ଭୁବନେଶ୍ଵର: କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ସି ଆର ପାଟିଲ ଆଜି ଓଡିଶା ଗସ୍ତରେ ଆସି ଚାଲିଥିବା ସ୍ୱଚ୍ଛତା ହିଁ ସେବା (ଏସଏଚଏସ) ଅଭିଯାନର କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଏହି କାର୍ଯ୍ୟକ୍ରମରେ ପରିମଳ, ସ୍ୱଚ୍ଛତା, ଓଡିଏଫ […]
ରଣପୁର: ରଣପୁର ବ୍ଲକ ପରିସରରେ ଥିବା ମିଶନ ଶକ୍ତି ସଭାଗୃହରେ ବ୍ଲକ ସ୍ତରୀୟ ନିପୁଣ ଓଡିଶା ଲୋଗୋ ଉନ୍ମୋଚନ ଓ ଆଲୋଚନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ରଣପୁର ବିଡ଼ିଓ ସୁଧୀର କୁମାର ନାୟକ, ମୁଖ୍ୟ […]
ମେଷ- କାରବାରରେ ସତର୍କତା ବ୍ୟବହାର କରନ୍ତୁ। ପରିସ୍ଥିତିକୁ ନେଇ ଟଙ୍କା ଚିନ୍ତା କରିବାକୁ ପଡିବ। ଆପଣଙ୍କର ଅନାବଶ୍ୟକ ଖର୍ଚ୍ଚ ହୋଇପାରେ। ଚାକିରି ଏବଂ ବ୍ୟବସାୟରେ ଦ୍ୱନ୍ଦ୍ୱ ବଢିପାରେ। ଟଙ୍କା ମାମଲାରେ ଯତ୍ନବାନ ହେବାକୁ ପଡିବ। ଆପଣଙ୍କ ସ୍ୱାସ୍ଥ୍ୟ ପ୍ରତି ବେପରୁଆ ହୁଅନ୍ତୁ ନାହିଁ […]
ଭୁବନେଶ୍ବର: ବେଙ୍ଗାଲୁରୁରେ ମହାଲକ୍ଷ୍ମୀଙ୍କ ନିର୍ମମ ହତ୍ୟା ମାମଲା ଏବେ ଦେଶରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି। ଏହି ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ମୁକ୍ତି ରଂଜନ ରୟ ଓଡିଶାରେ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ବେଙ୍ଗାଲୁରୁରେ ରହୁଥିବା ନେପାଳୀ ମହିଳା ମହାଲକ୍ଷ୍ମୀ […]
ରେଢ଼ାଖୋଲ (ସୀତାରାମ ଅଗ୍ରୱାଲ): ସମ୍ବଲପୁର ଜିଲ୍ଲା ରେଢାଖୋଲ ଉପଖଣ୍ଡ ନାକଟିଦେଉଳ ବନାଞ୍ଚଳ ଅନ୍ତର୍ଗତ ବାଟଗାଁ ଫରେଷ୍ଟ ସେକ୍ସନର ବିନ୍ଧପୁର -ଅଙ୍ଗାବିରା ରାସ୍ତାରୁ ବୁଧବାର ସକାଳୁ ଏକ ଭାଲୁର ମୃତଦେହ ଉଦ୍ଧାର କରିଛି ବନବିଭାଗ। ବନ ବିଭାଗ ସୂତ୍ରରୁ ପ୍ରକାଶ ଯେ,ରାଞ୍ଚି -ବିଜୟୱାଡ଼ା […]
ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ମଙ୍ଗରାଜପୁର ଗ୍ରାମର ଅମୁଲ୍ୟ ସୁବୁଦ୍ଧିଙ୍କ ଘରୁ ୧୦ ଲକ୍ଷ ଟଙ୍କାର ଅଳଙ୍କାର ଦୁର୍ବୁତ୍ତ ମାନେ ଚୋରି କରିଥିବା ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ ଅମୁଲ୍ୟଙ୍କର ଗତ ଜୁଲାଇ ମାସରେ ବିବାହ […]
ରେଢାଖୋଲ (କନ୍ଦର୍ପ ବେହେରା): ରାତିରେ ଶୋଇ ଥିବା ସମୟରେ କିସିଣ୍ଡା ଥାନା ଲୋଇସିଂହ ଗ୍ରାମରେ ଜୈନିକ ବୃଦ୍ଧଙ୍କୁ କେହି ଜଣେ ହତ୍ୟା କରି ଫେରାର ହୋଇଥିବା ଜଣାପଡିଛି। ପୋଲିସ ସୂତ୍ରରୁ ପ୍ରକାଶ ଯେ, ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ କିସିଣ୍ଡା ଥାନା […]
ନୂଆଦିଲ୍ଲୀ: ଆଇସିସି ର଼୍ୟାଙ୍କିଙ୍ଗରେ ଭାରତୀୟ ବ୍ୟାଟ୍ସମ୍ୟାନ୍ ବିରାଟ କୋହଲି ଏବଂ ରୋହିତ ଶର୍ମା ବିପୁଳ କ୍ଷତି ସହିଛନ୍ତି। ଟେଷ୍ଟର ସର୍ବଶେଷ ର଼୍ୟାଙ୍କିଙ୍ଗରେ ଉଭୟ ଭାରତୀୟ ସୁପରଷ୍ଟାର ୫ ଟି ଲେଖାଏଁ ସ୍ଥାନ ତଳକୁ ଖସିଛନ୍ତି। ଅନ୍ୟପକ୍ଷରେ ଓପନିଂ ବ୍ୟାଟ୍ସମ୍ୟାନ୍ ଯଶସ୍ୱୀ ଜୟସ୍ଵାଲ […]
ଭୁବନେଶ୍ବର: ଆଜି ଶଙ୍ଖ ଭବନ ଠାରେ ନୂଆପଡା ଜିଲ୍ଲା ର ନିର୍ବାଚିତ ପ୍ରତିନିଧି ଓ ପଦାଧିକାରୀମାନଙ୍କ ବୈଠକ ଅନୁଷ୍ଠିତ ହୋଇ ସଂଗଠନ କୁ ମଜବୂତ କରିବା ସମ୍ପର୍କ ରେ ବିସ୍ତୃତ ଆଲୋଚନା କରାଯାଇଥିଲା। ବୈଠକରେ ଉଦବୋଧନ ଦେଇ ଦଳ ସଭାପତି ଶ୍ରୀ […]
ଭୁବନେଶ୍ୱର: ଆଜି ପୁରୀ, ବ୍ରହ୍ମପୁର, ବଲାଙ୍ଗୀର, ରାଉଲକେଲା, ସମ୍ବଲପୁର, ଭୁବନେଶ୍ୱର ରେ ଥିବା ସମସ୍ତ ସାତୋଟି ସରକାରୀ ଆୟୁର୍ବେଦ ଓ ହୋମିଓପ୍ୟାଥିକ ଭେଷଜ ମହାବିଦ୍ୟାଳୟର ଛାତ୍ର ଛାତ୍ରୀ ଙ୍କୁ ନେଇ ଗଠିତ ରାଜ୍ୟର ଆୟୁଷ ଛାତ୍ର ସଂଗଠନ ପକ୍ଷରୁ ୨୪ ଘଣ୍ଟିଆ […]
ଭୁବନେଶ୍ୱର: ଆସନ୍ତା କାଲି ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜଗତ୍ ପ୍ରକାଶ ନଡ୍ଡା । ୨୬ତାରିଖ ସକାଳ ୧୦.୩୦ରେ ଶ୍ରୀ ନଡ୍ଡା ଭୁବନେଶ୍ୱର ପହଂଚିବେ । ପାର୍ଟୀ ତରଫରୁ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ଅପରାହ୍ନରେ ଶ୍ରୀ […]
ଭୁବନେଶ୍ବର: ଜଳସାଥି ମାନଙ୍କ ପାଇଁ ଦୁଇ ଦିନିଆ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ ଓଡିଶା ଅର୍ବାନ ଏକାଡେମୀ ଓ ସହରୀ ପରିଚାଳନା କେନ୍ଦ୍ରର ବୈଷୟିକ ସହାୟତାରେ ଆୟୋଜିତ ହୋଇଥିଲା। ଗୃହ ଏବଂ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଏବଂ କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହଙ୍କ ମାର୍ଗଦର୍ଶନରେ ଗୃହ ମନ୍ତ୍ରଣାଳୟ ସ୍ୱଚ୍ଛ ଭାରତ ଅଭିଯାନ ପାଇଁ ପ୍ରତିଶ୍ରୁତିବଦ୍ଧ। ସ୍ୱଚ୍ଛ ଭାରତ ଅଭିଯାନ ଅଧୀନରେ ସ୍ୱଚ୍ଛତା ଏବଂ ଲୋକଙ୍କ ନିରନ୍ତର ସକ୍ରିୟ […]
ଭୁବନେଶ୍ୱର: ବର୍ତ୍ତମାନ ସବୁ କ୍ଷେତ୍ରରେ ଅପମିଶ୍ରଣ ଅଥବା ଭେଜାଲ କାରବାର ପରିଲକ୍ଷିତ ହେଉଛି। କିନ୍ତୁ ଜୀବନ ରକ୍ଷାକାରୀ ଔଷଧରେ ଅପମିଶ୍ରଣ ହେଲେ ଏହା ମାନବ ଜାତି ପ୍ରତି ବିଶ୍ୱାସଘାତକତା ହେବ। ତେଣୁ ଫାର୍ମାସିଷ୍ଟମାନେ ଏଥି ପ୍ରତି ବିଶେଷ ଧ୍ୟାନ ଦେବା ଆବଶ୍ୟକ […]
ନୂଆଦିଲ୍ଲୀ: ଦ୍ରୋଣ ଦେଶାଇ ଦିୱାନ୍ ବଲୁଭାଇଇ କପ୍ ଅଣ୍ଡର -19 ମଲ୍ଟିଡେ ଟୁର୍ଣ୍ଣାମେଣ୍ଟରେ ବ୍ୟାଟ୍ ଦ୍ଵାରା ଆତଙ୍କ ସୃଷ୍ଟି କରିଛନ୍ତି। ଏହି 18 ବର୍ଷୀୟ କ୍ରିକେଟର ଆକ୍ରମଣାତ୍ମକ ବ୍ୟାଟିଂ କରି 498 ରନ୍ ସ୍କୋର କରିଛନ୍ତି। ଦ୍ରୋଣ ଦେଶାଇ ସେଣ୍ଟ ଜାଭିୟର […]
ନୂଆଦିଲ୍ଲୀ: ହରିୟାଣା, ଜାମ୍ମୁ କାଶ୍ମୀର ବିଧାନସଭା ନିର୍ବାଚନ ମଧ୍ୟରେ ବିଜେପି ସାଂସଦ କଙ୍ଗନା ରଣାୱତଙ୍କ କୃଷି ଆଇନ ଉପରେ ଦେଇଥିବା ବିବୃତ୍ତି ଭାରତୀୟ ଜନତା ପାର୍ଟିର ସମସ୍ୟା ବଢାଇଦେଇଛି। ସେପଟେ ସେ ତାଙ୍କ ବିବୃତ୍ତିରେ ଦୁଃଖ ପ୍ରକାଶ କରିଛନ୍ତି। ମଣ୍ଡି ସାଂସଦ […]
Jammu and Kashmir Election: ଜାମ୍ମୁ କାଶ୍ମୀରରେ ୨୬ଟି ବିଧାନସଭା ଆସନରେ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଭୋଟ୍ ଆରମ୍ଭ ହୋଇଛି। ମତଦାନ ସକାଳ ୭ ଟାରୁ ଆରମ୍ଭ ହୋଇଛି ଯାହା ସନ୍ଧ୍ୟା ୬ ଟାରେ ଶେଷ ହେବ। ସର୍ବାଧିକ ସଂଖ୍ୟକ ଭୋଟର […]
ନୂଆଦିଲ୍ଲୀ: ସାମ୍ପ୍ରତିକ ସମୟରେ ଇସ୍ରାଏଲ ଏବଂ ସାଉଦି ଆରବ ମଧ୍ୟରେ ବଢୁଥିବା ତିକ୍ତତା ସାରା ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଯଦି ଏହି ଦୁଇ ଦେଶ ମଧ୍ୟରେ ଯୁଦ୍ଧ ଆରମ୍ଭ ହୁଏ, ତେବେ ଏହାର ପରିଣାମ ଅତ୍ୟନ୍ତ ବିପଦଜନକ ହୋଇପାରେ। ବିଶେଷଜ୍ଞ […]
ନୂଆଦିଲ୍ଲୀ: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ ର ଫାଇନାଲ୍ ୧୧ ଜୁନ୍ ୨୦୨୫ ରେ ଲର୍ଡ୍ସର ଐତିହାସିକ ପଡ଼ିଆରେ ଖେଳାଯିବ। କିନ୍ତୁ ପ୍ରଶ୍ନ ହେଉଛି ରୋହିତ ଶର୍ମାଙ୍କ ନେତୃତ୍ଵାଧୀନ ଟିମ୍ ଇଣ୍ଡିଆ ଫାଇନାଲରେ ଯୋଗ୍ୟତା ଅର୍ଜନ କରିପାରିବ କି? ଭାରତୀୟ ଦଳ ପ୍ରଥମ […]
ଚାଣକ୍ୟ ନୀତି: ଦେବୀ ଲକ୍ଷ୍ମୀଙ୍କ ଆଶୀର୍ବାଦ ଦ୍ଵାରା ଗରିବକୁ ଧନୀ ଏବଂ ଧନୀ ଲୋକକୁ ଗରିବ ହେବା ପାଇଁ ମଧ୍ୟ କିଛି ସମୟ ଲାଗେ ନାହିଁ। ଯିଏ ମାତା ଲକ୍ଷ୍ମୀଙ୍କ ଆଶୀର୍ବାଦ ପାଏ, ତାଙ୍କ ଘର ଅନନ୍ୟ ହୋଇଯାଏ। ଚାଣକ୍ୟ ନୈତିକତାର ଏକ […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ୱାର୍ଲ୍ଡ ସ୍କିଲ କମ୍ପିଟେସନ୍ ରେ ଭାଗ ନେଇଥିବା ପ୍ରତିଯୋଗୀମାନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ଏହି ବିଶ୍ୱସ୍ତରୀୟ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ପାଇଥିବା ଅମରେଶ ସାହୁଙ୍କୁ ମୁଖ୍ୟମନ୍ତ୍ରୀ ୨୫ ଲକ୍ଷ ଟଙ୍କା ପୁରସ୍କାର ଦେଇଥିଲେ […]