉପସ୍ଥାପନ କରିଆସୁଥିଲେ ସୁଦ୍ଧା ତାର ସୁଫଳ ମିଳି ନ ଥିଲା। ଦୀର୍ଘ ବର୍ଷର ଅବଧି ପରେ ନୂତନ ସରକାରଙ୍କ ଉପରେ […]
ନୂଆଦିଲ୍ଲୀ/ଭୁବନେଶ୍ୱର: ବଧିର ପିଲାଙ୍କ ଦକ୍ଷତା ପ୍ରଶିକ୍ଷଣ, ମାନସିକ ସ୍ୱାସ୍ଥ୍ୟ, ଶ୍ରେଣୀ ଭିତ୍ତିକ ପାଠ୍ୟଖସଡା ତଥା ଯୋଗାଯୋଗ ଦକ୍ଷତା କ୍ଷେତ୍ରରେ ସହାୟକ ହେବା ଲକ୍ଷ୍ୟରେ ଶୁକ୍ରବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀ ଠାରେ ଭାରତୀୟ ସାଙ୍କେତିକ ଭାଷା (ଆଇଏସଏଲ) ପାଇଁ […]