ଆଜିର ଖବର

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ୧୬ ନମ୍ବର ଜାତୀୟ ରାଜପଥ ସୁବୁଦ୍ଧିପାଟଣା ଗ୍ରାମ ଛକରେ ଏକ ମର୍ମନ୍ତୁଦ ସଡକ ଘଟଣା ଘଟିଯାଇଛି। ଏକ…

ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ଼, ଭାୟାକମ୧୮ ମିଡ଼ିଆ ପ୍ରାଇଭେଟ ଲିମିଟେଡ଼ ଏବଂ ୱାଲ୍ଟ ଡିଜନି ପକ୍ଷରୁ ଭାୟାକମ୧୮ ଓ ଷ୍ଟାର ଇଣ୍ଡିଆ ପ୍ରାଇଭେଟ ଲିମିଟେଡ଼ ର ବ୍ୟବସାୟକୁ…

ନୂଆଦିଲ୍ଲୀ: ବାର୍ଷିକ ଚୁକ୍ତିନାମା ତାଲିକା ବିସିସିଆଇ ପ୍ରକାଶ କରିଛି। ୨୦୨୩-୨୪ ଋତୁ ପାଇଁ ପ୍ରକାଶିତ ଏହି ତାଲିକାରେ ଶ୍ରେୟସ୍ ଆୟର୍ ଏବଂ ଇଶାନ୍ କିଶାନଙ୍କ ନାମ ଅନ୍ତର୍ଭୂକ୍ତ…

ଭୁବନେଶ୍ବର: ଆଇଏଏସ ସ୍ତରରେ ବୁଧବାର ଦିନ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଏଥିରେ ତିନିଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ବଦଳି କରାଯାଇଛି। ସେହି ଜିଲ୍ଲାଗୁଡିକ ହେଲା ବାଲେଶ୍ଵର, ମୟୂରଭଞ୍ଜ…

ଭୁବନେଶ୍ବର: ବର୍ତ୍ତମାନ ଟିକେଟ ରାଜନୀତିରେ ସତ୍ୟବାଦୀ ନିର୍ବାଚନ ମଣ୍ଡଳି ଏକ ବଡ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। କାରଣ ଏହି ନିର୍ବାଚନ ମଣ୍ଡଳିରୁ ଟାଣୁଆ ନେତା ସଂଜୟ ଦାସ…

ଚେନ୍ନାଇ: ତାମିଲନାଡୁର ଡିଏମକେ ସରକାରଙ୍କ ବିଜ୍ଞାପନରେ ଚୀନ୍ ପତାକା ବ୍ୟବହାର ଯୋଗୁଁ ରାଜନୀତି ତୀବ୍ର ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାମିଲନାଡୁ ଗସ୍ତର ଦ୍ୱିତୀୟ ଦିନରେ ବୁଧବାର…

ମେଷ- ଆପଣଙ୍କର ବକ୍ତବ୍ୟରେ ମୃଦୁତା ରହିବ, କିନ୍ତୁ ପ୍ରକୃତିରେ କ୍ରୋଧ ମଧ୍ୟ ହୋଇପାରେ । ଯାହା ଆପଣଙ୍କ ସମ୍ପର୍କ ଉପରେ ପ୍ରଭାବ ପକାଇପାରେ, ତେଣୁ ସତର୍କ ରୁହନ୍ତୁ…

ଭୁବନେଶ୍ଵର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି (୨୮ ଫେବ୍ରୁଆରୀ ୨୦୨୪) ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରଠାରେ କେନ୍ଦ୍ର ସରକାରଙ୍କ ଅବକାଶ ନିବାସ ଏବଂ କ୍ରୀଡ଼ା କମ୍ପ୍ଲେକ୍ସର ଭିତ୍ତିପ୍ରସ୍ତର ସ୍ଥାପନ…

ଭୁବନେଶ୍ଵର: ଅମୃତ ଭାରତ ଷ୍ଟେସନ ଯୋଜନାରେ ପୁନଃବିକଶିତ ହେଉଥିବା ଷ୍ଟେସନ କୋଠାର ଡିଜାଇନ୍ ସ୍ଥାନୀୟ ସଂସ୍କୃତି, ଐତିହ୍ୟ ଏବଂ ସ୍ଥାପତ୍ୟରୁ ଅନୁପ୍ରାଣିତ ହେବା ପାଇଁ ସ୍ଥିର କରାଯାଇଥିବା…

ଭୁବନେଶ୍ବର: ଏବେ ରେଙ୍ଗାଲି ଠାରେ ସମଲେଶ୍ୱରୀ ଏକ୍ସପ୍ରେସ ରହଣି କରିବ। ଏହାସହିତ ପୁରୀ-ଦୁର୍ଗ ଏକ୍ସପ୍ରେସ ଲୋଇସିଙ୍ଗା ଏବଂ ମୁରିବାହାଲ ଠାରେ ରହଣି କରିବ। ନିମ୍ନରେ ପ୍ରଦତ୍ତ ଦୁଇଟି…

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥ ଓ କର୍ପୋରେଟ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣ ଆସନ୍ତାକାଲି ଉତ୍ତର ପୂର୍ବଞ୍ଚଳ ରାଜ୍ୟମାନଙ୍କ ପାଇଁ ଉଦ୍ଦିଷ୍ଟ ଲ୍ୟାଣ୍ଡ କଷ୍ଟମ୍ସ କେନ୍ଦ୍ର ଓ ଏଥିରେ…

ନୂଆଦିଲ୍ଲୀ: ଆଜି କେନ୍ଦ୍ରରେ ମୋଦୀ ସରକାର ମୁସଲିମ କନ୍ଫରନ୍ସେ ଜମ୍ମୁ କାଶ୍ମୀର (ସୁମଜୀ ଗୋଷ୍ଠୀ) ଏବଂ ମୁସଲିମ କନ୍ଫରନ୍ସେ ଜମ୍ମୁ କାଶ୍ମୀର (ଭଟ ଗୋଷ୍ଠୀ) କୁ ପ୍ରତିବନ୍ଧିତ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କୃଷକମାନଙ୍କ ପାଇଁ ସମ୍ମାନ ନିଧି ଘୋଷଣା କରିଛନ୍ତି। ଏହା ଅଧୀନରେ ୨୦୦୦ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ପଠାଯିବ। ୟବତମାଲରେ ଏକ…

ନୂଆଦିଲ୍ଲୀ: ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବିସିସିଆଇ ଇଶାନ କିଶନ ଏବଂ ଶ୍ରେୟାସ ଆୟରଙ୍କୁ କେନ୍ଦ୍ରୀୟ ଚୁକ୍ତି ତାଲିକାରୁ ହଟାଇ ଦେଇଛି। ଲଗାତାର ଚେତାବନୀ ସତ୍ତ୍ୱେ ଇଶାନ…

ଭୁବନେଶ୍ୱର: ରାଜଧାନୀରେ ନୂତନ କରି ଆରମ୍ଭ ହୋଇଥିବା ମଲ୍ଟି ସୁପର୍ ସ୍ପେଶାଲିଟି କ୍ୱାର୍ଟରନାରୀ କେୟାର ହସ୍ପିଟାଲ ସମ୍ ଅଲ୍ଟିମେଟ୍ ମେଡିକେୟାର ଜନସାଧାରଣଙ୍କୁ ଉତ୍ସର୍ଗୀକୃତ ସ୍ୱାସ୍ଥ୍ୟସେବା ଯୋଗାଇବାରେ ଫେବୃଆରୀ…

ନୂଆଦିଲ୍ଲୀ: ସମାଜବାଦୀ ପାର୍ଟି ନେତା ତଥା ପୂର୍ବତନ ୟୁପି ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବଙ୍କ ସମସ୍ୟା ବଢିପାରେ। ଖଣି ଦୁର୍ନୀତିରେ ଜେରା କରିବା ପାଇଁ ସିବିଆଇ ତାଙ୍କୁ ଫେବୃଆରୀ…

ନୂଆଦିଲ୍ଲୀ: ହିମାଚଳ ପ୍ରଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ମଧ୍ୟରେ କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ବିଜେପିକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି ଯେ, ଯଦି…

ଭୁବନେଶ୍ୱର: ବାଇକ୍ ଟ୍ୟାକ୍ସି ଡ୍ରାଇଭର୍ସ ଆସୋସିଏସନ୍ ପକ୍ଷରୁ ମାଷ୍ଟର କ୍ୟାଂଟିନଠାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିସହିତ ସହର ଭିତରେ ଶାନ୍ତିପୂର୍ଣ୍ଣ ଭାବେ ବାଇକ୍ ଟ୍ୟାକ୍ସି ଚଳାଚଳ ପାଇଁ…

ନୂଆଦିଲ୍ଲୀ: ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ନିଜ ପଦରୁ ଇସ୍ତଫା ଦେଇପାରନ୍ତି। କଂଗ୍ରେସ ହାଇକମାଣ୍ଡ ପଠାଇଥିବା ପର୍ଯ୍ୟବେକ୍ଷକଙ୍କ ସାମ୍ନାରେ ସେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା…

ନୂଆଦିଲ୍ଲୀ: ରାଜ୍ୟସଭା ନିର୍ବାଚନରେ ​​ପରାଜୟ ପରେ ହିମାଚଳର ସୁଖୁ ସରକାର ବିପଦରେ ଅଛି। ବିଜେପି ବିଧାୟକଙ୍କ ଏକ ପ୍ରତିନିଧି ଦଳ ଆଜି ରାଜ ଭବନ ପରିଦର୍ଶନ କରି…

ଭୁବନେଶ୍ବର: ଆଗାମୀ ଲୋକସେବା ଏବଂ ବିଧାନସଭା ସାଧାରଣ ନିର୍ବାଚନ ୨୦୨୪ କୁ ଦୃଷ୍ଟିରେ ରଖି ରାଜ୍ୟରେ ଥିବା ବିଭିନ୍ନ ପ୍ରବର୍ତ୍ତନ ସଂସ୍ଥା (ଏନଫୋର୍ସମେଣ୍ଟ ଏଜେନ୍ସି) ମାନଙ୍କ ସହିତ…