ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଗ୍ରାମ ପଞ୍ଚାୟତ ମାନଙ୍କରେ କାମ କରୁଥିବା ସ୍ବାବଲମ୍ବୀ କାରିଗର ମାନଙ୍କର ପାରିଶ୍ରମିକ ବୃଦ୍ଧି କରିଛନ୍ତି । ସେମାନଙ୍କ ବର୍ତ୍ତମାନର ପାରିଶ୍ରମିକ ୪୦୦୦ ଟଙ୍କା ଥିବାବେଳେ, ନୂତନ ପାରିଶ୍ରମିକ ୬୫୦୦ ଟଙ୍କାକୁ ବୃଦ୍ଧି ପାଇଛି […]
ଭୁବନେଶ୍ୱର: ହସ୍ତତନ୍ତ, ବୟନ ଏବଂ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ ରାଜ୍ୟ ସ୍ତରୀୟ ହସ୍ତତନ୍ତ ପ୍ରଦର୍ଶନୀକୁ ଉଦ୍ଘାଟନ କରିଛନ୍ତି। ହସ୍ତଶିଳ୍ପ ନିର୍ଦ୍ଦେଶକ ଶ୍ରୀମତୀ ପ୍ରଶତି ଛୋଟରାୟ, ଉତ୍କଳିକାର ପରିଚାଳନା ନିର୍ଦ୍ଦେଶକ ଶ୍ରୀମତୀ କଲ୍ୟାଣୀ ପଟ୍ଟନାୟକ ଏବଂ ହସ୍ତତନ୍ତ, ବୟନ ଏବଂ […]
ଭୁବନେଶ୍ୱର: ବିଶ୍ୱର ଅଗ୍ରଣୀ ପ୍ରଯୁକ୍ତିବିଦ୍ୟା ସେବା ପ୍ରଦାନକାରୀ ସଂସ୍ଥା ଆକ୍ସେଞ୍ଚରର ଅତ୍ୟାଧୁନିକ ବୈଷୟିକ ଗବେଷଣା କେନ୍ଦ୍ରକୁମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱରରେ ଉଦଘାଟନ କରିଛନ୍ତି । ଆକ୍ସେଞ୍ଚର ହେଉଛି ବିଶ୍ଵର ଅନ୍ୟତମ ଅଗ୍ରଣୀ ବୃତ୍ତିଗତ ସେବା କମ୍ପାନୀ,ଭାରତରେ ୩ଲକ୍ଷରୁ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ଚିନି ଋତୁ ୨୦୨୪-୨୫ ପାଇଁ ଚିନି ଋତୁ ପାଇଁ ଆଖୁର ଉଚିତ ଏବଂ ଲାଭଦାୟକ ମୂଲ୍ୟ (ଏଫଆରପି)କୁ ୧୦.୨୫% ଚିନି ରିକଭରି ହାର ସହିତ କ୍ୱିଣ୍ଟାଲ […]
ଭୁବନେଶ୍ବର: ରାଜ୍ୟର ଯୁବଗୋଷ୍ଠୀଙ୍କୁ ସ୍ଵତନ୍ତ୍ର ଯୁବ ଉଦ୍ୟମୀରେ ପରିଣତ କରିବା ପାଇଁ ଓଡିଶା ରାଜ୍ୟ ସରକାରଙ୍କ ଦ୍ଵାରା ଆରମ୍ଭ ହୋଇଥିବା ‘ସ୍ଵୟମ୍’ ଯୋଜନାକୁ କାର୍ୟ୍ୟକ୍ଷମ କରିବା ନିମନ୍ତେ ରାଜ୍ୟ ସରକାର ଓ କ୍ରେଡିଟ୍ ଗ୍ୟାରେଣ୍ଟି ଫଣ୍ଡ ଟ୍ରଷ୍ଟ ଫର ମାଇକ୍ରୋ ଆଣ୍ଡ […]
ଭୁବନେଶ୍ୱର: ଏକ ଗୁରୁତ୍ୱପୂର୍ଣ୍ଣ ଘଟଣାକ୍ରମରେ ଗୃହ ମନୋରଂଜନ, ସ୍ମାର୍ଟ ହୋମ ସେବା ଓ ହାଇ-ସ୍ପିଡ ବ୍ରଡବ୍ୟାଣ୍ଡର ସମନ୍ୱିତ ଏଣ୍ଡ-ଟୁ-ଏଣ୍ଡ ସମାଧାନ ଜିଓ ଏୟାରଫାଇବର ଏବେ ଓଡ଼ିଶାର ୨୫୦ରୁ ଅଧିକ ସହର ଏବଂ ନିକଟବର୍ତ୍ତୀ ଶତାଧିକ ଗ୍ରାମଗୁଡ଼ିକରେ ଉପଲବ୍ଧ ହୋଇଛି। ଓଡ଼ିଶାରେ ୨୦୨୩ […]
ନୂଆଦିଲ୍ଲୀ: ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇ। ୨୦୦୮ ମସିହା। ନଭେମ୍ବର ୨୬ ତାରିଖ। ହଠାତ୍ ପାକିସ୍ତାନର ଆତଙ୍କବାଦୀମାନେ ଏଠାରେ ଆକ୍ରମଣ କରିଥିଲେ। ଆରବ ସାଗର କୂଳରେ ଗର୍ବର ସହ ଠିଆ ହୋଇଥିବା ଟାଟାର ଐତିହାସିକ ହୋଟେଲ ତାଜରେ ଗୁଳି ମାଡ଼ର ଶବ୍ଦ […]
ଭୁବନେଶ୍ୱର: ବିଶ୍ୱର ସର୍ବବୃହତ ଘରୋଇ ମୋବାଇଲ ଡାଟା ନେଟୱର୍କ ରିଲାଏନ୍ସ ଜିଓ ପକ୍ଷରୁ ସାରା ଓଡ଼ିଶାରେ ପ୍ରମୁଖ ଛୋଟ ବଡ ସହର ଓ ନଗରରେ ତଥା ଉପକଣ୍ଠ ଅଂଚଳରେ ଆରମ୍ଭ କରାଯାଇଥିବା ବିଶ୍ୱ ମାନର ସର୍ବାଧୁନିକ ଜିଓଏୟାରଫାଇବର ସେବା ନେଇ ବିଭିନ୍ନ […]
ଭୁବନେଶ୍ୱର: ଓଡ଼ିଶାର ସୁଦୀର୍ଘ ୪୮୦ କିଲୋମିଟର ସମୁଦ୍ର ଉପକୂଳ, ଏସିଆ ମହାଦେଶର ବୃହତ୍ତମ ଲୁଣା ହ୍ରଦ ଚିଲିକା ଓ ରାଜ୍ୟର ପର୍ଯ୍ୟାପ୍ତ ଜଳରାଶିର ବିଭିନ୍ନ ସଂପଦକୁ କାର୍ଯ୍ୟରେ ଲଗାଇ ଅର୍ଥନୀତିରେ ଅଭିବୃଦ୍ଧି ଘଟାଇବା ସହିତ ଜୀବିକାନିର୍ବାହର ବିପୁଳ ସୁଯୋଗ ସୃଷ୍ଟି କରିହେବ […]
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଫ୍ଲାଗ୍ସିପ୍ କାର୍ଯ୍ୟକ୍ରମ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା ପ୍ରାଣିପାଳନ ଓ ମତ୍ସ୍ୟଚାଷ କ୍ଷେତ୍ରରେ ଉଦ୍ୟୋଗ ପ୍ରତିଷ୍ଠା କରି ଏହାର ବ୍ୟବସାୟକରଣରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ଏହା ଦ୍ୱାରା ମାଛ, ମାଂସ, ଦୁଗ୍ଧ ଉତ୍ପାଦନ ବହୁଗୁଣା ବୃଦ୍ଧି […]
ନୂଆଦିଲ୍ଲୀ: ଫେବୃଆରୀ ୮ ତାରିଖରେ ପାକିସ୍ତାନରେ ଅନୁଷ୍ଠିତ ନିର୍ବାଚନ ପରେ ଏପର୍ଯ୍ୟନ୍ତ ନୂତନ ସରକାର ଗଠନ ହୋଇନାହିଁ। କାମଚଳା ସରକାର ପୁଣି ଥରେ ଲୋକଙ୍କ ଉପରେ ମହଙ୍ଗା ବୋଝ ଲଦିଦେଇଛି। ମୁଦ୍ରାସ୍ଫୀତି କାରଣରୁ ପାକିସ୍ତାନୀ ଲୋକଙ୍କ ଅଣ୍ଟା ଭାଙ୍ଗି ଯାଇଛି। ପେଟ୍ରୋଲ […]
ଭୁବନେଶ୍ୱର: କୃଷି କେବଳ ଫସଲ ଚାଷ ମଧ୍ୟରେ ସୀମିତ ନୁହେଁ, ପ୍ରାଣିପାଳନ ଏହାର ଅଂଶବିଶେଷ। ଫସଲ ଚାଷ ଏବଂ ପ୍ରାଣୀପାଳନ ଉଭୟ ପରସ୍ପରର ପରିପୂରକ ଏବଂ ଗୋଟିକର ବିନା ଅନ୍ୟଟିର ନିରନ୍ତର ଅଭିବୃଦ୍ଧି ସମ୍ଭବ ନୁହେଁ। ପ୍ରାଣୀପାଳନ ମଧ୍ୟରେ ଗୋପାଳନ ଓ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଚୌଦ୍ୱାରରେ ବିଶ୍ୱ ପ୍ରସିଦ୍ଧ ବୟନଶିଳ୍ପ କମ୍ପାନୀ ୱେଲସ୍ପନର ଟେକ୍ସଟାଇଲ କମ୍ପ୍ଲେକ୍ସ ପାଇଁ ଶିଳାନ୍ୟାସ କରିଛନ୍ତି। ଏହା ସହିତ ଚୌଦ୍ୱାରରେ ଆରମ୍ଭ ହୋଇଛି ଶିଳ୍ପାୟନ ପୁର୍ନବିକାଶର ଏକ ଗୌରବମୟ ଅଧ୍ୟାୟ। ଏହି ଅବସରରେ ମୁଖ୍ୟମନ୍ତ୍ରୀ […]
ନୂଆଦିଲ୍ଲୀ: ପେଟିଏମ୍ ପେମେଣ୍ଟ ବ୍ୟାଙ୍କକୁ ଆରବିଆଇ ଏକ ବଡ଼ ଆଶ୍ଵସ୍ତି ଦେଇଛି ଏବଂ ଏହାର କାର୍ଯ୍ୟ ବନ୍ଦ କରିବାକୁ ଅଧିକ ସମୟ ଦେଇଛି। ରଏଟର୍ସ ଅନୁଯାୟୀ, ପ୍ୟାରେଣ୍ଟ୍ କମ୍ପାନୀ ପେଟିଏମ୍ ଏହାର କିଛି ଲୋକପ୍ରିୟ ଉତ୍ପାଦକୁ ଚଳାଇବା ଏବଂ ସାମ୍ପ୍ରତିକ ସଙ୍କଟରୁ […]
ଭୁବନେଶ୍ବର: ରାଜ୍ୟସ୍ତରରେ ଆୟୋଜିତ ତିନିଦିନିଆ ମତ୍ସ୍ୟ-ପ୍ରାଣୀ ସମାବେଶ ଆଜି ଅପରାହ୍ନରେ ଜନତା ମଇଦାନରେ ଉଦ୍ଘାଟିତ ହୋଇଯାଇଛି। ଉଦ୍ଘାଟନୀ ଉତ୍ସବରେ ଏକ ଭିଡ଼ିଓ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବା ସହ ଓଡ଼ିଶାରେ ପ୍ରଥମ ଥର ଏହି ସମାବେଶ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କ୍ୟାବିନେଟ ବୈଠକରେ ରାଜ୍ୟର ଯୁବକ ଯୁବତୀମାନଙ୍କ ପାଇଁ ଏକ ଯୁଗାନ୍ତକାରୀ ନିଷ୍ପତ୍ତି ନିଆଯାଇଛି। ରାଜ୍ୟର ଶିଳ୍ପ ଓ ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ବର୍ତ୍ତମାନ ଆସିଥିବା ନୂଆ ଜାଗରଣରେ ଓଡିଶାର ସହରାଞ୍ଚଳ ଓ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଶ୍ରୀଲଙ୍କାର ରାଷ୍ଟ୍ରପତି ରାନିଲ ବିକ୍ରମସିଂହେ ଏବଂ ମରିସସର ପ୍ରଧାନମନ୍ତ୍ରୀ ପ୍ରବୀନ୍ଦ ଜୁଗନାଥ ଆଜି ଶ୍ରୀଲଙ୍କା ଏବଂ ମରିସସରେ ୟୁନିଫାଇଡ୍ ପେମେଣ୍ଟ ଇଣ୍ଟରଫେସ୍ (ୟୁପିଆଇ) ସେବା ଏବଂ ରୁପେ କାର୍ଡ ସେବାର ଶୁଭାରମ୍ଭ କରିଛନ୍ତି। ଫିନଟେକ୍ ଉଦ୍ଭାବନ […]
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ବଲାଙ୍ଗିର, ବରଗଡ, କେନ୍ଦୁଝର, ମୟୁରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାର ହେଉଛି ଲୋକଙ୍କ ସରକାର। […]
ମୁମ୍ବାଇ: ଭାଲେନ୍ଟାଇନ୍ ଦିବସ ଅବସରରେ ଭାରତର ଦ୍ରୁତ ଅଭିବୃଦ୍ଧିଶୀଳ ଓ ବିଶ୍ୱସ୍ତ ଗହଣା ବ୍ରାଣ୍ଡ ରିଲାଏନ୍ସ ଜୁଏଲ୍ସ ଏକ ସ୍ୱତନ୍ତ୍ର କଲେକ୍ସନର ଶୁଭାରମ୍ଭ କରିଛି । ଏହି ଅବସରରେ ସମଗ୍ର ବିଶ୍ୱରେ ସାଥୀଙ୍କ ସହିତ ଉତ୍ସବ ପାଳନ କରାଯାଏ । ଭାଲେଂଟାଇନ୍ […]
ଭୁବନେଶ୍ବର: ମଧୁବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ପାଇଁ ଖୁସିର ଖବର। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାରେ ମାସିକ ପେନସନ ରାଶିରେ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ଏଣିକି ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନେ ସର୍ବନିମ୍ନ ପେନସନ ରାଶି […]
ଭୁବନେଶ୍ବର: ଆଜି ନବୀନ ନିବାସରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି ସନ୍ତୃପ୍ତ ମିଶ୍ର। ସେ ପୂର୍ବରୁ ଆଦିତ୍ୟ ବିର୍ଲା ଗ୍ରୁପର ସିଇଓ ପଦରୁ ଇସ୍ତଫା ଦେଇଥିଲେ। ତାଙ୍କୁ ସଂଗଠନ ସଂପାଦକ ପ୍ରଣବ ଦାସ ଦଳୀୟ ଉତ୍ତରୀୟ […]