ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ କେନ୍ଦ୍ର ସରକାରଙ୍କ ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରଣାଳୟ ଅନୁସୂଚିତ ଜାତି, ଜନଜାତି, ପଛୁଆ ବର୍ଗ, ଯାଯାବର, ସଫେଇ କର୍ମଚାରୀ, ତୃତୀୟ ଲିଙ୍ଗୀଙ୍କ ଭଳି ସମାଜର ଅବହେଳିତ ବର୍ଗଙ୍କ କଲ୍ୟାଣ ପାଇଁ ଅନେକ ଯୋଜନା […]
ଭୁବନେଶ୍ଵର: ନେଟୱର୍କ ପ୍ଲାନିଂ ଗ୍ରୁପ (ଏନପିଜି)ର ୮୫ତମ ବୈଠକରେ ପାଂଚଟି ପ୍ରକଳ୍ପ ଉପରେ ସମୀକ୍ଷା କରାଯାଇଛି। ଏହା ଭିତରୁ ଦୁଇଟି ରେଳବାଇ ଓ ତିନିଟି ରାଜପଥ ସମ୍ପର୍କିତ ପ୍ରକଳ୍ପ। ପିଏମ ଗତିଶକ୍ତି ଜାତୀୟ ମାଷ୍ଟର ପ୍ଲାନର ନିୟମାବଳୀ ଅନୁସାରେ ଏହି ପ୍ରକଳ୍ପ […]
ମେଷ ରାଶି- ଏହି ରାଶିର ଲୋକମାନେ କିଛି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ବନ୍ଧୁ ଏବଂ ସମ୍ପର୍କୀୟଙ୍କ ସାହାଯ୍ୟ ନେବେ । ଆଜି ଅତିଥିମାନେ ଆପଣଙ୍କ ଘରେ ପହଞ୍ଚିବେ, ଯାହା ଘରକୁ ଚଳଚଞ୍ଚଳ କରିବ । ଆଜି କୈଣସି ପ୍ରକାରର ବିତର୍କକୁ ଉତ୍ସାହିତ କରନ୍ତୁ […]
ଭୁବନେଶ୍ୱର: ବିଜେପିର ବରିଷ୍ଠ ନେତା ବାଲେଶ୍ୱର ଲୋକସଭାର ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କୁ କଂଗ୍ରେସର ତଥାକଥିତ ବା ସ୍ୱଘୋଷିତ ଯୁବନେତା ରାହୁଲ ଗାନ୍ଧୀ ସଂସଦ ସମ୍ମୁଖରେ ଆକ୍ରମଣ କରି ମୁଣ୍ଡ ଫଟେଇ ଲହୁଲୁହାଣ କରିଛନ୍ତି। ଏହା […]
ଭୁବନେଶ୍ୱର: ନିଜ ଶିକ୍ଷାନୁଷ୍ଠାନ, କ୍ୟାମ୍ପସ୍ ଓ ବନ୍ଧୁମାନଙ୍କର ପୁରୁଣା ସ୍ମୃତିକୁ ତାଜା କରିବା ନିମନ୍ତେ ଆସନ୍ତା ଡିସେମ୍ବର ୨୧ ତାରିଖରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ପୁରାତନ ଛାତ୍ରଛାତ୍ରୀଙ୍କର ସମାବେଶ ‘ଗ୍ରାଣ୍ଡ ହୋମ କମିଂ’ ସମାବେଶ ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ […]
ପୁରୀ: ନୂଆବର୍ଷରୁ ଶ୍ରୀମନ୍ଦିରରେ ନୂଆ ଦର୍ଶନ ବ୍ୟବସ୍ଥା ଆରମ୍ଭ ନେଇ ସୂଚନା ପ୍ରଦାନ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ନାଟମଣ୍ଡପରେ ସ୍ୱତନ୍ତ୍ର ବେରିକେଡ଼ ଦ୍ୱାରା ହେବ ଧାଡ଼ି ଦର୍ଶନ ବ୍ୟବସ୍ଥା। ବ୍ୟାରିକେଡ଼ ଭିତରେ ପୁରୁଷ, ମହିଳା, ଶିଶୁ, ବୟସ୍କ […]
ରଣପୁର: ରାଜ୍ୟରେ ଥିବା ସମସ୍ତ ଭିନ୍ନକ୍ଷମ ମାନଙ୍କୁ ଅଭିଜ୍ଞ ଡାକ୍ତର ମାନଙ୍କ ଦ୍ୱାରା ଚିହ୍ନଟ କରି ସେମାନଙ୍କୁ ସମସ୍ତ ସରକାରୀ ସୁବିଧା ଯୋଗାଇ ଦେବା ହେଉଛି ଏହି ଶିବିରର ଲକ୍ଷ୍ୟ। ଗୁରୁବାର ପୂର୍ବାହ୍ନ ରେ ରଣପୁର ବ୍ଲକ୍ ପରିସର ମଧ୍ୟରେ ଭୀମଭୋଇ […]
ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ଆଜି ଓଡ଼ିଶାର ସାଂସଦଙ୍କ ଏକ ପ୍ରତିନିଧିମଣ୍ଡଳୀ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ ରାମମୋହନ ନାଇଡୁଙ୍କୁ ଭେଟିଛନ୍ତି। ରାଜ୍ୟରେ ନୂତନ ବିମାନବନ୍ଦର ନିର୍ମାଣ, ନୂତନ ଟର୍ମିନାଲ ନିର୍ମାଣ, ବିମାନବନ୍ଦର ସମ୍ପ୍ରସାରଣ […]
ପୁରୀ: ଗୋଟିଏ ଦିନ ବିରତି ପରେ ଆଜି ପୁଣି ଆରମ୍ଭ ହୋଇଛି ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଗତ ମଙ୍ଗଳବାର ୧୭ତାରିଖ ଦିନ ଭିତର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ସେହିଦିନ ଲୁହା ଭାରା ବନ୍ଧାଯାଇଥିଲା। ଏଏସଆଇର ୧୫ ରୁ […]
କେଉଁଝର: ଜ୍ଞାନ ହିଁ ଶକ୍ତି (Knowledge is Power)। ଜ୍ଞାନରୁ ଆମକୁ ଶକ୍ତି ମିଳିଥାଏ। ରାଜ୍ୟରେ ଶିକ୍ଷା ପରିବେଶକୁ ସୁଦୃଢ କରିବା ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି ବୋଲି କେନ୍ଦୁଝର ଜିଲ୍ଲା ଚମ୍ପୁଆ ମହତାବ ଉଚ୍ଚ ବିଦ୍ୟାଳୟର ହୀରକ […]
ଭୁବନେଶ୍ଵର: କୋରାପୁଟ ଜିଲ୍ଲାର ସମସ୍ତ ପର୍ଯ୍ୟଟନ ସ୍ଥଳୀର ବିକାଶ ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ସହଯୋଗ କରିବା ସହ ଅର୍ଥ ଯୋଇ ଦେବେ କହିଲେ ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା। ଦୁଇ ଦିନିଆ କୋରାପୁଟ ଗସ୍ତ ଅବସରରେ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ରାଜସ୍ୱ ସମୀକ୍ଷା ବୈଠକ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ ) ସୁଧାଂଶୁ କୁମାର ଭୋଇ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବସୁନ୍ଧରା ଯୋଜନା ଆନୁକୂଲ୍ୟରେ ଗଞ୍ଜାମ ଜିଲ୍ଲାରେ ଚିହ୍ନଟ ହୋଇଥିବା ୧୬୩୨ ଜଣ ଭୂମିହୀନଙ୍କୁ […]
ଭୁବନେଶ୍ବର: ଆଜି କେନ୍ଦୁଝର ଜିଲ୍ଲା ଚମ୍ପୁଆର ମହତାବ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ସମାରୋହରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦିନ ପ୍ରାୟ ୧ଟା ସମୟରେ ମୁଖ୍ୟମନ୍ତ୍ରୀ ବିଦ୍ୟାଳୟ ପରିସରରେ ଆୟୋଜିତ ସମାରୋହର ଯୋଗ ଦେଇ ଶୁଭ […]
ଭୁବନେଶ୍ଵର: ନୂଆପଡ଼ା ଜିଲ୍ଲା ଖଡିଆଳ ଥାନା ଛକ ଠାରେ ଖଡିଆଳ କଂଗ୍ରେସ ପକ୍ଷରୁ ଏକ ବିକ୍ଷୋଭ କରି ବାବା ସାହେବ୍ ଅମର ରହେ ନାରା ଗୁଞ୍ଜରିତ ହୋଇଥିଲା। କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ସାହା ରାଜ୍ୟସଭାରେ ଦେଇଥିବା ଉଦବୋଧନ ବେଳେ ବାବା ସାହେବଙ୍କ […]
ନୂଆଦିଲ୍ଲୀ: ବାବା ସାହେବ ଆମ୍ବେଦକରଙ୍କୁ କଂଗ୍ରେସ ଦଳ ଅପମାନିତ କରିଥିବା ଅଭିଯୋଗ କରି ସଂସଦରେ ବିଜେପି ସାଂସଦମାନେ ବିରୋଧ କରିଥିଲେ। ଏହି ସମୟରେ ବିଜେପି ସାଂସଦ ପ୍ରତାପ ଚନ୍ଦ୍ର ଷଡଙ୍ଗୀ ରାହୁଲ ଗାନ୍ଧୀଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି […]
ବାଣପୁର: ଭୁବନେଶ୍ବର ନୟାପଲ୍ଲୀ ସ୍ଥିତ ଇଣ୍ଡୋର ଷ୍ଟାଡିୟମ ଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ହୁଇଲଚେୟାର ଫେନସିଂ ଚମ୍ପିୟାନସିପରେ ବିଭିନ୍ନ ଜିଲ୍ଲାର ପୁରୁଷ ଏବଂ ମହିଳା ବର୍ଗରେ ୧୦୦ ରୁ ଉର୍ଦ୍ଧ୍ଵ ପ୍ରତିଯୋଗୀମାନେ ଅଂଶଗ୍ରହଣ କରିଥିଲେ। ସେଥିରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଗ୍ରାମ ବିଷରପାଟଣାର […]
ନୂଆଦିଲ୍ଲୀ: ଡିଜିଟାଲ୍ ଯୁଗରେ ପ୍ରେକ୍ଷାଳୟ ଅପେକ୍ଷା ଲୋକମାନେ OTT ପ୍ଲାଟଫର୍ମ ଉପରେ ଅଧିକ ଆଗ୍ରହ ରକଶ କରୁଛନ୍ତି। ଯେତେ ସହଜ ଏହି OTT ପ୍ଲାଟଫର୍ମଗୁଡିକ ମନୋରଞ୍ଜନ ବିକଳ୍ପ ପ୍ରଦାନ କରେ, ସେମାନେ ମଧ୍ୟ ସମାନ ବେଗରେ ଅଶ୍ଳୀଳତା ବିସ୍ତାର କରୁଛନ୍ତି। ଏଭଳି […]
ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ରାଜ୍ୟସଭାରେ କହିଥିଲେ ଯେ “ବର୍ତ୍ତମାନ ଆମ୍ବେଦକରଙ୍କ ନାମ ନେବା ଏକ ଫ୍ୟାଶନରେ ପରିଣତ ହୋଇଛି। ଯଦି ଆପଣ ଭଗବାନଙ୍କ ନାମ ନେଇଥାନ୍ତେ, ତେବେ ଆପଣ ସାତୋଟି ଜନ୍ମ ପାଇଁ ସ୍ୱର୍ଗକୁ ଯାଇଥାନ୍ତେ।” ଏବେ ଏହି […]
ନୂଆଦିଲ୍ଲୀ: ସଂସଦ ପରିସରରେ ବାବାସାହେବ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ଇଣ୍ଡିଆ ବ୍ଲକ ବିକ୍ଷୋଭ ପ୍ରଦର୍ଶନ କରିଛି। ସେମାନେ ମକର ଦ୍ୱାର ପର୍ଯ୍ୟନ୍ତ ପଦଯାତ୍ରା କରିବେ। ଏହି ସମୟରେ ବିରୋଧୀଦଳର ନେତାମାନେ ରାଜ୍ୟସଭାରେ ବାବାସାହେବ ଆମ୍ବେଦକରଙ୍କ ମନ୍ତବ୍ୟ ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ […]
ଭୁବନେଶ୍ବର: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନ ବାର୍ତ୍ତାଳାପ କରିଛନ୍ତି ନେଦରଲାଣ୍ଡସର ପ୍ରଧାନମନ୍ତ୍ରୀ ଡିକ୍ ସ୍କୁଫ। ଉଭୟ ନେତା ଭାରତ ଓ ନେଦରଲାଣ୍ଡ୍ସ ମଧ୍ୟରେ ଥିବା ଭରସାଯୋଗ୍ୟ ଓ ବହୁମୂଲ୍ୟ ସଂପର୍କକୁ ଦୋହରାଇଥିଲେ ଯାହାକି ଗଣତନ୍ତ୍ର ଓ ଆଇନର ଶାସନ […]
ନୂଆଦିଲ୍ଲୀ/ଭୁବନେଶ୍ୱର: ଏକବିଂଶ ଶତାବ୍ଦୀରେ ଭାରତ ଜ୍ଞାନ ଭିତ୍ତିକ ଅର୍ଥନୀତିର ନେତୃତ୍ୱ ନେବ। ଯେତେବେଳେ ‘ବିକଶିତ ଭାରତ’ର ସ୍ୱପ୍ନ ସାକାର ହେବ, ଏହା କୌଣସି ଗୋଟିଏ ଜାତି କିମ୍ବା ଧର୍ମ ଆଧାରରେ ନୁହେଁ ବରଂ ପ୍ରତ୍ୟେକ ଭାରତୀୟଙ୍କ ପ୍ରଚେଷ୍ଟା ଦ୍ୱାରା ସମ୍ଭବ ହେବ […]