ଭୁବନେଶ୍ବର, ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୭ ଜିଲ୍ଲାରେ ଭିନ୍ନ ଭିନ୍ନ ୧୨ଟି ପ୍ରକଳ୍ପର ଶୁଭାରମ୍ଭ ସହ ଭୂମି ପୂଜନ କରିବେ। ଏହି ପ୍ରକଳ୍ପ ଦ୍ଵାରା ରାଜ୍ୟରେ ୭ ହଜାରରୁ ଅଧିକ ନିଯୁକ୍ତି ସୃଷ୍ଟି ହେବ। ଏହି ପ୍ରକଳ୍ପ ପାଇଁ […]
ନୂଆଦିଲ୍ଲୀ: ଋଣ ନେଇଥିବା ବ୍ୟାଙ୍କ ଗ୍ରାହକଙ୍କୁ ବଡ ଧରଣର ଆଶ୍ୱସ୍ତି । ଏଣିକି ସୁଧ ଉପରେ ଆଉ ପଡିବନି ସୁଧ । ଦୁଇ କୋଟି ଟଙ୍କାର ଋଣ ଯାଏଁ ଏହି ସୁବିଧା ମିଳିବ । ସୁପ୍ରିମକୋର୍ଟଙ୍କୁ ଏହା ଜଣାଇଛନ୍ତି କେନ୍ଦ୍ର ସରକାର […]
ନ୍ୟୁୟର୍କ: କରୋନା କବଳରେ ସାରା ବିଶ୍ବ ଏବେ କବଳିତ । କରୋନା ସଂକ୍ରମଣରେ ବୃଦ୍ଧି ଘଟିଥିବାବେଳେ ଆମାଜନ କମ୍ପାନୀର 20 ହଜାର କର୍ମଚାରୀ କରୋନା ପଜିଟିଭ ଜଣାପଡିଛନ୍ତି । ବିଶ୍ୱର ଏହି ପ୍ରତିଷ୍ଠିତ ଅନଲାଇନ ରିଟେଲ କମ୍ପାନୀ ଏଥିନେଇ ଚିନ୍ତାରେ ପଡିଛି […]
ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ କଳାହାଣ୍ଡି ଜିଲ୍ଲାର ଜୟପାଟଣା ଅଞ୍ଚଳର ବାନେର୍ ଠାରେ ଏକ ୨୨୦,୧୩୨ ଏବଂ ୩୩ କେଭି ଗ୍ରୀଡ ସବ୍ଷ୍ଟେସନକୁ ଉଦ୍ଘାଟନ କରିଛନ୍ତି। ଏହାସହିତ ଗ୍ରୀଡରୁ ବାହାରିଥିବା ଦୁଇଟି ୩୩ କେଭି ଫିଡର […]
ଭୁବନେଶ୍ବର, ଆଜି ରାଜ୍ୟ ସରକାର ଘୋଷଣା କରିଥିବା ଅନଲକ 5.0 ରେ ସାଲୁନ, ସ୍ପା, ବିଉଟି ପାର୍ଲୋର ପାଇଁ କଡା ନିୟମ ଲାଗୁ କରିଛନ୍ତି। ଏଥିରେ କୁହାଯାଇଛି ଯେ, ଏହି ବ୍ୟବସାୟିକ ସଂସ୍ଥା ଚଳାଉଥିବା ବ୍ୟକ୍ତି ବା କଂପାନୀ କୋଭିଡ19 ନିୟମକୁ […]
ମୁମ୍ବାଇ: ଜିଓ ପୋଷ୍ଟପେଡ ପ୍ଲସ୍ ଗ୍ରାହକଙ୍କ ନିମନ୍ତେ ଭାରତର ପ୍ରଥମ ଇନ୍ ଫ୍ଲାଇଟ ସେବା ଆରମ୍ଭ କରିବାକୁ ଜିଓ ଏବଂ ପାନାସୋନିକ ଆଭିଓନିକ୍ସ କର୍ପୋରେସନର ସହଯୋଗୀ ସଂସ୍ଥା ଏରୋମୋବାଇଲ ସହଭାଗିତା କରିଛନ୍ତି। ଜିଓର ଇନ-ଫ୍ଲାଇଟ ସେବା ବିଦେଶ ଯାତ୍ରା କରୁଥିବା ପ୍ରତ୍ୟେକ […]
ସୁନ୍ଦରଗଡ, ବର୍ତ୍ତମାନ ଜନ୍ମଦିନ ପାର୍ଟିରେ ମିଳିବ ମାଣ୍ଡିଆ କେକ୍। ବିଶ୍ବାସ ହେଉ ନାହିଁ କି ! ଏହା ସତକଥା। ଏବେ ମାଣ୍ଡିଆର ଭେଳିକି ଭେଳି ଖାଦ୍ୟ ପଦାର୍ଥ ବଜାରରେ ଉପଲବ୍ଧ ହେବ। ବର୍ତ୍ତମାନ ମାଣ୍ଡିଆ ଆଉ ଖିରି ବା ଜାଉ ଭିତରେ […]
ନୂଆଦିଲ୍ଲୀ, କରୋନା ମହାମାରୀ ସତ୍ତ୍ୱେ ଚଳିତ ବର୍ଷ ଦେଶରେ ଖରିଫ ଚାଷ ଆଦୌ ପ୍ରଭାବିତ ହୋଇନାହିଁ । କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟ ଏବଂ ରାଜ୍ୟ ସରକାରମାନଙ୍କ ସକ୍ରିୟତା ଫଳରେ ବିଭିନ୍ନ ପ୍ରକାର କାର୍ୟ୍ୟକ୍ରମ ଓ ଅଭିଯାନକୁ ସଫଳତାର […]
ଭୁବନେଶ୍ବର, ଆୟକର ବିଭାଗ ପକ୍ଷରୁ ଆଜିଠାରୁ ଫେସ୍ଲେସ୍ ଟିକସ ଅପିଲ ବ୍ୟବସ୍ଥା ଆରମ୍ଭ ହୋଇଛି। ଏଣିକି ସମସ୍ତ ପ୍ରକାର ଆୟକର ଅପିଲ ଫେସ୍ଲେସ ବ୍ୟବସ୍ଥାରେ ଶୁଣାଣି ହୋଇ ଚୂଡାନ୍ତ ହେବ। କେବଳ ଅତି ଗୁରୁତର ଠକେଇ ଯଥା ବଡ଼ ଧରଣର ଟିକସ […]
ଭୁବନେଶ୍ୱର: ଓଡ଼ିଶାରେ ରିଲାଏନ୍ସ ଜିଓ ୨୦୨୦ର ପ୍ରଥମ ଛଅ ମାସରେ ପ୍ରାୟ ୧୨ଲକ୍ଷ ନୂଆ ମୋବାଇଲ ଗ୍ରାହକ ଯୋଡିଛି। ଭାରତୀୟ ଦୂରସଂଚାର ନିୟାମକ ପ୍ରାଧିକରଣ (ଟ୍ରାଇ) ପକ୍ଷରୁ ସଦ୍ୟ ପ୍ରକାଶିତ ଦୂରସଂଚାର ଗ୍ରାହକ ତଥ୍ୟରୁ ଏହା ଜଣାପଡିଛି । ଅନ୍ୟମାନଙ୍କ ମଧ୍ୟରେ […]
ନୂଆଦିଲ୍ଲୀ, ଆଜି କେନ୍ଦ୍ର ସରକାର ଓଡିଶାର ବିଦ୍ୟୁତ ବଣ୍ଟନ କଂପାନୀକୁ ଏକ ବଡ ରିହାତି ପ୍ରଦାନ କରିଛନ୍ତି। ଏଥିରେ ଏନଏଚପିସିକୁ ୩.୭୮ କୋଟି, ଏନଟିପିସିକୁ ୫୬.୮ କୋଟି ଏବଂ ପିଜିସିଆଇଏଲକୁ ୨୪.୩୫ କୋଟି ରିହାତି ଦିଆଯାଇଛି। ଏହିପରି ମୋଟ ୮୪ କୋଟି […]
ଭୁବନେଶ୍ବର, ଓଡିଶାରୁ ସୁରଟ ଓ ଅହମଦାବାଦକୁ ସ୍ୱତନ୍ତ୍ର ଟ୍ରେନ ଗୁଡିକରେ ଯାତ୍ରୀ ଭିଡକୁ ଦୃଷ୍ଟିରେ ରଖି ଏବଂ ଗୁଜରାଟକୁ ଚଳାଚଳ କରୁଥିବା ଅନ୍ୟ ସ୍ୱତନ୍ତ୍ର ଟ୍ରେନ ଗୁଡିକରେ ମାତ୍ରାଧିକ ପ୍ରତିକ୍ଷ୍ୟା ସୂଚୀକୁ ନଜର ଦେଇ ପୂର୍ବତଟ ରେଳପଥ ଓଡିଶାରୁ ଗୁଜରାଟକୁ ଆହୁରି […]
ମୁମ୍ବାଇ, ରିଲାଏନ୍ସ ଜିଓ ତାହାର ନୂଆ ପୋଷ୍ଟପେଡ ପ୍ଲାନ ସମ୍ପର୍କରେ ଘୋଷଣା କରିବାର ଦିନକ ପରେ ଦୂରସଂଚାର କ୍ଷେତ୍ରରେ ପ୍ରତିଦ୍ୱନ୍ଦୀ କମ୍ପାନୀଗୁଡିକର ଷ୍ଟକମୂଲ୍ୟରେ ବୁଧବାର ଆକସ୍ମିକ ଭାବେ ୧୦% ପର୍ଯ୍ୟନ୍ତ ହ୍ରାସ ଘଟିଥିଲା । ଭୋଡାଫୋନ ଆଇଡିଆ ଷ୍ଟକ ମୂଲ୍ୟ ବମ୍ବେ […]
ଭୁବନେଶ୍ୱର, ଚଳିତ ଖରିଫ୍ ଚାଷ ନିମନ୍ତେ ଚାଷୀମାନଙ୍କୁ ସାରର ସୁଷମ ଯୋଗାଣ ନିମନ୍ତେ ଯାଞ୍ଚ ବ୍ୟବସ୍ଥାକୁ ଅଧିକ କଡାକଡି କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ, ଉଚ୍ଚ ଶିକ୍ଷା ମନ୍ତ୍ରୀ ଡଃ ଅରୁଣ […]
ଭୁବନେଶ୍ବର, ଆଜି ବୁଧବାର ଦିନ ମୁମ୍ବାଇ ଠାରୁ ଭୁବନେଶ୍ୱର ଆସୁଥିବା ୧୧୦୧୯ ମୁମ୍ବାଇ-ଭୁବନେଶ୍ୱର କୋଣାର୍କ ସ୍ୱତନ୍ତ୍ର ଟ୍ରେନ ଏହାର ନିର୍ଧାରିତ ସମୟ ଅପରାହ୍ନ ୩ଘ.୦୫ମି. ପରିବର୍ତେ ରାତ୍ର ୧୦ ଘଟିକାରେ ଭୁବନେଶ୍ୱରକୁ ଯାତ୍ରା କରିବ। ମୁମ୍ବାଇ ଅଂଚଳରେ ମାତ୍ରାଧିକ ବର୍ଷ ଜନିତ […]
ନୂଆଦିଲ୍ଲୀ, ଆଜି ଭାରତରେ ପ୍ରଥମ ଆପଲ୍ ଅନ ଲାଇ ଷ୍ଟୋର କାର୍ଯ୍ୟକ୍ଷମ ହୋଇଛି। ଏଥିରେ ଭାରତର ଗ୍ରାହକଙ୍କୁ ସମସ୍ତ ନୂତନ ପ୍ରଡକ୍ଟ ସହ ପୁରୁଣା ଫୋନ୍ କାରବାର ପ୍ରଭୃତି ଉପଲବ୍ଧ ରହିଛି। ଗ୍ରାହକମାନେ ଅନ୍ଲାଇନ୍ ଷ୍ଟୋର୍ କେବଳ ମାତ୍ର କ୍ଲିକ୍ କରି […]
ମୁମ୍ବାଇ/ଭୁବନେଶ୍ୱର: ପୋଷ୍ଟପେଡ୍ ସେବା କ୍ଷେତ୍ରରେ ପୁନର୍ବିନ୍ୟାସ ସନ୍ଧାନରେ ଜିଓ ପକ୍ଷରୁ ଭାରତରେ ପୋଷ୍ଟପେଡ୍ ଗ୍ରାହକଙ୍କ ପାଇଁ ପୂର୍ବରୁ କେବେ ଶୁଣାଯାଇନଥିବା ସୁବିଧା ସମ୍ଭାର ସହିତ ଜିଓ ପୋଷ୍ଟପେଡ୍ ପ୍ଲସ୍ର ଶୁଭାରମ୍ଭ ଘୋଷଣା କରାଯାଇଛି । ନୂତନ ଭାବେ ଉନ୍ମୋଚିତ ଏହି ପୋଷ୍ଟପେଡ୍ […]
ଭୁବନେଶ୍ବର, ପ୍ରଥମ ଶ୍ରେଣୀ ସଂରକ୍ଷଣ, ମହିଳା କିମ୍ବା ଭିନ୍ନକ୍ଷମ। ଲମ୍ବା ଟ୍ରେନର କେଉଁ ବଗି କାହା ପାଇଁ ସଂରକ୍ଷିତ ତାହା ଜାଣିବା ମୁସ୍କିଲ। ଏହି ସମସ୍ୟାର ଦୂର କରିବା ପାଇଁ ପୂର୍ବତଟ ରେଳପଥ ଏକ ନୂଆ ପଦ୍ଧତି ଅବଲମ୍ବନ କରିଛି। ତାହା […]
ଭୁବନେଶ୍ୱର, ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ଗତକାଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ସାକ୍ଷତ କରିଛନ୍ତି। ଏହି ଅବସରରେ ଅପରାଜିତା 3ଟି ଆସୋସିଏସନ Odisha-UCO Bank Retirees, EPF Pensioners and NABARD Retired employees, ର ବିଭିନ୍ନ ସମସ୍ୟା ବିଷୟରେ ବିଶେଷ […]
ଭୁବନେଶ୍ବର, କଟକ ଭୁବନେଶ୍ବରରେ କୋଭିଡ19 ନିୟମ ଉଲ୍ଲଂଘନ ହେଉଛି। ତୁରନ୍ତ ଏହା ଉପରେ ପଦକ୍ଷେପ ନେବାକୁ ପୋଲିସ ଡିଜିଙ୍କୁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ। ଏହି ନିର୍ଦ୍ଦେଶ ପରେ ବର୍ତ୍ତମାନ କଟକ ଭୁବନେଶ୍ବର କମିଶନରେଟ ପୋଲିସ ବେଶ ତତ୍ପରତା ପ୍ରକାଶ କରିଛି। ବିଭିନ୍ନ […]
ନୂଆଦିଲ୍ଲୀ: ପେଟିଏମ୍କୁ ଗୁଗୁଲ୍ ପ୍ଲେ ଷ୍ଟୋରରୁ ହଟାଇ ଦେଇଥିବାର ଜଣାପଡିଛି । ଜୁଆ ସହ ଜଡିତ ଥିବା ନୀତିର ଉଲ୍ଲଂଘନ କରିଥିବା ଦର୍ଶାଇ ପେଟିଏମ୍କୁ ଗୁଗଲ ପ୍ଲେଷ୍ଟୋରରୁ ହଟାଇ ଦେଇଥିବା କହିଛି । ନିୟମ ଉଲ୍ଲଂଘନର ଅଭିଯୋଗରେ ଗୁଗୁଲ୍ ପ୍ଲେ ଷ୍ଟେରରୁ […]