ନୂଆଦିଲ୍ଲୀ, କେନ୍ଦ୍ର ସରକାରଙ୍କ ଆତ୍ମନିର୍ଭର ଭାରତ ପ୍ୟାକେଜର ଅଂଶସ୍ୱରୂପ ଆପାତକାଳୀନ ନିଶ୍ଚିତ ଋଣ ଯୋଜନା (ECLGS) କାଯ୍ୟକାରୀ କରାଯାଇଥିଲା। ଏହି ଯୋଜନାରେ ବିଭିନ୍ନ ରାଷ୍ଟ୍ରାୟତ୍ତ ଓ ଘରୋଇ ବ୍ୟାଙ୍କ ପକ୍ଷରୁ ଅଗଷ୍ଟ ୧୮ ତାରିଖ ସୁଦ୍ଧା ୧ ଲକ୍ଷ କୋଟିରୁ ଅଧିକ […]
ନୂଆଦିଲ୍ଲୀ, କେନ୍ଦ୍ର ସରକାରଙ୍କ ଚାକିରି ଲାଗି ନିଯୁକ୍ତି ପ୍ରକ୍ରିୟାରେ ବ୍ୟାପକ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ଜାତୀୟ ନିଯୁକ୍ତି ସଂସ୍ଥା (ଏନଆରଏ) ଗଠନ ପ୍ରସ୍ତାବକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି ମିଳିଛି। ବର୍ତ୍ତମାନ ସରକାରୀ ଚାକିରି ଲାଗି ଇଚ୍ଛୁକ […]
ନୂଆଦିଲ୍ଲୀ: ଜୟପୁର, ଗୌହାଟୀ ଏବଂ ତିରୁଅନନ୍ତପୁରମ୍ ବିମାନ ବନ୍ଦରକୁ ଘରୋଇ-ସରକାରୀ ସହଭାଗିତାରେ ଚଳାଇବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଏ ସଂକ୍ରାନ୍ତ ପ୍ରସ୍ତାବ ଅନୁମୋଦନ ଲାଭ କରିଛି। ଏବେ ଏହି ୩ଟି […]
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ଚିନିକଳଗୁଡିକ ଆଖୁଚାଷୀଙ୍କୁ ଯୋଗାଇ ଦେଉଥିବା ଉଚିତ ଓ ଲାଭଦାୟକ ମୂଲ୍ୟ (ଏଫ୍ଆରପି) ସଂକ୍ରାନ୍ତ ଏକ ପ୍ରସ୍ତାବକୁ ଅନୁମୋଦନ ଦେଇଛି। ଏହା ୨୦୨୦-୨୧ ବର୍ଷ ପାଇଁ ଅର୍ଥାତ୍ […]
ନୂଆଦିଲ୍ଲୀ, ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟର ଦକ୍ଷତା ବୃଦ୍ଧି ତଥା ସମୟୋଚିତ କାର୍ଯ୍ୟ ପାଇଁ ମନ୍ତ୍ରଣାଳୟ ୧୯ଟି ସମନ୍ଵିତ କ୍ଷେତ୍ରୀୟ କାର୍ୟ୍ୟାଳୟ ଗୋଟିଏ ସ୍ଥାନରୁ କାର୍ୟ୍ୟ କରିବା ପାଇଁ ଅନୁମୋଦନ କରିଛି । ଏହି ସମନ୍ଵିତ ଆଞ୍ଚଳିକ କାର୍ଯ୍ୟାଳୟ […]
ମୁମ୍ବାଇ : ଭାରତୀୟ ଶିଳ୍ପପତି ମୁକେଶ ଅମ୍ବାନୀ ବିଶ୍ୱର ଧନୀକଙ୍କ ତାଲିକାରେ ଷଷ୍ଠ ସ୍ଥାନକୁ ଖସି ଆସିଛନ୍ତି । ଆରଆଇଏଲର ଅଂଶଧନ ମୂଲ୍ୟରେ ଲଗାତାର ହ୍ରାସ କାରଣରୁ ମୁକେଶ ଅମ୍ବାନୀ ଧନୀକଙ୍କ ତାଲିକାରେ ଷଷ୍ଠ ସ୍ଥାନକୁ ଖସି ଆସିଛନ୍ତି । ଏଲନ […]
ପଦ୍ମପୁର, ବରଗଡ ଜିଲ୍ଲାର ପଦ୍ମପୁର ପୋଲିସ ବିପୁଳ ପରିମାଣର ଔଷଧ, କଫ ସିରାପ୍ , ଇଂଜେକ୍ସନ ଏବଂ ଟାବଲେଟ ଜବତ କରିଛି। ଏଥିରେ 5ଶହ ବୋତଲ କୋରେକ୍ସ, 4 ହଜାର ପ୍ୟାକେଟ ନିଟ୍ରୋସନ ଟାବେଲଟ ଏବଂ ଦୁଇ ହଜାରଟି ପେଣ୍ଟାଜୋସିନ ଇଂଜେକସନ […]
ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଆଜି ଏକାମ୍ରକ୍ଷେତ୍ର ଯୋଜନା ସଂପର୍କରେ ଏକ ବିସ୍ତୃତ ଉପସ୍ଥାପନା କରାଯାଇଥିଲା। ଲିଙ୍ଗରାଜ ମନ୍ଦିର ସନ୍ନିକଟ ୬୬ ଏକ ପରିମିତ ଜମି ଉପରେ ଏହି ଯୋଜନା କାର୍ୟ୍ୟକାରୀ ହେବାକୁ ଯାଉଛି। […]
ବେଙ୍ଗାଲୁରୁ : ଲୋକପ୍ରିୟ ଭିଡିଓ ଆପ୍ ଟିକ୍ଟକ୍କୁ ଅଧିଗ୍ରହଣ କରିବ ରିଲାଏନ୍ସ । ଭାରତର ସବୁଠାରୁ ବୃହତ କମ୍ପାନୀ ରିଲାଏନ୍ସ ଆଗାମୀ ଦିନରେ ଟିକଟକକୁ ଅଧିଗ୍ରହଣ କରିବାକୁ ଯାଉଛି । ପ୍ରାୟ 5 ବିଲିୟନ୍ ଡଲାରରେ ରିଲାଏନ୍ସ ଟିକ୍ଟକ୍କୁ ଅଧିଗ୍ରହଣ କରିବା […]
ଭୁବନେଶ୍ୱର: ସର୍ବଭାରତୀୟ ସ୍ତରରେ ମିସନ ଅନ୍ନ ସେବାର ଅଂଶ ସ୍ୱରୂପ କୋଭିଡ୍-୧୯ ଲକ୍ଡାଉନ୍ ସମୟରେ ସାରା ଦେଶରେ ପ୍ରବାସୀ ଶ୍ରମିକ ଓ ଅଭାବୀ ବର୍ଗର ଲୋକମାନଙ୍କୁ ପାଞ୍ଚ କୋଟିରୁ ଉର୍ଦ୍ଧ୍ୱ ଭୋଜନ ବଣ୍ଟନ ଓ ସହାୟତା ପ୍ରଦାନ କରିଥିବା ରିଲାଏନ୍ସ ଫାଉଣ୍ଡେସନ […]
ଭୁବନେଶ୍ବର, ଗରିବ କଲ୍ୟାଣ ରୋଜଗାର ଅଭିଯାନ ଯୋଜନାରେ ଭାରତୀୟ ରେଳବାଇ ଓଡିଶା, ବିହାର, ଝାଡଖଣ୍ଡ, ମଧ୍ୟପ୍ରଦେଶ, ରାଜସ୍ଥାନ ଓ ଉତ୍ତର ପ୍ରଦେଶରେ ୫.୫ ଲକ୍ଷ ଶ୍ରମ ଦିବସ ସୃଷ୍ଟି କରିଛି । ରେଳବାଇ, ବାଣିଜ୍ୟ ଓ ଶିଳ୍ପମନ୍ତ୍ରୀ ପୀୟୂଷ ଗୋଏଲ ଏସବୁ […]
ନୂଆଦିଲ୍ଲୀ: କରୋନା କଟକଣା ମଧ୍ୟରେ ସାରା ଭାରତରେ ପାଳିତ ହୋଇଛି ସ୍ବାଧୀନତା ଦିବସ। 74 ତମ ସ୍ବାଧୀନତା ଦିବସ ଅବସରରେ ଲାଲକିଲ୍ଲାରେ ସପ୍ତମ ଥର ପାଇଁ ପତାକା ଉତ୍ତେଳନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। […]
ନୂଆଦିଲ୍ଲୀ, କରୋନା ମହାମାରୀର ମୁକାବିଲା ପାଇଁ ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ସରକାର ଯେଉଁ ଅବିଶ୍ରାନ୍ତ ଲଢେଇ ଲଢୁଛନ୍ତି ସେଥିରେ କେନ୍ଦ୍ର ସରକାର ମଧ୍ୟ ପ୍ରମୁଖ ଭୂମିକା ଗ୍ରହଣ କରୁଛନ୍ତି। ଆବଶ୍ୟକ ସ୍ୱାସ୍ଥ୍ୟ ଭିତ୍ତିଭୂମି ଯୋଗାଇ କରୋନାର ସଫଳ […]
ନୂଆଦିଲ୍ଲୀ, ଜୈବିକ କୃଷି କ୍ରମଶଃ ଅଧିକରୁ ଅଧିକ ସଫଳତା ଓ ଲୋକପ୍ରିୟତା ଅର୍ଜନ କରୁଛି। କେବଳ ଭାରତରେ ନୁହେଁ, ସମଗ୍ର ବିଶ୍ୱରେ ଜୈବିକ କୃଷିଜାତ ସାମଗ୍ରୀର ଚାହିଦା ବଢିବାରେ ଲାଗିଛି । କରୋନା ଦ୍ୱାରା ଗୁରୁତରଭାବେ ପ୍ରଭାବିତ ବିଶ୍ୱ ଏବେ ଅଧିକରୁ […]
ନୂଆଦିଲ୍ଲୀ : ଦେଶରେ ନୂତନ ଆୟକର ବ୍ୟବସ୍ଥାର ଶୁଭାରମ୍ଭ ନିମନ୍ତେ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ଦିନ 11ଟା ସମୟରେ ପ୍ରଧାନମନ୍ତ୍ରୀ ଏହି ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି। ସଚ୍ଚୋଟ ଟିକସଦାତାଙ୍କୁ ଉତ୍ସାହିତ କରିବା ଏବଂ ଟିକସ ବ୍ୟବସ୍ଥାରେ ସ୍ୱଚ୍ଛତା […]
ମୁମ୍ବାଇ / ଭୁବନେଶ୍ୱର: ଓମନେସ୍ ଗ୍ଲୋବାଲ୍ ଡେଭେଲପ୍ମେଂଟ୍ ଆଣ୍ଡ୍ ପ୍ରସ୍ପରିଟି (ଡବ୍ଲୁ-ଜିଡିପି) ଅଭିଯାନ ଅଧୀନରେ ଭାରତରେ ଲିଙ୍ଗଗତ ଡିଜିଟାଲ୍ ପ୍ରଭେଦ (ବୈଷମ୍ୟ)କୁ ଦୂର କରିବା ଲାଗି ୟୁଏସ୍ ଏଜେନ୍ସି ଫର ଇଟଂରନ୍ୟାସନାଲ୍ ଡେଭେଲପ୍ମେଂଟ୍ (ୟୁଏସ୍ଏଡ୍) ଓ ରିଲାଏନ୍ସ ଫାଉଣ୍ଡେସନ ମଧ୍ୟରେ ନୂତନ […]
ନୂଆଦିଲ୍ଲୀ, କେନ୍ଦ୍ର ସରକାର କୋଭିଡ ମୁକାବିଲା ପାଇଁ 15 ତମ କିସ୍ତି ପ୍ରଦାନ କରିଛନ୍ତି। ଏଥିରେ 6 ହଜାର କୋଟି ଟଙ୍କା 14 ଟି ରାଜ୍ୟକୁ ପ୍ରଦାନ କରାଯାଇଛି। ଏହି ରାଜ୍ୟଗୁଡିକ ହେଲା ଆନ୍ଧ୍ର ପ୍ରଦେଶ, କେରଳ, ହିମାଚଳ ପ୍ରଦେଶ, ପଶ୍ଚିମ […]
ନୂଆଦିଲ୍ଲୀ, ଦେଶୀ କାରିଗରୀ ଜ୍ଞାନକୌଶଳରେ ସାମରିକ ଉପକରଣ ଓ ଅସ୍ତ୍ରଶସ୍ତ୍ର ନିର୍ମାଣ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରି ଆତ୍ମନିର୍ଭର ଭାରତ ଲକ୍ଷ୍ୟ ପୂରଣ କରିବାକୁ ଭାରତୀୟ ସେନା ଗୁରୁତ୍ୱ ଦେଉଛି। ଏହି ଅନୁସାରେ ନୂଆ ବ୍ୟବସ୍ଥା ଲାଗୁ ହେବା ପୂର୍ବରୁ ଆଜି 8ହଜାର […]
ମୁମ୍ବାଇ : ଟ୍ରମ୍ଫ୍ ଷ୍ଟ୍ରିଟ୍ ଟ୍ରିପଲ୍ ଆର ଭାରତୀୟ ବଜାରରେ ପ୍ରବେଶ ହୋଇଛି । ଟ୍ରମ୍ପ୍ ବାଇକର ଏହି ନୂତନ ମଡେଲ୍ ଟି ଟ୍ରମ୍ପ୍ ଷ୍ଟ୍ରିଟ୍ ଟ୍ରିପଲ୍ ଏସ୍ ଅପେକ୍ଷା 2.49 ଲକ୍ଷ କମ୍ ରହିଛି। ଏହି ବାଇକରେ ଡି ଟ୍ୟୁନଡ୍ […]
ମୁମ୍ବାଇ : ଚୀନ୍ କମ୍ପାନୀ ଭିଭୋ ସହ ଆଇପିଏଲ୍ ସ୍ପନସରସିପ୍ ଚୁକ୍ତି ବିଚ୍ଛିନ୍ନ ହେବା ପରେ କ୍ରିକେଟ ବୋର୍ଡ ପକ୍ଷରୁ ଏନେଇ ପୁନର୍ବାର ଟେଣ୍ଡର ଆହ୍ୱାନ କରାଯାଇଛି । ଜିଓ, ଟାଟା ଏବଂ ଅନ୍ୟାନ୍ୟ କମ୍ପାନୀ ଏହି ଦୌଡରେ ରହିଥିବା ବେଳେ […]
ନୂଆଦିଲ୍ଲୀ, ଇ-ସଞ୍ଜିବନୀ ଓ ଇ-ସଞ୍ଜିବନୀ ଓପିଡି ଜରିଆରେ ଦେଶରେ 1.5 ଲକ୍ଷ ଟେଲି ପରାମର୍ଶ ହୋଇପାରିଛି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରୁ ଜଣାପଡିଛି । ଏହି ବୈଠକରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ […]