ଆଜିର ଖବର

ଭୁବନେଶ୍ୱର: ଓଡିଶାର ଜଣାଶୁଣା ବିଶିଷ୍ଟ ଶିଳ୍ପପତି ତଥା ମେଟ୍ରୋ ଗ୍ରୁପ୍ ପ୍ରତିଷ୍ଠାତା ଶ୍ରୀ ପୀୟୁଷ ମହାନ୍ତି ନିଜ ସମର୍ଥକଙ୍କ ଗହଣରେ ବିଜେପିରେ ସାମିଲ ହୋଇଛନ୍ତି । ଶ୍ରୀ…

ନୂଆଦିଲ୍ଲୀ: ସାଧାରଣ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଆସନ୍ତାକାଲି ଠାରୁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ଲୋକସଭା ସାଧାରଣ ନିର୍ବାଚନ ୨୦୨୪ରେ ମତଦାନ ହେବାକୁ…

ମେଷ: – ନୂଆ ପୋଷାକ ପାଇଁ ଖର୍ଚ୍ଚ ହେବ । ଆପଣ ପରୀକ୍ଷା ଏବଂ ସାକ୍ଷାତକାର ଇତ୍ୟାଦିରେ ସଫଳତା ପାଇବେ । ବାହାର ଯାତ୍ରା ଅନୁକୂଳ ଲାଭ ଦେବ ।…

ନୂଆଦିଲ୍ଲୀ: ୨୦୨୪ ଆଇପିଏଲ୍ ର ଅଷ୍ଟମ ମ୍ୟାଚ୍ ରେ ସନରାଇଜର୍ସ ହାଇଦ୍ରାବାଦ ମୁମ୍ବାଇ ଇଣ୍ଡିଆନ୍ସକୁ ୩୧ ରନ୍ ରେ ପରାସ୍ତ କରିଛି। ଏହି ମ୍ୟାଚରେ ହାଇଦ୍ରାବାଦ ପ୍ରଥମେ…

ଭୁବନେଶ୍ଵର: ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ୨୦୨୪ ସାଧାରଣ ନିର୍ବାଚନ ପାଇଁ ରିପୋର୍ଟିଂ କରୁଥିବା ଗଣମାଧ୍ୟମ ପ୍ରତିନିଧିମାନଙ୍କ ପାଇଁ ୱାନ୍ ଷ୍ଟପ୍ ଫେସିଲିଟେସନ୍ ପୋର୍ଟାଲ ଭାବରେ ଅନେକ…

ଭୁବନେଶ୍ୱର: ଆଗାମୀ ନିର୍ବାଚନରେ ବିଜେଡିି ମିଡିଆ ସେଲ କିପରି ଅଧିକ କ୍ରିୟାଶୀଳ ହୋଇ ଦଳର ଭାବମୂର୍ତ୍ତୀ ଓ ଦଳୀୟ ପ୍ରାର୍ଥୀମାନଙ୍କର ବିଜୟ ସମ୍ଭାବନାକୁ ବଢାଇବା ପାଇଁ କାର୍ଯ୍ୟ…

ନୂଆଦିଲ୍ଲୀ: ବାୟୁସେନା ମୁଖ୍ୟ ଏୟାର ମାର୍ଶଲ ଭି.ଆର ଚୌଧୁରୀ ଆଜି କହିଛନ୍ତି ଯେ, ‘ବାଲାକୋଟ ଭଳି କାର୍ଯ୍ୟ’ ସ୍ପଷ୍ଟ କରିଛି ଯେ, ଯଦି ରାଜନୈତିକ ଇଚ୍ଛାଶକ୍ତି ଥାଏ…

ନୂଆଦିଲ୍ଲୀ: ପଞ୍ଜାବର ଜଲନ୍ଧରରୁ ଆମ୍ ଆଦମୀ ପାର୍ଟି (ଏଏପି) ସାଂସଦ ସୁଶୀଲ କୁମାର ରିଙ୍କୁ ଆଜି ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି। ଗତ ବର୍ଷ ଜଲନ୍ଧର…

ରଣପୁର: ଐତିହାସିକ ଗଡ଼ ରଣପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀ ଭାବେ ସତ୍ୟ ନାରାୟଣ ପ୍ରଧାନଙ୍କ ଉପରେ ପୁନର୍ବାର ବିଜେଡି ସୁପ୍ରିମୋ ଭରସା କରିଛନ୍ତି। ରଣପୁର…

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ହାଇକୋର୍ଟରୁ ଆଶ୍ଵସ୍ତି ମିଳିନାହିଁ। କେଜ୍ରିୱାଲ ଗିରଫଦାରୀକୁ ଚ୍ୟାଲେଞ୍ଜ କରି ଦିଲ୍ଲୀ ହାଇକୋର୍ଟରେ ରିମାଣ୍ଡରେ ପଠାଇଥିଲେ ମଧ୍ୟ…

ବାଣପୁର (ସୀତାରାମ ଅଗ୍ରୱାଲ): ଉତ୍କଳୀୟ ସଂସ୍କୃତି ଯେପରି ବିଚ଼ିତ୍ର, ଦେବାଦେବୀଙ୍କ ନୀତିକାନ୍ତି ପର୍ବପର୍ବାଣୀରେ ଜଡିତ ପରମ୍ପରା ମଧ୍ୟ ତାଠାରୁ ଅଧିକ ବିସ୍ମୟ ଓ ବିଚ଼ିତ୍ରମୟ କହିଲେ ଅତ୍ୟୁକ୍ତି…

ଭୁବନେଶ୍ବର: ବିଜେଡି ଆଜି ପୁଣି ବାକିଥିବା ଲୋକସଭା ଆସନର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ମୁଖ୍ୟମନ୍ତ୍ରୀ ତଥା ଦଳର ସଭାପତି ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି।…

ଭୁବନେଶ୍ୱର: ନଅ ମାସ ବ୍ୟବଧାନ ମଧ୍ୟରେ ଏଠାରେ ସମ୍ ଅଲ୍ଟିମେଟ ମେଡିକେୟାର ଠାରେ ଜଣେ ବ୍ରେନ୍ ଡେଡ୍ ବ୍ୟକ୍ତିଙ୍କ ଠାରୁ କେତେକ ଅଂଗ ବାହାର କରାଯାଇ ଦ୍ୱିତୀୟ…

ଭୁବନେଶ୍ବର: ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ମହାକାଳପଡା ଗୋଗୁଆ ପଂଚାୟତର ପଂଚାୟତ ସମିତି ସଦସ୍ୟ ତଥା ବିଜେଡିର ସ୍ଥାନୀୟ ସଂଗଠକ ତଥା ଜିଲ୍ଲା ବାର୍…

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡି ଯାଇଛି। ସୂଚନାନୁସାରେ, ଇଡି ହେପାଜତରେ ଅରବିନ୍ଦ କେଜ୍ରିୱାଲଙ୍କ ସ୍ୱାସ୍ଥ୍ୟ ଖରାପ ହୋଇଯାଇଛି। ତାଙ୍କର ଶର୍କରା ସ୍ତର…

ଭୁବନେଶ୍ୱର: ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଗତ ପାଞ୍ଚ ବର୍ଷରେ ଓଡିଶାକୁ ମିଳିଛି ଉଲ୍ଲେଖନୀୟ ସଫଳତା। ସଫଳ ବିପର୍ଯ୍ୟୟ ପରିଚାଳନା ପାଇଁ ଜାତୀୟ ସ୍ତରରେ ଓଡିଶା ପୁରସ୍କୃତ ହୋଇଛି।…

ଭୁବନେଶ୍ଵର: ୨୦୨୪ ଲୋକସଭା ନିର୍ବାଚନ ପାଇଁ ସବୁ ରାଜନୈତିକ ଦଳ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ତେଣୁ ସମସ୍ତ ଦଳ ଏବେ ନିଜ ନିଜର ପ୍ରାର୍ଥୀ ଘୋଷଣା କରିବାରେ…

ଟାଙ୍ଗୀ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ରାହ୍ମଣ ଡିହ ଗ୍ରାମରେ ଏକ ବଡ ଅଘଟଣ ଘଟିଛି। ପୋଖରୀରେ ଗାଧୋଇବା ବେଳେ ଜଣେ ନାବାଳକ ଛାତ୍ରର ମୃତ୍ୟୁ…

ଭୁବନେଶ୍ଵର: ବାପାଙ୍କ ଅନିଚ୍ଛା ଏବଂ ତାଗିଦ୍ ସତ୍ତ୍ୱେ ସାନ ପୁଅ ବିଜେଡ଼ି ରେ ସାମିଲ ହୋଇଛନ୍ତି। କଂଗ୍ରେସର ବରିଷ୍ଠ ନେତା ତଥା ଜଟଣୀ ବିଧାୟକ ସୁର ରାଉତରାୟଙ୍କ…

ନୂଆଦିଲ୍ଲୀ: ମହାରାଷ୍ଟ୍ରର ମହାବିକାଶ ଅଘାଡିକୁ ପ୍ରକାଶ ଆମ୍ବେଦକର ଏକ ବଡ଼ ଝଟକା ଦେଇଛନ୍ତି। ବଞ୍ଚିତ ବହୁଜନ ଅଘାଡି MVA ସହିତ ମେଣ୍ଟ ଭାଙ୍ଗିଛି। ଗତ କିଛି ଦିନ…

ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା କହିଛନ୍ତି ଯେ, ପାକିସ୍ତାନ ଅଧିକୃତ କାଶ୍ମୀର ହେଉଛି ଭାରତର ଏକ ଅଂଶ ଏବଂ ଏହା ହେଉଛି ବାସ୍ତବତା। ପିଓକେ ର…