ନୂଆଦିଲ୍ଲୀ: ବର୍ଡର-ଗାଭାସ୍କର ଟ୍ରଫି ବିଷୟ ଭାରତ ଅପେକ୍ଷା ଅଷ୍ଟ୍ରେଲିଆରେ ଅଧିକ ଚର୍ଚ୍ଚା ହେଉଛି। ପର୍ଥ ଟେଷ୍ଟରେ ଭାରତର 295 ରନ୍ ବିଜୟ ପରେ ଆଡିଲେଡରେ ହେବାକୁ ଥିବା ମ୍ୟାଚ୍ ଉପରେ ସମସ୍ତଙ୍କ ନଜର ରହିଛି, ଯେଉଁଠାରେ ଉଭୟ ଦଳ ଗୋଲାପୀ ବଲରେ […]
ଭୁବନେଶ୍ଵର: ରାଷ୍ଟ୍ରପତି ଆଜି ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ ତମ ବାର୍ଷିକ ଉତ୍ସବରେ ଯୋଗଦେବେ। ପୁରୀର ବ୍ଲୁ ଫ୍ଲାଗ ବିଚରେ ଅନୁଷ୍ଠିତ ହେବାକୁ ଥିବା ନୌସେନା ଦିବସର ପରାକ୍ରମ ପ୍ରଦର୍ଶନ ଉତ୍ସବରେ […]
ମେଷ ରାଶିଫଳ- ଆପଣଙ୍କ ଦିନକୁ ଯତ୍ନର ସହିତ ବିତାନ୍ତୁ। ଆଜି କୈଣସି ପ୍ରକାରର ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଆଜି ଆପଣଙ୍କ ସ୍ୱାସ୍ଥ୍ୟ ଖରାପ ହୋଇପାରେ। ଖାଦ୍ୟ ଏବଂ ପାନୀୟରେ ବିଶେଷ ଯତ୍ନ ନେବା ଲାଭଦାୟକ ଅଟେ। ଆପଣ ଶାରୀରିକ ଥକ୍କା […]
ଭୁବନେଶ୍ବର: ଭୁବନେଶ୍ବର ନିଳାଦ୍ରୀ ବିହାରଠାରେ ଅଲଚିକି ଲିପିର ସ୍ରଷ୍ଟା ରଘୁନାଥ ମୁର୍ମୁଙ୍କର ପ୍ରତିମୂର୍ତ୍ତି ଉନ୍ମୋଚନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ରାଷ୍ଟ୍ରପତି ଆଦିମ ଓୱାର ଜର୍ପା ଜାହେଦର ଆଦିବାସୀ ଦେବସ୍ଥଳଠାରେ ପୂଜାର୍ଚ୍ଚନା କରିଛନ୍ତି। ଉନ୍ମୋଚନ କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର […]
ଭୁବନେଶ୍ଵର: ଓଡ଼ିଶା ରାଜ୍ୟ ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା, ଭୁବନେଶ୍ବର ତରଫରୁ ଆମ ରାଜ୍ୟରେ ଆଜି ପର୍ଯନ୍ତ ନିଖୋଜ ଥିବା ଶିଶୁ ମାନଙ୍କୁ ଉଦ୍ଧାର କରିବା ପାଇଁ ଏକ ସ୍ଵତନ୍ତ୍ର ଅଭିଯାନ ଗତ ନଭେମ୍ବର ୧୮ ରୁ ୨୩ […]
ନୂଆଦିଲ୍ଲୀ: ଓଡ଼ିଶାର ଆର୍ଥିକ ହିତକୁ ବଜାୟ ରଖାଯିବା ସହ ପୂର୍ବତଟ ରେଳପଥ ମଧ୍ୟରେ ପୂର୍ବପରି ୩ଟି ରେଳ ମଣ୍ଡଳ ରହିବ ବୋଲି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି। ଆଜି ନୂଆଦିଲ୍ଲୀରେ ଓଡ଼ିଶାର ଲୋକସଭା ସାଂସଦମାନଙ୍କ ସହିତ ଆଲୋଚନ ପରେ […]
ବାଣପୁର: ମାର୍ଗଶୀର କୃଷ୍ଣ ଚତୁର୍ଦ୍ଦଶୀ, ଅମାବାସ୍ୟା, ଶୁକ୍ଳ ପ୍ରତିପଦା ତିଥିରେ ତିନି ଦିନ ଧରି ଲୀଳା କ୍ଷେତ୍ର ବାଣପୁରର ବ୍ରହ୍ମସ୍ପର୍ଶୀ ଆରାଧ୍ୟ ଠାକୁର ଶ୍ରୀରଙ୍କନାଥ ଦେବଙ୍କ ପୀଠରେ ମହା ଆନନ୍ଦ ଉଲ୍ଲାସର ସହିତ ପାଳିତ ହୋଇଯାଇଛି ଦେବଦୀପାବଳୀ ଉତ୍ସବ। ଏହି ଦିନମାନଙ୍କରେ […]
ଚିଲିକା: ଆଜି ଖୋର୍ଦ୍ଧା ଜିଲ୍ଲା ଅବକାରୀ ଅଧିକ୍ଷକ ସୁମତି ତ୍ରିପାଠୀଙ୍କ ନିର୍ଦ୍ଦେଶକ୍ରମେ ବାଲୁଗାଁ, ବାଣପୁର ଥାନା ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବାଲୁଗାଁ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଚଢ଼ାଉ ବେଳେ ୨୧୯ ଲିଟର ଦେଶୀମଦ ଜବତ ହୋଇଥିବା ବେଳେ ଜଣେ […]
ଭୁବନେଶ୍ବର: ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ପରିଚିତ ମୋହନ ଚରଣ ମାଝୀ ଯେଉଁଠି କି ଯାଆନ୍ତୁ ନା କାହିଁକି, ଯେଉଁଠି ବି ଥାଆନ୍ତୁ, ଲୋକଙ୍କ ଅଭିଯୋଗ ଓ ସମସ୍ୟା ଶୁଣିବାକୁ ଓ ତା’ର ପ୍ରତିକାର ପାଇଁ ବ୍ୟବସ୍ଥା କରିବାକୁ ସବୁବେଳେ ପ୍ରାଧାନ୍ୟ ଦେଇଥାନ୍ତି। […]
ଭୁବନେଶ୍ୱର: ଆଜି ବିଧାନସଭାରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ଓଡ଼ିଶା କେନ୍ଦୁପତ୍ର ସଂଘ ସଦସ୍ୟଙ୍କ ବୈଠକ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା କେନ୍ଦୁପତ୍ର ସଂଘ ସେମାନଙ୍କର ବିଭିନ୍ନ ଦାବି ଓ […]
ରଣପୁର: ସଙ୍ଗୀତଧାରା, ନୟାଗଡ଼ ପକ୍ଷରୁ ଆୟୋଜିତ ସିଜିନ-୨ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ରଣପୁର ବ୍ଲକ ଅଡିସନ ଆସନ୍ତା ୮ ତାରିଖ ରବିବାର ଦିନ କଳିଙ୍ଗ ଲୋଟସ ସେଣ୍ଟ୍ରାଲ ଏକାଡେମୀ, ରଣପୁର ପରିସରରେ ଅନୁଷ୍ଠିତ ହେବ। ଏନେଇ ଏକ ପ୍ରସ୍ତୁତି ବୈଠକ ଏକାଡେମୀ […]
ନୂଆଦିଲ୍ଲୀ: ହିନ୍ଦୁ ସେନାର ରାଷ୍ଟ୍ରୀୟ ସଭାପତି ବିଷ୍ଣୁ ଗୁପ୍ତା ଭାରତର ପ୍ରତ୍ନତତ୍ତ୍ୱ ବିଭାଗର ମହାନିର୍ଦ୍ଦେଶକଙ୍କୁ ଏକ ପତ୍ର ଲେଖି ଦିଲ୍ଲୀ ଜାମା ମସଜିଦର ସର୍ଭେ ଦାବି କରିଛନ୍ତି। ବିଷ୍ଣୁ ଗୁପ୍ତା କହିଛନ୍ତି ଯେ, “ଔରଙ୍ଗଜେବ ଯୋଧପୁର ଏବଂ ଉଦୟପୁରର କୃଷ୍ଣ ମନ୍ଦିରକୁ […]
ଭୁବନେଶ୍ଵର: ଓଡ଼ିଶାରେ ରେଳ ବିକାଶ ପାଇଁ 73,723 କୋଟି ଟଙ୍କା ମଞ୍ଜୁର ହୋଇଛି। ଯାହାକୁ ନେଇ ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ ଖୁସିବ୍ୟକ୍ତ କରିଛନ୍ତି। ଏହା ପରେ ପ୍ରଧାନମନ୍ତ୍ରୀଙ୍କୁ ରେଳ ମନ୍ତ୍ରୀ କୃତଜ୍ଞତା ଜଣାଇଛନ୍ତି। ସେ ଆଜି ‘ଏକ୍ସ’ ରେ ଲେଖିଛନ୍ତି […]
ନୂଆଦିଲ୍ଲୀ: ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ୍ ଡିସେମ୍ବର ୬ ତାରିଖରୁ ଆଡିଲେଡରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବ। ଏହି ମ୍ୟାଚ୍ ଦିବାରାତ୍ରୀ, ସେଥିପାଇଁ ଏହା ଗୋଲାପୀ ବଲରେ ଖେଳାଯିବ। ଏହି ମ୍ୟାଚ୍ ପାଇଁ ଉଭୟ ଦଳ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବୃଦ୍ଧା ମାଁ ଙ୍କୁ ଦୁଇ ଝିଅ ଓ ନାତି ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ଦୁଇ ଝିଅ ଓ ନାତିଙ୍କୁ ପୋଲିସ ଗିରଫ କରିଛି। ବୈଦ୍ୟନାଥ ପୁର ଥାନା ଅର୍ନ୍ତଗତ ଲାଞ୍ଜିପଲୀ ଯାତ୍ରା […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶର ପ୍ରଥମ ରାଷ୍ଟ୍ରପତି ଭାରତ ରତ୍ନ ଡକ୍ଟର ରାଜେନ୍ଦ୍ର ପ୍ରସାଦଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଭାରତୀୟ ଗଣତନ୍ତ୍ରର ସୁଦୃଢ଼ ମୂଳଦୁଆ ପକାଇବାରେ ଡକ୍ଟର ପ୍ରସାଦଙ୍କ ଅମୂଲ୍ୟ ଅବଦାନକୁ ସେ ପ୍ରଶଂସା […]
ନୂଆଦିଲ୍ଲୀ: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଆସନ୍ତା ବର୍ଷରେ ଛାତ୍ରଛାତ୍ରୀଙ୍କ ଦକ୍ଷତା ଅନୁଯାୟୀ ପରୀକ୍ଷା ଦେବାକୁ ଏକ ନୂତନ ବିକଳ୍ପ ଦେବାକୁ ଚିନ୍ତା କରୁଛି। ଏହି ଯୋଜନା ଅଧୀନରେ ଛାତ୍ରଛାତ୍ରୀମାନେ ସେମାନଙ୍କର ଦକ୍ଷତା ଉପରେ ଆଧାର କରି ପରୀକ୍ଷାର ଅସୁବିଧା […]
ନୂଆଦିଲ୍ଲୀ: ଅର୍ଥ ଅଭାବ ହେତୁ ଛାତ୍ରଛାତ୍ରୀଙ୍କ ଶିକ୍ଷାର ସ୍ୱପ୍ନ ଆଉ ଅଧୁରା ରହିବ ନାହିଁ। ଝାଡ଼ଖଣ୍ଡ ସରକାରଙ୍କ ଗୁରୁଜୀ କ୍ରେଡିଟ କାର୍ଡ ଯୋଜନାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ହୋଇଛି, ଯାହା ରାଜ୍ୟର ଗରିବ ଛାତ୍ରଛାତ୍ରୀମାନଙ୍କୁ ଉଚ୍ଚଶିକ୍ଷା କ୍ଷେତ୍ରରେ ଅଧିକ ସୁବିଧା ଯୋଗାଇବ। […]
ଛତ୍ରପୁର: ଗଞ୍ଜାମ ଜିଲ୍ଲାର ଭଞ୍ଜନଗର ଅନ୍ତର୍ଗତ ଉତ୍ତର ଘୁମୁସର ବନଖଣ୍ଡର ମୁଜାଗଡ଼ ଏବଂ ଗାଲେରୀ ବନାଞ୍ଚଳରେ ଗତ କିଛିଦିନ ହେଲା ୨୬ ଟିକିଆ ହାତୀ ପଲଙ୍କ ଦୌରତ୍ମ୍ୟ ବଢ଼ି ଚାଲିଛି। ରାତିରେ ଗାଲେରୀ ବନାଞ୍ଚଳ ଅନ୍ତର୍ଗତ ରାଣୀକିଆରୀ ଗାଁ ନିକଟ ବିଜୟସାହିରେ […]
ଭବାନୀପାଟଣା: କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରଣାଳୟର ନେହେରୁ ଯୁବ କେନ୍ଦ୍ର (ମାଇଁ ଭାରତ) କଳାହାଣ୍ଡି ଶାଖା ଓ ୬୪ ବାଟାଲିୟନ କେନ୍ଦ୍ରୀୟ ରିଜର୍ବ ପୁଲିସ ବଳ ପକ୍ଷରୁ କଳାହାଣ୍ଡି ଜିଲ୍ଲା ୬୪ ବାଟାଲିୟନ କେନ୍ଦ୍ରୀୟ ରିଜର୍ବ ପୁଲିସ […]
ନୂଆଦିଲ୍ଲୀ: ଅହମ୍ମଦାବାଦର ୨୬ ବର୍ଷିୟ ସଫ୍ଟୱେର୍ ଡେଭଲପର୍ ଏକ ଅତ୍ୟାଧୁନିକ ଠକେଇର ଶିକାର ହୋଇ ୧ ଲକ୍ଷ ଟଙ୍କା ହରାଇଛନ୍ତି। ସୂଚନା ଅନୁଯାୟୀ, ଘାଟଲୋଡିଆରେ ରହୁଥିବା ଏବଂ ସିନ୍ଧୁ ଭବନ ରୋଡରେ ଥିବା ଏକ ଘରୋଇ ସଂସ୍ଥାରେ କାର୍ଯ୍ୟ କରୁଥିବା ଏହି […]