ଭୁବନେଶ୍ୱର: ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନେ ଦୀର୍ଘ ୨୪ ବର୍ଷ ଧରି ବିଗତ ସରକାରଙ୍କ ନିକଟରେ ତାଙ୍କର ଯୁକ୍ତିଯୁକ୍ତ ଦାବୀକୁ ବାରମ୍ବାର ଉପସ୍ଥାପନ କରିଆସୁଥିଲେ ସୁଦ୍ଧା ତାର ସୁଫଳ ମିଳି ନ ଥିଲା। ଦୀର୍ଘ ବର୍ଷର ଅବଧି ପରେ ନୂତନ ସରକାରଙ୍କ ଉପରେ […]
ନୂଆଦିଲ୍ଲୀ/ଭୁବନେଶ୍ୱର: ବଧିର ପିଲାଙ୍କ ଦକ୍ଷତା ପ୍ରଶିକ୍ଷଣ, ମାନସିକ ସ୍ୱାସ୍ଥ୍ୟ, ଶ୍ରେଣୀ ଭିତ୍ତିକ ପାଠ୍ୟଖସଡା ତଥା ଯୋଗାଯୋଗ ଦକ୍ଷତା କ୍ଷେତ୍ରରେ ସହାୟକ ହେବା ଲକ୍ଷ୍ୟରେ ଶୁକ୍ରବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀ ଠାରେ ଭାରତୀୟ ସାଙ୍କେତିକ ଭାଷା (ଆଇଏସଏଲ) ପାଇଁ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ନବୋଦୟ ବିଦ୍ୟାଳୟ ଯୋଜନା (କେନ୍ଦ୍ରୀୟ କ୍ଷେତ୍ର ଯୋଜନା) ଅଧୀନରେ ଦେଶର ବିଭିନ୍ନ ଜିଲ୍ଲାରେ ୨୮ଟି ନବୋଦୟ ବିଦ୍ୟାଳୟ (ଏନଭି) ପ୍ରତିଷ୍ଠା କରିବାକୁ ମଞ୍ଜୁରୀ ଦେଇଛି। ଏହି […]
ରଣପୁର: ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ଛାତ୍ରଛାତ୍ରୀମାନଙ୍କର ଶିକ୍ଷଣ ଉପଲବ୍ଧି ସ୍ତରକୁ ଆକଳନ କରିବା ଓ ଶିକ୍ଷାର ଗୁଣାତ୍ମକ ପ୍ରଗତିକୁ ମାପିବା ପାଇଁ ୨୦୦୦ ମସିହା ପର ଠାରୁ ପ୍ରତି ୩ ବର୍ଷରେ ଥରେ ସମଗ୍ର ଭାରତ ବର୍ଷରେ ଏହି ଜାତୀୟ […]
ଭୁବନେଶ୍ୱର: ଆଜି ଓଡ଼ିଶା ଗସ୍ତ ସମୟରେ ରେଳ, ସୂଚନା ଓ ପ୍ରସାରଣ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କଟକ ରେଳ ଷ୍ଟେସନରେ ନୂତନ ପୂର୍ବ ପାର୍ଶ୍ୱ ଷ୍ଟେସନ୍ ଭବନର ଉଦଘାଟନ କରିବେ। କଟକ ରେଳ ଷ୍ଟେସନର ପୂର୍ବ […]
ମେଷ- ବନ୍ଧୁ ଏବଂ ସମ୍ପର୍କୀୟଙ୍କୁ ସମର୍ଥନ କରିବାକୁ ସମର୍ଥ ହେବେ। ଆପଣ ସାମାଜିକ ସ୍ତରରେ ସମ୍ମାନ ପାଇବ। ବନ୍ଦ ହୋଇଥିବା କାର୍ଯ୍ୟ ସମାପ୍ତ ହେବ। ଏକ ନୂତନ ଯୋଜନା ପ୍ରସ୍ତୁତ ହେବ। ଅର୍ଥନୈତିକ କ୍ଷେତ୍ରରେ ଉନ୍ନତି ହେବ। ନୂତନ କାମ ପାଇବେ। ଆୟ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ କହିଥିଲେ ଯେ ଏହା ବାବା ସାହେବ ଡ. ବି ଆର […]
ରଣପୁର: ଶୁକ୍ରବାର ଅପରାହ୍ଣ ୨ ଘଟିକା ସମୟରେ ରଣପୁର ବ୍ଲକ ବଜ୍ରକୋଟ ଗ୍ରାମ ନିକଟସ୍ଥ ଅସୁରକୁମାରୀ ଛକ ଠାରେ ଟ୍ରକ ଓ ବାଇକ ମୁହାମୁହିଁ ହୋଇ ଦୁର୍ଘଟଣା ଘଟିଥିବା ଜଣାପଡିଛି। ଏହି ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଥାନାରେ […]
ନୂଆଦିଲ୍ଲୀ: ବିଭିନ୍ନ ମିଡିଆରେ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶରେ ଟିବି ନିରୋଧକ ଔଷଧ କମ ରହିଥିବା ଖବର ମିଥ୍ୟା ଓ ଭ୍ରମାତ୍ମକ ଅଟେ। ଦେଶର ସମ୍ବେଦନଶୀଳ ୩୪୭ଟି ଜିଲ୍ଲାରେ ଶହେ ଦିନିଆ ସ୍ୱତନ୍ତ୍ର ଅଭିଯାନରେ ଏନେଇ ପ୍ରଚାର ପ୍ରସାର କରାଯିବ। ଗୋଷ୍ଠୀ […]
ଭୁବନେଶ୍ୱର: ବିଶେଷଜ୍ଞ, ପରିବେଶବିତ୍, ବ୍ୟବସାୟ କ୍ଷେତ୍ରର ବିଶିଷ୍ଟ ବ୍ୟକ୍ତି ବିଶେଷ ଏବଂ ସମାଜସେବୀମାନେ ଆସନ୍ତା ଡିସେମ୍ବର ୮ ରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ରେ ଆୟୋଜିତ ହେବାକୁ ଥିବା ଏକ ଦିବସୀୟ ଜାତୀୟ ସମ୍ମିଳନୀରେ ଜଳବାୟୁ ପରିବର୍ତ୍ତନ ଓ ଏହାର […]
ନୂଆଦିଲ୍ଲୀ: କେନ୍ଦ୍ର କ୍ୟାବିନେଟ୍ ୩୧ ମାର୍ଚ୍ଚ, ୨୦୨୧ରେ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ପାଇଁ ମୋଟ ୧୦,୯୦୦ କୋଟି ଟଙ୍କା ବଜେଟ୍ ବିଶିଷ୍ଟ ଉତ୍ପାଦନ ଭିତ୍ତିକ ପ୍ରୋତ୍ସାହନ ଯୋଜନା (ପିଏଲଆଇଏସଏଫସିଆଇ)କୁ ଅନୁମୋଦନ କରିଥିଲା। ୨୦୨୧-୨୨ରୁ ୨୦୨୬-୨୭ ପର୍ଯ୍ୟନ୍ତ ଏହି ଯୋଜନା କାର୍ଯ୍ୟକାରୀ ହେବ। […]
ରଣପୁର: ଆଜି ନୟାଗଡ ଜିଲ୍ଲା ରଣପୁର ବ୍ଲକର ବିଭିନ୍ନ ବିଦ୍ୟାଳୟ, ଅଙ୍ଗନବାଡି କେନ୍ଦ୍ର, ପଚାୟତ କାର୍ଯ୍ୟାଳୟ ତଥା ଛତୁଆ ପ୍ରସ୍ତୁତି କେନ୍ଦ୍ରକୁ ରାଜ୍ୟ ଫୁୁଡ କମିଶନ ବିଭାଗ ପରିଦର୍ଶନ କରିଥିବା ଜଣାପଡିଛି। ରାଜ୍ୟ ଫୁୁଡ କମିଶନ ବିଭାଗର ସଦସ୍ୟ ପ୍ରିୟବ୍ରତ ସାମାନ୍ତରାୟ, […]
ଭୁବନେଶ୍ୱର: ଅମୃତ ଷ୍ଟେସନ୍ ଯୋଜନା ଅଧୀନରେ ଚାଲୁରହିଥିବା କଟକ ରେଳ ଷ୍ଟେସନ ପୁନଃନିର୍ମାଣର ଏକ ଅଂଶ ଭାବରେ କଟକ ରେଳ ଷ୍ଟେସନକୁ ଏକ ଆଧୁନିକ ପରିବହନ ହବ୍ ସହ ଏକ ବିଶ୍ୱସ୍ତରୀୟ ସୁବିଧା ପ୍ରଦାନ କରାଯିବ ପାଇଁ ଯୋଜନା କରାଯାଇଅଛି। 303 […]
ବ୍ରହ୍ମପୁର: ସ୍ଥାନୀୟ ଶୀତଳାପଲ୍ଲୀ ସ୍ଥିତ ସମ୍ ହସ୍ପିଟାଲ୍ରେ ଆରମ୍ଭ କରାଯାଇଛି ହାଇ-ଗ୍ରେଡ୍ ଗ୍ଲିଓମା ଅସ୍ତ୍ରୋପଚାର। ମସ୍ତିଷ୍କରେ ସୃଷ୍ଟି ହେଉଥିବା କିଛି ଉଗ୍ର ଟ୍ୟୁମରକୁ ହାଇ-ଗ୍ରେଡ ଗ୍ଲିଓମା କୁହାଯାଏ ଯାହାର ଚିକିତ୍ସା ଜଟିଳ ଅସ୍ତ୍ରୋପଚାର ମାଧ୍ୟମରେ କରାଯାଏ। ସେହି ଚିକିତ୍ସା ପ୍ରକ୍ରିୟା ଏବେ […]
ଭୁବନେଶ୍ଵର: ଆଜି ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀର ବିଧାୟକ ତଥା ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନଙ୍କ ଜନ୍ମଦିନ। ଏହି ଅବସରରେ ଶ୍ରୀ ହରିଚନ୍ଦନଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି। ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀ ତଥା ଓଡ଼ିଶାର […]
ନୂଆଦିଲ୍ଲୀ: ଆପଣଙ୍କୁ ଟଙ୍କା ଦରକାର। ସେପଟେ ବ୍ୟାଙ୍କ ଶାଖାଗୁଡ଼ିକରୁ ବ୍ୟକ୍ତିଗତ ଋଣ ପାଇବାକୁ ସପ୍ତାହେ ଲାଗିପାରେ। ଏପରି ପରିସ୍ଥିତିରେ, ଆପଣଙ୍କର କାର୍ଯ୍ୟ ପାଇଁ ମଧ୍ୟ ବାଧା ହୋଇପାରେ। ତା’ପରେ କଣ କରିବେ? ଏହାପରେ ଆପଣଙ୍କର ଧ୍ୟାନ ତୁରନ୍ତ ଏକ ଡିଜିଟାଲ ଫାଇନାନ୍ସ […]
ନୂଆଦିଲ୍ଲୀ: ଶୀତ ହେଉ କିମ୍ବା ଗ୍ରୀଷ୍ମ ହେଉ, ଲୋକମାନେ ସେମାନଙ୍କର ବିଦ୍ୟୁତ୍ ବିଲ୍ ପାଇଁ ଚିନ୍ତିତ। ଗ୍ରୀଷ୍ମ ଋତୁରେ ଉତ୍ତାପରୁ ରକ୍ଷା ପାଇବା ପାଇଁ ଲୋକମାନେ ଏସି ଏବଂ କୁଲର ବ୍ୟବହାର କରନ୍ତି। ଯେଉଁଥିପାଇଁ ଲୋକମାନେ ବଡ ବିଦ୍ୟୁତ୍ ବିଲ୍ ପାଆନ୍ତି। […]
ନୂଆଦିଲ୍ଲୀ: ବାଂଲାଦେଶରେ ହୋଇଥିବା କ୍ଷମତା ପରିବର୍ତ୍ତନ ପରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାର ତଥା ଉତ୍ପୀଡନ ବିରୋଧରେ ସାରା ଦେଶରେ ବିରୋଧ ଚାଲିଛି। ଏହି ସମୟରେ ସାଧୁ ସନ୍ଥମାନଙ୍କ ସବୁଠୁ ବଡ ସଂଗଠନ ଅଖିଲ ଭାରତୀୟ ଅଖାଡା ପରିଷଦ ବର୍ତ୍ତମାନ ଏହାକୁ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ଭୁଟାନର ରାଜା ଜିଗମେ ଖେସର ନାମଗୟାଲ୍ ୱାଙ୍ଗଚୁକ୍ ଏବଂ ଭୁଟାନର ରାଣୀ ଜେତ୍ସୁନ୍ ପେମା ୱାଙ୍ଗ୍ଚୁକ୍ଙ୍କୁ ସ୍ୱାଗତ କରିଛନ୍ତି। ପ୍ରଧାନମନ୍ତ୍ରୀ ମହାରାଜାଙ୍କୁ ଶୁଭେଚ୍ଛା ଜଣାଇବା ସହ ମାର୍ଚ୍ଚ ୨୦୨୪ରେ ତାଙ୍କର ଗସ୍ତ ସମୟରେ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୬ ତାରିଖ ଅପରାହ୍ଣ ପ୍ରାୟ ୩ଟାରେ ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ଉଦଘାଟନ କରିବେ। ଉତ୍ତର-ପୂର୍ବ ଭାରତର ସାଂସ୍କୃତିକ ଜୀବନ୍ତତାକୁ ପ୍ରଦର୍ଶିତ କରିବାର ପ୍ରତିବଦ୍ଧତାକୁ ଏହି ମହୋତ୍ସବ ଦର୍ଶାଉଛି। ପ୍ରଥମ ଥର […]
ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ପିଲିଭୀତରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଯେଉଁଥିରେ ଗୋଟିଏ କାର ଗଛରେ ପିଟି ହୋଇଛି। ଯାହାଫଳରେ ୬ ଜଣଙ୍କର ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ଉତ୍ତରାଖଣ୍ଡର ଖଟିମା ଅଞ୍ଚଳର ଜମୋରରୁ ୧୨ ଜଣ ଲୋକ ଏକ କାରରେ ଆସି […]