ଆଜିର ଖବର

ନୂଆଦିଲ୍ଲୀ: ଜଷ୍ଟିସ ସଞ୍ଜୀବ ଖାନ୍ନା ଦେଶର ନୂତନ ପ୍ରଧାନ ବିଚାରପତି ହୋଇଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ନିକଟରେ ଶପଥ…

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଝାଡଖଣ୍ଡ ଗସ୍ତରେ ଯିବେ। ସେଠାରେ ଚାଲିଥିବା ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କରିବେ। ଏଥିପାଇଁ ଝାଡଖଣ୍ଡ ବିଜେପି ତରଫରୁ ପ୍ରସ୍ତୁତି…

ନୂଆଦିଲ୍ଲୀ: ଆଜି ଭାରତର ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ଜଷ୍ଟିସ ସଂଜୀବ ଖାନ୍ନା। ରାଷ୍ଟ୍ରପତି ଭବନରେ ତାଙ୍କୁ ଶପଥ କରାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଜଷ୍ଟିସ…

ଭୁବନେଶ୍ବର: ଆଜି ହେଉଛି ପବିତ୍ର କାର୍ତ୍ତିକ ମାସର ଶେଷ ସୋମବାର। ଏହି ଦିନ ଦେବଦେବ ମହାଦେବଙ୍କୁ ଦର୍ଶନ କରାଯାଇଥାଏ। କାରଣ କାର୍ତ୍ତିକ ମାସର ସବୁ ସୋମବାର ହେଉଛି…

ନୂଆଦିଲ୍ଲୀ, କଦଳୀ ହେଉଛି ଏକ ଶୁଭ ଫଳ। ଏହାକୁ ବିଭିନ୍ନ ପୂଜାପାର୍ବଣରେ ବ୍ୟବହାର କରାଯାଇଥାଏ। ଏହାର ଗଛ ମଧ୍ୟ ପୂଜାରେ ବ୍ୟବହାର କରାଯାଏ। କଦଳୀ ଫଳ ଠାରୁ ଆରମ୍ଭ…

ନୂଆଦିଲ୍ଲୀ: ବାସ୍ତୁଶାସ୍ତ୍ର ଅନୁସାରେ ବାସ୍ତୁ ଦୋଷ ରହୁଥିବା ଘରେ ସୁଖ ଶାନ୍ତି ଏବଂ ପରିବାରର ଉନ୍ନତିରେ ସମସ୍ୟା ଦେଖାଯାଏ। ବାସ୍ତୁ ଦୋଷ କାରଣରୁ କୌଣସି ବ୍ଯକ୍ତିର ଭାଗ୍ୟ ଉପରେ…

ଭୁବନେଶ୍ବର: କାର୍ତ୍ତିକ ମାସର ଶେଷ ପାଞ୍ଚଦିନ (କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣିମା ପର‌୍ୟ୍ୟନ୍ତ)କୁ ପବିତ୍ର ପଞ୍ଚକ ଭାବେ ପାଳନ କରାଯାଏ। ଏହା ମହା ପଞ୍ଚକ, ବକପଞ୍ଚକ ବା…

ମେଷ ରାଶି- ଛାତ୍ର ଶ୍ରେଣୀ ସଫଳତା ହାସଲ କରିବେ। ଆପଣ ପାର୍ଟୀ ଏବଂ ପିକନିକ୍ ଉପଭୋଗ କରିବେ। ଘର ବାହାରେ ସୁଖ ମିଳିବ। ରୋଜଗାର ଚିନ୍ତା ହୋଇପାରେ। ସ୍ୱାସ୍ଥ୍ୟ…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆଜି ଭୁନେଶ୍ୱରସ୍ଥିତ କନଭେନସନ୍‌ ସେଣ୍ଟର୍‌ଠାରେ ‘ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଓ ବିସ୍ମୃତ ଖାଦ୍ୟ ସମ୍ମିଳନୀ ୨୦୨୪’ ଉଦ୍‌ଘାଟିତ ହୋଇଯାଇଛି। ସମ୍ମିଳନୀ ଅବସରରେ ଶ୍ରୀ…

ଭୁବନେଶ୍ୱର: ପୂର୍ବତଟ ରେଳପଥର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଶନିବାର ଦିନ ଖୋର୍ଦ୍ଧା ରୋଡ-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର ଅଗ୍ରଗତିର ସମୀକ୍ଷା କରିବା ପାଇଁ ବୌଦ୍ଧ ଏବଂ ପୁରୁଣାକଟକ…

ନୂଆଦିଲ୍ଲୀ: ୦୨୧-୨୨ ପାଇଁ ଜାତୀୟ ସ୍ୱାସ୍ଥ୍ୟ ଆକାଉଣ୍ଟ (ଏନଏଚଏ) ତଥ୍ୟରେ ଏକ ସକାରାତ୍ମକ ଧାରା ପ୍ରକାଶିତ ହୋଇଛି । ଦେଶରେ ମୁଖ୍ୟତଃ ସରକାରୀ ପୁଞ୍ଜିନିବେଶ ବୃଦ୍ଧି ଏବଂ…

ଭୁବନେଶ୍ୱର: ଏ ଜାତି ହେଉଛି ବୀର ଜାତି, ଏହି ପବିତ୍ର ଓଡ଼ିଶା ମାଟି ଅନେକ ବୀର ପୁରୁଷଙ୍କୁ ଜନ୍ମ ଦେଇଛି। ଖ୍ରୀଷ୍ଟପୂର୍ବ ସମୟରୁ ଆରମ୍ଭ କରି ଇଂରେଜ…

ବାଣପୁର: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ଏନଏସିର କାର୍ଯ୍ୟନିର୍ବାହୀ ଅଧିକାରିଣୀ କାଦମ୍ବିନୀ ଜେନା ଓଡିଶା ଉଚ୍ଚ ନ୍ୟାୟାଳୟଙ୍କୁ ଅଦାଲତ ଅବମାନନା ମାମଲା ନମ୍ବର ୧୮୫୬୮/୨୦୨୪ ରେ କିଛି…

ନୂଆଦିଲ୍ଲୀ: ଭାରତୀୟ ଦଳ ଅଷ୍ଟ୍ରେଲିଆ ବିପକ୍ଷରେ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ୍ ଖେଳିବ। ନଭେମ୍ବର ୨୨ ତାରିଖରୁ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫି…

ଭୁବନେଶ୍ବର: ଆଜି ରାଜ୍ୟ ସରକାର ଏକାଥରେ ୮୯ ଜଣ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ପ୍ରମୋସନ ସହିତ ବଦଳି କରିଛନ୍ତି। ଏହି ବରିଷ୍ଠ ଅଧିକାରୀମାନଙ୍କୁ ଅତିରିକ୍ତ ଏସପି ପଦବୀକୁ…

ବାଣପୁର: ସଜେଇ ହେଉଛି ଖୋର୍ଦ୍ଧା ଜିଲ୍ଲା ବାଣପୁର ଅଞ୍ଚଳର ପୁରାତନ ଶିକ୍ଷାନୁଷ୍ଠାନ ଗୋଦାବରୀଶ ମହାବିଦ୍ୟାଳୟ। ଦୀର୍ଘ ୧୮ ବର୍ଷ ପରେ ମହାବିଦ୍ୟାଳୟ ପରିଦର୍ଶନକୁ ଆସିବ ‘ନାକ’ ଟିମ।…

ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟ ପରିସରରେ ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ମାଣ୍ଡିଆ ଦିବସ ଓ ଖାଦ୍ୟମେଳା ପଦର୍ଶନୀ ଉତ୍ସଵ…

ନୂଆଦିଲ୍ଲୀ: ଆସନ୍ତାକାଲି ସୋମବାର ଦିନ ଭାରତର ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ଜଷ୍ଟିସ ସଂଜୀବ ଖାନ୍ନା। ରାଷ୍ଟ୍ରପତି ଭବନରେ ତାଙ୍କୁ ଶପଥ କରାଇବେ ରାଷ୍ଟ୍ରପତି ଦ୍ରୌପଦୀ…

ପୁରୀ: ପୁରୀର ଐତିହ୍ୟ ପିପିଲି ଚାନ୍ଦୁଆ ଶିଳ୍ପର ପୁନରୁଦ୍ଧାର ଏବଂ ସଂରକ୍ଷଣ ପାଇଁ କେନ୍ଦ୍ର ସରକାର ଏକ ବ୍ୟାପକ ପଦକ୍ଷେପ ଘୋଷଣା କରିଛନ୍ତି। ପୁରୀ ଲୋକସଭା ସାଂସଦ…

ନୟାଗଡ଼: ବାଣ ତିଆରି କରୁଥିବା ବେଳେ ବିସ୍ଫୋରଣ ହୋଇଛି। ଯେଉଁଥିରେ ଦମ୍ପତି ଗୁରୁତର ହୋଇଛନ୍ତି। ଗୁରୁତର ସ୍ୱାମୀ-ସ୍ତ୍ରୀଙ୍କୁ ପ୍ରଥମେ ନୟାଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା…