ନୂଆଦିଲ୍ଲୀ / ଭୁବନେଶ୍ୱର: ରିଲାଏନ୍ସ ଫାଉଣ୍ଡେସନ ଏବଂ ଜାତୀୟ ଦକ୍ଷତା ବିକାଶ ନିଗମ (ଏନଏସଡିସି) ମଧ୍ୟରେ ଏକ ସହଯୋଗିତା ସ୍ଥାପନ ହୋଇଛି। ଏଥିରେ ୫ ଲକ୍ଷ ଭାରତୀୟ…
ଆଜିର ଖବର
କଟକ/ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ଆଜି ଅପରାହ୍ଣରେ କଟକ ଗସ୍ତ ପୂର୍ବକ ସିଡିଏକୁ ସଂଯୋଗ କରୁଥିବା ପେଟାନାଳ ସମେତ ବିଜୁ ପଟ୍ଟନାୟକ…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦୋହାର ଅମିରି ପ୍ୟାଲେସରେ କତାରର ମହାମହିମ ଶେଖ୍ ତମିମ୍ ବିନ୍ ହମାଦ ଅଲ୍ ଥାନିଙ୍କୁ ଭେଟିଛନ୍ତି। ଅମିରି ପ୍ୟାଲେସରେ ପହଞ୍ଚିବା…
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଜଂକିଆ ପଞ୍ଚାୟତ ମୁଣ୍ଡାଆମ୍ବ ମୌଜାରେ ଇଡକୋ ପକ୍ଷରୁ ବିଭିନ୍ନ କମ୍ପାନୀକୁ ଜମି ଆବଣ୍ଟନ କରାଯାଇଥିବାବେଳେ ବରୁଣ ବେଭେରଜ ପ୍ରାଇଭେଟ୍ ଲିମିଟେଡ, ନେସେଲେ, ବର୍ଜର,…
ଭୁବନେଶ୍ଵର: ଓଡ଼ିଶାର ସମୃଦ୍ଧି ପାଇଁ ଉନ୍ନତ ଯୋଗାଯୋଗକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ଶ୍ରୀ ନୀତିନ ଗଡକରୀ ଆଜି ପୁରୀ…
ନୂଆଦିଲ୍ଲୀ: ମହାରାଷ୍ଟ୍ରର ଏନସିପି ବିଧାୟକଙ୍କ ଅଯୋଗ୍ୟତା ମାମଲାରେ ଏହି ନିଷ୍ପତ୍ତି ନିଆଯାଇଛି। ବାଚସ୍ପତି ରାହୁଲ ନାର୍ଭେକର କହିଛନ୍ତି ଯେ, ଅଜିତଙ୍କ ଦଳର ୪୧ ଜଣ ବିଧାୟକଙ୍କ ସମର୍ଥନ…
ରଣପୁର: ଆଗାମୀ ବିଧାନସଭା ନିର୍ବାଚନକୁ ଆଖି ଆଗରେ ରଖି ନୟାଗଡ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ନିର୍ଦ୍ଦେଶ କ୍ରମେ ସାରା ଜିଲ୍ଲାରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ କଡାକଡି କରାଯାଇଛି।…
ଭୁବନେଶ୍ୱର: ଗତ ଫେବୃୟାରୀ ୧୩ ତାରିଖ ଦିନ କଟକରେ ଶେଷ ହୋଇଥିବା ଦ୍ୱିତୀୟ ଓଡିଶା ଆନ୍ତଃ ବିଶ୍ୱବିଦ୍ୟାଳୟ କ୍ରୀଡା ପ୍ରତିଯୋଗିତାରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟରପୁରୁଷ…
ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା)ର ଆହ୍ୱାନରେ ଚାଲିଥିବା ଅହୋରାତ୍ର ଗଣଧାରଣା ନବମ ଦିବସରେ ଉପନୀତ ହୋଇଛି। ଆଜି ପର୍ଯ୍ୟନ୍ତ ଅନୁଦାନ ପାଇନଥିବା ବିଦ୍ୟାଳୟକୁ…
କଟକ: ଓଡିଆ ଚଳଚିତ୍ରର ଅଭିନେତା ତଥା କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତିଙ୍କ ବାପା ଅଭୟ ମହାନ୍ତିଙ୍କ ପରଲୋକ ହୋଇଯାଇଛି। କଟକସ୍ଥିତ ନନ୍ଦିସାହିରେ ଥିବା ତାଙ୍କ ବାସଭବନରେ ପରଲୋକ…
ଭୁବନେଶ୍ଵର: ଭୁବନେଶ୍ଵର ମଦନପୁରସ୍ଥିତ ନିସ୍ ଶିକ୍ଷାନୁଷ୍ଠାନର ୨୫ ବର୍ଷ ପୁର୍ତ୍ତି ଉପଲକ୍ଷେ ରୌପ୍ୟ ଜୟନ୍ତୀର ଶୁଭ ଉଦ୍ଘାଟନ ଉତ୍ସବ ମହା ସମାରୋହରେ ପାଳିତ ହୋଇଯାଇଅଛି। ଉକ୍ତ ଉତ୍ସବରେ…
ଭୁବନେଶ୍ବର: ପୁଣି ଥରେ ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତା 29 ତାରିଖରେ ସେ ତାଙ୍କ ଜିଲ୍ଲା ମୟୁରଭଂଜ ଗସ୍ତରେ ଆସୁଛନ୍ତି ବୋଲି ସୂଚନା ମିଳିଛି।…
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ (ସୋଆ) ର ଛଅ ଜଣ ଛାତ୍ରଛାତ୍ରୀ ଓ ଜଣେ ଫ୍ୟାକଲ୍ଟି ଆସନ୍ତା ମାର୍ଚ୍ଚ ମାସ ୩ ତାରିଖ ରୁ ୬…
ଭୁବନେଶ୍ବର: ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଉଥିବା ବ୍ୟକ୍ତିଙ୍କ ତ୍ୟାଗ ଓ ସାହସର ସ୍ୱୀକୃତି ସ୍ୱରୂପ ସେମାନଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ…
ଭୁବନେଶ୍ଵର: ତରୁଣ ବୟସର ପିଲାଙ୍କ ପାଇଁ ମନୋରଞ୍ଜନର ଖୁରାକ ଯୋଗାଇ ବହୁତ ଚର୍ଚ୍ଚା ରେ ଏବେ ଯୁବ ସିନେ ନିର୍ଦ୍ଦେଶକ ରାଜା ଡ଼ି। ଅନେକ ସଫଳ ମ୍ୟୁଜିକ…
ନୂଆଦିଲ୍ଲୀ: ମହାଭାରତରେ ଶ୍ରୀକୃଷ୍ଣଙ୍କ ଭୂମିକାରେ ଅଭିନୟ କରି ପ୍ରସିଦ୍ଧ ହୋଇଥିବା ନୀତୀଶ ଭରଦ୍ୱାଜ ତାଙ୍କ ବ୍ୟକ୍ତିଗତ ଜୀବନ ହେତୁ ଆଜିକାଲି ଖବରରେ ଅଛନ୍ତି। ଖବର ରହିଛି ଯେ,…
କୋଲକାତା: ଜାତୀୟ ସ୍ତରର ପ୍ରତିଷ୍ଠିତ ସାମ୍ବାଦିକା ସାଗରିକା ଘୋଷ ଆଜି ତୃଣମୂଳ କଂଗ୍ରେସେର ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି। ପୂର୍ବରୁ ଦଳ ତାଙ୍କ ନାମ…
ନୂଆଦିଲ୍ଲୀ: ରାଏବରେଲିର ପୂର୍ବତନ କଂଗ୍ରେସ ସଭାପତି ତଥା ଲୋକସଭା ସାଂସଦ ସୋନିଆ ଗାନ୍ଧୀ ବର୍ତ୍ତମାନ ରାଜ୍ୟସଭା ଯିବାକୁ ପ୍ରସ୍ତୁତ ଅଛନ୍ତି। ସେ ରାଜସ୍ଥାନରୁ ରାଜ୍ୟସଭା ଯାଉଛନ୍ତି, ତେଣୁ…
ଭୁବନେଶ୍ବର: ବହୁ ବାଦ ବିବାଦ, ବହୁ ଚର୍ଚ୍ଚା ପରେ ଆଜି ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ। ବିଜେପିର ପ୍ରାର୍ଥୀ ଭାବେ…
ଭୁବନେଶ୍ବର: ବହୁ ଦିନ ପରେ ଆଜି ଇଡି ବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଆରମ୍ଭ କରିଛି ଚଢାଉ। ଆଜି ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ ସମାଲଙ୍କ ଘରେ ଇଡି ର…
ନୂଆଦିଲ୍ଲୀ: କଂଗ୍ରେସର ପୂର୍ବତନ ସଭାପତି ସୋନିଆ ଗାନ୍ଧୀ ରାଜସ୍ଥାନରୁ ରାଜ୍ୟସଭା ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହା ପରେ ସ୍ପଷ୍ଟ ହୋଇଛି ଯେ, ସେ ଲୋକସଭା ନିର୍ବାଚନରେ…

