ଭୁବନେଶ୍ବର : ଭାରତର ସର୍ବବୃହତ ସମନ୍ୱିତ ୟୁଟିଲିଟି ଟାଟା ପାୱାର ଓଡ଼ିଶାର ପାଂଚଟି ସର୍କଲ୍ ଭୁବନେଶ୍ୱର, କଟକ, ପୁରୀ, ପାରାଦୀପ ଓ ଢେଙ୍କାନାଳରେ ବିଦ୍ୟୁତର ଖୁଚୁରା ଯୋଗାଣ ଓ ବିତରଣ ପାଇଁ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (ଓଇଆର୍ସି)ଙ୍କ ଠାରୁ ଲେଟର […]
ନୂଆଦିଲ୍ଲୀ : ଦେଶବ୍ୟାପୀ କରୋନା କାରଣରୁ ସାଧାରଣ ଲୋକ ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏଲ୍ପିଜି ମୂଲ୍ୟରେ ବୃଦ୍ଧି ଘଟାଯାଇଛି । ସୋମବାର ସରକାରଙ୍କ ପକ୍ଷରୁ ଏହି ଘୋଷଣା କରାଯାଇଛି । ତିନି କେନ୍ଦ୍ରୀୟ କମ୍ପାନୀ ଏଚପିସିଏଲ, […]
ଭୁବନେଶ୍ୱର: କରୋନା ସଂକ୍ରମଣ ବିରୋଧରେ ଭାରତର ଲଢେଇରେ ବିଭିନ୍ନ କ୍ଷେତ୍ରରେ ସହଯୋଗ ପ୍ରଦାନ କରୁଥିବା ମୁକେଶ ଅମ୍ବାନିଙ୍କର ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଏବେ ଚୀନ୍ଠାରୁ ତିନି ଗୁଣ ଶସ୍ତା ଓ ଉତ୍ତମ ଗୁଣ ବତ୍ତା ବିଶିଷ୍ଟ ବ୍ୟକ୍ତିଗତ ସୁରକ୍ଷା ଉପକରଣ (ପୋଷାକ) ବା […]
ନୂଆଦିଲ୍ଲୀ : ଋଣଭାରରେ ବୁଡି ରହିଥିବା ତଥା କ୍ଷତିରେ ଚାଲୁଥିବା ଟେଲିକମ୍ କମ୍ପାନୀ ଭୋଡାଫୋନ୍-ଆଇଡିଆରେ 5 ପ୍ରତିଶତର ଅଂଶଧନ କିଣିବାକୁ ଯାଉଛି ଗୁଗୁଲ୍ । ଭାରତରେ ଫେସ୍ବୁକ୍ର ବର୍ଦ୍ଧିତ ପ୍ରଭାବକୁ ହ୍ରାସ କରିବା ପାଇଁ ଏହି ପଦକ୍ଷେପ ନେବାର ଆଶା କରାଯାଉଛି […]
ନୂଆଦିଲ୍ଲୀ : ଭାରତୀୟ ଷ୍ଟେଟ ବ୍ୟାଙ୍କ ପକ୍ଷରୁ ଏକ ବଡ ଘୋଷଣା କରାଯାଇଛି । ସ୍ଥାୟୀ ଜମା ଉପରେ 40 ବେସିସ ପଏଣ୍ଟ ମହ୍ରାସ କରିଛି ଏସ୍ବିଆଇ । ଗୋଟିଏ ମାସ ମଧ୍ୟରେ ଏହା କ୍ରମାଗତ ଦ୍ବିତୀୟ ଥର ପାଇଁ ସ୍ଥାୟୀ […]
ନ୍ୟୁୟର୍କ : କରୋନା ମୁକାବିଲା ପାଇଁ ଟ୍ବିଟ୍ଟର ସିଇଓ ଜ୍ୟାକ୍ ଡୋର୍ସି 10 ମିଲିୟନ୍ ଡଲାର ଦାନ କରିଛନ୍ତି । ପ୍ରୋଜେକ୍ଟ 100 ନାମରେ 100 ଟି ପରିବାରକୁ 1 ହଜାର ଡଲାରର ଆର୍ଥିକ ସହାୟତା ପ୍ରଦାନ କରାଯାଛି । ଟ୍ବିଟ୍ଟର […]
ମୁମ୍ବାଇ : ବୁଧବାର 100 ପଏଣ୍ଟ ଉପରକୁ ଉଠିଛି ସେନସେକ୍ସ । 100 ପଏଣ୍ଟର ଅଭିବୃଦ୍ଧି ସହିତ ସେନସେକ୍ସ 30671.28 ପଏଣ୍ଟରେ ପହଞ୍ଚିଥିବା ବେଳେ ନିଫ୍ଟି 20.25 ପଏଣ୍ଟର ଅଭିବୃଦ୍ଧି ସହିତ 9049.30 ପଏଣ୍ଟରେ ପହଞ୍ଚିଛି । ହିଣ୍ଡାଲକୋ ଅଂଶଧନ ମୂଲ୍ୟରେ […]
ମୁମ୍ବାଇ : ନିଜର 2.75 ପ୍ରତିଶତ ଅଂଶଧନ ବିକ୍ରି କରିଛି ଭାରତୀ ଏୟାରଟେଲ । ଭାରତର ଦ୍ବିତୀୟ ବୃହତ୍ତମ ଟେଲିକମ୍ କମ୍ପାନୀ ଭାରତୀ ଏୟାରଟେଲ 8433 କୋଟି ଟଙ୍କା ବିନିମୟରେ ଏହି ଅଂଶଧନ ବିକ୍ରି କରିଛି । 50ଟି ଭିନ୍ନ ଭିନ୍ନ […]
ନୂଆଦିଲ୍ଲୀ : ଏକ ନୂତନ ଫିଚର୍ ଲଞ୍ଚ କରିଛି ହ୍ବାଟ୍ସଆପ୍ । ଇନ୍ଷ୍ଟାଣ୍ଟ ମେସେଜିଂ ଆପ୍ ହ୍ଵାଟସଆପରେ ବର୍ତ୍ତମାନ ଇନ୍ଷ୍ଟାଗ୍ରାମ୍ ଓ ସ୍ନାପ୍ଚାଟ୍ ଭଳି ନୂଆ ବୈଶିଷ୍ଟ୍ୟ ଆସିଛି । ଏବେ ନୂଆ କଣ୍ଟାକ୍ଟ ଆଡ୍ କରିବା ପାଇଁ ଆପଣଙ୍କୁ ନମ୍ବର […]
ଓ୍ବେଲିଂଟନ୍ : ଏକ କମ୍ପାନୀକୁ ଏହାର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ମାତ୍ର 1 ଡଲାରରେ କିଣିଛନ୍ତି । ଅବିଶ୍ବାସ ହେଲେ ମଧ୍ୟ ସତ । ସୋମବାର ଏହି ଘୋଷଣା କରିଛି ଅଷ୍ଟ୍ରେଲିଆର ନାଇନ୍ ଏଣ୍ଟରଟେନ୍ମେଣ୍ଟ । ନାଇନ୍ ଏଣ୍ଟରଟେନ୍ମେଣ୍ଟ ଦ୍ବାରା ପରିଚାଳିତ […]
ମୁମ୍ବାଇ : ଭାରତରେ କରୋନା କାୟା ବିସ୍ତାର କରି ଚାଲିଥିବାବେଳେ ମହାରାଷ୍ଟ୍ରରେ ଏହା ଅଧିକ କ୍ଷତିଗ୍ରସ୍ତ ହୋଇଛି । ମହାରାଷ୍ଟ୍ର ରାଜଧାନୀ ମୁମ୍ବାଇରେ 25 ହଜାରରୁ ଅଧିକ ଲୋକେ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତେବେ ଲକ୍ ଡାଉନ୍ 4.0ରେ କଟକଣା […]
ଭୁବନେଶ୍ୱର/ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ ଏବଂ ଭାରତର ଅଗ୍ରଣୀ ଡିଜିଟାଲ୍ ସେବା ପ୍ଲାଟଫର୍ମ ଭାବେ ପରିଚିତ ଜିଓ ପ୍ଲାଟଫର୍ମସ୍ ଲିମିଟେଡ୍ ତରଫରୁ ବଡ ଘୋଷଣା କରାଯାଇଛି। ଏହି ଘୋଷଣାରେ କୁହାଯାଇଛି ଯେ, ବିଶ୍ୱର ପ୍ରତିଷ୍ଠିତ ନିବେଶକାରୀ ସଂସ୍ଥା କେକେଆର୍ ପକ୍ଷରୁ ଜିଓ […]
ନୂଆଦିଲ୍ଲୀ : କରୋନା ଏବଂ ଲକ୍ଡାଉନ୍ କାରଣରୁ ଦେଶବ୍ୟାପୀ ଛଟେଇ ଜାରି ରହିଥିବା ବେଳେ ନୂତନ ନିଯୁକ୍ତି ନେଇ ଘୋଷଣା କରିଛି ଏକ ବିଦେଶୀ କମ୍ପାନୀ । ନିକଟରେ ଓଲା, ଉବର ଏବଂ ଅନ୍ୟାନ୍ୟ କମ୍ପାନୀ ନିଜ କର୍ମଚାରୀ ଛଟେଇ ସମ୍ପର୍କରେ […]
ଭୁବନେଶ୍ବର : ଏଣିକି ବ୍ୟାଙ୍କ ଖୋଲିବା ସମୟରେ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର । ପୂର୍ବରୁ କଟକ, ପୁରୀ, ଛତ୍ରପୁର, କୋରାପୁଟ, ଭୁବନେଶ୍ବରରେ ବ୍ୟାଙ୍କ ସକାଳ 8ଟାରୁ 2ଟା ପର୍ଯ୍ୟନ୍ତ ବ୍ୟାଙ୍କ ଖୋଲୁଥିବା ବେଳେ ବର୍ତ୍ତମାନ ଏହା ପୂର୍ବପରି 10ଟାରୁ 4ଟା […]
ରାଞ୍ଚି : ଏଣିକି ମଦରେ ହେବ ହୋମ୍ ଡେଲିଭରୀ । ମଦ ଦୋକାନ ସମ୍ମୁଖରେ ଭିଡ ହଟାଇବା ପାଇଁ ପଦକ୍ଷେପ ଗ୍ରହଣ କରିଛନ୍ତି ଝାରଖଣ୍ଡ ସରକାର । ଝାରଖଣ୍ଡରେ ମଦର ହୋମ୍ ଡେଲିଭରୀ ଆରମ୍ଭ କରିଛି ଫୁଡ୍ ଡେଲିଭରୀ ଆପ୍ ସ୍ବିଗି […]
ନୂଆଦିଲ୍ଲୀ : ଆସନ୍ତା ଜୁନ୍ 1 ତାରିଖରୁ ଟ୍ରେନ୍ ଚଳାଯିବାର ନିଷ୍ପତ୍ତି ନିଆଯାଇଥିବା ବେଳେ ଆଜିଠାରୁ ଟିକେଟ୍ ବିକ୍ରି ଆରମ୍ଭ ହୋଇଛି । ତେବେ ଟିକେଟ୍ ବିକ୍ରି ଆରମ୍ଭ ହେବାର ମାତ୍ର ଦୁଇ ଘଣ୍ଟା ମଧ୍ୟରେ1 ଲକ୍ଷ 49 ହଜାର ଟିକେଟ୍ […]
ନୂଆଦିଲ୍ଲୀ : ଚଳିତ ମାସ 25 ତାରିଖରୁ ଆରମ୍ଭ ହେବାକୁ ଯାଉଛି ବିମାନ ଉଡାଣ । ତେବେ କେବଳ ଘରୋଇ ବିମାନର ଉଡାଣ ଆରମ୍ଭ ହେବାକୁ ଯାଉଛି । କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ୍ ସିଂ ପୁରୀ ଏହି […]
ନୂଆଦିଲ୍ଲୀ : କେନ୍ଦ୍ର ସରକାରଙ୍କ ପକ୍ଷରୁ ଲକ୍ଡାଉନ୍ର ଅବଧି ମେ 31 ପର୍ଯ୍ୟନ୍ତ ବଢାଇ ଥିବା ବେଳେ ଆର୍ବିଆଇ ପକ୍ଷରୁ ମୋରାଟୋରିୟମ୍(ଲୋନ୍ ପରିଶୋଧ) ଅବଧି ବୃଦ୍ଧି କରାଯିବାର ସମ୍ଭାବନା ରହିଛି । ଏସ୍ବିଆଇ ପକ୍ଷରୁ ପ୍ରକାଶିତ ଏକ ରିସର୍ଚ୍ଚ ରିପୋର୍ଟ ଅନୁଯାୟୀ […]
ଭୁବନେଶ୍ୱର / ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ଆର୍ଆଇଏଲ୍) ଓ ଭାରତର ପ୍ରମୁଖ ଡିଜିଟାଲ୍ ସେବା ପ୍ଲାଟ୍ଫର୍ମ ଜିଓ ପ୍ଲାଟଫର୍ମସ୍ ଲିମିଟେଡ୍ ପକ୍ଷରୁ ଆଜି ଏକ ମହତ୍ୱପୂର୍ଣ୍ଣ ଘୋଷଣା କରାଯାଇଛି। ବିଶ୍ୱର ପ୍ରମୁଖ ଅଭିବୃଦ୍ଧି ଇକ୍ୱିଟି ସଂସ୍ଥା ଜେନେରାଲ୍ ଆଟ୍ଲାଣ୍ଟିକ୍ ପକ୍ଷରୁ […]
ନୂଆଦିଲ୍ଲୀ : ଆତ୍ମନିର୍ଭର ଭାରତ ଯୋଜନାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି 20 ଲକ୍ଷ କୋଟି ଟଙ୍କାର ଘୋଷଣା କରିଥିବା ବେଳେ ଏହାର ବିଭିନ୍ନ ପ୍ୟାକେଜ୍ ସମ୍ପର୍କରେ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ପ୍ରଥମ ଚାରିଦିନରେ ବିଭିନ୍ନ ପ୍ୟାକେଜ୍ ସମ୍ପର୍କରେ […]
ଭୁବନେଶ୍ୱର / ମୁମ୍ବାଇ: ରିଲାଏନ୍ସ ଜିଓ ପକ୍ଷରୁ ଅଧିିକ ଡାଟା ବ୍ୟବହାର କରୁଥିବା ପ୍ରିପେଡ୍ ଗ୍ରାହକମାନଙ୍କ ପାଇଁ ଶୁକ୍ରବାର ଆଉ ଏକ ନୂଆ ତ୍ରୈମାସିକ ‘ୱାର୍କ ଫ୍ରମ୍ ହୋମ୍’ ପ୍ଲାନ୍ ଆରମ୍ଭ କରାଯାଇଛି। ଏହି ନୂଆ ତ୍ରୈମାସିକ ପ୍ଲାନ୍ରେ ପ୍ରତିଦିନ ୩ଜିବି […]