ମୁମ୍ବାଇ, ଦୀର୍ଘ ୨୫ ବର୍ଷ ପୂର୍ବେ ଆରମ୍ଭ ହୋଇଥିବା ୨ଜି ମୋବାଇଲ୍ ସେବାକୁ ବନ୍ଦ କରି ଆଗକୁ ବଢିବା ସହିତ ତାହାକୁ ଇତିହାସ ପୃଷ୍ଠାରେ ସ୍ଥାନ ଦିଆଯାଉ।ଏହା କହିଛନ୍ତି ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ର ଅଧ୍ୟକ୍ଷ ତଥା ଦେଶରେ ଜିଓ ପ୍ଲାଟଫର୍ମ ମାଧ୍ୟରେ ବିଫ୍ଲବ […]
ଭୁବନେଶ୍ବର, ୦୨୮୬୧/୦୨୮୬୨ ଭୁବନେଶ୍ୱର-ରାଉରକେଲା-ଭୁବନେଶ୍ୱର ସ୍ୱତନ୍ତ୍ର ଟ୍ରେନ ସେବାକୁ ଅଗଷ୍ଟ ମାସ ୧୨ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କାଯିବାକୁ ନିଷ୍ପତ୍ତି ନିଆଯାଇଅଛି। ଏହି ଟ୍ରେନ ଅଗଷ୍ଟ ମାସ ୩ ତାରିଖ ରୁ ୧୨ ତାରିଖ ମଧ୍ୟରେ ଶନିବାର ଓ ରବିବାର ବ୍ୟତୀତ ରାଉରକେଲା […]
ମୁମ୍ବାଇ: ଚଳିତ ଆର୍ଥିକ ବର୍ଷର ଏପ୍ରିଲ୍ ରୁ ଜୁନ୍ ୨୦୨୦ ପର୍ଯ୍ୟନ୍ତ ପ୍ରଥମ ତ୍ରୟମାସରେ ରିଲାଏନ୍ସ ଜିଓର ନିଟ୍ ଲାଭରେ ୧୮୩ ପ୍ରତିଶତ ବୃଦ୍ଧି ଘଟି ଏହା ୨୫୨୦ କୋଟି ଟଙ୍କାରେ ପହଞ୍ଚିଥିବା କମ୍ପାନୀ ପକ୍ଷରୁ ପ୍ରକାଶ କରାଯାଇଛି । ଗତ […]
ଭୁବନେଶ୍ବର, ଡିଜିଟାଲ ତଥ୍ୟ ପ୍ରମାଣ ସଂଗ୍ରହ ଓ ସାଇବର ଅନୁସନ୍ଧାନ ପ୍ରଣାଳୀ ର ପ୍ରୟୋଗ ନିମନ୍ତେ ପୂର୍ବ ତଟ ରେଳପଥର ରେଳ ସୁରକ୍ଷା ବଳ ସାଇବର ସେଲକୁ, ଅତିରିକ୍ତ ମହାପ୍ରବନ୍ଧକ ଶ୍ରୀ ସୁଧୀର କୁମାର, ପ୍ରମୁଖ ମୁଖ୍ୟ ନିରାପତ୍ତା କମିଶନର ଶ୍ରୀ […]
ଭୁବନେଶ୍ୱର: ଓଡ଼ିଶାର ପସନ୍ଦର ଡିଜିଟାଲ୍ ସେବା ପ୍ରଦାନକାରୀ ଭାବେ ନିଜର ଜୟଯାତ୍ରା ଜାରି ରଖି ୨୦୨୦ ଏପ୍ରିଲରେ ରିଲାଏନ୍ସ ଜିଓ ରାଜ୍ୟରେ ୭୨,୦୦୦ରୁ ଅଧିକ ନୂଆ ଗ୍ରାହକ ଯୋଡ଼ିଥିବା ଭାରତୀୟ ଟେଲିକମ ନିୟାମକ ପ୍ରାଧିକରଣ (ଟ୍ରାଇ) ପକ୍ଷରୁ ପ୍ରକାଶ କରାଯାଇଥିବା ସଦ୍ୟତମ […]
ଭୁବନେଶ୍ବର, ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ଏବଂ ଭୁବନେଶ୍ୱର-କୋରାପୁଟ-ଭୁବନେଶ୍ୱର ସ୍ୱତନ୍ତ୍ର ଟ୍ରେନ ସେବାକୁ ଅଗଷ୍ଟ ମାସ ୧୨ ତାରିଖ ପର୍ଯ୍ୟନ୍ତ ନିମ୍ନ ମତେ ବୃଦ୍ଧି କରାଯିବାକୁ ସ୍ଥିର କରାଯାଇଅଛି I ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ସ୍ୱତନ୍ତ୍ର ଟ୍ରେନ (୦୮୪୯୩/୦୮୪୯୪) ଅଗଷ୍ଟ ମାସ ପହିଲା ଠାରୁ ୧୨ ତାରିଖ ମଧ୍ୟରେ […]
କେଦାର ମିଶ୍ର ଗତକାଲି କେନ୍ଦ୍ର ସରକାର ରାଜ୍ୟମାନଙ୍କୁ ଜିଏସଟି ଭରଣା ବାବଦକୁ ୧,୬୫,୩୦୨ କୋଟି ଟଙ୍କା ପ୍ରଦାନ କରିଛନ୍ତି। ରାଜ୍ୟମାନଙ୍କର ଚାପ ଓ ଅନେକ ରାଜ୍ୟଙ୍କର ଆଇନଗତ କାର୍ଯ୍ୟାନୁଷ୍ଠାନ ଧମକ ପରେ କେନ୍ଦ୍ର ସରକାର ଏହି ଅର୍ଥରାଶି ରାଜ୍ୟମାନଙ୍କୁ ପ୍ରଦାନ କରିଛନ୍ତି। […]
ନୂଆଦିଲ୍ଲୀ, ବହୁ ବାଦବିବାଦ ପରେ ଶେଷରେ ଫ୍ରାନସରୁ ଭାରତକୁ ଆସୁଛି ରାଫେଲ ଯୁଦ୍ଧ ବିମାନ। ପ୍ରଥମ ପର୍ଯ୍ୟାୟରେ 5ଟି ରାଫେଲ ଲଢୁଆ ବିମାନ ଭାରତକୁ ଆସିବା ପ୍ରକ୍ରିୟା ଆରମ୍ଭ ହୋଇଛି। ଭାରତୀୟ ବାୟୁସେନା ପାଇଁ ଉଦ୍ଦିଷ୍ଟ ଏହି ବିମାନ ମଧ୍ୟରୁ ସକାଳୁ […]
ନୂଆଦିଲ୍ଲୀ, କୋଭିଡ୍ ମହାମାରୀ ସମୟରେ କର୍ମଚାରୀ ଭବିଷ୍ୟନିଧି ସଂଗଠନ (ଇପିଏଫ୍ଓ)ର ସଦସ୍ୟମାନଙ୍କୁ ଅନ୍ଲାଇନ ସେବା ଯୋଗାଇଦେବା ଲକ୍ଷ୍ୟରେ ଚଳିତବର୍ଷ ଏପ୍ରିଲରୁ ଜୁନ୍ ମଧ୍ୟରେ ୭୩.୫୮ ଲକ୍ଷ ସଦସ୍ୟଙ୍କ ନୋ ୟୋର କଷ୍ଟମର୍ସ ବା କେୱାଇସି ଡେଟାକୁ ଅପ୍ଡେଟ କରିଛି। ଏଥିମଧ୍ୟରେ ୫୨.୧୨ […]
ନୂଆଦିଲ୍ଲୀ, କେନ୍ଦ୍ର ସରକାର ନିକଟରେ କେବଳ ମାର୍ଚ୍ଚ ମାସ ପାଇଁ ବସ୍ତୁ ଓ ସେବା କର କ୍ଷତିପୂରଣ ବାବଦକୁ 13,806 କୋଟି ଟଙ୍କା ପ୍ରଦାନ କରିଛନ୍ତି । ଏହାକୁ ମିଶାଇ 2019-20 ଆର୍ଥିକ ବର୍ଷରେ ରାଜ୍ୟଗୁଡିକୁ କ୍ଷତିପୂରଣ ବାବଦ ସମସ୍ତ ଅର୍ଥ […]
ମୁମ୍ବାଇ, ସୁନାର ଦରବୃଦ୍ଧି କମିବାର ନାଁ ନେଉନାହିଁ। ଏହି ଧାରା ଜାରି ରହିବା ସହ ଏବେ ସୁନା ଦର 10 ଗ୍ରାମ ପିଛା ପହଞ୍ଚିଛି 51 ହଜାର 833 ଟଙ୍କାରେ, ଯାହାକି ସର୍ବକାଳୀନ ରେକର୍ଡ। କରୋନା ମହାମାରୀକୁ ବିଶ୍ବ ଅର୍ଥନୀତିରେ ଯେଉଁ […]
ନୂଆଦିଲ୍ଲୀ, ରେଳବାଇ, ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ଶ୍ରୀ ପୀୟୂଷ ଗୋଏଲ ମେକ୍ ଇନ୍ ଇଣ୍ଡିଆ କାର୍ଯ୍ୟକ୍ରମରେ ଉତ୍ପାଦିତ ହେଉଥିବା ସାମଗ୍ରୀକୁ ରେଳବାଇ ପ୍ରୋତ୍ସାହିତ କରିବା ଏବଂ ସେସବୁ ସାମଗ୍ରୀ କିଣିବା ନେଇ ଥିବା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି । ଏହି […]
ମୁମ୍ବାଇ, ଭାରତର ପ୍ରସିଦ୍ଧ ଔଷଧ ନିର୍ମାତା କଂପାନୀ ସିପ୍ଲା ଆଣିଲା ନୂଆ କୋଭିଡ19 ନିରାକରଣ ଔଷଧ। ଯାହାର ନାମ ରହିଛି ଫାଭିପିରାଭିର, ହେଲେ ଏହା ସିପ୍ଲେଞ୍ଜା ବ୍ରାଣ୍ଡ ନାମରେ ବଜାରରେ ଉପଲବ୍ଧ ହେବ। ଏହା ଟାବଲେଟ୍ ଭାବେ ବଜାରରେ ମିଳିବ। ଏଥିପାଇଁ […]
ଭୁବନେଶ୍ୱର, କୋଭିଡ୍ ପ୍ରଭାବିତ ବିଶ୍ୱ ଆର୍ଥିକ ମାନ୍ଦାବସ୍ଥା ସତ୍ତ୍ୱେ ଓଡ଼ିଶା ସରକାର ରାଜ୍ୟ ପାଇଁ ନୂତନ ପୁଞ୍ଜିନିବେଶ ପ୍ରସ୍ତାବ ଆକର୍ଷିତ କରିପାରିଛନ୍ତି। ଆଜି ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସିଙ୍ଗିଲ୍ ୱିଣ୍ଡୋ କମିଟି ବୈଠକରେ ୪ ଟି […]
ନୂଆଦିଲ୍ଲୀ, ବର୍ତ୍ତମାନ କରୋନା ପାଇଁ ଦେଶର ଗଣମାଧ୍ୟମ ଶିଳ୍ପ ବେଶ୍ ବାଧାପ୍ରାପ୍ତ ହେବାରେ ଲାଗିଛି। ଘରକୁ ଖବରକାଗଜ ଆସିଲେ କରୋନା ଆସିବ ବୋଲି ଭୟରେ ଅନେକ ଆଉ ଖବରକାଗଜ ମଗାଉ ନାହିଁନ୍ତି। ଏପରି ପରିସ୍ଥିତିରେ ଜାମ୍ମୁକାଶ୍ମୀରରୁ ପ୍ରକାଶିତ ଏକ ଉର୍ଦ୍ଦୁ ଖବର […]
ନୂଆଦିଲ୍ଲୀ, ବିଗତ ଶହେ ଦିନରେ 15 ଲକ୍ଷ କୋଟି ଟଙ୍କାର କ୍ଷତି। ଏହି କ୍ଷତିର ହିସାବ କେବଳ ଖୁଚୁରା ବଜାର କ୍ଷେତ୍ରରେ। କରୋନା ମହାମାରୀ ଯୋଗୁଁ ଭାରତୀୟ ଅର୍ଥନୀତିର ପ୍ରତିଟି କ୍ଷେତ୍ରକୁ ବ୍ୟାପକ କ୍ଷତିର ସମ୍ମୁଖୀନ ହେବାକୁ ପଡ଼ିଛି। ଅଖିଳ ଭାରତ […]
ଭୁବନେଶ୍ବର, ଜାତୀୟ ଗ୍ରୀନ ଟ୍ରିବୁନାଲର ବିଶେଷଜ୍ଞ ସଦସ୍ୟ ତଥା ପୂର୍ବତନ ଡିଜି(ଜଙ୍ଗଲ) ସିଦ୍ଧାନ୍ତ ଦାସଙ୍କୁ ରାଜ୍ୟ ସରକାର ଓଡ଼ିଶା ରିୟଲ ଇଷ୍ଟେଟ୍ ରେଗୁଲେଟୋରୀ ଅଥରିଟି(ଓରେରା) ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି ପଦ ଗତ ମେ ମାସରୁ ଖାଲି ପଡିଥିଲା। ଦାସଙ୍କ […]
ନୂଆଦିଲ୍ଲୀ, ଆସନ୍ତାକାଲି ଠାରୁ ଭାରତରୁ ଫ୍ରାନ୍ସ ଏବଂ ଆମେରିକାକୁ ବିମାନ ଉଡାଣ କରିବ। ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀ ଏହା ଘୋଷଣା କରିଛନ୍ତି। ଦୁଇ ଦେଶ ସହ “ଏୟାର ବବଲ୍ସ” ଘୋଷଣା କରିଛି ଭାରତ। ଏୟାର ବବଲ୍ସ […]
ନୂଆଦିଲ୍ଲୀ, ଆସନ୍ତା ସାଢ଼େ ତିନି ବର୍ଷ ମଧ୍ୟରେ ଭାରତୀୟ ରେଳବାଇରେ ଶତ ପ୍ରତିଶତ ବିଦ୍ୟୁତିକରଣ କରାଯିବ। ଆଜି ଏହା ପ୍ରକାଶ କରିଛନ୍ତି କେନ୍ଦ୍ର ରେଳବାଇ, ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋଏଲ। ପରବର୍ତ୍ତୀ ୯ରୁ ୧୦ ବର୍ଷ ମଧ୍ୟରେ ରେଳବାଇ […]
ନୂଆଦିଲ୍ଲୀ, ଭାରତ ୨୦୧୯-୨୦ ଆର୍ଥିକ ବର୍ଷରେ ୨୭୫୭.୯୦ କୋଟି ଟଙ୍କାର କତା ଓ ଅନ୍ୟାନ୍ୟ କତା ଜାତୀୟ ସାମଗ୍ରୀ ରପ୍ତାନୀ କରି ଏକ ସର୍ବକାଳୀନ ରେକର୍ଡ ପ୍ରତିଷ୍ଠା କରିଛି । ୨୦୧୮-୧୯ ବର୍ଷ ତୁଳନାରେ ଏହି ରପ୍ତାନୀ ପରିମାଣ ୩୦ କୋଟି […]
ମୁମ୍ବାଇ / ଭୁବନେଶ୍ୱର: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍), ଜିଓ ପ୍ଲାଟଫର୍ମସ୍ ଲିମିଟେଡ୍ (ଜିଓ ପ୍ଲାଟଫର୍ମସ୍) ଓ ଗୁଗୁଲ୍ ଏଲ୍ଏଲ୍ସି (ଗୁଗୁଲ୍) ପକ୍ଷରୁ ଏକ ନିର୍ଦିଷ୍ଟ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଥିବା ଆଜି ଘୋଷଣା କରାଯାଇଛି । ଏହି ଘୋଷଣା […]