ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦିନ ୧୦:୩୦ ସମୟରେ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ୫୧,୦୦୦ରୁ ଅଧିକ ନବ ନିଯୁକ୍ତ ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ବିତରଣ କରିବେ। ଏହି ଅବସରରେ ମଧ୍ୟ ପ୍ରଧାନମନ୍ତ୍ରୀ ରୋଜଗାର ମେଳାକୁ ସମ୍ବୋଧିତ କରିବେ। ରୋଜଗାର ମେଳା […]
ଦିଲ୍ଲୀ: ଧନ୍ୱନ୍ତରୀ ଜୟନ୍ତୀ ଓ ନବମ ଆୟୁର୍ବେଦ ଦିବସ ଅବସରରେ ଆଜି ମଧ୍ୟାହ୍ନ ୧୨ଟା ୩୦ରେ ନୂଆଦିଲ୍ଲୀର ଅଲ୍ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ଆୟୁର୍ବେଦ (ଏଆଇଆଇଏ)ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସ୍ୱାସ୍ଥ୍ୟ କ୍ଷେତ୍ରରେ ୧୨,୮୫୦ କୋଟି ଟଙ୍କାର ବହୁମୁଖୀ ପ୍ରକଳ୍ପର ଶୁଭାରମ୍ଭ, ଉଦଘାଟନ […]
ମେଷ- ଆପଣ ଅନେକ ଉତ୍ସରୁ ଆର୍ଥିକ ଭାବରେ ଉପକୃତ ହେବେ। କେତେକଙ୍କ ପାଇଁ ପରିବାରରେ ନୂତନ ବ୍ୟକ୍ତିଙ୍କ ଆଗମନ ଉତ୍ସବ ଏବଂ ଆନନ୍ଦର ମୁହୂର୍ତ୍ତ ଆଣିଦେବ। ଆପଣଙ୍କ ମନରେ କାର୍ଯ୍ୟର ଚାପ ସତ୍ତ୍ବେ, ଆପଣଙ୍କର ପ୍ରିୟ ଖୁସିର ମୁହୂର୍ତ୍ତ ଆଣିଦେବେ। ମାର୍କେଟିଂ କ୍ଷେତ୍ରରେ […]
ଭୁବନେଶ୍ଵର: ଏକବିଂଶ ଶତାବ୍ଦୀ ଭାରତର ଶତାବ୍ଦୀ। ଚତୁର୍ଥ ଶିଳ୍ପ ବିପ୍ଳବ ସମୟରେ ଭାରତ ପାଖରେ ଦୁନିଆର ଲୋକକଲ୍ୟାଣର ନେତୃତ୍ୱ ନେବା ପାଇଁ ଏକ ଅଭୁତପୂର୍ବ ସୁଯୋଗ ରହିଛି। ଏ ଦିଗରେ ଆଇଆଇଟି, ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନେ ନିଜର ବଡ଼ ଦାୟିତ୍ୱ […]
ମୁମ୍ବାଇ: ରିଲାଏନ୍ସ ଫାଉଣ୍ଡେସନର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ନୀତା ଏମ୍ ଅମ୍ବାନୀ ସାର୍ ଏଚ୍ ଏନ ରିଲାଏନ୍ସ ଫାଉଣ୍ଡେସନ ହସ୍ପିଟାଲର ଦଶମ ବାର୍ଷିକୀ ପାଳନ ଅବସରରେ ରିଲାଏନ୍ସ ଫାଉଣ୍ଡେସନ୍ ପକ୍ଷରୁ ଏକ ନୂତନ ସ୍ୱାସ୍ଥ୍ୟସେବା ଯୋଜନା ଆରମ୍ଭ ଘୋଷଣା କରଛନ୍ତି। ଏହି ଯୋଜନାରେ […]
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ରେ ୨୦୨୪-୨୫ ଶିକ୍ଷା ବର୍ଷ ନିମନ୍ତେ ଡାକ୍ତରୀ ପାଠ୍ୟକ୍ରମରେ ନାମ ଲେଖାଇଥିବା ଏମ୍ବିବିଏସ୍ ଛାତ୍ରଛାତ୍ରୀଙ୍କ ହ୍ୱାଇଟ୍ କୋଟ ଉତ୍ସବ ଆୟୋଜିତ ହୋଇଯାଇଛି। ଗତ ଶନିବାର ଦିନ ଭୁବନେଶ୍ୱର ସ୍ଥିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସେସ […]
ରେଢାଖୋଲ (କନ୍ଦର୍ପ ବେହେରା): ଶ୍ରୀ ଅନ୍ନ ଅଭିଯାନ ଅନୁସାରେ ଶିମିଳିପାଳ ଗ୍ରାମ ପଞ୍ଚାୟତ ପରିସରରେ ମାଣ୍ଡିଆ ଦିବସ ପାଳିତ ହେବାସହିତ ଖାଦ୍ୟ ମେଳା ଓ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥିଲା। ଶିମିଳିପାଳ ପଞ୍ଚାୟତର ସରପଞ୍ଚ ସସ୍ମିତା ପ୍ରଧାନ, ଗ୍ରାମ ପଞ୍ଚାୟତ ଅଧିକାରୀ ବିନୋଦ […]
ରଣପୁର: ନୟାଗଡ ଜ଼ିଲ୍ଲା ରଣପୁର ରେଞ୍ଜରେ ହାତୀଙ୍କ ଉତ୍ପାତ ବଢ଼ିବାରେ ଲାଗିଛି। ହାତୀପଲଙ୍କ ଉପଦ୍ରଵରେ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଥିବାବେଳେ ସନ୍ଧ୍ୟା ହେଲେ ଅଞ୍ଚଳରେ ଭୟରର ବାତାବଣ ସୃଷ୍ଟି ହୋଇଛି। ଭୟଭୀତ ଅବସ୍ଥାରେ ଅଛନ୍ତି ଅଂଚଳବାସି। ଗତ ଦୁଇରୁ ତିନିଦିନ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜ୍ ଆଜି ଗୁଜରାଟର ଭଦୋଦରାସ୍ଥିତ ଟାଟା ଆଡଭାନ୍ସଡ୍ ସିଷ୍ଟମ୍ ଲିମିଟେଡ୍ (ଟିଏଏସଏଲ) କ୍ୟାମ୍ପସରେ ସି- ୨୯୫ ବିମାନ ଉତ୍ପାଦନ ପାଇଁ ଟାଟା ଏୟାରକ୍ରାଫ୍ଟ କମ୍ପ୍ଲେକ୍ସକୁ ମିଳିତ ଭାବେ ଉଦଘାଟନ କରିଛନ୍ତି। […]
ନୂଆଦିଲ୍ଲୀ: ମହାରାଷ୍ଟ୍ରର ଉପତ୍ୟକା ଉପରେ ଅବସ୍ଥିତ ରାୟଗଡ ଦୁର୍ଗରେ ଛତ୍ରପତି ଶିବାଜୀ ମହାରାଜଙ୍କ ରାଜତ୍ୱର ପ୍ରତିଫଳନ ଦେଖିବାକୁ ମିଳୁଛି। ଏକଦା ତାଙ୍କର ସମୃଦ୍ଧ ମରାଠା ସାମ୍ରାଜ୍ୟର ରାଜଧାନୀ ଥିବା ଏହି ପାହାଡ଼ିଆ ଗଡ଼ ସାହସିକତା, ଅଭିନବତା ଏବଂ ବୀରତ୍ୱର କାହାଣୀ ବହନ […]
ଭୁବନେଶ୍ଵର: ସତ୍ୟ ନିଷ୍ଠାର ସଂସ୍କୃତିରୁ ରାଷ୍ଟ୍ରର ସମୃଦ୍ଧିକୁ ପ୍ରୋତ୍ସାହିତ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପରେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଆଜି ପୂର୍ବାହ୍ନରେ ରେଳପଥର ମୁଖ୍ୟାଳୟରେ ରେଳ କର୍ମଚାରୀ ଏବଂ ଅଧିକାରୀମାନଙ୍କୁ ସତ୍ୟନିଷ୍ଠ ଓ ଅଖଣ୍ଡତାର ଶପଥ ଗ୍ରହଣ […]
ଭୁବନେଶ୍ବର: ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜଟଣୀସ୍ଥିତ ବିଞ୍ଚିଗିରିଠାରେ ଜାତୀୟ ଯୋଗ ଓ ପ୍ରାକୃତିକ ଚିକିତ୍ସା ଗବେଷଣା କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ଭିଡିଓ କନଫ୍ରେସିଂ ମାଧ୍ୟମରେ ଏହାର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ। ଏ ନେଇ ଭୁବନେଶ୍ବର […]
ନୂଆଦିଲ୍ଲୀ: ଅନେକ ଲୋକଙ୍କ ମୁହଁରେ କଳା ଦାଗର ସମସ୍ୟା ଥାଏ। ଚର୍ମର ପୃଷ୍ଠରେ ଦୃଶ୍ୟମାନ ହେଉଥିବା ଏହି କଳା ଦାଗଗୁଡ଼ିକ ରାସାୟନିକ ସମୃଦ୍ଧ ଚର୍ମ ଯତ୍ନ ଉତ୍ପାଦ ପ୍ରୟୋଗ କରି, ଅତ୍ୟଧିକ ସୂର୍ଯ୍ୟ କିରଣରେ ରହି କିମ୍ବା ଚର୍ମର ଉପଯୁକ୍ତ ଯତ୍ନ ନ […]
ଜୀବନଶୈଳୀ: ଏକ ଦମ୍ପତି ସେମାନଙ୍କ ପାରସ୍ପରିକ ଝଗଡା ବିଷୟରେ ଅଧିକ ଚିନ୍ତା କରିବା ଉଚିତ୍ ନୁହେଁ। ତଥାପି, ପ୍ରତ୍ୟେକ ଥର ପରିସ୍ଥିତି ଅତ୍ୟନ୍ତ ସ୍ୱାଭାବିକ ନୁହେଁ। କିନ୍ତୁ ଆପଣଙ୍କ ମନରେ କୌଣସି ନକାରାତ୍ମକ ଚିନ୍ତାଧାରା ଆଣିବା ପୂର୍ବରୁ, ଆପଣଙ୍କୁ ମନେ ରଖିବାକୁ ହେବ […]
ନୂଆଦିଲ୍ଲୀ: ଓଲା ଇଲେକ୍ଟ୍ରିକ୍ ସିଇଓ ଭବିଷ ଅଗ୍ରୱାଲ ଏବଂ ହାସ୍ୟ ଅଭିନେତା କୃଣାଲ କାମ୍ରାଙ୍କ ମଧ୍ୟରେ ଆରମ୍ଭ ହୋଇଥିବା ଶବ୍ଦ ଯୁଦ୍ଧ ଏବେବି ଜାରି ରହିଛି। ସୋସିଆଲ ମିଡିଆରେ ଦୁହିଁଙ୍କ ମଧ୍ୟରେ ବିତର୍କ ଏକ ଭିନ୍ନ ସ୍ତରରେ ପହଞ୍ଚିଛି। ଏବେ କୃଣାଲ […]
ନୂଆଦିଲ୍ଲୀ: ଭାରତରେ ବଡ ସ୍ୱିସ୍ କମ୍ପାନୀଗୁଡିକର ନିବେଶ ବୃଦ୍ଧି ପାଉଛି ଏବଂ ଆଗାମୀ ଦିନରେ ଏହି ବିନିଯୋଗ ସଂଖ୍ୟା 100 ବିଲିୟନ ଡଲାରକୁ ଛୁଇଁପାରେ। ଏହାପୂର୍ବରୁ ସ୍ୱିସ୍ କମ୍ପାନୀଗୁଡିକ ଚୀନ୍ ପ୍ରତି ଆଗ୍ରହ ପ୍ରକାଶ କରିଥିଲେ। ମାର୍ଚ୍ଚ ମାସରେ, ୟୁରୋପୀୟ ମୁକ୍ତ […]
ଭୁବନେଶ୍ବର: ସୁଭଦ୍ରା ଟଙ୍କା ନେଇ ଆଜି ଆସିଲା ବଡ ଖବର। ତାହା ହେଲା ଯେ, ସୁଭଦ୍ରା ଯୋଜନାର ପ୍ରଥମ ପର୍ଯ୍ୟାୟର ତୃତୀୟ କିସ୍ତି ଟଙ୍କା ପ୍ରଦାନ କରାଯିବ। ଏ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ କହିଛନ୍ତି ଯେ, […]
ନୂଆଦିଲ୍ଲୀ: ଅଗଷ୍ଟ ୫ ତାରିଖ ୨୦୧୯ରେ ଜାମ୍ମୁ କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ହେବା ପରେ ପାକିସ୍ତାନ ଭାରତ ସହ ସମସ୍ତ ବାଣିଜ୍ୟ ବନ୍ଦ କରି ଦେଇଥିଲା। ତେବେ ଗତ ପାଞ୍ଚ ବର୍ଷ ମଧ୍ୟରେ ପାକିସ୍ତାନର ଅର୍ଥନୀତି ଅତ୍ୟନ୍ତ ନୈରାଶ୍ୟଜନକ ସ୍ଥିତିରେ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଦିଗପହଣ୍ଡି ଥାନା ଅଞ୍ଚଳରେ ବୋମାମାଡ ଓ ଆକ୍ରମଣ ଘଟଣାର ୨୪ ଘଣ୍ଟା ମଧ୍ୟରେ ପୁଣି ସେହି ଅଞ୍ଚଳ ନିକଟସ୍ଥ ପାଟପୁର ଥାନା ଅନ୍ତର୍ଗତ ମୌଳାଭଞ୍ଜା ଗ୍ରାମର ନାଏବ ସରପଞ୍ଚ ବିଟୁ ଗୌଡ଼ଙ୍କ ଘର ଉପରେ ବୋମାମାଡ଼ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗତ ଜୁନ୍ ମାସରେ ବେଗୁନିଆ ପଡ଼ା ଥାନା ଅନ୍ତର୍ଗତ ତାଳସର ପଞ୍ଚାୟତର ଜନୈକା ମହିଳାଙ୍କୁ ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ମୁନା ଗୌଡ଼ ନାମକ ଜଣେ ଯୁବକ ଦୁଷ୍କର୍ମ କରି ଫେରାର ହୋଇଯାଇଥିଲା। ପୀଡ଼ିତା ମହିଳାଙ୍କ ଅଭିଯୋଗ […]
ନୂଆଦିଲ୍ଲୀ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ସୋଲାପୁର ଜିଲ୍ଲାର ବାର୍ସିରୁ ସ୍ୱାଧୀନ ବିଧାୟକ ରାଜେନ୍ଦ୍ର ରାଉତ ଶିବସେନାରେ ଯୋଗ ଦେଇଛନ୍ତି। ସେ ରବିବାର ରାତିରେ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ଉପସ୍ଥିତିରେ ଶିବସେନାର ସଦସ୍ୟତା ଗ୍ରହଣ କରିଛନ୍ତି। ଉଲ୍ଲେଖ ଯୋଗ୍ୟ ଯେ, ଗତ […]