ନୂଆଦିଲ୍ଲୀ: କର୍ଣ୍ଣାଟକର ପ୍ରସିଦ୍ଧ ମୂର୍ତ୍ତିଶିଳ୍ପୀ ଅରୁଣ ଯୋଗୀରାଜଙ୍କ ଦ୍ୱାରା ନିର୍ମିତ ରାମଲଲାଙ୍କ ମୂର୍ତ୍ତି ଜାନୁଆରୀ ୨୨ରେ ଅଯୋଧ୍ୟାର ରାମ ମନ୍ଦିରରେ ପ୍ରାଣ ପ୍ରତିଷ୍ଠା ହେବ ବୋଲି ଶ୍ରୀରାମ…
ଆଜିର ଖବର
ନୂଆଦିଲ୍ଲୀ: ଜାନୁଆରୀ ୨୨ ତାରିଖରେ ଅଯୋଧ୍ୟାରେ ରାମ ମନ୍ଦିରର ଉଦଘାଟନୀ ଉତ୍ସବରେ ଯୋଗ ନଦେବା ଘୋଷଣା ଯୋଗୁଁ ଶଙ୍କରାଚାର୍ଯ୍ୟଙ୍କ ବିଷୟରେ ଅନେକ ଚର୍ଚ୍ଚା ହେଉଛି। ରାମ ଲାଲାଙ୍କ…
ବାଣପୁର (ସୀତାରାମ ଅଗ୍ରୱାଲ): ପବିତ୍ର ମକର ସଂକ୍ରାନ୍ତି ଅବସରରେ କୃଷ୍ଣପ୍ରସାଦଗଡ଼ର ଆରାଧ୍ୟା ଦେବୀ, ନୀଳାମ୍ବୁ ଚିଲିକା ମଧ୍ୟରେ ପୂଜିତା ମା’ ଭଗବତୀଙ୍କ ପୂର୍ବଦିଗରକ୍ଷାକାରିଣୀ ଭଉଣୀମା’ କାଳିଜାଇ ଙ୍କ…
ନୂଆଦିଲ୍ଲୀ: ସେନା ଦିବସ ଅବସରରେ ସେନା ଯବାନ ମାନଙ୍କର ଅସାଧାରଣ ସାହସ, ଅତୁଟ ପ୍ରତିବଦ୍ଧତା ଏବଂ ବଳିଦାନକୁ ପ୍ରଧାନମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଡଃ ଏମ୍ ବାଳମୁରଲୀକୃଷ୍ଣଙ୍କ ଶାସ୍ତ୍ରୀୟ କର୍ଣ୍ଣାଟକୀ ସଙ୍ଗୀତ ପଲୁକେ ବଙ୍ଗାରମୟେନାର ଏକ ପରିବେଷଣକୁ ପୋଷ୍ଟ କରିଛନ୍ତି। ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:…
ବେଗୁନିଆପଡା (ଟୁକୁନା ପ୍ରଧାନ): ରାଜ୍ୟ ସରକାର ୫ଟି ଜରିଆରେ ବିଭିନ୍ନ ଚିକିତ୍ସାକେନ୍ଦ୍ରକୁ କୋଟି କୋଟି ଟଙ୍କା ଦେଇ ବହୁ ଉନ୍ନୟନ କାର୍ଯ୍ୟ କରୁଥିବା ବେଳେ ଜନସାଧାରଣଙ୍କ ରୋଗର…
ଭୁବନେଶ୍ୱର: ଓଡ଼ିଶାର ବରପୁତ୍ର ବ୍ୟାସକବି ଫକୀର ମୋହନ ସେନାପତିଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଉତ୍କଳ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମକର ସଂକ୍ରାନ୍ତି ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଏକ୍ସ ପୋଷ୍ଟରେ ଲେଖିଛନ୍ତି ଯେ, ସାଧନା – ଧ୍ୟାନ ଏବଂ ଦାନ – ପୁଣ୍ୟର…
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନକୁ ନେଇ ମାୟାବତୀ ଏକ ବଡ ଘୋଷଣା କରିଛନ୍ତି। ସେ ଉଭୟ ଇଣ୍ଡିଆ ଏବଂ ଏନଡିଏ ମେଣ୍ଟରେ ଯୋଗଦେବାକୁ ମନା କରି ଦେଇଛନ୍ତି। ସେ…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସମଗ୍ର ଦେଶର ମନ୍ଦିର ପରିସରରେ ସ୍ୱଚ୍ଛତା ସମ୍ବନ୍ଧୀୟ କାର୍ଯ୍ୟକଳାପର ଅସାଧାରଣ ଉଦ୍ୟମକୁ ପ୍ରଶଂସା କରିଛନ୍ତି। ଅଯୋଧ୍ୟା ଧାମର ମହର୍ଷି ବାଲ୍ମୀକି…
ନୂଆଦିଲ୍ଲୀ: ଭାରତ-ମାଳଦ୍ୱୀପ ବିବାଦ ପରେ ସୋସିଆଲ ମିଡିଆରେ ଚାଲିଛି ଚାଲୋ ଲାକ୍ଷାଦ୍ୱୀପ ଅଭିଯାନ, ଯେଉଁଥିରେ ଲାକ୍ଷାଦ୍ୱୀପ ପର୍ଯ୍ୟଟନକୁ ପ୍ରୋତ୍ସାହିତ କରାଯାଉଛି। ଏହି ସମୟରେ ଲାକ୍ଷାଦ୍ୱୀପ ସାଂସଦ କହିଛନ୍ତି-…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟାହ୍ନ ୧୨ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଜନଜାତି ନ୍ୟାୟ ମହା ଅଭିଯାନ ଅଧୀନରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା -…
ଭୁବନେଶ୍ବର, ହିନ୍ଦୁମାନଙ୍କର ଏକ ପ୍ରମୁଖ ପର୍ବ ହେଉଛି ମକର ସଂକ୍ରାନ୍ତିଙ୍କ ପର୍ବ । ମକର ସଂକ୍ରାନ୍ତି ପର୍ବ ସମଗ୍ର ଦେଶରେ ବିଭିନ୍ନ ରୂପରେ ଏବଂ ଭିନ୍ନ ଉପାୟରେ ପାଳନ…
ଅଯୋଧ୍ୟା: ଆମର ହିନ୍ଦୁ ଧର୍ମରେ ପ୍ରଭୁଙ୍କୁ ପରିକ୍ରମା ରହିବାର ବିଧି ରହିଛି। ବିଶ୍ବାସ ରହିଛି ଯେ ଠାକରୁଙ୍କ ଚାରିପାଖରେ ପରିକ୍ରମା କଲେ ସବୁ ପାପର ବିନାସ ହୋଇଥାଏ। ତେବେ…
ଭୁବନେଶ୍ବର: ହିନ୍ଦୁମାନଙ୍କର ଏକ ପ୍ରମୁଖ ପର୍ବ ହେଉଛି ମକର ସଂକ୍ରାନ୍ତିଙ୍କ ପର୍ବ। ମକର ସଂକ୍ରାନ୍ତି ପର୍ବ ସମଗ୍ର ଦେଶରେ ବିଭିନ୍ନ ରୂପରେ ଏବଂ ଭିନ୍ନ ଉପାୟରେ ପାଳନ…
ଭୁବନେଶ୍ବର: ମକର ସଂକ୍ରାନ୍ତି ଦିନ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ନିକଟରେ ସ୍ବତନ୍ତ୍ର ପୂଜା କରାଯାଇଥାଏ। ଏହି ଦିନ ଶ୍ରୀଜିୟୁଙ୍କ ପାଖରେ ମକର ଭୋଗ କରାଯାଇଥାଏ। ମକର ସଂକ୍ରାନ୍ତି ଦିନ…
ଭୁବନେଶ୍ୱର: ରେଳ, ଯୋଗାଯୋଗ ଏବଂ ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଭଦ୍ରକ-ଭୁବନେଶ୍ୱର ରେଳ ସେକ୍ସନ ନିରୀକ୍ଷଣ କରି ନିରାପତ୍ତା, ଟ୍ରାଫିକ ସୁବିଧା ସମୀକ୍ଷା…
ପୌରାଣିକ କଥା: ମକର ସଂକ୍ରାନ୍ତି ହିନ୍ଦୁମାନଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ପର୍ବ। ଦେଶର ବିଭିନ୍ନ ରାଜ୍ୟରେ ବିଭିନ୍ନ ନାମ ସହିତ ମକର ସଂକ୍ରାନ୍ତି ପାଳନ କରାଯାଏ। ଏହା କର୍ଣ୍ଣାଟକର ସଂକ୍ରାନ୍ତି,…
ମେଷ ରାଶିଫଳ- ଆଜି ଆପଣଙ୍କ ଦିନ ବହୁତ ଶୁଭ ହେବ। ଆପଣ ସଫଳତା ଏବଂ ଉଚ୍ଚ ପଦାଧିକାରୀଙ୍କ ଇଚ୍ଛା ହେତୁ ଆଜି ଆପଣଙ୍କ ପାଇଁ ଖୁସିର ଦିନ ହେବ।…
ଦିଲ୍ଲୀ: ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ – ଜନ ଆରୋଗ୍ୟ ଯୋଜନା (ଏବିପିଏମ୍ – ଜେଏୱାଇ)୧୨ ଜାନୁଆରୀ ୨୦୨୪ରେ ୩୦ କୋଟି ଆୟୁଷ୍ମାନ କାର୍ଡର ମାଇଲଖୁଣ୍ଟ ଅତିକ୍ରମ କରିଛି…
କଳାହାଣ୍ଡି (ଦୁଷ୍ମନ୍ତ କୁମାର ପଣ୍ଡା): ଆଗାମୀ ୨୦୨୪ ସାଧାରଣ ନିର୍ବାଚନରେ ଭୋଟର କିପରି ନିର୍ଭୁଲ ଭାବେ ଇଭିଏମରେ ନିଜର ମତଦାନ କରିପାରିବେ ସେ ସମ୍ପର୍କରେ ସଚେତନତା ସୃଷ୍ଟି…

