ଆଜିର ଖବର

ନୂଆଦିଲ୍ଲୀ: ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଅନ୍ତଃରାଷ୍ଟ୍ରୀୟ ଯୋଗ ଦିବସ ମିଡିଆ ସମ୍ମାନ ୨୦୨୪ର ଘୋଷଣା କରାଯାଇଛି। ଚଳିତ ବର୍ଷ ଏହି ପୁରସ୍କାରର ତୃତୀୟ ସଂସ୍କରଣ…

ମେଷ ରାଶି- ଚାକିରି ପାଇବେ। ଅପ୍ରତ୍ୟାଶିତ ଲାଭ ହେବ । ବ୍ୟବସାୟ ଯାତ୍ରା ସଫଳ ହେବ। ବିପଦ ଏବଂ ବନ୍ଧକ କାର୍ଯ୍ୟରୁ ଦୂରେଇ ରୁହନ୍ତୁ । ବିବାଦ କରନ୍ତୁ…

ନୂଆଦିଲ୍ଲୀ: ଅମିତ ଶାହା ଆଜି ନୂଆଦିଲ୍ଲୀର ନର୍ଥ ବ୍ଲକରେ କେନ୍ଦ୍ର ଗୃହମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ‘ଏକ୍ସ’ ରେ ଏକ ପୋଷ୍ଟ କରି ଅମିତ ଶାହ…

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଆଜି ସନ୍ଧ୍ୟାରେ ଖୋର୍ଦ୍ଧା ରୋଡ ରେଳ ଡିଭିଜନ ଅନ୍ତର୍ଗତ ବାଲୁଗାଁ ଷ୍ଟେସନ ୨ନଂ ପ୍ଲାଟଫର୍ମ ନିକଟରୁ ଜଣେ ମହିଳାଙ୍କ ମୃତ ଦେହ ଉଦ୍ଧାର…

ରଣପୁର: ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ରଣପୁର ଥାନା ଅଞ୍ଚଳରେ ସିଆରପିଏଫ ଜବାନଙ୍କ ପତ୍ନୀଙ୍କୁ ଗଳାକାଟି ହତ୍ୟା କରିବା ମାମଲାର ପର୍ଦ୍ଦାଫାସ କରିଛି ରଣପୁର ପୋଲିସ। ନୟାଗଡ଼ ଆରକ୍ଷୀ…

ରଣପୁର: ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ରଣପୁର ଥାନା ଦର୍ପନାରାୟଣପୁର ଫାଣ୍ଡି ଅଞ୍ଚଳରେ ଏକ ଅଭନୀୟ ଘଟଣା ଘଟିଛି। ଜଣେ ନାବାଳିକାକୁ ଦୁଷ୍କର୍ମ କରିବା ଅଭିଯୋଗରେ ବନ୍ଧା ହେଲେ…

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ତୃତୀୟ ଥର ପାଇଁ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ହୋଇଛନ୍ତି, ସରକାର ଗଠନ ହୋଇଛି, ମନ୍ତ୍ରଣାଳୟ ମଧ୍ୟ ବଣ୍ଟନ ହୋଇଛି। ହେଲେ…

ଭୁବନେଶ୍ବର: ଆଜି ସଂଧ୍ୟାରେ ବିଜେପିର ୭୮ ବିଧାୟକ ଏବଂ ୩ ସ୍ବାଧୀନ ବିଧାୟକ ମିଳିତ ଭାବେ ୮୧ ବିଧାୟକ ରାଜଭଭନ ଯିବେ। ସେଠାରେ ରାଜ୍ୟପାଳଙ୍କୁ ଭେଟି ସରକାର…

ଭୁବନେଶ୍ବର: ଘୋଷଣା ହେଲା ଓଡିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ। ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବସିଥିବା ବିଜେପି ବିଧାୟକ ଦଳ ବୈଠକରେ ଏହି ନିଷ୍ପତି ନିଆଯାଇଛି। ସେହି…

ନୂଆଦିଲ୍ଲୀ: ଏଲ୍ ମୁରୁଗନ୍ ଆଜି କେନ୍ଦ୍ର ସୂଚନା ଏବଂ ପ୍ରସାରଣ ରାଷ୍ଟ୍ର ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ଗଣମାଧ୍ୟମକୁ ସୂଚନା ଦେଇ ଶ୍ରୀ…

ଭୁବନେଶ୍ବର: ଆସନ୍ତାକାଲି ରାଜ୍ୟରେ ଗଠନ ହେବ ନୂଆ ସରକାର। ସେଥିପାଇଁ ସରକାରୀ କର୍ମଚାରୀଙ୍କ ଦାୟିତ୍ବ ବଢିବ। ସେଥିପାଇଁ ଆସନ୍ତା ଜୁନ୍ ୩୦ ଯାଏଁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ…

ଭୁବନେଶ୍ଵର: ଜୀ ସାର୍ଥକରେ ଖୁବ ଶୀଘ୍ର ଏକ ନୂଆ ଓଡିଆ କାହାଣୀକୁ ଦର୍ଶକ ଦେଖିବାକୁ ପାଇବେ, ଯାହା ନିଃସ୍ୱାର୍ଥପର ପ୍ରେମକୁ ବଖାଣିବ। କାହାଣୀର ଆରମ୍ଭ ଏକ ପ୍ରତିଜ୍ଞାରୁ।…

ନୂଆଦିଲ୍ଲୀ: ଯୋଗକୁ ନିଜ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ କରିବାକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମସ୍ତଙ୍କୁ ଅନୁରୋଧ କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ…

ନୂଆଦିଲ୍ଲୀ: ବିଜେପିର ନୂତନ ସଭାପତିଙ୍କ ବିଷୟରେ ବଡ ଖବର ଆସିଛି। କୁହାଯାଉଛି ଯେ, ନୂତନ ସଭାପତି ନିଯୁକ୍ତ ହେବା ପର୍ଯ୍ୟନ୍ତ ଜେପି ନଡ୍ଡା ସଭାପତି ରହିବେ। ସୂଚନାନୁସାରେ,…

ଭୁବନେଶ୍ଵର: ରାଜ୍ୟରେ ୧୯ ଟି ଜିଲ୍ଲାରେ କାଳ ବୈଶାଖୀ ସମ୍ଭାବନା ରହିଛି। ଏହାର ପ୍ରଭାବରେ ଏହି ଜିଲ୍ଲାଗୁଡିକରେ ଘଡଘଡି, ବିଜୁଳି ସହ ବର୍ଷା ହେବ ସମ୍ଭାବନା ରହିଛି।…

ଭୁବନେଶ୍ଵର: ରାଜ୍ୟରେ ବିଜେପି ପ୍ରଥମ ଥର ପାଇଁ ସରକାର ଗଠନ କରିବ। ଆସନ୍ତାକାଲି ନୂତନ ସରକାରର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ହେଲେ ଏପର୍ଯ୍ୟନ୍ତ ରାଜ୍ୟରେ…

ଖୋର୍ଦ୍ଧା: ଆଜି ବରୁଣେଇ ରଜ ମହୋତ୍ସବ ଉପଲକ୍ଷେ “ଦିଶାନ୍ତ” ସାମାଜିକ ଅନୁଷ୍ଠାନ ତରଫରୁ ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳ…

ଭୁବନେଶ୍ବର: ରାଜ୍ୟରେ ନୂଆ ସରକାର ଗଠନ ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଆସନ୍ତାକାଲି ନୂଆ ସରକାରର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ଭୁବନେଶ୍ଵର ଜନତା…

ଭୁବନେଶ୍ଵର: ଜୁନ ୪ ତାରିଖରେ ଓଡିଶା ବିଧାନସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଚଳିତ ନିର୍ବାଚନରେ ଭାରତୀୟ ଜନତା ପାର୍ଟି ଇତିହାସ ସୃଷ୍ଟି କରିଛି। ଓଡିଶାରେ ପ୍ରଥମ…

ଭୁବନେଶ୍ଵର: ଆଜି ସକାଳେ ସାଂସଦ ଅଶ୍ୱିନୀ ବୈଷ୍ଣବ ରେଳ ମନ୍ତ୍ରଣାଳୟର ଦାୟିତ୍ଵ ଗ୍ରହଣ କରିଛନ୍ତି। ଏହି ଅବସରରେ ଚେୟାରମ୍ୟାନ୍ ତଥା ସିଇଓ ଜୟା ବର୍ମା ସିହ୍ନା ତାଙ୍କର…

ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀରର ରିୟାସି ଜିଲ୍ଲାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଏକ ବଡ଼ ଖୁଲାସା ହୋଇଛି। ଗଣମାଧ୍ୟମ ସୂତ୍ରରୁ ପ୍ରକାଶ ଯେ, ରିୟାସିର ପୌନି ଅଞ୍ଚଳରେ ଏହି…