ପୁରୀ: ଆସନ୍ତାକାଲି ପବିତ୍ର କାର୍ତ୍ତିକ ପୂର୍ଣ୍ଣମୀ ଅବସରରେ ଶ୍ରୀକ୍ଷେତ୍ର ପୁରୀରେ ପ୍ରବଳ ଜନ ସମାଗମକୁ ନଜରରେ ରଖି ପୁରୀ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଅଛି। ମହାପ୍ରଭୁଙ୍କର ସୁନାବେଶ ଦର୍ଶନ ସହ ମହୋଦଧି ଓ ବିଭିନ୍ନ ତୀର୍ଥ ପୁସ୍କରଣୀ ରେ ଡଙ୍ଗା […]
ଭୁବନେଶ୍ୱର: ବିଭିନ୍ନ ରାଜ୍ୟ ସହିତ ଓଡ଼ିଶାର ଥିବା ବିବାଦ ଗୁଡ଼ିକର ସମାଧାନ ପାଇଁ ଏକ ମନ୍ତ୍ରୀ ସ୍ତରୀୟ କମିଟି ଗଠନ କରାଯିବ। ଗତକାଲି ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରେ […]
ଭୁବନେଶ୍ୱର: ରାଜ୍ୟର ପୂର୍ବତନ ନଗର ଉନ୍ନୟନ ସଚିବ ତଥା ବର୍ତ୍ତମାନ ରାଜ୍ୟ ପ୍ରଶାସନିକ ପ୍ରଶିକ୍ଷଣ ପ୍ରତିଷ୍ଠାନର ଡିଜି ଜି ମାଥିଭାଥନନଙ୍କୁ ସହରାଞ୍ଚଳ ମନ୍ତ୍ରଣାଳୟର ‘ସଂସ୍କାର ଥିଙ୍କଟ୍ୟାଙ୍କ’ର ମୁଖ୍ୟ ଭାବେ ମନୋନୀତ କରାଯାଇଛି। ଦେଶର ସହରାଞ୍ଚଳ ସ୍ଥାନୀୟ ସଂସ୍ଥାପାଇଁ ସ୍ଥାନୀୟ ସ୍ତରରେ ଦକ୍ଷତା […]
ନୂଆଦିଲ୍ଲୀ: ଶିଖର ଧାୱନ ବର୍ତ୍ତମାନ କ୍ରିକେଟ୍ ଛାଡିବାର କୌଣସି ଉଦ୍ଦେଶ୍ୟ ନାହିଁ। ଚଳିତ ବର୍ଷ ସେ ଅଗଷ୍ଟ ମାସରେ ଅନ୍ତର୍ଜାତୀୟ କ୍ରିକେଟ୍ ରୁ ବିଦାୟ ନେଇଥିଲେ, କିନ୍ତୁ ଏହା ପରେ ତାଙ୍କୁ ଲିଜେଣ୍ଡ୍ସ ଲିଗ୍ କ୍ରିକେଟ୍ (LLC 2024) ରେ ଖେଳୁଥିବା […]
ନୂଆଦିଲ୍ଲୀ: ୱାୟାନାଡର ଲୋକମାନେ ପ୍ରିୟଙ୍କାଙ୍କୁ ସମାନ ପ୍ରେମ ଏବଂ ଆଶୀର୍ବାଦ ଦେବେ କି, ଯାହା ସେମାନେ ତାଙ୍କ ଭାଇ ରାହୁଲ ଗାନ୍ଧୀଙ୍କୁ ଦେଇଥିଲେ, ଏହା ସମସ୍ତେ ଜାଣିବାକୁ ଚାହାନ୍ତି। ପ୍ରିୟଙ୍କା ଗାନ୍ଧୀ ମଧ୍ୟ ଉତ୍ସାହର ସହିତ ଫଳାଫଳକୁ ଅପେକ୍ଷା କରିଛନ୍ତି। ଯଦିଓ […]
ଶ୍ରୀନଗର: ଜାତୀୟ ଅନୁସନ୍ଧାନକାରୀ ସଂସ୍ଥା (ଏନଆଇଏ) ଲଶ୍କର-ଏ-ତୋଇବା ସହ ଜଡିତ ସନ୍ଦିଗ୍ଧ ଆତଙ୍କବାଦୀ ଆଦିଲ ମଞ୍ଜୁର ଲମ୍ବୁଙ୍କ ସମ୍ପତ୍ତି ଜବତ କରି କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଶ୍ରୀନଗରର ଶାଲା କଦଲ ଅଞ୍ଚଳରେ ଦୁଇ ଜଣ ଅଣ-କାଶ୍ମୀରୀ ହତ୍ୟା ମାମଲାରେ ଆଦିଲ […]
ନୂଆଦିଲ୍ଲୀ: ରାୟପୁର ବିମାନବନ୍ଦରରୁ ଏକ ବଡ ଖବର ଆସିଛି। ନାଗପୁରରୁ କଲିକତା ଯାଉଥିବା ଇଣ୍ଡିଗୋ ବିମାନରେ ବୋମା ବିଷୟରେ ସୂଚନା ମିଳିଛି। ଏହା ପରେ ବିମାନଟି ତୁରନ୍ତ ରାୟପୁର ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିଛି। ଯାତ୍ରୀମାନଙ୍କୁ ସୁରକ୍ଷିତ ଭାବେ ସ୍ଥାନାନ୍ତର କରାଯାଇଛି […]
ବ୍ରହ୍ମପୁର (କୈଳାଶ ଚାନ୍ଦ ର୍ଚୌଧୁରୀ): ଖଲ୍ଲିକୋଟ ଥାନା ଅର୍ନ୍ତଗତ ଚିକିଲି ନିକଟସ୍ଥ ବ୍ରହ୍ମପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ନିଜ ଭାଇ ଭଉଣୀଙ୍କୁ ମୃତ୍ୟୁ ମୁଖରୁ ଉଦ୍ଧାର କରିବାକୁ ଯାଇ ନିଜ ଜୀବନକୁ ରକ୍ଷା କରିପାରିଲାନି ବଡ ଭଉଣୀ। ପାଣିରେ […]
ବ୍ରହ୍ମପୁର (କୈଳାଶ ଚାନ୍ଦ ର୍ଚୌଧୁରୀ): ଗୋଳନ୍ଥରା ଥାନା ଅର୍ନ୍ତଗତ ମଦନମୋହନ ପୁର ଲେବଲ୍ କ୍ରସିଂ ରେଳ ଧାରଣାରୁ ଅଚିହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକଙ୍କ ଏକ ହାତ ପାପୁଲି କଟି କିଛି ଦୁରରେ ପଡ଼ିଥିବା ବେଳେ ତାଙ୍କର ପରିଚୟ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୧୫ ରେ ଜନଜାତିୟ ଗୌରବ ଦିବସ ପାଳନ କରିବା ପାଇଁ ବିହାରର ଜାମୁଇ ଗସ୍ତ କରିବେ। ଧର୍ତି ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ପାଳନ ଆରମ୍ଭ ହୋଇଛି। ପୂର୍ବାହ୍ନ ପ୍ରାୟ ୧୧ଟାରେ […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଲୋକସେବା ଭବନ ଠାରେ ଆଗାମୀ ଧାନ ସଂଗ୍ରହ ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରିବା ପାଇଁ ଆଭାସୀ ଜରିଆରେ ଜିଲ୍ଲାପାଳମାନଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନାରୁ ଜଣାଯାଇଛି ଯେ, ତ୍ରୁଟିଶୁନ୍ୟ ଧାନ ସଂଗ୍ରହ ପାଇଁ ରାଜ୍ୟ ସରକାରଙ୍କ […]
ଭୁବନେଶ୍ବର: ଭୁବନେଶ୍ବରସ୍ଥିତ ସିଏସଆଇଆର ଖଣିଜ ଏବଂ ବସ୍ତୁ ପ୍ରଯୁକ୍ତି ପ୍ରତିଷ୍ଠାନ ପରିସରରେ ଦୁଇଦିନିଆ ସିଆରଟିଡିଏଚ୍ ସମ୍ମିଳନୀ ଆରମ୍ଭ ହୋଇଛି। ଭାରତ ସରକାରଙ୍କ ବିଜ୍ଞାନ ଓ ଶିଳ୍ପ ଗବେଷଣା ବିଭାଗ ପକ୍ଷରୁ ଏକକ ଗବେଷଣା ଓ ପ୍ରଯୁକ୍ତି ବିକାଶ କେନ୍ଦ୍ରଗୁଡ଼ିକ ଜରିଆରେ ଏମଏସଏମଇ […]
ଭୁବନେଶ୍ଵର: କେନ୍ଦ୍ର ନୂତନ ଓ ଅକ୍ଷୟ ଶକ୍ତି ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତା ଆଜିଠାରୁ ଭୁବନେଶ୍ବରସ୍ଥିତ ଆଇଟିସିଠାରେ ଦୁଇଦିନିଆ ଚିନ୍ତନ ଶିବିର ଆୟୋଜନ କରାଯାଇଛି। ୨୦୩୦ ସୁଦ୍ଧା ୫୦୦ ଗିଗାୱାଟ୍ ଲକ୍ଷ୍ୟ ହାସଲ କରିବା ଏବଂ ୨୦୪୭ ସୁଦ୍ଧା ୧୮୦୦ ଗିଗାଓ୍ଵାଟ୍ ର […]
ଭୁବନେଶ୍ଵର: ପାରମ୍ପରିକ କୃଷି ଜୈବ ବିବିଧତାକୁ ସୁରକ୍ଷିତ ରଖିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ କୋରାପୁଟର ଲାଣ୍ଡିଗୁଡାସ୍ଥିତ ସିଟି କ୍ୟାମ୍ପସରେ ବୁଧବାର ଦିନ ଏକ ପାରମ୍ପରିକ କିଷମର ବିହନ ସଂରକ୍ଷଣ ଓ ଗବେଷଣା କ୍ଷେତ ଉଦ୍ […]
ମେଷ- ବରିଷ୍ଠମାନଙ୍କ ପରାମର୍ଶକୁ ଅନୁସରଣ କରନ୍ତୁ, ସେଠାରେ ଲାଭ ହେବ। ବିପଦ ଏବଂ ବନ୍ଧକ କାର୍ଯ୍ୟରୁ ଦୂରେଇ ରୁହନ୍ତୁ। ଆଇନଗତ ପ୍ରତିବନ୍ଧକ ସାମ୍ନା କରି ପାରନ୍ତି, ବ୍ୟସ୍ତ ହୁଅନାହିଁ। ମୂଲ୍ୟବାନ ସାମଗ୍ରୀକୁ ସୁରକ୍ଷିତ ରଖନ୍ତୁ। ଚିନ୍ତା ରହିବ। ବ୍ୟବସାୟ ଭଲ କରିବ। ବକ୍ତବ୍ୟରେ […]
ଭୁବନେଶ୍ବର: ବିଭିନ୍ନ ରାଜ୍ୟ ସହିତ ଓଡ଼ିଶାର ଥିବା ବିବାଦ ଗୁଡ଼ିକର ସମାଧାନ ପାଇଁ ଏକ ମନ୍ତ୍ରୀ ସ୍ତରୀୟ କମିଟି ( Inter Ministerial Committee ) ଗଠନ କରାଯିବ। ଆଜି ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ […]
ଭୁବନେଶ୍ୱର: ଓଡ଼ିଶାରେ ରିଲାଏନ୍ସ ଜିଓର ୨ଜି ମୁକ୍ତ ଭାରତ ଅଭିଯାନ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ରାଜ୍ୟର ସମସ୍ତ ୩୦ ଟି ଜିଲ୍ଲା ଏବଂ ତହସିଲ ମୁଖ୍ୟାଳୟ ସହିତ ଗ୍ରାମାଞ୍ଚଳ ତଥା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ୨ଜି ବ୍ୟବହାରକାରୀଙ୍କୁ ୪ଜି ମୋବାଇଲ୍ […]
ଭୁବନେଶ୍ଵର: ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍ ର ଏକ ବୈଠକ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକ ଶେଷ ହେବା ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟରେ […]
ଛତ୍ରପୁର: ଭଞ୍ଜନଗର ସ୍ଥିତ ଉପେନ୍ଦ୍ର ଭଞ୍ଜ ଷ୍ଟାଡିୟମ (ଜେଲ୍ ପଡିଆ)ରେ ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦଘାଟିତ ହୋଇଯାଇଛି। ଏହି ମେଳା ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଭଞ୍ଜନଗର ଉପଜିଲ୍ଲାପାଳ ଅନିଲ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ମୁଖ୍ୟ […]
ଭୁବନେଶ୍ଵର: ଚଳିତ ନଭେମ୍ବର ମାସ ୧୦ ଓ ୧୧ ତାରିଖରେ ଲୋକ ସେବା ଭବନ ଭୁବନେଶ୍ୱର ଠାରେ ଓଡିଶା ସରକାରଙ୍କ ଦ୍ଵାରା ଆୟୋଜିତ ଶ୍ରୀ ଅନ୍ନ ଓ ବିସ୍ମୃତ ଖାଦ୍ୟ ସମ୍ମିଳନୀ -୨୦୨୪ ଆୟୋଜିତ ହୋଇଥିଲା। ଗତ ୨୦୧୭ ମସିହାରୁ ଶ୍ରୀ […]
ନୂଆଦିଲ୍ଲୀ: କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହ କହିଛନ୍ତି ଯେ କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବଳ (ସିଆଇଏସଏଫ)ର ପ୍ରଥମ ମହିଳା ବାଟାଲିୟନକୁ ସରକାର ଅନୁମୋଦନ କରିଛନ୍ତି। ଅମିତ ଶାହ କହିଛନ୍ତି, ରାଷ୍ଟ୍ର ନିର୍ମାଣର ପ୍ରତ୍ୟେକ କ୍ଷେତ୍ରରେ ମହିଳାଙ୍କ ଅଂଶଗ୍ରହଣ […]