ଆଜିର ଖବର

ନୂଆଦିଲ୍ଲୀ: ୨୦୦୮ ରେ ଇଣ୍ଡିଆନ୍ ପ୍ରିମିୟର ଲିଗ୍ ଆରମ୍ଭ ହୋଇଥିଲା ଏବଂ ପରବର୍ତ୍ତୀ ବର୍ଷ ଚାମ୍ପିଅନ୍ସ ଲିଗ୍ ଲାଗୁ ହୋଇଥିଲା, କିନ୍ତୁ ୨୦୦୯ ରେ ଚାମ୍ପିଅନ୍ସ ଲିଗ୍…

ନୂଆଦିଲ୍ଲୀ: ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର ମଙ୍ଗଳବାର ଦିନ ଜବାହରଲାଲ ନେହେରୁଙ୍କୁ ଟାର୍ଗେଟ କରି ଦାବି କରିଛନ୍ତି ଯେ, ପାକିସ୍ତାନ ଅଧିକୃତ କାଶ୍ମୀର (ପିଓକେ) ଏବଂ ଚୀନ୍…

ଭୁବନେଶ୍ୱର: ଟ୍ରାଇ ପକ୍ଷରୁ ପ୍ରକାଶିତ ସଦ୍ୟତମ ଟେଲିକମ୍ ଗ୍ରାହକ ତଥ୍ୟ ଅନୁଯାୟୀ, ଜିଓ ଓଡ଼ିଶାରେ ସର୍ବାଧିକ ପସନ୍ଦର ତଥା ଏକ ନମ୍ବର ଡିଜିଟାଲ ସେବା ପ୍ରଦାନକାରୀ ଭାବେ…

ନୂଆଦିଲ୍ଲୀ: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କଂଗ୍ରେସ ସାଂସଦ ଡକ୍ଟର ମନମୋହନ ସିଂ ସଂସଦର ଉପର ଗୃହ ରାଜ୍ୟସଭାରେ ଆଉ ଦେଖାଯିବେ ନାହିଁ। କାରଣ ସେ ୩୩…

ମେଷ:– ଆଜି ଏକ ଭଲ ଦିନ ହେବ। ବ୍ୟବସାୟରେ ଲାଭ ପାଇବା ସମ୍ଭାବନା ଅଛି। ଆର୍ଥିକ ବିନିଯୋଗ ଲାଭଦାୟକ ହେବ। ଟଙ୍କା ସମ୍ବନ୍ଧୀୟ ସମସ୍ୟା ସମାପ୍ତ ହେବ। ମାନସିକ…

ଭୁବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରାଜ୍ୟ ଶିଶୁ ସୁରକ୍ଷା ଅଧିକାର କମିଶନ ଅଧ୍ୟକ୍ଷା ତଥା ବିଜୁ ଜନତା ଦଳର ବରିଷ୍ଠ ସଦସ୍ୟା ଶ୍ରୀମତୀ…

ଭୁବନେଶ୍ଵର: ମନୋରଞ୍ଜନ ପାଣିଗ୍ରାହୀ ଏପ୍ରିଲ୍ ୧ ତାରିଖ ଦିନ ଓଡ଼ିଶାର ପ୍ରଧାନ ମୁଖ୍ୟ ଆୟକର କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ବିହାର, ଝାଡ଼ଖଣ୍ଡ ସହ…

ଭୁବନେଶ୍ବର: ଆଜି ବିଜୁ ଜନତା ଦଳ ଚିଲିକା ନିର୍ବାଚନ ମଣ୍ଡଳୀର ବିଭିନ୍ନ କର୍ମକର୍ତ୍ତାଙ୍କ ନୂଆ ପଦପଦବୀ ଘୋଷଣା କରିଛି। ନିର୍ବାଚନ ପାଖେଇ ଆସୁଥିବାରୁ ଦଳ ଚିଲିକା ସଂଗଠନକୁ…

ନୂଆଦିଲ୍ଲୀ: ମିଥ୍ୟା ସୂଚନାର ପ୍ରସାରକୁ ରୋକିବା ଏବଂ ନିର୍ବାଚନ ପ୍ରକ୍ରିୟାର ଅଖଣ୍ଡତା ବଜାୟ ରଖିବା ପାଇଁ ଭାରତୀୟ ନିର୍ବାଚନ ଆୟୋଗ (ଇସିଆଇ) ଚଳିତ ସାଧାରଣ ନିର୍ବାଚନ ୨୦୨୪ର…

ନୂଆଦିଲ୍ଲୀ: ଟିଏମସି ନେତା ମହୁଆ ମୋଇତ୍ରାଙ୍କ ସମସ୍ୟା ବଢିବାରେ ଲାଗିଛି। ଟଙ୍କା ବଦଳରେ ପ୍ରଶ୍ନ ପଚାରିବା ମାମଲା ପାଇଁ ଇଡି ତାଙ୍କ ବିରୋଧରେ ମାମଲା ରୁଜୁ କରିଛି।…

ଭୁବନେଶ୍ବର: ଆଜି ଓଡିଶାରେ ନାହିଁ ନ ଥିବା ତାତି ଅନୁଭୂତ ହୋଇଛି। ଯାହା ଚଳିତ ବର୍ଷର ଏ ପର୍ଯ୍ୟନ୍ତ ସର୍ବାଧିକ ତାତି ବୋଲି କୁହାଯାଇଛି। ଆଜି ରାଜ୍ୟର…

ଭୁବନେଶ୍ଵର: ପାରାଦୀପ ବନ୍ଦର କର୍ତ୍ତୃପକ୍ଷ (ପିପିଏ) ଉଲ୍ଲେଖନୀୟ ଯାତ୍ରା ଜାରି ରଖିବା ସହିତ ୨୦୨୩-୨୪ ଆର୍ଥିକ ବର୍ଷରେ ୧୪୫.୩୮ ଏମଏମଟି ମାଲ୍‌ ପରିଚାଳନା ଲକ୍ଷ୍ୟ ହାସଲ କରିଛି।…

ଭୁବନେଶ୍ୱର: ଗଜପତି ଜିଲ୍ଲା ଅନ୍ତର୍ଗତ ମୋହନା ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ ଏବଂ ନିର୍ବାଚିତ ପ୍ରତିନିଧି ଆଜି ଶଙ୍ଖଭବନ ଠାରେ ମାନ୍ୟବର ମନ୍ତ୍ରୀ ତଥା…

ଭୁବନେଶ୍ବର: ଆଜି ଭୁବନେଶ୍ଵର ସ୍ଥିତ ଚ଼େତନା ଅନୁଷ୍ଠାନ ପକ୍ଷରୁ ବିଶ୍ବ ସ୍ବପରାୟଣତା ସଚ଼େତନତା ଦିବସ ପାଳିତ ହୋଇଯାଇଅଛି। ଏହି ଦିବସ ପାଳନ ପରିପ୍ରେକ୍ଷୀରେ ସାଧାରଣ ସଭା ଅନୁଷ୍ଠିତ…

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ନୀତି ମାମଲାରେ ସଞ୍ଜୟ ସିଂ ବର୍ତ୍ତମାନ ସୁପ୍ରିମକୋର୍ଟଙ୍କଠାରୁ ଜାମିନ ପାଇଛନ୍ତି। ଟ୍ରାଏଲ କୋର୍ଟ ଜାମିନ ସର୍ତ୍ତ ଉପରେ ନିଷ୍ପତ୍ତି ନେବେ ବୋଲି ସର୍ବୋଚ୍ଚ…

ଭୁବନେଶ୍ୱର: ବ୍ରଡବ୍ୟାଣ୍ଡ ସ୍ପିଡ୍ ଆଣ୍ଡ ମାପକ ସଂସ୍ଥା ଓକ୍‌‌ଲା ଭାରତରେ ୫ଜି ପ୍ରଦର୍ଶନ ଏବଂ ଗ୍ରାହକ ଅଭିଜ୍ଞତା ଉପରେ ପ୍ରକାଶିତ ଏହାର ରିପୋର୍ଟରେ କହିଛି ଯେ ଭାରତର…

ନୂଆଦିଲ୍ଲୀ: ଆଜି କଂଗ୍ରେସ ଦଳ ତରଫରୁ ମଧ୍ୟ ଓଡିଶାର ଆଠଟି ସଂସଦୀୟ କ୍ଷେତ୍ର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେମାନେ ହେଲେ ଏଥିରେ କଂଗ୍ରେସ ମଧ୍ୟ…

ଭୁବନେଶ୍ବର: ଆଜି ଭାରତ ମୁଖ୍ୟ ନିର୍ବାଚନ କମିଶନର ଓଡିଶାର ପାଞ୍ଚ ଜଣ ଏସପି, ଦୁଇଜଣ ଜିଲ୍ଲାପାଳ ଏବଂ ଜଣେ ଆଇଜିଙ୍କୁ ବଦଳି କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।…

ନୂଆଦିଲ୍ଲୀ: ସମାଜବାଦୀ ପାର୍ଟି ସଭାପତି ଅଖିଳେଶ ଯାଦବଙ୍କ ବିଷୟରେ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ସୂଚନା ଅନୁଯାୟୀ, ଏସପି ସଭାପତି ଅଖିଳେଶ ଯାଦବ ମଧ୍ୟ ଏଥର…

ଭୁବନେଶ୍ବର: ଆଜି ବିଜେପି ତାହାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ଦଳ ମୁଖ୍ୟତଃ ପୁରୁଣା ପ୍ରାର୍ଥୀଙ୍କୁ ଗୁରୁତ୍ବ ଦେଇଛି। ତେବେ ଏହି ତାଲିକାରେ କେତେକ…