ଆଜିର ଖବର

ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ତଥା ସମବାୟ ମନ୍ତ୍ରୀ ଅମିତ ଶାହ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସ୍ୱପ୍ନକୁ ଅନୁସରଣ କରି ଗୃହ ମନ୍ତ୍ରଣାଳୟ ଦେଶରେ ଏକ…

ନୂଆଦିଲ୍ଲୀ: ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ରାଷ୍ଟ୍ରପତି ଭବନରେ ନର୍ସିଂ ପ୍ରଫେସନାଲ୍‌ମାନଙ୍କୁ ୨୦୨୪ ବର୍ଷ ପାଇଁ ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗେଲ୍ ପୁରସ୍କାର ପ୍ରଦାନ କରିଥିଲେ। ଉଲ୍ଲେଖନୀୟ…

ନୂଆଦିଲ୍ଲୀ: ଠକେଇକୁ ରୋକିବା ପାଇଁ ସରକାର ସମସ୍ତ ପ୍ରକାର ଉଦ୍ୟମ କରୁଛନ୍ତି। ଏଭଳି ପରିସ୍ଥିତିରେ ଜାଲିଆତି ହୋଇଥିବା ମୋବାଇଲ୍ ସଂଯୋଗ ବିରୋଧରେ ସରକାର ଏକ ବଡ ପଦକ୍ଷେପ…

ବାଣପୁର (ସୀତାରାମ ଅଗ୍ରୱାଲ): ଭାରତ ସହିତ ଅନ୍ୟାନ୍ୟ ଦେଶରେ ଥିବା ୧୦୮ ଶକ୍ତିପୀଠ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲା ବାଣପୁରର ମା’ଭଗବତୀଙ୍କ ଶକ୍ତି ପୀଠ ପ୍ରାଚୀନ ପରମ୍ପରା ବହନ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ଗ୍ରେଟର ନୋଏଡାସ୍ଥିତ ଇଣ୍ଡିଆ ଏକ୍ସପୋ ମାର୍ଟରେ ସେମିକନ୍ ଇଣ୍ଡିଆ ୨୦୨୪କୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଆୟୋଜିତ ପ୍ରଦର୍ଶନୀକୁ…

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ୍‌)କୁ ଗତ ରବିବାର ଦିନ ନୁଆଦିଲ୍ଲୀ ଠାରେ ‘ଆଉଟ୍‌ଲୁକ୍ ଏଗ୍ରି-ଟେକ୍ ସମ୍ମିଟ୍‌’ରେ ସମ୍ମାନଜନକ…

ନୂଆଦିଲ୍ଲୀ: ଆଜି ବଲିଉଡ ଇଣ୍ଡଷ୍ଟ୍ରି ପାଇଁ ଏକ ହୃଦୟ ବିଦାରକ ଖବର ଆସିଥିଲା। ବଲିଉଡ ଅଭିନେତ୍ରୀ ମଲାଇକା ଆରୋରାଙ୍କ ପିତା ଅନୀଲ ଆରୋରା ଆତ୍ମହତ୍ୟା କରିଥିଲେ। ସେ…

ନୂଆଦିଲ୍ଲୀ: 3 ଅକ୍ଟୋବରରୁ ମହିଳା ଟି -20 ବିଶ୍ୱକପ 2024 ଆରମ୍ଭ ହେଉଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚ୍ ବାଂଲାଦେଶ ଏବଂ ସ୍କଟଲ୍ୟାଣ୍ଡ ମଧ୍ୟରେ ଶାରଜାଠାରେ ଖେଳାଯିବ। ଏହି…

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବଡ଼ବଜାର ଥାନା ଅନ୍ତର୍ଗତ ଗୌଡ଼ ସାହିରେ ବୁଧବାର ପ୍ରାୟ ରାତି ୩ଘଣ୍ଟା ସମୟରେ କିଛି ଦୁର୍ବୁତ୍ତ ସତୀଶଙ୍କ ଘରର ଛାତ ଉପରକୁ…

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଭଞ୍ଜନଗର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁଙ୍କ ଘରେ ଆୟ ବହିର୍ଭୁତ ସମ୍ପତି ଠୁଳ ମାମଲାରେ ଭିଜିଲାନ୍ସ ତରଫରୁ ଚଢ଼ାଉ…

ପାଟନା: ପାଟନା ଗାନ୍ଧୀ ମଇଦାନରେ ନରେନ୍ଦ୍ର ମୋଦୀଙ୍କ ରାଲିରେ ବୋମା ବିସ୍ଫୋରଣ କରିଥିବା ଚାରିଜଣ ଅଭିଯୁକ୍ତଙ୍କୁ ହାଇକୋର୍ଟ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସମସ୍ତ ଚାରି ଅଭିଯୁକ୍ତଙ୍କୁ…

ମୁମ୍ବାଇ: ମଲାଇକା ଆରୋରା ଏବଂ ତାଙ୍କ ପ୍ରଶଂସକଙ୍କ ପାଇଁ ଏକ ଦୁଃଖଦ ଖବର ମିଳିଛି। ସୂଚନା ଅନୁଯାୟୀ ଅଭିନେତ୍ରୀଙ୍କ ପିତାଙ୍କର ମୃତ୍ୟୁ ହୋଇଛି। କୁହାଯାଉଛି ଯେ, ମଲାଇକା…

ନୂଆଦିଲ୍ଲୀ: ଲୋକସଭାରେ କଂଗ୍ରେସ ନେତା ତଥା ବିରୋଧୀଦଳର ନେତା ରାହୁଲ ଗାନ୍ଧୀଙ୍କ ପକ୍ଷରୁ ଆମେରିକାରେ ଦିଆଯାଇଥିବା ବିବୃତ୍ତିକୁ ଖାଲିସ୍ତାନ ଦେଶ ଦାବି କରିଆସୁଥିବା ଆତଙ୍କବାଦୀ ଗୁରୁପତବନ୍ତ ସମର୍ଥନ…

ନୂଆଦିଲ୍ଲୀ: ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା କ୍ୟାପଟେନ ଅଭିମନ୍ୟୁ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ମଙ୍ଗଳବାର ନାରନୌନ୍ଦ ଆସନରୁ ତାଙ୍କ ନାମାଙ୍କନପତ୍ର ଦାଖଲ କରିଛନ୍ତି।…

ନୂଆଦିଲ୍ଲୀ: ବିଜେପି ନେତା ରିତୁରାଜ ସିହ୍ନା ରାହୁଲ ଗାନ୍ଧୀଙ୍କ ବିଦେଶରେ ଦେଇଥିବା ବିବୃତ୍ତିକୁ ଦୃଢ ନିନ୍ଦା କରିଛନ୍ତି, ଯେଉଁଥିରେ ସେ ଆମେରିକା ଗସ୍ତ ପରେ ଭାରତରେ ଅନୁଷ୍ଠିତ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବାହ୍ନ ୧୦:୩୦ ସମୟରେ ଉତ୍ତରପ୍ରଦେଶର ଗ୍ରେଟର ନୋଏଡାରେ ହେବାକୁ ଥିବା ଇଣ୍ଡିଆ ଏକ୍ସପୋ ମାର୍ଟରେ ସେମିକନ୍ ଇଣ୍ଡିଆ ୨୦୨୪ର ଉଦ୍‌ଘାଟନ…

ଭୁବନେଶ୍ୱର: ଭାରତର ଅର୍ଥନୀତିକୁ ଆଗାମୀ ଦିନରେ ବାୟୋଟେକ୍ନୋଲୋଜି କ୍ଷେତ୍ର ବିଶେଷ ଭାବେ ସମୃଦ୍ଧ କରିବାକୁ ଯାଉଛି। ଏଥିରେ ଓଡ଼ିଶାର ଏକ ବଳିଷ୍ଠ ଯୋଗଦାନ ରହିବ। ସେପ୍ଟେମ୍ବର ୧୨ରୁ…

ନୂଆଦିଲ୍ଲୀ: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ବିଜେପି ଦ୍ୱିତୀୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ଦଳ ୨୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

ଭୁବନେଶ୍ବର: ରେଭେନ୍ସା ବିଶ୍ବବିଦ୍ୟାଳୟ ନାମ ପରିବର୍ତ୍ତନ ନେଇ ବର୍ତ୍ତମାନ ସାରା ରାଜ୍ୟ ପଡୁଛି ଉଠୁଛି। ବିଭିନ୍ନ ମହଲରେ ଏହାକୁ ସମାଲୋଚନା କରାଯାଉଥିବା ବେଳେ କେତେ ସମର୍ଥନ ମଧ୍ୟ…

ମେଷ- ଆଜିର ଦିନରେ ଆପଣ ଥକ୍କା, ଅଳସୁଆ ଏବଂ ଚିନ୍ତା ଅନୁଭବ କରିବେ। ଆଜି ଆପଣ ଉତ୍ସାହିତ ଅନୁଭବ କରିବେ ନାହିଁ । ଆପଣ କଥାରେ କଥାରେ କ୍ରୋଧିତ…

ଭୁବନେଶ୍ୱର: ଭୁବନେଶ୍ୱରର ଭାଲୁଙ୍କା, ବାରଙ୍ଗରେ ସ୍ଥିତ ପୂର୍ବ ଭାରତର ଅଗ୍ରଣୀ ନେଚରୋପାଥି ସ୍ୱାସ୍ଥ୍ୟ କେନ୍ଦ୍ର ହେଲଥଭିଲ୍ ( Healthville ) ତଥା ୟୁ.ଏସ୍‌.ଏର ବିଶିଷ୍ଟ ନେଚରୋପାଥିକ୍ ସଂସ୍ଥା…