ଆଜିର ଖବର

ନୂଆଦିଲ୍ଲୀ: ଆଜି ଦେଶରେ ୨୦୨୪ ଲୋକସଭା ନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ୫୪୩ ଟି ଆସନ ପାଇଁ ଆଜି ଭୋଟ ଗଣତି ଆରମ୍ଭ ହୋଇଛି।…

ନୂଆଦିଲ୍ଲୀ: ୨୦୨୪ ଟି -୨୦ ବିଶ୍ୱକପ୍ ର ପ୍ରଥମ ମ୍ୟାଚ୍ ରେ ଶ୍ରୀଲଙ୍କାକୁ ପରାଜୟର ସମ୍ମୁଖୀନ ହେବାକୁ ପଡିଚି। ନ୍ୟୁୟର୍କର ନାସାଉ କାଉଣ୍ଟି ଇଣ୍ଟରନ୍ୟାସନାଲ କ୍ରିକେଟ୍ ଷ୍ଟାଡିୟମରେ…

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): କ୍ରାନ୍ତି ପକ୍ଷରୁ ଜାତୀୟ କର୍କଟ ବିଜୟୀ ଦିବସ ସହ ବ୍ରହ୍ମପୁର ସମର ମହତ୍ସୋବ ପାଳିତ ହୋଇଛି। କର୍କଟ ପୀଡିତଙ୍କ ମୁହଁରେ ହସ…

ମେଷ- ଏହି ରାଶିର ଲୋକଙ୍କ ଆତ୍ମବିଶ୍ୱାସରେ ହ୍ରାସ ଘଟିବ। ଯଦି ନିଜକୁ ଧାର୍ମିକ କାର୍ଯ୍ୟରେ ନିୟୋଜିତ କରନ୍ତି, ତେବେ ଏହି ଅନୁଭବକୁ ସହଜରେ ପାଇବେ। ଯଦି ଆପଣ ଆଜି…

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ଟାଉନ ଥାନା ଅନ୍ତର୍ଗତ ତୁଳସୀ ନଗର ଅଞ୍ଚଳରେ ଏକ ଅଭାନୀୟ ଘଟଣା ଘଟିଯାଇଛି। ଗଣେଶ ମିସ୍ତ୍ରୀ ନାମକ ଯୁବକଙ୍କୁ ଖଣ୍ଡାରେ…

ଭୁବନେଶ୍ବର: ଚଳିତ ସାଧାରଣ ନିର୍ବାଚନର ଅନ୍ତିମ ପ୍ରକ୍ରିୟା ସ୍ୱରୂପ ଆସନ୍ତାକାଲି ସକାଳ ୮ ଘଟିକାରେ ଭୋଟ ଗଣନା ଆରମ୍ଭ ହେବ । ଖୋରଧା ଜିଲ୍ଲାର ଜୟଦେବ, ଭୁବନେଶ୍ୱର…

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଲାଞ୍ଜିପଲି ଜାତୀୟ ରାଜପଥ ମୁଖ୍ୟ ରାସ୍ତାରେ ଏକ ଦୁର୍ଘଟଣା ଘଟିଯାଇଛି। ଯେଉଁଥିରେ ଜଣେ ବୃଦ୍ଧଙ୍କ ବିୟୋଗ…

ନୂଆଦିଲ୍ଲୀ: ଜୁନ୍ ୨ ତାରିଖରୁ ୱେଷ୍ଟଇଣ୍ଡିଜ୍ ଓ ଆମେରିକାରେ ଆୟୋଜିତ ହେବାକୁ ଥିବା ଟି-୨୦ ବିଶ୍ବକପ୍ କୁ ଡିଡି ଫ୍ରି ଡିସ୍ ପ୍ଲାଟଫର୍ମରେ ପ୍ରସାରଣ କରାଯିବ ବୋଲି…

ଚାନ୍ଦପୁର/ନୟାଗଡ: ଆସନ୍ତା କାଲି ସାରା ଦେଶରେ ହେବ ଭୋଟ ଗଣତି। ସେଥିପାଇଁ ସବୁଆଡେ ଲାଗି ରହିଛି ରାଜନୈତିକ ତାତି। ଉଭୟ ଶାସକ ବିରୋଧିଙ୍କ ମଧ୍ୟରେ ଲାଗି ରହିଛି…

ଭୁବନେଶ୍ବର: ଆସନ୍ତାକାଲି ମଙ୍ଗଳବାରରେ ବହୁ ପ୍ରତୀକ୍ଷିତ ତଥା ବହୁ ଲୋକଙ୍କ ଜୀଜ୍ଞାଶାର ପୂର୍ଣ୍ଣଛେଦ ପଡିବ। କାରଣ ଆସନ୍ତାକାଲି ଆସିବ ଭୋଟ ଗଣତିର ଫଳାଫଳ। କିଏ ଜିତିବ କିଏ…

ଭୁବନେଶ୍ୱର: ଖାଦ୍ୟ ରନ୍ଧନ ଖୁବ୍ ଭଲ ଅନୁଭବ ଏବଂ ମା’ର ହାତ ରନ୍ଧାର ତୁଳନା ନାହିଁ। ଘରର ମହିଳାଟି ଯେଉଁ ଶ୍ରଦ୍ଧାରେ ଖାଦ୍ୟ ରାନ୍ଧିକି ଦିଏ ତାହାର…

ନୁଆଦିଲ୍ଲୀ: ୨୦୨୪ ଟି-୨୦ ବିଶ୍ୱକପ୍ ଆରମ୍ଭ ହୋଇଛି। ତେବେ ରୋହିତ ଶର୍ମାଙ୍କ ନେତୃତ୍ଵାଧୀନ ଭାରତୀୟ ଦଳ ଜୁନ୍ ୫ ତାରିଖରେ ଆୟର୍ଲାଣ୍ଡ ବିପକ୍ଷରେ ବିଶ୍ୱକପ ଅଭିଯାନ ଆରମ୍ଭ…

ଭୁବନେଶ୍ବର: ଶେଷ ଓଡିଶାର ଷୋଢଶ ବିଧାନସଭା ଭଙ୍ଗ ହୋଇଛି। ଏ ନେଇ ରାଜ୍ୟପାଳ ସ୍ବୀକୃତ ଦେବା ପରେ ସଂସଦୀୟ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ…

ନୂଆଦିଲ୍ଲୀ: ଆନ୍ଧ୍ରପ୍ରଦେଶର ଜଣେ ବିଧାୟକଙ୍କୁ ଅନ୍ତରୀଣ ସୁରକ୍ଷା ଯୋଗାଇବା ଉପରେ ସୁପ୍ରିମକୋର୍ଟ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ବାସ୍ତବରେ ଆନ୍ଧ୍ରପ୍ରଦେଶର ମତଦାନ କେନ୍ଦ୍ରରେ ଇଲେକ୍ଟ୍ରୋନିକ୍ ଭୋଟିଂ ମେସିନ୍ ନଷ୍ଟ…

ନୂଆଦିଲ୍ଲୀ: ୨୦୨୪ ଟି-୨୦ ବିଶ୍ୱକପ୍ ଆରମ୍ଭ ହୋଇଛି। ଏଥର ଆମେରିକା ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ବିଶ୍ୱକପ ଖେଳାଯାଉଛି। ଟୁର୍ଣ୍ଣାମେଣ୍ଟ ଟିମ୍ ଇଣ୍ଡିଆ ଆୟର୍ଲାଣ୍ଡ ବିପକ୍ଷରେ ୦୫ ଜୁନ୍…

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିଲା କ୍ୟାବିନେଟ ବୈଠକ। ଏହି କ୍ୟାବିନେଟ ବୈଠକ ହେଉଛି ଚଳିତ ବିଧାନସଭାର ଶେଷ ବୈଠକ। କାରଣ ଆସନ୍ତାକାଲି ଭୋଟ…

ନୂଆଦିଲ୍ଲୀ: ଆସନ୍ତାକାଲି ଦେଶରେ ଲୋକସଭା ଫଳାଫଳ ଘୋଷଣା କରାଯିବ। ଫଳାଫଳ ଘୋଷଣା ହେବା ପୂର୍ବରୁ ମୁଖ୍ୟ ନିର୍ବାଚନ କମିଶନର (ସିଇସି) ରାଜୀବ କୁମାର ଆଜି ଏକ ସାମ୍ବାଦିକ…

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନରେ ​​ଭୋଟ୍ ସମାପ୍ତ ହେବା ପରେ ଆସିଥିବା ଏକଜିଟ୍ ପୋଲ୍ ଦାବି କରିଛି ଯେ, ଭାରତୀୟ ଜନତା ପାର୍ଟି ନେତୃତ୍ୱାଧୀନ ନ୍ୟାସନାଲ ଡେମୋକ୍ରାଟିକ୍ ଆଲାଇନ୍ସ…

ଭୁବନେଶ୍ବର: ଓଡିଶାରେ ପୁଣି ଥରେ ନବୀନ ପଟ୍ଟନାୟକ ସରକାର କରିବ। ବହୁ ମତରେ ସେ ଏଥର ବିଧାନସଭାରେ ବିଜୟ ଲାଭ କରିବେ। ଏହିପରି ଏକ ସର୍ଭେ କରିଛି…

ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନର ଅନ୍ତିମ ଫଳାଫଳ ମଙ୍ଗଳବାରରେ ପ୍ରକାଶ ପାଇବ। ଏହାପୂର୍ବରୁ ଇଣ୍ଡିଆ ଆଲାଇନ୍ସ ଏବଂ ଏନଡିଏର ନେତାମାନେ ନିଜ ସରକାର ଗଠନ କରିବାକୁ ଦାବି…

ନୂଆଦିଲ୍ଲୀ: ନ୍ୟୁଜ୍ କର୍ପ ଚେୟାରମ୍ୟାନ୍ ଏମିରିଟସ୍ ରୁପର୍ଟ ମର୍ଡୋକ ୫ମ ଥର ପାଇଁ ବିବାହ କରିଛନ୍ତି। ଏଥର ସେ ଜୀବବିଜ୍ଞାନୀ ଏଲେନା ଜୁକୋଭାଙ୍କୁ ବିବାହ କରିଛନ୍ତି। ମିଡିଆ…