ଆଜିର ଖବର

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ମୁଖପାତ୍ର ଅଜୟ ମାକେନ୍ ଏକ ବଡ଼ ଅଭିଯୋଗ କରିଛନ୍ତି। ସେ କହିଛନ୍ତି ଯେ, କଂଗ୍ରେସ ଦଳର ସମସ୍ତ ଆକାଉଣ୍ଟ ଫ୍ରିଜ୍…

ନୂଆଦିଲ୍ଲୀ: କୃଷକ ଆନ୍ଦୋଳନ ମଧ୍ୟରେ ବିହାରର ପୂର୍ବତନ ଡେପୁଟି ସିଏମ ତେଜସ୍ୱୀ ଯାଦବ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ କାହିଁକି ଅନ୍ନଦାତାଙ୍କୁ ଭେଟିବେ ନାହିଁ?…

ନୂଆଦିଲ୍ଲୀ: ମହାରାଷ୍ଟ୍ରର ଛତ୍ରପତି ସମ୍ୱାଜି ନାଗର ଜିଲ୍ଲାରୁ ଜଣେ ସନ୍ଦିଗ୍ଧ ଆଇଏସ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଏନଆଇଏ ଗିରଫ କରିଛି। ଫେବୃଆରୀ ୧୫ ତାରିଖରେ…

କୋଣାର୍କ: ଆଜି ହେଉଛି ମାଘ ସପ୍ତମୀ। ଏହିଦିନ କୋଣାର୍କ ଚନ୍ଦ୍ରଭାଗାରେ ବୁଡ ପକାଇଲେ ପୂଣ୍ୟ ହୁଏ ବୋଲି ବିଶ୍ବାସ ରହିଛି। ସେଥିପାଇଁ ଏହି ଦିନ କୋଣାର୍କ ଚନ୍ଦ୍ରଭାଗା…

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି (ବିଜେପି) ରାଜ୍ୟସଭାର ୫୬ ଟି ଆସନ ପାଇଁ ୨୮ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଏଥର ବିଜେପି ରାଜ୍ୟସଭା ନିର୍ବାଚନ…

ଭୁବନେଶ୍ୱର: ରାଜ୍ୟ ସ୍ୱାର୍ଥକୁ ପ୍ରାଥମିକତା ଦେଇ ଦଳୀୟ ସ୍ୱାର୍ଥକୁ ଭୁଲି ଯାଇଥିବା ନେତାମାନଙ୍କ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଗରେ ଅଛନ୍ତି। ୧୯୯୪ ମସିହାରେ ଯେତେବେଳେ କେନ୍ଦ୍ର…

ନୂଆଦିଲ୍ଲୀ: ରାଜକୋଟ ଟେଷ୍ଟର ପ୍ରଥମ ଦିନରେ ଭାରତ ୫ ୱିକେଟ୍ ହରାଇ ୩୨୬ ରନ୍ ସଂଗ୍ରହ କରିଛି। କ୍ୟାପଟେନ ରୋହିତ ଶର୍ମା ଏବଂ ରବିନ୍ଦ୍ର ଜାଡେଜା ଭାରତ…

ନୂଆଦିଲ୍ଲୀ: କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ନୂଆଦିଲ୍ଳୀଠାରେ ପ୍ରସାରଣ ଓ ଗଣମାଧ୍ୟମ ପ୍ରଯୁକ୍ତି (ବ୍ରଷ୍ଟକାଷ୍ଟିଂ ଆଣ୍ଡ ମିଡିଆ ଟେକ୍ନୋଲୋଜି ) ସଂକ୍ରାନ୍ତ ୨୮ତମ…

ଭୁବନେଶ୍ଵର: ରାଜ୍ୟରେ ଆଗାମୀ ସାଧାରଣ ନିର୍ବାଚନକୁ ଅବାଧ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ଏବଂ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦ୍ଵାରା ଗ୍ରହଣ କରାଯାଇଥିବା…

ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ଏକ ବଡ଼ ଅସୁବିଧାର ସମ୍ମୁଖୀନ ହୋଇଛି। ଦଳର ସାଂସଦ ମିମି ଚକ୍ରବର୍ତ୍ତୀ ସାଂସଦ ପଦରୁ ଇସ୍ତଫା ଦେଇଛନ୍ତି। ଅଭିନେତ୍ରୀ-ସାଂସଦ ମିମି ଚକ୍ରବର୍ତ୍ତୀ…

ମେଷ- ବିନିଯୋଗ ଇତ୍ୟାଦିରେ ଲାଭବାନ ହେବ । ଆର୍ଥିକ ଦିଗ ଦୃଢ ହେବ। ଘରର ଉପଯୋଗୀ ଜିନିଷଗୁଡ଼ିକ ବୃଦ୍ଧି ପାଇବ । ଶୀଘ୍ର କୈଣସି କାମ କରନ୍ତୁ ନାହିଁ…

ନୂଆଦିଲ୍ଲୀ/ଭୁବନେଶ୍ୱର: ଗୁଗୁଲ, ମାଇକ୍ରୋସଫ୍ଟ ଭଳି ୧୫ଟି ଅଗ୍ରଣୀ ଟେକ୍ନୋଲୋଜି କମ୍ପାନୀ ସହ ଜାତୀୟ ଦକ୍ଷତା ବିକାଶ ନିଗମ (ଏନଏସଡିସି) ସହ ଏମଓୟୁ ଭାରତର ଯୁବଶକ୍ତିଙ୍କୁ ଦକ୍ଷ ଏବଂ…

ନୂଆଦିଲ୍ଲୀ / ଭୁବନେଶ୍ୱର: ରିଲାଏନ୍ସ ଫାଉଣ୍ଡେସନ ଏବଂ ଜାତୀୟ ଦକ୍ଷତା ବିକାଶ ନିଗମ (ଏନଏସଡିସି) ମଧ୍ୟରେ ଏକ ସହଯୋଗିତା ସ୍ଥାପନ ହୋଇଛି। ଏଥିରେ ୫ ଲକ୍ଷ ଭାରତୀୟ…

କଟକ/ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ଆଜି ଅପରାହ୍ଣରେ କଟକ ଗସ୍ତ ପୂର୍ବକ ସିଡିଏକୁ ସଂଯୋଗ କରୁଥିବା ପେଟାନାଳ ସମେତ ବିଜୁ ପଟ୍ଟନାୟକ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦୋହାର ଅମିରି ପ୍ୟାଲେସରେ କତାରର ମହାମହିମ ଶେଖ୍ ତମିମ୍ ବିନ୍ ହମାଦ ଅଲ୍ ଥାନିଙ୍କୁ ଭେଟିଛନ୍ତି। ଅମିରି ପ୍ୟାଲେସରେ ପହଞ୍ଚିବା…

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଜଂକିଆ ପଞ୍ଚାୟତ ମୁଣ୍ଡାଆମ୍ବ ମୌଜାରେ ଇଡକୋ ପକ୍ଷରୁ ବିଭିନ୍ନ କମ୍ପାନୀକୁ ଜମି ଆବଣ୍ଟନ କରାଯାଇଥିବାବେଳେ ବରୁଣ ବେଭେରଜ ପ୍ରାଇଭେଟ୍ ଲିମିଟେଡ, ନେସେଲେ, ବର୍ଜର,…

ଭୁବନେଶ୍ଵର: ଓଡ଼ିଶାର ସମୃଦ୍ଧି ପାଇଁ ଉନ୍ନତ ଯୋଗାଯୋଗକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ଶ୍ରୀ ନୀତିନ ଗଡକରୀ ଆଜି ପୁରୀ…

ନୂଆଦିଲ୍ଲୀ: ମହାରାଷ୍ଟ୍ରର ଏନସିପି ବିଧାୟକଙ୍କ ଅଯୋଗ୍ୟତା ମାମଲାରେ ଏହି ନିଷ୍ପତ୍ତି ନିଆଯାଇଛି। ବାଚସ୍ପତି ରାହୁଲ ନାର୍ଭେକର କହିଛନ୍ତି ଯେ, ଅଜିତଙ୍କ ଦଳର ୪୧ ଜଣ ବିଧାୟକଙ୍କ ସମର୍ଥନ…

ରଣପୁର: ଆଗାମୀ ବିଧାନସଭା ନିର୍ବାଚନକୁ ଆଖି ଆଗରେ ରଖି ନୟାଗଡ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ନିର୍ଦ୍ଦେଶ କ୍ରମେ ସାରା ଜିଲ୍ଲାରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ କଡାକଡି କରାଯାଇଛି।…

ଭୁବନେଶ୍ୱର: ଗତ ଫେବୃୟାରୀ ୧୩ ତାରିଖ ଦିନ କଟକରେ ଶେଷ ହୋଇଥିବା ଦ୍ୱିତୀୟ ଓଡିଶା ଆନ୍ତଃ ବିଶ୍ୱବିଦ୍ୟାଳୟ କ୍ରୀଡା ପ୍ରତିଯୋଗିତାରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟରପୁରୁଷ…

ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା)ର ଆହ୍ୱାନରେ ଚାଲିଥିବା ଅହୋରାତ୍ର ଗଣଧାରଣା ନବମ ଦିବସରେ ଉପନୀତ ହୋଇଛି। ଆଜି ପର୍ଯ୍ୟନ୍ତ ଅନୁଦାନ ପାଇନଥିବା ବିଦ୍ୟାଳୟକୁ…