ଆଜିର ଖବର

ଖୋର୍ଦ୍ଧା: ଶୁକ୍ରବାର ଅପରାହ୍ନ ୪ ଘଣ୍ଟାରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତ।ରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଭାରତ ସରକାରଙ୍କ ରାଷ୍ଟ୍ରୀୟ ଅନୁସୂଚିତ ଜାତି ଆୟୋଗ କୋଲକାତା ଲଭ କୁଶ…

ଭୁବନେଶ୍ଵର: ଆସନ୍ତା ଡିସେମ୍ବର ୪ ତାରିଖ ଦିନ ପୁରୀ ରାଜ ଭବନ ନିକଟସ୍ଥ ବ୍ଲୁ ଫ୍ଲାଗ୍‌ ବିଚ୍‌ ବେଳାଭୂମିଠାରେ ନୌସେନା ଦିବସ ପାଳିତ ହେବ। ଏହି କାର୍ଯ୍ୟକ୍ରମରେ…

ନୂଆଦିଲ୍ଲୀ: ଶିକ୍ଷା ମନ୍ତ୍ରଣାଳୟର ଇନୋଭେସନ୍ ସେଲ୍ ସହଯୋଗରେ ଭାରତ ସରକାରଙ୍କ ଖାଉଟି ବ୍ୟାପାର ବିଭାଗ ଟମାଟୋ ଗ୍ରାଣ୍ଡ ଚ୍ୟାଲେଞ୍ଜ (ଟିଜିସି) ନାମକ ଏକ ହ୍ୟାକାଥନ୍ ଆରମ୍ଭ କରିଛି।…

ଭୁବନେଶ୍ୱର: ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କର ଆଗାମୀ ଡିସେମ୍ବର ୩ ରୁ ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ଶୁକ୍ରବାର ପୂର୍ବାହ୍ନରେ ମୁଖ୍ୟ ଶାସନ ସଚିବ…

ନୂଆଦିଲ୍ଲୀ: ଜୀବନଶୈଳୀର ପରିବର୍ତ୍ତନ, ଖରାପ ଖାଇବା ଅଭ୍ୟାସ ଏବଂ କମ୍ ଶାରୀରିକ କାର୍ଯ୍ୟକଳାପ ହେତୁ ରକ୍ତଚାପର ସମସ୍ୟା ଦ୍ରୁତ ଗତିରେ ବଢିବାରେ ଲାଗିଛି। ଭାରତରେ ପ୍ରାୟ 3…

ଭୁବନେଶ୍ବର: ପ୍ରଥମାଷ୍ଟମୀ ମାର୍ଗଶିର ମାସ କୃଷ୍ଣ ପକ୍ଷର ଅଷ୍ଟମୀ ତିଥିରେ ପାଳନ କରାଯାଏ। ଏହାକୁ ପଢୁଆଁ ଅଷ୍ଟମୀ ବୋଲି ମଧ୍ୟ କୁହାଯାଏ। ଏହା ସୌଭାଗିନୀ ଅଷ୍ଟମୀ, କାଳ ଭୈରବାଷ୍ଟମୀ…

ମେଷ:– ଆଜି ଆପଣଙ୍କ ପାଇଁ ଏକ ଭଲ ଦିନ ହେବ। ଆଜି ଆପଣ ନୂତନ କାର୍ଯ୍ୟଗୁଡ଼ିକର ଆୟୋଜନ କରିବେ। ଅମଲାତନ୍ତ୍ର ଏବଂ ବ୍ୟବସାୟୀଙ୍କ ପାଇଁ ଆଜି ଏକ ଭଲ…

ନୂଆଦିଲ୍ଲୀ/ଭୁବନେଶ୍ୱର: ରାଷ୍ଟ୍ରୀୟ ରାଜଧାନୀ ଦିଲ୍ଲୀର ଜବାହରଲାଲ ନେହେରୁ ଷ୍ଟାଡିୟମରେ ‘ଓଡ଼ିଆ ସମାଜ’ ପକ୍ଷରୁ ଆୟୋଜିତ ‘ଓଡ଼ିଶା ପର୍ବ -୨୦୨୪’ର ଉଦଘାଟନୀ ସମାରୋହରେ ଯୋଗଦେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ…

ଭୁବନେଶ୍ୱର: ଆଜି ସୂଚନା ଓ ଲୋକସମ୍ପର୍କ ବିଭାଗ ଏବଂ ଶବରୀ ସାଂସ୍କୃତିକ ସଂସଦର ମିଳିତ ଆନୁକୂଲ୍ୟରେ ଶହୀଦ ଲକ୍ଷ୍ମଣ ନାଏକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଜୟଦେବ ଭବନଠାରେ…

ଭୁବନେଶ୍ୱର: ଆଜି ଭାରତର ପ୍ରମୁଖ ଆଇଟି ଶିଳ୍ପ ସଂଘ ନାସ୍କମ୍ ଓଡିଶା ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ବିଭାଗ ସହଯୋଗରେ ଏହାର ଫ୍ଲାଗସିପ୍ କାର୍ଯ୍ୟକ୍ରମ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁୟାନାର ପ୍ରମୁଖ କ୍ରିକେଟ ଖେଳାଳିଙ୍କ ସହ ମତ ବିନିମୟ ଅବସରରେ କହିଥିଲେ,କ୍ରିକେଟ ଭାରତ ଓ ଗୁୟାନାକୁ ଅଧିକ ନିକଟତର କରିଛି…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁୟାନାର ଜର୍ଜଟାଉନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭାରତୀୟ ସମାଜକୁ ସମ୍ବୋଧିତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଗୁୟାନା ରାଷ୍ଟ୍ରପତି ଡ. ଇରଫାନ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତକୁ ସ୍ୱାଧୀନ କରିବା ଏବଂ ପ୍ରତ୍ୟେକ ଭାରତୀୟଙ୍କ ପାଇଁ ସମ୍ମାନଜନକ ଓ ସମାନତାପୂର୍ଣ୍ଣ ଜୀବନ ସୁନିଶ୍ଚିତ କରିବା ଲାଗି ନିଜ ଜୀବନକୁ…

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ନୂଆଦିଲ୍ଲୀରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କେନ୍ଦ୍ର ଶ୍ରମ, ନିଯୁକ୍ତି ଏବଂ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରୀ…

ନୂଆଦିଲ୍ଲୀ: ୫୫ତମ ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫ୍ଏଫ୍ଆଇ) ଆୟୋଜନ ଅବସରରେ ବିଶିଷ୍ଟ ବାଲୁକା ଶିଳ୍ପୀ ତଥା ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ସୁଦର୍ଶନ ପଟ୍ଟନାୟକ ଗତକାଲି ଗୋଆର ମୀରାମାର…

କଳାହାଣ୍ଡି (ଦୁଷ୍ମନ୍ତ କୁମାର ପଣ୍ଡା): କଳାହାଣ୍ଡି ଜିଲ୍ଲାରେ ମାଲ ପରିବହନ କ୍ଷେତ୍ରରେ ବ୍ୟାପକ ଭାବରେ ଓଭର ଲୋଡିଙ୍ଗ କରାଯାଇ ଗାଡି ଚଳାଚଲ ହେଉଥିବା କାରଣରୁ ବ୍ୟାପକ ରାଜସ୍ବ…

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଭଏସ୍ ଅଫ୍‌ ସୋଆ କମ୍ୟୁନିଟି ରେଡ଼ିଓ ୯୦.୪ ପକ୍ଷରୁ ‘ଆମର ବରିଷ୍ଠ, ଆମର ଅଭିଯାନ’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି।…

ମୁମ୍ବାଇ: ବର୍ତ୍ତମାନ ପର୍ଯ୍ୟନ୍ତ ମହାରାଷ୍ଟ୍ରର ରାଜନୀତିରେ ଏତେଗୁଡ଼ିଏ ଉତ୍ଥାନ ଓ ପତନ ଘଟିଛି ଯେ ରାଜ୍ୟର କୌଣସି ରାଜନୈତିକ ସମ୍ଭାବନାକୁ ଏଡ଼ାଇ ଦିଆଯାଇପାରିବ ନାହିଁ। ଆସନ୍ତାକାଲି ଜଣା…

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱର ପେଡିଆଟ୍ରିକ ସର୍ଜରୀ ବିଭାଗରେ କାର୍ଯ୍ୟରତ ସିନିୟର ରେସିଡେଣ୍ଟ (ଶେଷ ବର୍ଷ) ଡ. ମନୀତା ତମାଙ୍ଗ ଦେଶର ମର୍ଯ୍ୟାଦାଜନକ ୟୁସି ଚକ୍ରବର୍ତ୍ତୀ ପୁରସ୍କାର ହାସଲ…

ମୁମ୍ବାଇ: ମହାରାଷ୍ଟ୍ର ଭାରତୀୟ ଜନତା ପାର୍ଟିର ସାଧାରଣ ସମ୍ପାଦକ ବିନୋଦ ତାୱଡେ ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ମୁମ୍ବାଇର ଏକ ହୋଟେଲରେ ଭୋଟରଙ୍କୁ ୫ କୋଟି ଟଙ୍କା…