ଭୁବନେଶ୍ଵର: କୌଣସି ପରିସ୍ଥିତିରେ ବିଦ୍ୟାଳୟଗୁଡ଼ିକରେ ମଧ୍ୟାହ୍ନ ଭୋଜନ ବନ୍ଦ ହେବ ନାହିଁ ବୋଲି ଦୃଢ ପ୍ରତିଶ୍ରୁତି ଦେଇଛନ୍ତି ରାଜ୍ୟ ସରକାର। ଶନିବାର ଭୁବନେଶ୍ବରଠାରେ ସମସ୍ତ ଜିଲ୍ଲାରେ ପୁଷ୍ଟିକର, ନିରାପତ୍ତା ମଧ୍ୟାହ୍ନ ଭୋଜନ ପରିଚାଳନା ନେଇ ଅନୁଷ୍ଠିତ ସମୀକ୍ଷା ବୈଠକରେ ସରକାରଙ୍କ ପକ୍ଷରୁ […]
କେନ୍ଦ୍ରାପଡା: ତୁଳସୀକ୍ଷେତ୍ର କେନ୍ଦ୍ରାପଡା ସହ ଶ୍ରୀକ୍ଷେତ୍ର ପୁରୀର ଆଧ୍ୟତ୍ମିକ ସଂପର୍କ ବେଶ ନିବିଡ। ପାରମ୍ପରିକ ତଥା ପୌରାଣିକ ଢଂଗରେ କୋଟି ଓଡିଆଙ୍କ ଆରାଧ୍ୟ ଶ୍ରୀଜଗନ୍ନାଥ ହେଉଛନ୍ତି ଶ୍ରୀବଳଦେବଙ୍କ ସାନଭାଇ। ଏଥିପାଇଁ ଶ୍ରୀମନ୍ଦିର ନିତିକାନ୍ତି ସହ ଅନେକ ସାମଞ୍ଜସ୍ୟ ଏବଂ ସ୍ୱତନ୍ତ୍ରତା ପରିଲକ୍ଷିତ […]
ଭୁବନେଶ୍ଵର: ଛଟ୍ ପୂଜା ଶେଷ ହେବାକୁ ଯାଉଥିଲେ ମଧ୍ୟ ଯାତ୍ରୀମାନଙ୍କ ଭିଡ଼ କମିନାହିଁ। ଭିଡ଼ କମାଇବା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ୨୭ଯୋଡ଼ା ସ୍ବତନ୍ତ୍ର ଟ୍ରେନ୍ ଦେଶର ବିଭିନ୍ନ ଗନ୍ତବ୍ୟ ସ୍ଥଳକୁ ଚଳାଚଳ କରୁଛି। ସେଥିମଧ୍ୟରୁ ୧୮ଯୋଡ଼ା ଟ୍ରେନ୍ ଚଳିତମାସ ଶେଷ […]
ଭୁବନେଶ୍ବର: ସାଧାରଣତଃ କାର୍ତ୍ତିକ ମାସରେ ଆକାଶ ଦୀପ ଲଗାଯାଇଥାଏ। ବିଶ୍ବାସ ରହିଛି ଏହି ଆକାଶ ଦୀପ ଲାଗିଲେ ନିଜ ଜ୍ଞାନର ଆଲୋକ ଜଳି ଉଠେ। ସେଥିପାଇଁ ଏହି ଦୀପ ଲଗାଯାଇଥାଏ। ଯହେତୁ କାର୍ତ୍ତିକ ମାସ ହେଉଛି ସବୁମାସଠାରୁ ଶ୍ରେଷ୍ଠ ମାସ, ସେଥିପାଇଁ ଏହି […]
ଭୁବନେଶ୍ବର: ହିନ୍ଦୁ ବିଶ୍ୱାସ ଅନୁଯାୟୀ କାର୍ତ୍ତିକ ମାସରେ ଅନେକ ପର୍ବ ପାଳନ କରାଯାଏ। ସେହିପରି ଏହି ମାସର ନବମୀ ତିଥି ଶୁକ୍ଳ ପକ୍ଷ ଅଁଳା ନବମୀ ପାଳନ କରାଯାଇଥାଏ। ଯାହା ଆଜି ପାଳିତ ହେବ। ଉତ୍ତର ଏବଂ ମଧ୍ୟ ଭାରତରେ ଅଁଳା […]
ମେଷ: – ଆଜି ଏକ ଭଲ ଦିନ ହେବ । ବ୍ୟବସାୟରେ ଭଲ ଲାଭ ହେବ । ବାକିଥିବା ଟଙ୍କା ପ୍ରାପ୍ତ ହେବ। ଯାହା ଆର୍ଥିକ ସ୍ଥିତିକୁ ମଜବୁତ କରିବ । ସାହିତ୍ୟ ଲେଖିବାକୁ ଆଗ୍ରହୀ ହେବେ । ପ୍ରିୟଜନଙ୍କ ନିକଟରେ ପହଞ୍ଚିବାରେ […]
ଚିଲିକା: ଆଜି ଚିଲିକା ବ୍ଲକ ଅନ୍ତର୍ଗତ ବଡ଼କୁଳ ସ୍ଥିତ ଓଡ଼ିଆର୍ଟ ପରିସରରେ ୧୦ମ ଚିଲିକା ସେଲଡକ ଫୋଳ୍କ କାର୍ନିଭାଲ ଉଦଘାଟିତ ହୋଇଯାଇଛି। ଚଳିତ ୯ ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୫ ଦିନ ବ୍ୟାପି ମହୋତ୍ସବ ପାଳିତ ହେବାକୁ ଥିବା […]
ଭୁବନେଶ୍ୱର: ଭାରତୀୟ ସଂସ୍କୃତି ଓ ପରମ୍ପରାରେ ଗୋମାତାଙ୍କ ଅବଦାନ ଅତୁଳନୀୟ। ଆମ ସନାତନ ସଂସ୍କୃତି ଓ ପରମ୍ପରା ଅନୁଯାୟୀ ଗୋସେବା କଲେ କୋଟି ଦେବଦେବୀଙ୍କ ଆଶୀର୍ବାଦ ପ୍ରାପ୍ତ ହୋଇଥାଏ। ଦେଶରେ ଗୋହତ୍ୟାକୁ ସଂପୂର୍ଣ୍ଣ ବନ୍ଦ କରିବା ପାଇଁ ସବୁ ମହଲରେ କାର୍ଯ୍ୟ […]
ପୁରୀ: ପେନସନ ଓ ପେନସନଭୋଗୀ କଲ୍ୟାଣ ବିଭାଗ ପକ୍ଷରୁ ପୁରୀ ସ୍ବର୍ଗଦ୍ବାର ବ୍ୟାଙ୍କ ଅଫ୍ ବରୋଦା ଶାଖା ଏବଂ କଚେରୀ ଛକ ସ୍ଥିତ ମୁଖ୍ୟ ଡାକଘରେ ଡିଜିଟାଲ ଜୀବନ ପ୍ରମାଣପତ୍ର (ଡିଏଲସି) ଅଭିଯାନ ୩.୦ ଅନୁଷ୍ଠିତ ହୋଇଯାଇଛି। ବିଭାଗର ବରିଷ୍ଠ ନିର୍ଦ୍ଦେଶକ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଧରାକୋଟ ଥାନ ଅନ୍ତର୍ଗତ ବରଡାବିଲି ଗ୍ରାମରେ ଏକ ଲୋମ ଟାଙ୍କୁରା ଘଟଣା ଘଟିଛି। ସୁଚନା ଅନୁଯାୟୀ ଉକ୍ତ ଗ୍ରାମର ଶିବରାମ ସାହୁ ଦୁରାରୋଗ୍ୟରେ ହୋଇ ମୃତ୍ୟୁ ବରଣ କରିଥିଲେ। ପରବର୍ତ୍ତୀ ସମୟରେ ତାଙ୍କ ବିଧବା ପତ୍ନୀ […]
ନୂଆଦିଲ୍ଲୀ: କ୍ୟୁଏସ୍ ବିଶ୍ୱସ୍ତରୀୟ ବିଶ୍ୱବିଦ୍ୟାଳୟ ମାନ୍ୟତା: ଏସିଆ ୨୦୨୫ ସମଗ୍ର ମହାଦେଶରେ ଉଚ୍ଚଶିକ୍ଷାର ଗତିଶୀଳ ଦୃଶ୍ୟକୁ ପ୍ରତିଫଳିତ କରେ, ଯେଉଁଥିରେ ଶିକ୍ଷା ଓ ଗବେଷଣା ଏବଂ ଉଦ୍ଭାବନରେ ଉତ୍କୃଷ୍ଟ ଶୀର୍ଷ ଅନୁଷ୍ଠାନଗୁଡିକ ଉପରେ ଆଲୋକପାତ କରାଯାଇଛି। ଚଳିତ ବର୍ଷର ମାନ୍ୟତା ଏସୀୟ […]
ଭୁବନେଶ୍ୱର: ସମ୍ମାନଜନକ କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ର୍ୟାଙ୍କିଙ୍ଗ୍-୨୦୨୫ (ଅଂଚଳ ଭିତ୍ତିକ) ରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଦକ୍ଷିଣ ଏସିଆ ଏବଂ ଏସିଆ ୟୁନିଭର୍ସିଟି ର୍ୟାଙ୍କିଂରେ ମହତ୍ୱପୂର୍ଣ୍ଣ ସ୍ଥାନ ହାସଲ କରିଛି। ଦକ୍ଷିଣ ଏସିଆ ନିମନ୍ତେ ଏସିଆ ୟୁନିଭର୍ସିଟି ର୍ୟାଙ୍କିଂରେ ସୋଆ […]
ଭୁବନେଶ୍ୱର: ରାଜ୍ୟରେ ହୋମ ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି ରହିତାଦେଶ ପ୍ରତ୍ୟାହୃତ ହୋଇଛି। ଏହାଦ୍ବାରା ରାଜ୍ୟରେ ଖାଲିଥିବା ହୋମ ଗାର୍ଡ ପଦବୀ ଖୁବ୍ ଶୀଘ୍ର ପୂରଣ ହୋଇ […]
ଭୁବନେଶ୍ୱର: ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୩୦ ହଜାର ଟଙ୍କାର ସହାୟତା ପ୍ରଦାନ ପାଇଁ ମୁଖ୍ୟ ମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ସମସ୍ତ ୫୫ ଜଣ ଜୀବିତ ପଦ୍ମ […]
ଭୁବନେଶ୍ବର: ଆଜି ଭୁବନେଶ୍ବର ସତ୍ୟନଗର ମଶାଣୀରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏକ ଅଭିଯୋଗ ପରେ ପୋଲିସ ଏହି ଶ୍ମଶାନରୁ ଜଣେ ମହିଳାଙ୍କ ଦରପୋଡା ଶବକୁ ଜବତ କରିଛି। ସେ ହେଉଛନ୍ତି ବ୍ରହ୍ମଗିରିର ପୂର୍ବତନ ବିଧାୟକ ସ୍ବର୍ଗତ ଅଜୟ ଜେନାଙ୍କ […]
ଭୁବନେଶ୍ବର: ଆଜି ରାଜ୍ୟ ସରକାର ଆଇଏଏସ ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ସେହି ଅନୁସାରେ ଯେଉଁ ଅଦଳବଦଳ ହୋଇଛି ତାହା ହେଲା 1- ଦେଓରଂଜନ କୁମାର ସିଂ- ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନ ସହିତ ସେ ଓଡିଶା ଜଙ୍ଗଲ ଉନ୍ନୟନ […]
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ ଏବେ ଗୋ ଚାଲାଣ ସଂଖ୍ୟା ବୃଦ୍ଧି ପାଉଥିବାର ଅଭିଯୋଗ ହେଉଛି। ଏନେଇ ଖୋର୍ଦ୍ଧା ପୋଲିସ ଦ୍ଵାରା କାର୍ଯ୍ୟାନୁଷ୍ଠାନ ନିଆଯାଉଥିବା ବେଳେ ଜିଲ୍ଲାର ବିଭିନ୍ନ ଗୋ ସୁରକ୍ଷା ସଂଗଠନ ଯଥା ବିଶ୍ଵ ହିନ୍ଦୁ ପରିଷଦ, ବଜରଙ୍ଗ ଦଳ ଭଳି […]
ଭୁବନେଶ୍ୱର: ରାଜ୍ୟରେ ବରିଷ୍ଠ ନାଗରିକଙ୍କ ପାଇଁ ଥିବା ରାଜ୍ୟ ବରିଷ୍ଠ ନାଗରିକ ନୀତି, ୨୦୧୬ରେ ସଂଶୋଧନ କରାଯିବ। ଏନେଇ ରାଜ୍ୟ ସରକାର ବିଚାର କରୁଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ ଯେ, ଆସନ୍ତା ୨୦୩୬ ମସିହା ବେଳକୁ ସମଗ୍ର ଦେଶ ସହ ରାଜ୍ୟରେ ବରିଷ୍ଠ […]
ନୟାଗଡ: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ମୁତାବକ ଆଳୁ ମିଶନ କାର୍ଯ୍ୟକ୍ରମକୁ ନୟାଗଡ଼ ଜିଲ୍ଲାରେ ସଫଳ କରିବା ପାଇଁ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଆଜି ଏକ ଗୁରୁତ୍ଵପୂର୍ଣ୍ଣ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉଦ୍ୟାନ କୃଷି ବିଭାଗ ସହାୟତାରେ ଆୟୋଜିତ […]
ଭୁବନେଶ୍ୱର: ଆଧୁନିକ ଜ୍ଞାନକୌଶଳ ବ୍ୟବହାର କରି ଆଞ୍ଚଳିକ ଭାଷାକୁ ଅଧିକ ପରିବ୍ୟାପ୍ତ କରିବାକୁ ଯୋଜନା କରୁଛି ଓଡ଼ିଆ, ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ। ଅନଲାଇନ୍ ଦୁନିଆରେ କ୍ରମାଗତ ଭାବେ ଭାଷାର ବ୍ୟବଧାନ ପରିଲକ୍ଷିତ ହେଉଥିବାରୁ ଇଣ୍ଟରନେଟ୍ରେ ଓଡ଼ିଆ ତଥ୍ୟର ଅନୁପସ୍ଥିତି […]
ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ଖରିଫ ଧାନ ସଂଗ୍ରହ ନିମନ୍ତେ ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି। ବୈଠକରେ ଧର୍ମଗଡ ବିଧାୟକ ସୁଧୀର […]