ନୂଆଦିଲ୍ଲୀ: ଗୁୟାନାର ରାଷ୍ଟ୍ରପତି ଷ୍ଟେଟ୍ ହାଉସ୍ରେ ଆୟୋଜିତ ଏକ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଦେଶର ସର୍ବୋଚ୍ଚ ସମ୍ମାନ “ଦ ଅଡର୍ ଅଫ୍ ଏକ୍ସଲେନ୍ସ” ପ୍ରଦାନ କରିଛନ୍ତି। ଜଣେ ଦୂରଦର୍ଶୀ ରାଜନେତା ରୂପରେ ବିଶ୍ୱ ମଞ୍ଚରେ ବିକାଶଶୀଳ ରାଷ୍ଟ୍ରଙ୍କ ଦାବି ଉଠାଇବା, […]
ନୂଆଦିଲ୍ଲୀ: ଡୋମିନିକାର ରାଷ୍ଟ୍ରପତି ସିଲ୍ଭେନି ବ୍ରୁଟୋନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୋଭିଡ ୧୯ ମହାମାରୀ ସମୟରେ ଡୋମିନିକାକୁ ସମର୍ଥନ କରିବା ଏବଂ ଭାରତ ଓ ଡୋମିନିକା ସମ୍ପର୍କକୁ ସୁଦୃଢ଼ କରିବାରେ ତାଙ୍କର ପ୍ରତିବଦ୍ଧତା ପାଇଁ ସର୍ବୋଚ୍ଚ ଜାତୀୟ ପୁରସ୍କାର – “ଡୋମିନିକା […]
ନୂଆଦିଲ୍ଲୀ: ଆଜି ପୂର୍ବାହ୍ନ ୧୦ଟା ସମୟରେ ରାଷ୍ଟ୍ରପତି ଭବନ ଗଣତନ୍ତ୍ର ମଣ୍ଡପରେ ଆୟୋଜିତ ଏକ ସମାରୋହରେ କେ. ସଞ୍ଜୟ ମୂର୍ତ୍ତି ଦେଶର ନିୟନ୍ତ୍ରକ ଓ ମହାଲେଖା ପରୀକ୍ଷକ ରୂପେ ଶପଥ ଗ୍ରହଣ କରିଛନ୍ତି। ସେ ରାଷ୍ଟ୍ରପତିଙ୍କ ନିକଟରେ ପଦବୀର ଶପଥ ନେଇଥିଲେ […]
ଭୁବନେଶ୍ଵର: ଗତକାଲି ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଗୋପବନ୍ଧୁ ଏକାଡ଼େମୀର ମହାନିର୍ଦ୍ଦେଶକ ଜି. ମାଥିଭାଥନନ ଭା.ପ୍ର.ସେ. କେନ୍ଦ୍ରାପଡ଼ା ଗ୍ରସ୍ତରେ ଆସି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହରେ ୧୬ଟି ବିଭାଗର କାର୍ଯ୍ୟକୁ ସମୀକ୍ଷା କରିଛନ୍ତି। ସ୍ଵାସ୍ଥ୍ୟ, ପଞ୍ଚାୟତରାଜ ଓ ପାନୀୟଜଳ, ନଗର […]
ଭୁବନେଶ୍ଵର: ଆଗକୁ ମାଟ୍ରିକ ବୋର୍ଡ ପରୀକ୍ଷା ଥିବା ବେଳେ ନବରଙ୍ଗପୁର ଜିଲ୍ଲାର ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ସୁପର ୧୦୦ ନାମରେ ଏକ ଅଭିନଵ ପ୍ରୟାସ କରିଛି ଜିଲ୍ଲା ଶିକ୍ଷା ବିଭାଗ। ଗତ ବର୍ଷ ମାଟ୍ରିକ ପରୀକ୍ଷାରେ ଜିଲ୍ଲାର ମାତ୍ର ୭ ଜଣ […]
ଭୁବନେଶ୍ଵର: ସମ୍ବଲପୁର ଜିଲ୍ଲାପାଳ କାର୍ଯ୍ୟାଳୟସ୍ଥିତ ଏସଏସଏ ସମ୍ମିଳନୀ କକ୍ଷରେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜ଼ିଲ୍ଲାର ସମସ୍ତ ଯୋଗାଣ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ରହିଥିଲେ। କେମିତି ଠିକ ଭାବେ ଧାନ କିଣା […]
ଭୁବନେଶ୍ଵର: ସୂଚନା ଓ ଲୋକ ସମ୍ପର୍କ ବିଭାଗ କେନ୍ଦ୍ରାଞ୍ଚଳ, (କଟକ) ଉପନିର୍ଦ୍ଦେଶକ ହେମନ୍ତ କୁମାର ନାୟକ ବୁଧବାର ଦିନ ଦିନିକିଆ କେନ୍ଦ୍ରାପଡ଼ା ଗସ୍ତରେ ଆସି କେନ୍ଦ୍ରାପଡ଼ା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟର ପରିଦର୍ଶନ ନିମନ୍ତେ ପହଞ୍ଚି ଥିଲେ। ଏହି […]
ଭୁବନେଶ୍ଵର: ମାଲକାନଗିରି ଜିଲ୍ଲାର ଏମ.ଭି-୭୯ ଥାନା ଅନ୍ତର୍ଗତ ଜିନେଲଗୁଡା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗତକାଲି ବିଳମ୍ବିତ ରାତ୍ରିରେ ମାଓବାଦୀ ଓ ସୁରକ୍ଷା କର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ଜଣେ ମାଓବାଦୀର ମୁତ୍ୟୁ ଘଟିଥିବା ବେଳେ ଜଣେ ଡିଭିଏଫ ଯବାନ ଆହତ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ଶେରଗଡ଼ ଥାନା ଅର୍ନ୍ତଗତ ବନ୍ଧାଗୁଡା ଗ୍ରାମ ବିଦ୍ୟାଳୟ ନିକଟରେ ଏକ ବୋଲେରୋ ଗାଡ଼ିରେ କିଛି ଯୁବକ ଆସି ଅନନ୍ତ ପଟ୍ଟନାୟକ ନାମକ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରି ଘଟଣାସ୍ଥଳରୁ ଚମ୍ପଟ୍ […]
ଭୁବନେଶ୍ବର: ରାଜ୍ୟର ଅଙ୍ଗନବାଡି କର୍ମିଙ୍କ ପାଇଁ ଖୁସି ଖବର। ଏହି ଖବରକୁ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଘୋଷଣା ଅନୁସାରେ ତୃତୀୟ ପର୍ଯ୍ୟାୟରେ ଅଙ୍ଗନବାଡି ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା। ପୂର୍ବରୁ ସରକାର ଅଙ୍ଗନବାଡି ମହିଳାମାନେ ଏହି ଲୋକପ୍ରିୟ ଯୋଜନାରୁ […]
ଭୁବନେଶ୍ଵର: ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଉତ୍ସବ ଆଜି ପୂର୍ବାହ୍ନ ସାଢ଼େ ୧୧ଟାରୁ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଅନୁଷ୍ଠିତ ହେବ। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଏହି କାର୍ଯ୍ୟକ୍ରମରେ ଶିକ୍ଷାମନ୍ତ୍ରୀ […]
ଛତ୍ରପୁର: ଗଞ୍ଜାମ ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ମଧୁମିତା ଆଜି ଛତ୍ରପୁର ବ୍ଲକ ଅନ୍ତର୍ଗତ ଗଙ୍ଗାପୁର ସ୍ଥିତ ଋଷିକୂଲ୍ୟାନଦୀ ନିକଟରେ ନିର୍ମାଣ ଚାଲିଥିବା ମେଗା ପାନୀୟ ଜଳ ପ୍ରକଳ୍ପ ସ୍ଥଳ ପରିଦର୍ଶନ କରିବା ସହିତ ଏହାର ଅଗ୍ରଗତି ସମ୍ବନ୍ଧରେ […]
ନୂଆଦିଲ୍ଲୀ: ରାଜ୍ୟର ପ୍ରଥମ ମୁଖ୍ୟମନ୍ତ୍ରୀ ତଥା ସ୍ୱାଧୀନତା ସଂଗ୍ରାମୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ବାର୍ଷିକୀକୁ ଉତ୍ସବ ସହକାରେ ପାଳନ କରିବା ପାଇଁ ଭାରତ ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି। ଏହି କମିଟିରେ ଗୃହ ଓ ସମବାୟ […]
ଛତ୍ରପୁର: ଗଞ୍ଜାମ ଜିଲ୍ଲାର ବିଭିନ୍ନ ସ୍ଥାନରୁ ଲାଇଟ ଏଣ୍ଡ ସାଉଣ୍ଡର ମାଲିକ ଓ ଅପରେଟର ମାନେ ବୁଧବାର ନିଜ ପେଟପାଟଣାକୁ ନେଇ ଗଞ୍ଜାମ ଜିଲ୍ଲା ପ୍ରଶାସନ ଦ୍ୱାରସ୍ଥ ହୋଇଛନ୍ତି। ନିଜେ ବଂଚିବା ସହିତ ନିଜ ବ୍ୟବସାୟ କୁ ବଞ୍ଚାଇବା ନିମନ୍ତେ ବିଭିନ୍ନ ବ୍ୟାଙ୍କରୁ […]
ଭୁବନେଶ୍ଵର: ନୂଆପଡା ଜିଲ୍ଲା ଖଡିଆଳ ଲାଲ ସାହେବ ପଡ଼ା ଠାରେ ବୁଧବାର ଦିବ୍ୟ ଅନୁଭୂତି ଭବନ ଶୁଭ ଉଦ୍ଘାଟନ ହୋଇଯାଇଅଛି। ଏହି ଦିବ୍ୟ ଅନୁଭୂତି ଭବନ କୁ ରାଜଯୋଗୀ ବି ଆର ସୁରଜ୍ ଜୀଙ୍କ ଦ୍ବାରା ଉଦ୍ଘାଟିତ ହୋଇଥିବା ବେଳେ ଖଡିଆଳ […]
ମେଷ: ଆଜି ଆପଣ ଆପଣଙ୍କର ପ୍ରିୟ ଖାଦ୍ୟର ଆନନ୍ଦ ପାଇବେ। ସୃଜନଶୀଳ କାର୍ଯ୍ୟରେ ସଫଳ ହେବେ। ବ୍ୟବସାୟରେ ବ୍ୟସ୍ତ ରହିବେ। ଏହାର ପ୍ରଭାବ ଚାକିରିରେ ବୃଦ୍ଧି ପାଇବ। ପରିବାରର ଚିନ୍ତା ହେବ। ଭାଗ୍ୟ ଆପଣଙ୍କୁ ସମର୍ଥନ କରିବ। ପ୍ରଭାବଶାଳୀ ଲୋକଙ୍କୁ ପରିଚିତ […]
ଭୁବନେଶ୍ବର: ଆଜି ଯାଜପୁର ଧର୍ମଶାଳା ବିଧାୟକ ହିମାଶୁଂ ଶେଖର ସାହୁଙ୍କ ଉପରେ ଆକ୍ରମଣ ହୋଇଛି। ସେ ନିଜ ଗାଡିରେ ଯାଜପୁରରେ ଏକ ସରକାରୀ କାର୍ଯ୍ୟକ୍ରମକୁ ଯାଉଥିବା ବେଳେ ଏହି ଆକ୍ରମଣ କରାଯାଇଛି। ବିଜେଡି କର୍ମିମାନେ ଏହି ଆକ୍ରମଣ କରିଛନ୍ତି ବୋଲି ଅଭିଯୋଗ […]
ଭୁବନେଶ୍ଵର: ରାଜ୍ୟ ନଗର ଉନ୍ନୟନ ଓ ଗୃହ ନିର୍ମାଣ ମନ୍ତ୍ରୀ ଡକ୍ଟର କୃଷ୍ଣଚନ୍ଦ୍ର ମହାପାତ୍ର ଆଜି କଟକ ଗସ୍ତ କରି ବିଭିନ୍ନ ପ୍ରକଳ୍ପ ଏବଂ ଉନ୍ନୟନ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି। ଏଥିସହିତ ଶ୍ରୀ ମହାପାତ୍ର ବାରଙ୍ଗ ବ୍ଲକ୍ ନରଣପୁର ଠାରେ […]
ପୁରୀ: ବଲିଉଡ଼ର ପ୍ରଖ୍ୟାତ ଗାୟକ ସୋନୁ ନିଗମ ଆଜି ପୁରୀ ଆସିଥିବା ବେଳେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କୁ ଦର୍ଶନ କରିବା ସହ ପାର୍ଶ୍ଵ ଦେବଦେବୀ ମନ୍ଦିରକୁ ଯାଇ ମଧ୍ୟ ଦର୍ଶନ କରିଥିଲେ। ସୋନୁ ଶ୍ରୀମନ୍ଦିରରେ ପହଞ୍ଚିବା […]
ଛତ୍ରପୁର: ଗଞ୍ଜାମ ଜିଲ୍ଲା ପୁଲିସ ବିଭାଗରେ ଛୋଟ ଧରଣର ଅଦଳ ବଦଳ ହୋଇଛି। ୭ ଟି ଥାନାରେ ନୂତନ ଥାନା ଅଧିକାରୀ ଆସିବେ। ଖଲ୍ଲିକୋଟ ଥାନା ଅଧିକାରୀ ନରେଶ କୁମାର ସାହୁ ଙ୍କୁ ଗଞ୍ଜାମ ଆରକ୍ଷୀ ମୁଖ୍ୟାଳୟ କୁ ବଦଳି ହୋଇଥିବା […]
ନୂଆଦିଲ୍ଲୀ: ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ପକ୍ଷରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା- ଗ୍ରାମୀଣ (ପିଏମଏୱାଇ- ଜି)ର ଅଷ୍ଟମ ବାର୍ଷିକୀ ଅବସରରେ ଆଜି ଆବାସ ଦିବସ ୨୦୨୪ ପାଳନ କରାଯାଉଛି। ୨୦୧୬ ନଭେମ୍ବର ୨୦ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ଆଗ୍ରା ଠାରେ […]