ନୂଆଦିଲ୍ଲୀ : ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ 20 ଲକ୍ଷ କୋଟିର ସହାୟତା ରାଶି ଘୋଷଣା କରାଯାଇଥିଲା । ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏକ ପ୍ରେସ୍ମିଟ୍ କରି 20 ଲକ୍ଷ ପୁଞ୍ଜିନିବେଶ ଯୋଜନା ସମ୍ପର୍କରେ ସୂଚନା ପ୍ରଦାନ କରିଛନ୍ତି […]
19 ତାରିଖରୁ ଘରୋଇ ଉଡାଣ ଆରମ୍ଭ କରିବ ଏୟାର ଇଣ୍ଡିଆସରକାରୀ ବିମାନ ଚଳାଚଳ କମ୍ପାନୀ ଏୟାର ଇଣ୍ଡିଆ ଏହାର ଘରୋଇ ଉଡାଣ ଆରମ୍ଭ କରିବାକୁ ଯାଉଛି । ବିଭିନ୍ନ ଘରୋଇ ରୁଟ୍ରେ ଏୟାର ଇଣ୍ଡିଆ ନିଜର ସେବା ପ୍ରଦେନ କରିବ । […]
ନୂଆଦିଲ୍ଲୀ, ଆଜି ଅପରାହ୍ନରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏକ ସାମ୍ବାଦିକ ସମ୍ମିଳନୀ ଡାକିଛନ୍ତି। ଏହି ସମ୍ମିଳନୀରେ ସେ ଘୋଷଣା ହୋଇଥିବା 20 ଲକ୍ଷ କୋଟି ଟଙ୍କା କିପରି ଖର୍ଛ ହେବ ତାହା ଅବଗତ କରାଇବେ। ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ […]
ନୂଆଦିଲ୍ଲୀ : କରୋନା ଭାଇରସକୁ ନେଇ ପଞ୍ଚମ ଥର ପାଇଁ ପ୍ରଧାନମନ୍ତ୍ରୀ ଦେଶବାସୀ ସମ୍ବୋଧିତ କରି ଦେଶବାସୀଙ୍କୁ ଭିଡିଓ ବାର୍ତ୍ତା ଦେଇଛନ୍ତି। କରୋନା ସଂକଟକୁ ସାମ୍ନା କରିବା ସହିତ ନୂତନ ସଂକଳ୍ପ ସହିତ ଏକ ବିଶେଷ ଆର୍ଥିକ ପ୍ୟାକେଜର ଘୋଷଣା କରିଛନ୍ତି […]
ମୁମ୍ବାଇ : ଚାଇନିଜ୍ ମୋବାଇଲ୍ ନିର୍ମାତା ସାଓମି ଭାରତୀୟ ବଜାରରେ ଏହାର ପ୍ରଥମ 5ଜି ଫୋନ୍ ଲଞ୍ଚ କରିଛି । ମି ସିରିଜ୍ର ଫୋନ୍ ମି 10ରେ ସାଓମି 5ଜି ବୈଶିଷ୍ଟ୍ୟ ପ୍ରଦାନ କରୁଛି । ସାମସଙ୍ଗ ଗାଲାକ୍ସି ନୋଟ୍ 10 […]
ମୁମ୍ବାଇ : ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ପକ୍ଷରୁ 411 କୋଟିର ଋଣ ଠକେଇ ନେଇ ସିବିଆଇ ନିକଟରେ ଅଭିଯୋଗ କରାଯାଇଛି । ଅଭିଯୁକ୍ତ 411 କୋଟିର ଅର୍ଥରାଶି ସହିତ ଦେଶରୁ ଚମ୍ପଟ ମାରିବା ପରେ ସିବିଆଇ ନିକଟରେ ଅଭିଯୋଗ କରିଛି ଭାରତୀୟ […]
ଭୁବନେଶ୍ବର, ପସନ୍ଦ ଆପଣଙ୍କର ରୋଷେଇ ଆମର, ଏପରି ଏକ ସ୍ଲୋଗାନ ନେଇ ଓଡିଶା ପର୍ଯ୍ୟଟନ ଉନ୍ନୟନ ନିଗମ ଆରମ୍ଭ କଲା ଅନଲାଇନ ଖାଦ୍ୟ ଯୋଗାଣ ସେବା। ପାନ୍ଥନିବାସ ପ୍ରସ୍ତୁତ ବିଭିନ୍ନ ଖାଦ୍ୟ ଏଣିକି ଅନଲାଇନରେ ଉପଲବ୍ଧ କରାଇବା ପାଇଁ କରାଯାଇଛି ଏହି […]
ଭୁବନେଶ୍ୱର, ରବି ୨୦୧୯-୨୦ ବର୍ଷରେ ରାଜ୍ୟରେ ସର୍ବନିମ୍ନ ସହାୟକ ମୂଲ୍ୟ ଜରିଆରେ ଚାଷୀମାନଙ୍କଠାରୁ ବିରି, ମୁଗ, ଚିନାବାଦାମ, ସୂର୍ଯ୍ୟମୂଖୀ ସଂଗ୍ରହ କାର୍ଯ୍ୟ ମେ ୭ ତାରିଖରୁ ଆରମ୍ଭ କରାଯାଇଥିବାବେଳେ ବିରି, ମୁଗ ଓ ଚିନାବାଦାମ (ଚୋପା ସହିତ) ବିକ୍ରି ଉପରେ ନିୟନ୍ତ୍ରଣ […]
ଭୁବନେଶ୍ୱର/ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ଆର୍ଆଇଏଲ୍) ଓ ଜିଓ ପ୍ଲାଟଫର୍ମସ୍ ଲିମିଟେଡ୍ ପକ୍ଷରୁ ଆଜି ଏକ ମହତ୍ୱପୂର୍ଣ୍ଣ ଘୋଷଣା କରାଯାଇଛି । ପ୍ରମୁଖ ଘରୋଇ ଇକ୍ୱିଟି ସଂସ୍ଥା ଭିଷ୍ଟା ଇକ୍ୱିଟି ପାର୍ଟନର୍ସ (ଭିଷ୍ଟା) ପକ୍ଷରୁ ଜିଓ ପ୍ଲାଟଫର୍ମସ୍ରେ ୧୧,୩୬୭ କୋଟି ଟଙ୍କା […]
ନୂଆଦିଲ୍ଲୀ : ଏଣିକି ମଦର ହେବ ହୋମ୍ ଡେଲିଭରୀ । ଶୁକ୍ରବାର ସୁପ୍ରିମକୋର୍ଟ ଏହି ଘୋଷଣା କରିଛନ୍ତି । ମଦ ଦୋକାନ ଖୋଲାଯିବା ପରଠାରୁ ଅହେତୁକ ଭିଡ କାରଣରୁ ସମସ୍ତ ରାଜ୍ୟ ସରକାର ହୋମ୍ ଡେଲିଭରୀ ବ୍ୟବସ୍ଥା ଆପଣେଇବା ପାଇଁ ସର୍ବୋଚ୍ଚ […]
ନୂଆଦିଲ୍ଲୀ : ଭାରତ ସରକାରଙ୍କ ଦ୍ବାରା ପରିଚାଳିତ ଏୟାର ଇଣ୍ଡିଆ ଏହାର ବୁକିଂ ଆରମ୍ଭ କରିଛି । ତେବେ ଘରୋଇ ଉଡାଣ ପାଇଁ ନୁହେଁ । କେବଳ କିଛି ନିର୍ଦ୍ଦିଷ୍ଟ ଅନ୍ତର୍ଜାତୀୟ ଉଡାଣ ପାଇଁ ଏୟାର ଇଣ୍ଡିଆ ପକ୍ଷରୁ ବୁକିଂ ଆରମ୍ଭ […]
ନୂଆଦିଲ୍ଲୀ : ପେଟ୍ରୋଲ ଏବଂ ଡିଜେଲ୍ ଉପରେ ଟିକସ୍ ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର । ଏହି ଶୁଳ୍କ ବୃଦ୍ଧି କାରଣରୁ ପେଟ୍ରୋଲ 10 ଟଙ୍କା ଏବଂ ଡିଜେଲ୍ 13 ଟଙ୍କା ମହଙ୍ଗା ହେବ । ତେବେ ସାଧାରଣ ଗ୍ରାହକ ଏହା […]
ଅମରାବତୀ : ଗତକାଲି ଠାରୁ ବିଭିନ୍ନ ରାଜ୍ୟରେ ମଦ ବିକ୍ରି ଆରମ୍ଭ ହୋଇଥିବା ବେଳେ ମଦ କିଣିବା ପାଇଁ ଲୋକଙ୍କର ଅହେତୁକ ଭିଡ ପରିଲକ୍ଷିତ ହେଉଛି । ସାଧାରଣ ଲୋକ କରୋନା ଡରକୁ ଖାତିର ନକରି ମଦ କିଣିବା ପାଇଁ ଲମ୍ବା […]
ନୂଆଦିଲ୍ଲୀ : ମଦ ଉପରେ ସ୍ବତନ୍ତ୍ର କରୋନା ଫି ଲାଗୁ କରିବା ପରେ ଦିଲ୍ଲୀ ସରକାର ପେଟ୍ରୋଲ ଏବଂ ଡିଜେଲ ଉପରେ ମଧ୍ୟ ଅତିରିକ୍ତ ଟିକସ ଲାଗୁ କରିଛନ୍ତି । ସୋମବାର ମଧ୍ୟରାତ୍ରରୁ ପେଟ୍ରୋଲ ଏବଂ ଡିଜେଲ ଉପରେ 30 ପ୍ରତିଶତର […]
ମୁମ୍ବାଇ : ଜିଓରେ 5655 କୋଟି ଟଙ୍କା ନିବବେଶ କରିଛି ଆମେରିକୀୟ ଇକ୍ବିଟୀ କମ୍ପାନୀ ସିଲ୍ଭର ଲେକ୍ । ନିକଟରେ ଫେସ୍ବୁକ୍ ଜିଓରେ 43 ହଜାର କୋଟି ଟଙ୍କା ନିବେଶ କରିଥିବା ବେଳେ ଆମେରିକୀୟ ଘରୋଇ ଇକ୍ବିଟି କମ୍ପାନୀ ସିଲ୍ଭର ଲେକ୍ […]
ନୂଆଦିଲ୍ଲୀ, କୋଭିଡ-19 ସଂକ୍ରମଣର ସାମ୍ପ୍ରତିକ ସ୍ଥିତିର ସମୀକ୍ଷା କରିବା ପରେ 4 ମେ’ 2020ରୁ ଆଉ ଦୁଇ ସପ୍ତାହ ଲାଗି ଲକଡାଉନ ଅବଧିକୁ ବୃଦ୍ଧି କରିବା ନେଇ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଗତକାଲି ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି । ଅରେଞ୍ଜ […]
ନାଗପୁର : କେନ୍ଦ୍ର ସଡକ ପରିବହନ, ରାଜପଥ ଓ ଏମଏସଏମଇ ମନ୍ତ୍ରୀ ନୀତିନ ଗଡକରୀ ନାଗପୁରରୁ ଏକ ଭିଡିଓ କନଫରେନ୍ସ ଜରିଆରେ ବ୍ୟାଙ୍କ ଅଫ ସ୍କିମ, ଆଇଡିଆ, ଇନୋଭେସନ ଆଣ୍ଡ ରିସର୍ଚ ପୋର୍ଟାଲର ଉନ୍ମୋଚନ କରିଛନ୍ତି । ଏହି ପୋର୍ଟାଲଟି ଅଣୁ, […]
ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ ଦୋକାନ ବଜାର ଖୋଲିବା ପାଇଁ ନୂତନ ଗଇଡ୍ଲାଇନ୍ ଜାରି କରିଛି କମିଶନରେଟ ପୋଲିସ୍ । ମେ 1 ଠାରୁ ଏହି ନୂତନ ଗାଇଡ୍ ଲାଇନ୍ କାର୍ଯ୍ୟକାରୀ ହେବା ସହିତ 60 ଦିନ ପର୍ଯ୍ୟନ୍ତ ଏହା ବଳବତ୍ତର […]
କୋଲକାତା : କରୋନା ସମୟରେ ଘଟିଥିବା ଅର୍ଥନୈତିକ ସ୍ଥାଣୁତାର ମୁକାବିଲା କରିବା ପାଇଁ ପଶ୍ଚିମବଙ୍ଗ ସରକାରଙ୍କ ପକ୍ଷରୁ 1.52 ଲକ୍ଷ କୋଟିର ପ୍ୟାକେଜ୍ ଘୋଷଣା କରାଯାଇଛି । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଦିନ ଏହି 1.52 ଲକ୍ଷ କୋଟିର […]
ମୁମ୍ବାଇ : କରୋନା ପ୍ରଭାବରେ ବିଶ୍ବର ଅର୍ଥନୀତି ତଳୁଆ ରହିଥିବା ବେଳେ ଗୁରୁବାର ଭାରତୀୟ ସେୟାର ବଜାର ଉପରକୁ ଉଠିଛି । ଗୁରୁବାର ସେନ୍ସେକ୍ସ 1000 ପଏଣ୍ଟ ଉପରକୁ ଉଠିଥିବା ବେଳେ ନିଫ୍ଟୀରେ ମଧ୍ୟ ଅଭିବୃଦ୍ଧି ଘଟିଛି । ସେନ୍ସେକ୍ସରେ 3.09 […]
ନୂଆଦିଲ୍ଲୀ : କରୋନା ଭାଇରସ୍ ପ୍ରଭାବରେ ଦେଶବ୍ୟାପୀ ଲକ୍ଡାଉନ୍ ଜାରି ରହିଥିବା ବେଳେ ସୋସିଆଲ ମିଡିଆରେ ଚାଇନିଜ୍ ଦ୍ରବ୍ୟ ଏବଂ ଆପ୍ ବିରୋଧରେ ବିଭିନ୍ନ ପୋଷ୍ଟ ଦେଖିବାକୁ ମିଳୁଛି । ତେବେ ଏହା ମଧ୍ୟରେ ଆଉ ଏକ ତଥ୍ୟ ସାମ୍ନାକୁ ଆସିଛି […]