ଆଜିର ଖବର

ଚଣ୍ଡିଗଡ଼: ଜାତୀୟ ସୁରକ୍ଷା ଅଧିନିୟମ ଅନୁଯାୟୀ ଆସାମରେ ଜେଲରେ ଥିବା କଟ୍ଟରପନ୍ଥୀ ଶିଖ ଅମୃତପାଲ ସିଂଙ୍କ ଓକିଲ ବୁଧବାର ଦିନ ଦାବି କରିଛନ୍ତି ଯେ, ସେ (ସିଂ)…

ଭୁବନେଶ୍ଵର: ନିର୍ବାଚନ ସମୟରେ ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନେଇଛନ୍ତି ବିହିତ ପଦକ୍ଷେପ। ସେହି ଅନୁସାରେ ଆଜି ରାଜ୍ୟ ସରକାର ଜାରୀ କରିଛନ୍ତି ଏକ…

ବ୍ରହ୍ମପୁର: ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ସ୍ଥାନୀୟ ଶୀତଳାପଲ୍ଲୀ କ୍ୟାମ୍ପସ୍‌ରେ ଆସନ୍ତା ଏପ୍ରିଲ୍ ୨୮ ତାରିଖ ଦିନ ମଧୁମେହ ରୋଗୀଙ୍କ ନିମନ୍ତେ ସମ୍ପୂର୍ଣ୍ଣ…

ଭୁବନେଶ୍ବର: ଆସନ୍ତାକାଲିଠାରୁ ରାଜ୍ୟରେ ହେବ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଅର୍ଥାତ ଆକାଶରୁ ଖସିବ ଅଗ୍ନି ବର୍ଷା। ଏ ନେଇ ଭୁବନେଶ୍ବର ପାଣିପାଗ ବିଭାଗ ତରଫରୁ ସତର୍କ ସୂଚନା…

ଭୁବନେଶ୍ୱର: ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ କାରଣରୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ହିଟ୍‌ ଷ୍ଟ୍ରୋକ୍ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍‌ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍ ଷ୍ଟ୍ରୋକ୍…

ସମ୍ବଲପୁର: ଗତକାଲି ଓଡିଶାର ପ୍ରତିଷ୍ଠିତ ନାଟ୍ୟକାର ବିନୋଦ ପଶାୟତଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଛନ୍ତି। ଆଜି ତାଙ୍କୁ ତାଙ୍କ ବାସଭବନରେ ସାକ୍ଷାତ କରିଛନ୍ତି…

ବାଲୁଗାଁ( ସୀତାରାମ ଅଗ୍ରୱାଲ): ସାରା ଦେଶରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ରହିଥିବା ବେଳେ ସରକାର ତଥା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଜନସାଧାରଣଙ୍କ ପାଇଁ ପାନୀୟ ଜଳ…

ଭୁବନେଶ୍ୱର: ଉତ୍ତମ ସ୍ୱାସ୍ଥ୍ୟସେବା ଓ ରୋଗୀଙ୍କ ସୁରକ୍ଷା ଉପରେ ଗୁରୁତ୍ବ ଦେଉଥିବା ସମ୍ ଅଲ୍ଟିମେଟ ମେଡିକେୟାର (ସମ୍ମମ୍‌) ସଫଳତାର ଆଉ ଏକ ପାହାଚରେ ପାଦ ଦେଇଛି। ବୁଧବାର…

ଭୁବନେଶ୍ବର: ପାଖେଇଲା ଓଡିଶା ନିର୍ବାଚନ। ଆସନ୍ତା ମେ ୧୩ ତାରିଖରେ ହେବ ଓଡିଶାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏଥିରେ ରାଜ୍ୟର ଚାରିଟି ଲୋକସଭା ଏବଂ ଏହା ଅଧିନରେ…

ନୂଆଦିଲ୍ଲୀ: ଗୁଜୁରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ପରାସ୍ତ କରିଛି। ଜିତିବା ପାଇଁ ଗୁଜୁରାଟ ଟାଇଟାନ୍ସର 225 ରନ୍ ଲକ୍ଷ୍ୟ ଥିଲା, କିନ୍ତୁ 20 ଓଭରରେ 8 ୱିକେଟ୍…

ଭୁବନେଶ୍ୱର: ଭୁବନେଶ୍ୱର ଉତ୍ତର ନିର୍ବାଚନମଣ୍ଡଳୀର ବିଜେପି ନେତା ଓ କର୍ମୀ ଆଜି ଶଙ୍ଖଭବନ ଠାରେ ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ଭୁବନେଶ୍ୱର ମହାନଗର ନିଗମ ମେୟର…

ଭୁବନେଶ୍ୱର: ଆମ ନୀତି ଓ କାର୍ଯ୍ୟଧାରାରେ ପରିବର୍ତନ ଆଣିବା ସହ ସମାଜର ସାମଗ୍ରୀକ ବିକାଶ ପାଇଁ ଉପଯୁକ୍ତ ନେତା ନିର୍ବାଚିତ କରିବାକୁ ହେଲେ ସମସ୍ତ ଭୋଟର ମତଦାନ…

ଭୁବନେଶ୍ୱର: ‘ସ୍ୱଚ୍ଛ ଓ ମୁକ୍ତ ନିର୍ବାଚନ ପ୍ରକ୍ରିୟା ହେଉଛି ଭାରତୀୟ ଗଣତନ୍ତ୍ରର ମୂଳସ୍ତମ୍ଭ। ଭାରତୀୟ ଗଣତନ୍ତ୍ର ସମଗ୍ର ବିଶ୍ୱରେ ଏହାର ମୁକ୍ତ, ଅବାଧ, ନିରପେକ୍ଷ ଓ ତ୍ରୁଟିଶୂନ୍ୟ…

ମୁମ୍ବାଇ: ମହାରାଷ୍ଟ୍ରର ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ତଥା ବାରାମତୀ ଲୋକସଭା ଆସନରୁ ଏନଡିଏ ପ୍ରାର୍ଥୀ ସୁନେତ୍ରା ପାୱାରଙ୍କୁ ଏକ ବଡ଼ ଆଶ୍ଵସ୍ତି ମିଳିଛି। ବାସ୍ତବରେ ମୁମ୍ବାଇ…

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ହାଥରସ ଲୋକସଭା ଆସନରୁ ବିଜେପି ସାଂସଦ ରାଜବୀର ଡିଲରଙ୍କ ହୃଦଘାତରେ ମୃତ୍ୟୁ ଘଟିଛି। ଆଲିଗଡର ଏକ ଡାକ୍ତରଖାନାରେ ଚିକିତ୍ସା ସମୟରେ ବିଜେପି ସାଂସଦଙ୍କ ମୃତ୍ୟୁ…

ଭୁବନେଶ୍ୱର: ଓଡ଼ିଶାରେ ପ୍ରଥମ ଥର ପାଇଁ ସ୍ଥାନୀୟ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ୍‌ର କ୍ଲିନିକାଲ୍ ହେମାଟୋଲୋଜି ବିଭାଗ ପକ୍ଷରୁ ଆକ୍ୟୁଟ୍ ମାଇଲଏଡ ଲ୍ୟୁକୋମିଆ…

ନୂଆଦିଲ୍ଲୀ: ଉତ୍ତରାଖଣ୍ଡରେ ଚାରଧାମ ଯାତ୍ରା ଆରମ୍ଭ ହେବାର ତାରିଖ ଘୋଷଣା କରାଯାଇଛି। ତେଣୁ ଏଥର ଚାର ଧାମ ଯାତ୍ରା ପାଇଁ ଲୋକଙ୍କ ମଧ୍ୟରେ ଉତ୍ସାହ ବଢିବାରେ ଲାଗିଛି।…

ନୂଆଦିଲ୍ଲୀ: କମ ଖର୍ଚ୍ଚ ସଚେତନ ଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର ! ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍…

ନୂଆଦିଲ୍ଲୀ: ଫ୍ରାନ୍ସର ୭୭ତମ କାନ୍ସ ଚଳଚ୍ଚିତ୍ର ମହୋତ୍ସବର ‘ଲା ସିନେଫ୍’ ପ୍ରତିଯୋଗିତାମୂଳକ ବିଭାଗରେ ଭାରତୀୟ ଚଳଚ୍ଚିତ୍ର ଓ ଟେଲିଭିଜନ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ (ଏଫଟିଆଇଆଇ)ର ଛାତ୍ର ଚିଦାନନ୍ଦ…

ନୂଆଦିଲ୍ଲୀ: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ଚଳିତ ଆଇପିଏଲ୍ ସଂସ୍କରଣରେ ବହୁତ ଖରାପ ଚାଲିଛି। ବର୍ତ୍ତମାନ ବେଙ୍ଗାଲୁରୁ ପାଇଁ ପ୍ଲେ ଅଫ୍ ଯିବା କଷ୍ଟକର ହୋଇପଡିଛି। ଦଳ ଏପର୍ଯ୍ୟନ୍ତ…