ଆଜିର ଖବର

ନୂଆଦିଲ୍ଲୀ: ଆଜି ଏଲପିଜି ସିଲିଣ୍ଡରର ମୂଲ୍ୟରେ ପରିବର୍ତ୍ତନ ଆସିଛି ଏବଂ ଏହା ଶସ୍ତା ହୋଇଛି। ଏଲପିଜି ସିଲିଣ୍ଡରର ହାର 30-31 ଟଙ୍କା ହ୍ରାସ କରାଯାଇଛି ଏବଂ ଏହା…

ନୂଆଦିଲ୍ଲୀ: ଜୁନ୍ 23 ରେ NEET UG ପରୀକ୍ଷାର ପୁନଃ ପରୀକ୍ଷା କରାଯାଇଛି। ଏହାର ଫଳାଫଳ ଜାତୀୟ ପରୀକ୍ଷା ଏଜେନ୍ସି ଦ୍ୱାରା ପ୍ରକାଶ ପାଇଛି। ଯେଉଁ ପ୍ରାର୍ଥୀମାନେ…

ଭୁବନେଶ୍ୱର: ନିର୍ବାଚନ ଶେଷ ହୋଇଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ବିଭିନ୍ନ ଦଳରେ ମିଶ୍ରଣ ଓ ନିଲମ୍ବନ କାର୍ଯ୍ୟ ଜାରୀ ରହିଛି। ସେହିପରି ପଦକ୍ଷେପ ଭାରତୀୟ ଜନତା ପାର୍ଟି…

ନୂଆଦିଲ୍ଲୀ: ଆଇସିସି ପୁରୁଷ ଟି-ଟ୍ୱେଣ୍ଟି ବିଶ୍ୱ କପ ବିଜେତା ଭାରତୀୟପୁରୁଷ କ୍ରିକେଟ ଟିମକୁ ଫୋନ କରି ଅଭିନନ୍ଦନ ଜଣାଇଲେପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଟୁର୍ଣ୍ଣାମେଣ୍ଟରେ ଟିମଅସାଧାରଣ ଦକ୍ଷତା ପ୍ରଦର୍ଶନ…

ନୂଆଦିଲ୍ଲୀ: ଭାରତର ପୂର୍ବତନ ଉପରାଷ୍ଟ୍ରପତି ଏମ୍‌. ଭେଙ୍କେୟା ନାଇଡୁଙ୍କ ୭୫ତମ ଜନ୍ମଦିନ ଅବସରର ପୂର୍ବ ଦିନ ଅର୍ଥାତ୍ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ମେଷ- ପୁରୁଣା ବନ୍ଧୁ ଏବଂ ସମ୍ପର୍କୀୟମାନେ ଭେଟିବେ। ତୁମେ ଭଲ ଖବର ପାଇବ। ଖୁସି ହେବେ। ବିପଦ କରନ୍ତୁ ନାହିଁ । ଉପକୃତ ହେବେ। ପ୍ରଣାଳୀରେ ବିଶ୍ୱସନୀୟତା ସୃଷ୍ଟି…

ଭୁବନେଶ୍ୱର: ପୂର୍ବ ତଟ ରେଳପଥ ପରିସୀମା ମଧ୍ୟରେ ଚାଲୁରହିଥିବା ରେଳ ପ୍ରକଳ୍ପ ଗୁଡିକର ଅଗ୍ରଗତି ସମ୍ବନ୍ଧରେ ଆଜି ପୂର୍ବତଟ ରେଳପଥ ମୁଖ୍ୟାଳୟ ରେଳ ସଦନ ଠାରେ ରେଳ…

ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଜିଲ୍ଲା, ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟର ସମ୍ମିଳନୀ ବୈଠକ ଗୃହ ମଧ୍ୟରେ ସମ୍ପୂର୍ଣ୍ଣ ଜିଲ୍ଲାରେ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କର ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି।…

ଭୁବନେଶ୍ୱର: ବରିଷ୍ଠ ପ୍ରଶାସକ ଶ୍ରୀ ନିକୁଞ୍ଜ ବିହାରୀ ଧଳ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଯୋଗ ଦେବେ। ସେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି।…

ନୂଆଦିଲ୍ଲୀ: ୨୦୨୪ ଟି -୨୦ ବିଶ୍ୱକପରେ ଚମତ୍କାର ପ୍ରଦର୍ଶନ ପରେ ଟିମ୍ ଇଣ୍ଡିଆ ବର୍ତ୍ତମାନ ଶ୍ରୀଲଙ୍କା ଗସ୍ତରେ ଯିବ। ଭାରତର ଶ୍ରୀଲଙ୍କା ଗସ୍ତ ଜୁଲାଇ ୨୭ ତାରିଖରୁ…

ନୂଆଦିଲ୍ଲୀ: ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ପରେ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଟି -୨୦ ଫର୍ମାଟକୁ ବିଦାୟ ଦେଇଛନ୍ତି। ତେବେ ରବିନ୍ଦ୍ର ଜାଡେଜା ଏକଦିବସୀୟ ଓ…

ଭୁବନେଶ୍ଵର: ଆଜି ଓଡ଼ିଶା ମୁଖ୍ୟ ଶାସନ ସଚିବ ଭାବେ ମନୋଜ ଆହୁଜା ଦାୟିତ୍ୱ ଗ୍ରହଣ କରିଛନ୍ତି। ଆଜି ଅପରାହ୍ନରେ ଲୋକସେବା ଭବନରେ ମନୋଜ ଦାୟିତ୍ଵ ଗ୍ରହଣ କରିଛନ୍ତି।…

ନୂଆଦିଲ୍ଲୀ: ରାହୁଲ ଦ୍ରାବିଡଙ୍କ ପ୍ରଶିକ୍ଷଣରେ ଭାରତୀୟ ଦଳ ୨୦୨୪ ଟି -୨୦ ବିଶ୍ୱକପ ଜିତିଛି। ଏହି ବିଶ୍ୱକପ ଶେଷ ହେବା ସହିତ ମୁଖ୍ୟ ପ୍ରଶିକ୍ଷକ ରାହୁଲ ଦ୍ରାବିଡଙ୍କ…

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବୈଦ୍ୟନାଥ ପୁର ଥାନା ଅନ୍ତର୍ଗତ ବଡ ଡାକ୍ତରଖାନା ଖେଳପଡିଆରେ ଡକାୟତି ଯୋଜନାକୁ ପଣ୍ଡ କରିଛି ପୋଲିସ। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ନୂଆଦିଲ୍ଲୀ: ଆଜି ଟି-୨୦ ବିଶ୍ୱକପ୍ ବିଜୟୀ ହୋଇଥିବାରୁ ଭାରତୀୟ କ୍ରିକେଟ ଟିମକୁପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି। ଏକ ଭିଡିଓ ପୋଷ୍ଟ କରି ସେ କହିଛନ୍ତି,…

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ଚମାଖଣ୍ଡି ଥାନା ଅନ୍ତର୍ଗତ ମାଣ୍ଡିଆପଲୀ ଛକରେ ଗୋସୁରକ୍ଷା ମଞ୍ଚ କର୍ମୀ, ବଜରଙ୍ଗଦଳ କର୍ମୀ ଓ କିଛି ସ୍ଥାନୀୟ ଲୋକେ…

ଚିଲିକା (ସୀତାରାମ ଅଗ୍ରୱାଲ): ଭାରତୀୟ ନୌପୋତ ଚିଲିକା ଠାରେ ଆନ୍ତ – ଡିଭିଜନାଲ କ୍ରସ – କଣ୍ଟ୍ରି ଚାମ୍ପିଅନସିପ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା, ଷ୍ଟେସନ କମାଣ୍ଡର କମୋଡୋର…

ନୂଆଦିଲ୍ଲୀ: କୃଷି ଓ କୃଷକ କଲ୍ୟାଣ ବିଭାଗ (ଡିଏଆଣ୍ଡଏଫ୍ ଡବ୍ଲୁ ) ପକ୍ଷରୁ ୨୭ ଜୁନ୍ ୨୦୨୪ରେ ନୂଆଦିଲ୍ଲୀଠାରେ “ଅଭିନବ କୃଷି ମୂଲ୍ୟ ଶୃଙ୍ଖଳା ଆର୍ଥିକ ସହାୟତା…

ଭୁବନେଶ୍ୱର: ଯୁବ ଜ୍ୟୋତିର୍ବିଜ୍ଞାନୀ ମେଧା ଅନ୍ବେଷଣ କାର୍ଯ୍ୟକ୍ରମରେ ସଫଳ ହୋଇଥିବା ୨୦ ଜଣ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିବା ଏବଂ ସେମାନଙ୍କର ମହାକାଶ ପ୍ରୟୋଗ କେନ୍ଦ୍ର, ଅହମଦାବାଦକୁ ପରିଦର୍ଶନ…