ମୁମ୍ବାଇ: ଶ୍ରଦ୍ଧା କପୁର ଏବଂ ରାଜକୁମାର ରାଓଙ୍କ ଫିଲ୍ମ ‘ସ୍ତ୍ରୀ୨’ ବକ୍ସ ଅଫିସରେ ରେକର୍ଡ ସୃଷ୍ଟି କରୁଛି। ଏହି ଚଳଚ୍ଚିତ୍ରଟି ଦକ୍ଷିଣ ଏବଂ ବଲିଉଡର ଅନେକ ଚଳଚ୍ଚିତ୍ର ସହିତ ମୁକ୍ତିଲାଭ କରିଥିଲା, କିନ୍ତୁ ‘ସ୍ତ୍ରୀ୨’ ସମସ୍ତଙ୍କୁ ପଛରେ ପକାଇ ଆଗକୁ ବଢୁଛି। […]
ନୂଆଦିଲ୍ଲୀ: ଭାରତୀୟ ବଜାରରେ ଯାନବାହାନ ଉପରେ ଅନେକ ପ୍ରକାରର ଅଫର ଦିଆଯାଏ। ଲୋକମାନେ ଏହି ଅଫରର ସୁଯୋଗ ନେଇ ଲକ୍ଷ ଲକ୍ଷ ଟଙ୍କା ସଞ୍ଚୟ କରିପାରିବେ। ଏଥିସହିତ କମ୍ପାନୀ ଭାରତୀୟ ବଜାରର ଲୋକପ୍ରିୟ କାର ମାରୁତି ବଲେନୋର ସିଏନଜି ଭାରିଆଣ୍ଟକୁ ଟିକସମୁକ୍ତ […]
ଭୁବନେଶ୍ୱର: ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଜାହାଜ ନିର୍ମାଣ ଓ ଏହାର ପୁନଃଚକ୍ରଣ ବିଷୟରେ ଏକ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ କଲ୍ୟାଣ, ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ-ସୂର୍ଯ୍ୟ ଘର ମୁକ୍ତ ବିଜୁଳି ଯୋଜନା ଅଧୀନରେ ‘ଆଦର୍ଶ ସୌର ଗ୍ରାମ’ର କାର୍ଯ୍ୟକାରିତା ନିମନ୍ତେ ମାର୍ଗଦର୍ଶିକା ନୂତନ ଏବଂ ଅକ୍ଷୟ ଶକ୍ତି ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶ ପାଇଛି। ‘ଆଦର୍ଶ ସୌର ଗ୍ରାମ’ ଯୋଜନା ଅଧୀନରେ ସମଗ୍ର ଭାରତରେ ପ୍ରତି ଜିଲ୍ଲାରେ […]
ଭୁବନେଶ୍ୱର: ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣ ଚନ୍ଦ୍ର ମହାପାତ୍ର ଆଜି ଓଡିଶା ରାଜ୍ୟ ଗୃହ ନିର୍ମାଣ ବୋର୍ଡର ସମୀକ୍ଷା କରିଛନ୍ତି। ଖାରବେଳ ଭବନରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ଗୃହ ନିର୍ମାଣ ବୋର୍ଡର ବର୍ତ୍ତମାନର […]
ଭୁବନେଶ୍ବର: ଆଜି ସକାଳୁ ଆର ଆଣ୍ଡ ବି ର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ର ଘରେ ଚଢାଉ କରାଯାଇଥିଲା। ଏହି ଚଢାଉ ବେଳେ ତାଙ୍କ ଘରୁ ଯାହା ମିଳିଛି ତାହାଲ ଦେଖି ଭିଜିଲାନ୍ସ ତାଜୁବ ହୋଇଛି। ସକାଳୁ ଚଢାଉ କରାଯାଇଥିବା […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଟେଲିଫୋନ ଯୋଗେ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଙ୍କ ସହିତ ଆଲେଚନା କରି ଆଳୁ ଯୋଗାଣ ସମସ୍ୟା ଦୂର କରିବାକୁ ଅନୁରୋଧ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଲେ ଯେ ଦିଲ୍ଲୀରେ ଆପଣଙ୍କ […]
ରିପୋର୍ଟ-ହରପ୍ରସାଦ ମହାପାତ୍ର ଭୁବନେଶ୍ବର: ଓଡ଼ିଶାର ୩୦ଟି ପ୍ରେକ୍ଷାlଳୟରେ ମୁକ୍ତିଲାଭ କରିଛି ବହୁ ପ୍ରତୀକ୍ଷିତ ଓଡ଼ିଆ ସିନେମା ‘ଭଗିଆ ଭାରିଯା’। ଭୁବନେଶ୍ୱରରେ ସମୁଦାୟ ୬ଟି ସୋ’ରେ ପ୍ରଦର୍ଶନ ଜାରି ରଖିଥିବା ବେଳେ ସ୍ଥାନୀୟ ମହାରାଜା ହଲ ରେ ଏହାର ପ୍ରିମିୟର ସୋ ‘ […]
ଭୁବନେଶ୍ୱର: ଓଡ଼ିଶାରେ ଖୋଲିଛି ଭାରତର ପ୍ରଥମ ୨୪ ଘଣ୍ଟିଆ ଅନ୍ନପୂର୍ତ୍ତି ‘ଶସ୍ୟ ଏଟିଏମ୍’।ଏହାକୁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ୱରଠାରେ ଏହି ‘ଶସ୍ୟ ଏଟିଏମ୍’କୁ ଉଦ୍ଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମ ରାଜ୍ୟ […]
ଭୁବନେଶ୍ବର: ଜିଓର ସୁଲଭ ୪ଜି ଫିଚର୍ ଫୋନ୍ ଜିଓଭାରତ ୪ଜି ମୋବାଇଲ୍ ଦେଶର ୨ଜି ଏବଂ ୩ଜି ଗ୍ରାହକଙ୍କ ପାଇଁ ଏକ ବରଦାନ ସଦୃଶ ହୋଇଛି। ଦେଶରେ ୨ଜି ଏବଂ ୩ଜି ବ୍ୟବହାର କରୁଥିବା ଏକ କୋଟିରୁ ଅଧିକ ଗ୍ରାହକ ଜିଓଭାରତ […]
ଭୁବନେଶ୍ୱର: ଆଫ୍ରିକାର ବ୍ୟବସାୟିକ ଦୃଶ୍ୟପଟ୍ଟରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ବହନ କରିଥିବା ଭାରତୀୟ ଆଇଟି କମ୍ପାନୀ ସିଏସ୍ଏମ୍ ଟେକ୍, ଏକ ଭିନ୍ନ ତଥା ଅତ୍ୟାଧୁନିକ ମାନବ ସମ୍ବଳ ପରିଚାଳନା ସୂଚନା ପ୍ରଣାଳୀ (HRMIS) ସହାୟତାରେ ଗାମ୍ବିଆରେ ଶାସନ ପରିଚାଳନା କ୍ଷେତ୍ରରେ ଏକ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଆଜି ଲୋକସେବା ଭବନରେ କେନ୍ଦ୍ର କୋଇଲା ବିଭାଗ ସଚିବ ଶ୍ରୀ ଅମ୍ରିତ ଲାଲ ମୀନା ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଶ୍ରୀ ମୀନାଙ୍କ ସହିତ କୋଲ୍ ଇଣ୍ଡିଆର ଅଧ୍ୟକ୍ଷ ଶ୍ରୀ ପି.ଏମ୍ […]
ମୁମ୍ବାଇ / ଭୁବନେଶ୍ୱର: ଦେଶର ସର୍ବବୃହତ ଘରୋଇ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ୨୦୨୩-୨୪ ଆର୍ଥିକ ବର୍ଷରେ ସରକାରୀ ରାଜକୋଷରେ ମୋଟ ୧ଲକ୍ଷ ୮୬ ହଜାର ୪୪୦ କୋଟି ଟଙ୍କା ଟିକସ ପ୍ରଦାନ କରିଛି। ଗତ ବର୍ଷ ତୁଳନାରେ ଏହା ୯ ହଜାର […]
ଭୁବନେଶ୍ବର: ଭାରତୀୟ ରେଳବାଇର ସବୁଜ ପଦକ୍ଷେପ ନୀତି ଅନୁଯାୟୀ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ ବିଭିନ୍ନ ଷ୍ଟେସନ ଏବଂ ସର୍ଭିସ ବିଲଡିଙ୍ଗର ଛାତ ଉପରେ ସୌରଶକ୍ତି ଅଥବା ସୋଲାର ପାୱାର ପ୍ଲାଣ୍ଟ ସ୍ଥାପନ କରିବାକୁ ଯୋଜନା କରିଥିବାବେଳେ ରେଳପଥ ପରିସୀମା […]
ଭୁବନେଶ୍ବର: ବିକଶିତ ଓଡିଶାର ସ୍ୱପ୍ନକୁ ସାକାର କରିବା ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ନୀତି ଆୟୋଗ ଆଗେଇ ଆସିଛି। ଆଜି ଲୋକସେବା ଭବନରେ ନୀତି ଆୟୋଗର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ବି.ଭି.ଆର୍ ସୁବ୍ରମନିୟମ୍ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ […]
ନୂଆଦିଲ୍ଲୀ: ଆଜି ସଂସଦ ଅଧିବେଶନ ଚାଲିଥିବା ବେଳେ ବାହାରେ ଚାଲିଛି ବିକ୍ଷୋଭ। ଏହି ବିକ୍ଷୋଭ କରିଛନ୍ତି ଇଣ୍ଡି ମେଣ୍ଟ। ଏଥିରେ ସାମିଲ ହୋଇଛନ୍ତି ବିରୋଧୀ ଦଳର ନେତା ରାହୁଳ ଗାନ୍ଧୀ। ତେବେ ଲୋକସଭା ଚାଲିଥିବା ବେଳେ ଏହି ମେଣ୍ଟ କଣ ପାଇଁ […]
ଭୁବନେଶ୍ୱର: କେନ୍ଦ୍ର ଶ୍ରମ ଓ ନିୟୋଜନ ମନ୍ତ୍ରଣାଳୟ ପକ୍ଷରୁ ବିଡ଼ି, ସିନେ ଓ ଖଣି (କୋଇଲାକୁ ଛାଡ଼ି) ଶ୍ରମିକଙ୍କ ପିଲାମାନଙ୍କ ପାଇଁ ବାର୍ଷିକ ଛାତ୍ରବୃତ୍ତି ପ୍ରଦାନ କରାଯାଉଛି। ଆଗ୍ରହୀ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ଠାରୁ ଯୋଜନା ପାଇଁ ଆବେଦନ ଆହ୍ୱାନ କରାଯାଇଛି। […]
ଭୁବନେଶ୍ବର: ଶେଷରେ ଭିଜିଲାନ୍ସ ଦ୍ବାରା ଗିରଫ ହେଲେ କୋଟିପତି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥ। ସେ କଟକ ଓବିସିସି ର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ଭାବେ କାର୍ଯ୍ୟ କରୁଥିଲେ। ଗତକାଲି ତାଙ୍କର ଅୟବର୍ହିଭୂତ ସଂପତ୍ତି ଥିବା ଅଭିଯୋଗ ନେଇ ଭିଜିଲାନ୍ସ ଚଢାଉ କରିଥିଲା। […]
ନୂଆଦିଲ୍ଲୀ: ୨୦୧୨ ମଇ ୧୦ ତାରିଖରେ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଦେଶର ସମସ୍ତ ରାଜ୍ୟ ପାଇଁ କୋଇଲା ଉପରେ ରୟାଲଟି ହାର କାରବାର ମୂଲ୍ୟର ୧୪% ଧାର୍ଯ୍ୟ କରାଯାଇଛି । ଏଥିରେ ପଶ୍ଚିମବଙ୍ଗ ରାଜ୍ୟକୁ ବାଦ୍ ଦିଆଯାଇଛି ଯେଉଁଠାରେ ରୟାଲ୍ଟି ହାର […]
ଭୁବନେଶ୍ୱର: ଭାରତ ସରକାରଙ୍କ ଅଧୀନରେ ଜିଏସଟି କାଉନ୍ସିଲ ଗଠନ କରାଯାଇଛି। ଏଥିରେ ଦେଶର ବିଭିନ୍ନ ରାଜ୍ୟର ମନ୍ତ୍ରୀମାନଙ୍କୁ ସଦସ୍ୟ ଭାବେ ଚୟନ କରାଯାଇଛି। ଆମ ରାଜ୍ୟ ଓଡିଶାରୁ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏହି ସମ୍ମାନନୀୟ ପରିଷଦର ସଦସ୍ୟ ରୂପେ […]
ନୂଆଦିଲ୍ଲୀ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ଼ ଫର୍ଚ୍ୟୁନ୍ ଗ୍ଲୋବାଲ୍ ୫୦୦ ତାଲିକାରେ ୨ ସ୍ଥାନ ଉପରକୁ ଉଠି ୮୬ ତମ ସ୍ଥାନକୁ ଉନ୍ନୀତ ହୋଇଛି। ଗତ ତିନିବର୍ଷ ମଧ୍ୟରେ ତାଲିକାରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ୬୯ ଟି ସ୍ଥାନ ଉପରକୁ ଉଠିଛି। ୨୦୨୧ ମସିହାରେ, […]