ଆଜିର ଖବର

ରେଢାଖୋଲ (କନ୍ଦର୍ପ ବେହେରା): ଓଡ଼ିଶା ସରକାର ସ୍କୁଲରେ ରଙ୍ଗ ମାରି ଶିକ୍ଷାର ବିକାଶ ହେଉଛି ବୋଲି ମିଛ ଡିଣ୍ଡିମ ପିଟୁଛନ୍ତି। ଶିକ୍ଷାର ମୂଳ ଦାୟିତ୍ୱ ରାଜ୍ୟ ସରକାରଙ୍କ…

ରେଢ଼ାଖୋଲ (କନ୍ଦର୍ପ ବେହେରା): ରେଢ଼ାଖୋଲ ବନଖଣ୍ଡ ନାକଟିଦେଉଳ ଅନ୍ତର୍ଗତ ଲାଣ୍ଡିମାଲ ସଂରକ୍ଷିତ ଜଙ୍ଗଲର ଚମ୍ପାଳି ନଦୀ ପାଖ ଭୀମମଣ୍ଡଳୀ ରାସ୍ତାରୁ ଏକ କଲରlପତରିଆ ବାଘର ମୃତ ଦେହ…

ନୟାଗଡ (ସୁଧାକର ମିଶ୍ର): ନୟାଗଡ ବିଜେପି ବିଧାୟକ ପ୍ରାର୍ଥୀନୀ ପ୍ରତ୍ୟୁଷା ରଜେଶ୍ୱରୀଙ୍କ ନେତୃତ୍ୱରେ ନୟାଗଡର ଗୋଦାବରୀ କଲ୍ୟାଣୀ ମଣ୍ଡପ ଠାରେ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରାଯାଇଥିଲା।…

ନୟାଗଡ଼ (ସୁଧାକର ମିଶ୍ର): ନୟାଗଡ଼ ବିଧାୟକ ପ୍ରାର୍ଥୀ ଡ. ଅରୁଣ କୁମାର ସାହୁଙ୍କ ନାମାଙ୍କନ ଶେଭାଯାତ୍ରା ବିରୋଧି ଦଳ ଛାତିରେ କମ୍ପନ ସୃଷ୍ଟି କରିଛି। ନୟାଗଡ଼ ସହର…

ଭୁବନେଶ୍ୱର: ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଖଣ୍ଡପଡା, ପାରାଦ୍ୱୀପ, କଟକ, ସାଲେପୁର ନିର୍ବାଚନ ମଣ୍ଡଳୀର ବିଜେଡିର ଶତାଧିକ ନେତା ଓ କର୍ମୀ ବିଜେପିରେ ଯୋଗ…

ଭୁବନେଶ୍ବର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ବରରେ ରୋଡ ସୋ କରିବେ। ଆଜି ସନ୍ଧ୍ୟା ୬ ଟା ସମୟରେ ମୋଦୀ ଭୁବନେଶ୍ବର ମାଷ୍ଟର କ୍ୟାଣ୍ଟିନରୁ ବାହାରି ବାଣୀବିହାର…

Akshaya Tritiya in Puri: ଆଜି ପବିତ୍ର ଅକ୍ଷୟ ତୃତୀୟା। ଏହିଦିନ ସମସ୍ତ କାର୍ଯ୍ୟର ଶୁଭାରମ୍ଭ କରାଯାଇଥାଏ। ସେଥିପାଇଁ ଏହି ପବିତ୍ର ଦିନରେ ରଥ ନିର୍ମାଣ କାର୍ଯ୍ୟର…

ଭୁବନେଶ୍ବର: ଦେଶର ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ଥିଲା ପ୍ରାର୍ଥୀ ପତ୍ର ପ୍ରତ୍ୟାହାରର ଶେଷ ତାରିଖ। ଆଜି ଯେଉଁମାନେ ପ୍ରାର୍ଥୀ ପ୍ରତ୍ୟାହାର କରିବା କଥା ତାହା…

ଭୁବନେଶ୍ବର: ଆସନ୍ତାକାଲି ଭୁବନେଶ୍ବରରେ ବିଶାଳ ରୋଡ ସୋ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏଥିପାଇଁ ତାଙ୍କର ସ୍ବତନ୍ତ୍ର ଗାଡି ଭୁବନେଶ୍ବରରେ ପହଞ୍ଚି ସାରିଛି। ଏଥିସହିତ ସୁରକ୍ଷା ପାଇଁ…

ଯାଜପୁର: କୋରେଇ ବିଧାନସଭା ଆସନ ପାଇଁ ଆଜି ନାମାଙ୍କନ ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ସନ୍ଦ୍ୟାରାଣୀ ଦାସ। ତାଙ୍କ ହଜାର ହଜାର ସମର୍ଥକଙ୍କ ସହିତ ଏକ ଶୋଭାଯାତ୍ରାରେ…

ନୂଆଦିଲ୍ଲୀ: ପୋଲିସର ଚେକିଂ ବେଳେ ମିଳିଛି କୋଟି କୋଟି ଟଙ୍କା। ଖାଲି ନଗଦ କ୍ୟାସ। ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ନିର୍ବାଚନ ସମୟରେ ଏପରି ବିପୁଳ ପରିମାଣର…

ଭୁବନେଶ୍ବର: ଆଜି ନିର୍ବାଚନ ପ୍ରଚାରରେ ଓଡିଶା ଆସୁଛନ୍ତି କେନ୍ଦ୍ର ସଡକ ପରିବହନ ମନ୍ତ୍ରୀ ନୀତିନ ଗଡକରୀ। ସେ ପୂର୍ବରୁ ଓଡିଶା ପ୍ରଚାରରେ ଆସିବାର ଥିଲା। ହେଲେ କୌଣସି…

ଭୁବନେଶ୍ୱର: ଚିଲିକା ନିର୍ବାଚନ ମଣ୍ଡଳୀର ଶତାଧିକ ବିଜେପି କର୍ମୀ ଓ କର୍ମକର୍ତ୍ତା ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ…

ବାଲୁଗାଁ: ଚୈତ୍ର ଶୁକ୍ଳପକ୍ଷ ନବମୀ ତିଥିରୁ ବାଲୁଗାଁ ଏନଏସି ଅନ୍ତର୍ଗତ ରାମପୁରରେ ଦୀର୍ଘ ୨୧ ଦିନ ବ୍ୟାପି ରାମନବମୀ ଉତ୍ସବ ପାଳିତ ହେଉଥିବା ବେଳେ ମଙ୍ଗଳବାର ଅପରାହ୍ଣରେ…

ଭୁବନେଶ୍ବର: ଆଉ ଦିନକ ପରେ ପବିତ୍ର ଅକ୍ଷୟ ତୃତୀୟା। ଏହି ଉପଲକ୍ଷେ ସମସ୍ତେ ନିଜର ପ୍ରିୟଜନଙ୍କୁ ବିଭିନ୍ନ ଶୁଭେଚ୍ଛା ବାର୍ତ୍ତା ପଠାଇଥାନ୍ତି। ସେହି ପବିତ୍ର ଦିନ ଉପଲକ୍ଷେ…

ଭୁବନେଶ୍ବର: ପ୍ରତ୍ୟେକ ଭାରତୀୟଙ୍କ ଘରେ ଘରେ ଅକ୍ଷୟ ତୃତୀୟା ବଡ଼ ଧୂମଧାମରେ ପାଳନ କରାଯାଏ। ହିନ୍ଦୁ ଏବଂ ଜୈନ ସମ୍ପ୍ରଦାୟର ଲୋକଙ୍କ ପାଇଁ ଏହି ପର୍ବ ବେଶ…

ମେଷ ରାଶି- ଚାକିରି ପାଇବେ। ଅପ୍ରତ୍ୟାଶିତ ଲାଭ ହେବ। ବ୍ୟବସାୟ ଯାତ୍ରା ସଫଳ ହେବ। ବିପଦ ଏବଂ ବନ୍ଧକ କାର୍ଯ୍ୟରୁ ଦୂରେଇ ରୁହନ୍ତୁ। ବିବାଦ କରନ୍ତୁ ନାହିଁ।…

ଭୁବନେଶ୍ୱର: ଯାଜପୁର ଜିଲ୍ଲା ଅନ୍ତର୍ଗତ କୋରେଇ ନିର୍ବାଚନ ମଣ୍ଡଳୀର ବିଜେପି ନେତା ଆଲେକଜାଣ୍ଡର ଦାସଙ୍କ ସହ ଶତାଧିକ ବିଜେପି କର୍ମୀ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ…