ଆଜିର ଖବର

ନୂଆଦିଲ୍ଲୀ: ଦେଶରେ କରୋନାର ନୂଆ ମାମଲା ପୁଣି ଥରେ ଚିନ୍ତାର କାରଣ ହୋଇଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ, ଏପର୍ଯ୍ୟନ୍ତ କରୋନାର ନୂତନ ସବ୍-ଭାରିଆଣ୍ଟ JN.1 ର 21…

ନୂଆଦିଲ୍ଲୀ: ପାକିସ୍ତାନର ପୂର୍ବତନ ଅଧିନାୟକ ବାବର ଆଜମ ପୁଣି ଥରେ ଏକଦିବସୀୟ ଫର୍ମାଟରେ ଏକ ନମ୍ବର ବ୍ୟାଟ୍ସମ୍ୟାନ୍ ହୋଇଛନ୍ତି। ଭାରତୀୟ ବ୍ୟାଟ୍ସମ୍ୟାନ୍ ଶୁଭମାନ ଗିଲଙ୍କୁ ପଛରେ ପକାଇ…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ୪୧୬୬ ଜଣ ନବ ନିଯୁକ୍ତ ଶିକ୍ଷକଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବେ। ଏଥିରେ ୩୭୧୪ ଜଣ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ…

ନୂଆଦିଲ୍ଲୀ: ସଂସଦର ସୁରକ୍ଷା ଅଭାବକୁ ନେଇ ଚାଲିଥିବା ଉତ୍ତେଜନା ପାଇଁ ଆଉ ଦୁଇଜଣ ସାଂସଦଙ୍କୁ ନିଲମ୍ବନ କରାଯାଇଛି। ଆଜି ଗୃହ ମାମଲାକୁ ଅବମାନନା କରିଥିବାରୁ ଆଉ ଦୁଇ…

ଟାଙ୍ଗୀ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ରେଳ ଡିଭିଜନ କୁହୁଡି ରେଳ ଫାଟକ ନିକଟରେ ନବ ବିବାହିତା ମହିଳାଙ୍କ ମୃତ ଦେହ ଠାବ ହୋଇଛି। ନବ ବିବାହିତା ମହିଳା…

ଭୁବନେଶ୍ବର: କେନ୍ଦ୍ରାପଡା ଜିଲ୍ଲା କେରେଡାଗଡ ର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୨୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହି ଅର୍ଥରେ କେରେଡାଗଡ ପ୍ରାଥମିକ…

ଭୁବନେଶ୍ୱର: ଡିଏଭି କଳିଙ୍ଗ ନଗରର ବାର୍ଷିକୋତ୍ସବ ‘“ପାଞ୍ଚଜନ୍ୟ’ ଅନୁଷ୍ଠିତ ହୋଇଯାଇଛି। ଏହି ବର୍ଣ୍ଣାଢ୍ୟ ଉତ୍ସବରେ ପଦାର୍ଥ ବିଜ୍ଞାନ ପ୍ରତିଷ୍ଠାନ, ଭୁବନେଶ୍ୱରର ନିର୍ଦ୍ଦେଶକ ପ୍ରଫେସର କରୁଣାକର ନନ୍ଦ, ମୁଖ୍ୟ…

ଭୁବନେଶ୍ୱର: ଭୁବନେଶ୍ୱର ଜିଲ୍ଳା କଂଗ୍ରେସ ପକ୍ଷରୁ ସଭାପତି ଶ୍ରୀ ବିଶ୍ୱଜିତ ଦାଶଙ୍କ ନେତୃତ୍ୱରେ ପୁରୀ ମେନ ରୋଡ଼ ଗଙ୍ଗୁଆ ବ୍ରିଜ ଠାରୁ କପିଳେଶ୍ୱର ମନ୍ଦିର ପର୍ଯ୍ୟନ୍ତ ରାସ୍ତା…

ନୂଆଦିଲ୍ଲୀ: ବୈଶ୍ୱିକ ପ୍ରତିକୂଳ ପରିସ୍ଥିତି ସତ୍ୱେ ଭାରତୀୟ ଅର୍ଥନୀତିର ଅଭିବୃଦ୍ଧି ଓ ଦୃଢ଼ତାକୁ ଆନ୍ତର୍ଜାତିକ ମୁଦ୍ରାପାଣ୍ଠି (ଆଇଏମ୍ଏଫ୍) ପ୍ରଶଂସା କରିଛି। ମୁଦ୍ରାପାଣ୍ଠି ପକ୍ଷରୁ ପ୍ରକାଶିତ ବାର୍ଷିକ ପରାମର୍ଶ…

ଭୁବନେଶ୍ୱର: “ବିଦେଶରେ ଏକ ପ୍ରତିଷ୍ଠିତ କମ୍ପାନିରେ ଚାକିରି କରିବା ମୋ’ ପାଇଁ ସ୍ୱପ୍ନ ଥିଲା। ହେଲେ ତାହା ଆଜି ସତ ହୋଇଛି। ବିଶ୍ୱ ଦକ୍ଷତା କେନ୍ଦ୍ରରେ ଅତ୍ୟାଧୁନିକ…

ଭୁବନେଶ୍ବର, ଲୋକମାନେ ଘରର ସୌନ୍ଦର୍ଯ୍ୟ ବଢାଇବା ପାଇଁ ଅନେକ ସମୟରେ ଗଛ ଲଗାନ୍ତି। କିନ୍ତୁ ବାସ୍ତୁ ବିଜ୍ଞାନ ଅନୁଯାୟୀ, ଏପରି କିଛି ଉଦ୍ଭିଦ ଅଛି, ଯାହା ଘରେ ଲଗାଇଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଭିଡିଓ କନଫରେନ୍ସିଂ ଜରିଆରେ ସ୍ମାର୍ଟ ଇଣ୍ଡିଆ ହାକାଥନ -୨୦୨୩(ଏସ୍‌ଆଇଏଚ୍) ଗ୍ରାଣ୍ଡ୍ ଫିନାଲେର ପ୍ରତିଯୋଗୀଙ୍କ ସହ ମତ ବିନିମୟ କରିଛନ୍ତି। ଏହି…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ମହାମହିମ ବେଞ୍ଜାମିନ ନେତାନ୍ୟାହୁଙ୍କ ସହିତ ଟେଲିଫୋନ ମାଧ୍ୟମରେ ଆଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ଚାଲିଥିବା ଇସ୍ରାଏଲ୍ – ହମାସ…

ଭୁବନେଶ୍ବର: ହିନ୍ଦୁ ଧର୍ମରେ ସାମୁଦ୍ରିକ ଶାସ୍ତ୍ରର ବିଷେଶ ମହତ୍ବ ରହିଛି। ସାମୁଦ୍ରିକ ଶାସ୍ତ୍ରରେ ମଣିଷ ଶରୀରର କିଛି ଅଙ୍ଗ ଓ ଚିହ୍ନ ଆଧାରରେ ଭବିଷ୍ୟତ ସମ୍ପର୍କରେ ଅନେକ ଜିନିଷ…

ମେଷ ରାଶି- ଏହି ରାଶିର ଲୋକମାନେ କିଛି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ବନ୍ଧୁ ଏବଂ ସମ୍ପର୍କୀୟଙ୍କ ସାହାଯ୍ୟ ନେବେ । ଆଜି ଅତିଥିମାନେ ଆପଣଙ୍କ ଘରେ ପହଞ୍ଚିବେ, ଯାହା…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା, ଉଜ୍ଜ୍ୱଳା ଯୋଜନା ଭଳି କେନ୍ଦ୍ର ସରକାରଙ୍କ ପ୍ରମୁଖ ଜନକଲ୍ୟାଣକାରୀ ଯୋଜନାର ସୁଫଳ ଦେଶର ଗ୍ରାମାଞ୍ଚଳରେ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଇଜିପ୍ଟ ରାଷ୍ଟ୍ରପତି ଭାବେ ନିର୍ବାଚିତ ଅବଦେଲ ଫତେହ ଅଲ୍‌ସିସିଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଏକ୍ସରେ ଲେଖିଛନ୍ତି ଯେ, ‘ରାଷ୍ଟ୍ରପତି ନିର୍ବାଚନରେ ବିଜୟ ପାଇଁ…

ନୂଆଦିଲ୍ଲୀ: ଚଳିତ ବିକଶିତ ଭାରତ ସଂକଳ୍ପ ଯାତ୍ରା ସମୟରେ ଅନେକ ମହିଳା ପିଏମ୍ ଉଜ୍ଜ୍ୱଳା ଯୋଜନାରେ ଏଲପିଜି ସିଲିଣ୍ଡର ପାଇବା ପରେ ସେମାନଙ୍କ ଜୀବନରେ ଆସିଥିବା ପରିବର୍ତ୍ତନ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜର୍ମାନୀ ଚାନ୍ସସେଲର ବୁନ୍ଦେସ୍କାଞ୍ଜେଲର ଓଲାଫ୍ ସ୍କଲ୍‌ଜଙ୍କ କୋଭିଡ୍‌-୧୯ରୁ ଦ୍ରୁତ ଆରୋଗ୍ୟ କାମନା କରିଛନ୍ତି। ପ୍ରଧାନମନ୍ତ୍ରୀ ଏକ୍ସରେ ଲେଖିଛନ୍ତି ଯେ, ‘ମୋର ବନ୍ଧୁ  ବୁନ୍ଦେସ୍କାଞ୍ଜେଲର…

ଭୁବନେଶ୍ୱର: ଦେବଦାସୀ ନୃତ୍ୟମନ୍ଦିର ଦ୍ୱାରା ଆୟୋଜିତ ତିନି ଦିନିଆ ୧୭ ତମ ଦେବଦାସୀ ଅନ୍ତଃରାଷ୍ଟୀୟ ନୃତ୍ୟ ମହୋତ୍ସବ ଓ ନବ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମର ଦ୍ଵିତୀୟ ସନ୍ଧ୍ୟା…

ନୂଆଦିଲ୍ଲୀ: ଆଇପିଏଲ୍ ନିଲାମରେ ଗୁଜୁରାଟ ଟାଇଟାନ୍ସ ଅଷ୍ଟ୍ରେଲୀୟ ଖେଳାଳି ସ୍ପେନ୍ସର ଜନସନଙ୍କୁ ୧୦ କୋଟି ଟଙ୍କାରେ କିଣିଛି। ଯଦିଓ ସ୍ପେନ୍ସର ଜନସନଙ୍କ ମୂଳ ମୂଲ୍ୟ ମାତ୍ର ୫୦ଲକ୍ଷ…