ନୂଆଦିଲ୍ଲୀ: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସଂସଦର ସେଣ୍ଟ୍ରାଲ ହଲରେ ଯୁବ ବନ୍ଧୁମାନଙ୍କ ସହ ଆଲୋଚନା କରିଛନ୍ତି। ୨୦୪୭ ସୁଦ୍ଧା ଦେଶର ଲକ୍ଷ୍ୟ କ’ଣ ବୋଲି ପ୍ରଧାନମନ୍ତ୍ରୀ ଛାତ୍ରଛାତ୍ରୀମାନଙ୍କୁ ପଚାରିଥିଲେ, ଯାହାର ଉତ୍ତରରେ […]
ନୂଆଦିଲ୍ଲୀ: ଚଳିତ ବର୍ଷ ବିହାରରେ ବିଧାନସଭା ନିର୍ବାଚନ ହେବ ଏବଂ ଲାଲୁ ପ୍ରସାଦ ଯାଦବଙ୍କ ଦଳ ଆରଜେଡି ନିଷ୍ପତ୍ତି ନେଇଛି ଯେ, କୌଣସି ଅପରାଧୀଙ୍କୁ ଟିକେଟ୍ ଦିଆଯିବ ନାହିଁ। ପାର୍ଟି ମୁଖପାତ୍ର ଶକ୍ତି ସିଂ ଯାଦବ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ […]
ସମ୍ବଲପୁର: ପବିତ୍ର ଖିଣ୍ଡା ମାଟି ବିପ୍ଳବୀ ବୀର ସୁରେନ୍ଦ୍ର ସାଏଙ୍କ ପାଇଁ ଗର୍ବିତ। ତାଙ୍କ ପରି ଅଦ୍ୱିତୀୟ ନେତୃତ୍ୱଙ୍କ ତ୍ୟାଗ ଓ ବଳିଦାନକୁ ସମ୍ମାନ ଦେବା ପାଇଁ ଖିଣ୍ଡା ଗ୍ରାମକୁ ଭାରତ ସରକାର, ରାଜ୍ୟ ସରକାର ଏବଂ ଜିଲ୍ଲା ପ୍ରଶାସନ ସହଯୋଗରେ ଆଦର୍ଶ, […]
ନୂଆଦିଲ୍ଲୀ: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଉପଲକ୍ଷେ ପାଳନ ହେଉଥିବା ପରାକ୍ରମ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ଏହି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ କହିଥିଲେ […]
ନୂଆଦିଲ୍ଲୀ: ଯଦି ଆପଣ ଦୀର୍ଘ ବୈଧତା, ପର୍ଯ୍ୟାପ୍ତ ଡାଟା ଏବଂ ଅସୀମିତ କଲିଂ ଭଳି ଲାଭର ଏକ ଯୋଜନା ଖୋଜୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଭଲ ଖବର ହେବ। ଆମେ ଆପଣଙ୍କୁ ସରକାରୀ କମ୍ପାନୀ BSNL ର ଏପରି ଏକ […]
ମୁମ୍ବାଇ: ରିଲାଏନ୍ସ ଡିଜିଟାଲ ଭାରତର ସବୁଠୁ ବଡ଼ ଇଲେକ୍ଟ୍ରୋନିକ୍ସ ସେଲ୍ ‘ଡିଜିଟାଲ୍ ଇଣ୍ଡିଆ ସେଲ୍’ ପ୍ରତ୍ୟାବର୍ତ୍ତନର ଘୋଷଣା କରିଛି ଯେଉଁଥିରେ ଇଲେକ୍ଟ୍ରୋନିକ୍ସର ବିସ୍ତୃତ ଶୃଂଖଳ ଉପରେ ଅତୁଳନୀୟ ଛାଡ଼ ପ୍ରଦାନର ପ୍ରତିଶ୍ରୁତି ପ୍ରଦାନ କରାଯାଇଛି। ଗ୍ରାହକମାନେ ଅଗ୍ରଣୀ ବ୍ୟାଙ୍କ କାର୍ଡ ସହିତ […]
ଅହମ୍ମଦାବାଦ: କେନ୍ଦ୍ର ଗୃହମନ୍ତ୍ରୀ ତଥା ସମବାୟ ମନ୍ତ୍ରୀ ଅମିତ ଶାହ ଆଜି ଗୁଜରାଟର ଅହମ୍ମଦାବାଦଠାରେ ହିନ୍ଦୁ ଆଧ୍ୟାତ୍ମିକ ଓ ସେବା ମେଳାକୁ ଉଦଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଗୁଜରାଟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ। […]
ଭୁବନେଶ୍ବର: ବିଧାନସଭାର ବଜେଟ ଅଧିବେଶନ ଆସନ୍ତା ଫେବୃୟାରୀ 13 ତାରିଖରୁ ଆରମ୍ଭ ହେବ। ତେବେ ତାପୂର୍ବରୁ ବର୍ତ୍ତମାନ ରାଜ୍ୟ ରାଜନୀତିରେ ବେଶ ବୟାନ ବାଜି ଆରମ୍ଭ ହୋଇଯାଇଛି। ବିଶେଷ କରି ବାଚସ୍ପତି ସୁରମା ପାଢୀଙ୍କ ଏକ ମନ୍ତବ୍ୟକୁ ନେଇ ଚେଇଁ ଉଠିଛି […]
ଭୁବନେଶ୍ୱର: ରାଜ୍ୟ ସରକାର ମଙ୍ଗଳବାର ଦିନ ଷଷ୍ଠ ଅର୍ଥ ଆୟୋଗର ଗଠନ କରିଛନ୍ତି। ଯାହାର ଅଧ୍ୟକ୍ଷ ଭାବେ ଅବସରପ୍ରାପ୍ତ ଆଇଏଏସ୍ ଅରୁଣ କୁମାର ପଣ୍ଡାଙ୍କୁ ନିଯୁକ୍ତ କରାଯାଇଛି। ଆୟୋଗର କାର୍ଯ୍ୟକାଳ ବିଜ୍ଞପ୍ତି ପ୍ରକାଶ ପାଇବାର ତାରିଖଠାରୁ ଆରମ୍ଭ ହୋଇ ଛଅ ମାସ […]
ବେଙ୍ଗାଲୁରୁ: ରିଲାଏନ୍ସ କଞ୍ଜୁମର ପ୍ରଡକ୍ଟସ ଲିମିଟେଡ୍ (ଆରସିପିଏଲ) ପକ୍ଷରୁ ଏସଆଇଏଲ ଫୁଡ୍ସ ବ୍ରାଣ୍ଡ ଅଧିଗ୍ରହଣ କରାଯାଇଥିବା ଘୋଷଣା କରାଯାଇଛି। ଉପଭୋକ୍ତା ଉତ୍ପାଦ କ୍ଷେତ୍ରରେ ନିଜର ସ୍ଥିତିକୁ ମଜବୁତ କରିବା ଏବଂ ଭାରତୀୟ ଐତିହ୍ୟ ବ୍ରାଣ୍ଡଗୁଡିକୁ ପୁନର୍ଜୀବିତ କରିବା ଦିଗରେ କମ୍ପାନୀର ରଣନୀତିର […]
ଭୁବନେଶ୍ବର: ଆଜି ରାଜଧାନୀ ରାଜରାସ୍ତାରେ ଏକ ସିରଜ ଦୁର୍ଘଟଣା ଘଟିଯାଇଛି। ଏଥିରେ ଜୀବନ ହାନୀ ଘଟି ନ ଥିଲେ ମଧ୍ୟ ଦୁଇଟି ବସ ଓ ଦୁଇଟି କାର କ୍ଷତିଗସ୍ତ ହୋଇଛି। ଘଟଣାରୁ ଜଣାପଡିଛି ଯେ, ଏକ ଏସି ମୋ ବସ ରାଜମହଲ […]
ଭୁବନେଶ୍ବର: ଓଡିଶାର ବରିଷ୍ଠ ସାମ୍ବାଦିକ ତଥା ପ୍ରତିଦିନ ଖବର କାଗଜର ପ୍ରତିଷ୍ଠାତା ଏବଂ ମୁଖ୍ୟ ସଂପାଦକ ସୁଧୀର ପଣ୍ଡା ପିଆଇବି କମିଟର ସଦସ୍ୟ ହୋଇଛନ୍ତି। ପିଆଇବି ବା ପ୍ରେସ ଇନଫରମେସନ ବ୍ୟୁରୋ ହେଉଛି କେନ୍ଦ୍ର ସରକାରଙ୍କ ସୂଚନା ଓ ପ୍ରସାରଣ ବିଭାଗର […]
ଭୁବନେଶ୍ବର: ବରିଷ୍ଠ ଆଇଏଏସ ହେମନ୍ତ ଶର୍ମା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପାହ୍ୟାକୁ ପଦନ୍ନୋତି ହୋଇଛନ୍ତି। 1995 ମସିହା ବ୍ୟାଚର ଏହି ଆଇଏଏସ ଅଧିକାରୀ ବର୍ତ୍ତମାନ ଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ଅଛନ୍ତି। ଏଥିସହିତ ସେ ଏମଏସଏମଇ ଏବଂ ଇପିକଲର […]
ଜାମନଗର: ଅନନ୍ତ ଅମ୍ବାନୀଙ୍କ ଦ୍ୱାରା ପ୍ରତିଷ୍ଠିତ ଅତ୍ୟାଧୁନିକ ପଶୁ ଉଦ୍ଧାର ଏବଂ ପୁନର୍ବାସ କେନ୍ଦ୍ର ‘ବନ୍ତାରା ‘ ଏବେ ଇସ୍କନ ମାୟାପୁରରୁ ଦୁଇ ପୋଷା ହାତୀ ୧୮ ବର୍ଷୀୟା ବିଷ୍ଣୁପ୍ରିୟା ଏବଂ ୨୬ ବର୍ଷୀୟା ଲକ୍ଷ୍ମୀପ୍ରିୟାଙ୍କୁ ସ୍ୱାଗତ କରିବା ପାଇଁ ପ୍ରସ୍ତୁତ। […]
ଜୟା ବର୍ମା ସିହ୍ନା ଭାରତୀୟ ଉପମହାଦେଶର ସବୁଠାରୁ ପବିତ୍ର ଏବଂ ଗୁରୁତ୍ୱପୂର୍ଣ୍ଣ ନଦୀ ଭାବରେ ବିବେଚିତ ଗଙ୍ଗା କେବଳ ଭାରତର ସାଂସ୍କୃତିକ ଏବଂ ଧାର୍ମିକ ଐତିହ୍ୟର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ନୁହେଁ ବରଂ ସମଗ୍ର ଭାରତୀୟ ସମାଜର ଜୀବନର ଏକ ଅବିଚ୍ଛେଦ୍ୟ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବଡ଼ବଜାର ଥାନା ଅର୍ନ୍ତଗତ ଫାଷ୍ଟ ଗେଟ୍ ନିକଟରେ ପାନ ଦୋକାନ କରିଥିବା ବୁବୁ ବେହେରା ନାମକ ଜଣେ ଯୁବକଙ୍କୁ ଆତର୍କିତ ଭାବେ ଆକ୍ରମଣ କରାଯାଇଥିଲା। ଯାହା ଫଳରେ ତାଙ୍କର ଜଣେ ସାଙ୍ଗ ଆହତ ହୋଇଥିବା ବେଳେ […]
ଭୁବନେଶ୍ବର: ରାଜ୍ୟରେ ‘ଜାତୀୟ ଶିକ୍ଷାନୀତି ୨୦୨୦’ ପ୍ରଚଳନପାଇଁ ଆରମ୍ଭ ହୋଇଥିବା ତିନିଦିନିଆ ଜାତୀୟ କର୍ମଶାଳାର ଦ୍ଵିତୀୟ ଦିବସରେ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରେ ଦଶଟି ବୌଦ୍ଧିକ ଦଳ ଗଠନ କରାଯାଇ ଶିକ୍ଷାବିତ ଓ ବୁଦ୍ଧିଜୀବୀଙ୍କ ମତଗ୍ରହଣ କରାଯାଇଥିଲା। ଏନସିଇଆରଟିର ନିର୍ଦ୍ଦେଶକ ପ୍ରଫେସର ଦିନେଶ […]
ନୂଆଦିଲ୍ଲୀ: ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ଆଜି ବେଟି ବଚାଓ ବେଟି ପଢ଼ାଓ (ବିବିବିପି) ଯୋଜନାର ଦଶମ ବାର୍ଷିକୀ ପାଳନ କରିଛି ଯାହା କି ଲିଙ୍ଗଗତ ଅସନ୍ତୁଳନ ଦୂର କରିବା ଏବଂ କନ୍ୟା ସନ୍ତାନ ସଶକ୍ତୀକରଣ ଉଦ୍ଦେଶ୍ୟରେ ଭାରତ ସରକାରଙ୍କ […]
ନୂଆଦିଲ୍ଲୀ: ଭାରତକୁ ବିଶ୍ବର ଏକ ଉତ୍ପାଦନ ମହାଶକ୍ତିରେ ପରିଣତ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କରିଥିବା ପରିକଳ୍ପନା ସହ ତାଳ ଦେଇ କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ, ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ସ୍ବିଜରଲାଣ୍ଡରେ କେତେକ ଗୁରୁତ୍ବପୂର୍ଣ୍ଣ […]
ମେଷ- ପରିବାର ଏବଂ ସମାଜରେ ଆପଣଙ୍କ କାର୍ଯ୍ୟକୁ ଗୁରୁତ୍ୱ ଦିଆଯିବ । ଏହାର ମୂଲ୍ୟ ଅଧିକ ହେବ। ଟେନସନ ରହିବେ। କ୍ଳାନ୍ତ ହୋଇଯିବେ। ବିପଦ କରନ୍ତୁ ନାହିଁ । ଧୈର୍ଯ୍ୟ ଧରନ୍ତୁ। ମାତାର ସ୍ୱାସ୍ଥ୍ୟ ନେଇ ଚିନ୍ତିତ ହେବ । ବିବାଦ ପଳାୟନ […]
ନୂଆଦିଲ୍ଲୀ: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ତଥା ଜାତୀୟ ପରାକ୍ରମ ଦିବସ ପାଳନ ଅବସରରେ ଆଣ୍ଡାମାନ ନିକୋବର ଦ୍ୱୀପର ପୋର୍ଟ ବ୍ଲେୟାରରେ ଆସନ୍ତା ୨୩ ତାରିଖରେ ଜୟ ହିନ୍ଦ ପଦଯାତ୍ରା ଅନୁଷ୍ଠିତ ହେବ। କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡା […]