ଭୁବନେଶ୍ବର: ମହିଳାଙ୍କ ବିନା କୌଣସି ରାଷ୍ଟ୍ରର ପ୍ରଗତିର କଳ୍ପନା କରିହେବ ନାହିଁ । ଭାରତର ତଥା ରାଜ୍ୟର ବିକାଶରେ ମାତୃଶକ୍ତିର ଯେଉଁ ଯୋଗଦାନ ରହିଛି, ଦୁନିଆରେ ତା’ର ତୁଳନା ନାହିଁ । କୃଷି କ୍ଷେତ୍ରରେ ପୁରୁଷଙ୍କ ତୁଳନାରେ ମହିଳାମାନେ ଦୁଇପାଦ ଆଗକୁ […]
ଭୁବନେଶ୍ବର: ଖୁବଶୀଘ୍ର କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ନୂଆ ପ୍ୟାକେଜ ମୁଖ୍ୟମନ୍ତ୍ରୀ ଘୋଷଣା କରିବେ ବୋଲି କହିଛନ୍ତି କାର୍ତ୍ତିକ ପାଣ୍ଡିଆନ। କେନ୍ଦୁପତ୍ର ତୋଳାଳିଙ୍କ ଆବେଦନ କ୍ରମେ ସେମାନଙ୍କ ପରିବାର ସଦସ୍ୟଙ୍କ ବିବାହ ପାଇଁ ରାଜ୍ୟ ସରକାର ଆର୍ଥିକ ସହାୟତା ପ୍ରଦାନ କରିବାକୁ ରାଜ୍ୟ […]
ଭୁବନେଶ୍ୱର : ପୁଣି ଥରେ ବିରୋଧୀ ନେତାଙ୍କୁ ତେରଛା ବାଣ ମାରିଛନ୍ତି ଫାଇଭ ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ବିରୋଧୀ ନେତାମାନଙ୍କ ଅସଲ ଚେହେରାକୁ ମଧ୍ୟ ପଦାରେ ପକାଇ ଦେଇଛନ୍ତି । ସେ କହିଛନ୍ତି, ନିର୍ବାଚନ ଥିବାରୁ ବହୁତ ବଡ ବଡ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ ଜନତା ମଇଦାନଠାରେ ‘କୃଷି ଓଡିଶା-୨୦୨୪’ କାର୍ଯ୍ୟକ୍ରମର ଶୁଭ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ କ୍ଷେତ୍ରରେ ମହିଳାମାନଙ୍କ ଅଧିକ ଭାଗିଦାରୀ ପାଇଁ ଆହ୍ୱାନ ଦେଇଛନ୍ତି। ଏହି କାର୍ଯ୍ୟକ୍ରମ ୩ […]
ବାଣପୁର( ସୀତାରାମ ଅଗ୍ରୱାଲ): ଗତକାଲି ଖୋର୍ଦ୍ଧା ଜିଲ୍ଲା ବାଣପୁର ଗସ୍ତ ସମୟରେ ୫ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ ବ୍ଲକ ସମ୍ମୁଖରେ ମିଶନ ଶକ୍ତି କାଫେ ପରିଦର୍ଶନ କରିଥିଲେ। ଏହି ସମୟରେ ସେ ବିନା ପିଆଜ ରସୁଣ […]
ଭୁବନେଶ୍ବର: ୧୨୭ତମ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (ଏସ୍ଏଲ୍ଏସଡବ୍ଲ୍ୟୁସିଏ) ବୈଠକ ଗତକାଲି ଅପରାହ୍ଣରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଓଡିଶା ପାଇଁ ୧୭୧୩.୬୫ କୋଟି ଟଙ୍କାର ୧୪ଟି […]
ଗାନ୍ଧୀନଗର: ୨୦୪୭ ସୁଦ୍ଧା ୩୫ ଟ୍ରିଲିଅନ ଡଲାର ଅର୍ଥନୀତି ହେବାରେ ଭାରତକୁ ଦୁନିଆର କୌଣସି ଶକ୍ତି ଅଟକାଇପାରିବେ ନାହିଁ ବୋଲି ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ର ଅଧ୍ୟକ୍ଷ ଓ ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ କହିଛନ୍ତି। ଭ୍ରାଇବ୍ରାଂଟ୍ ଗୁଜରାଟ ଗ୍ଲୋବାଲ୍ ସମ୍ମିଳନୀ ୨୦୨୪କୁ ସମ୍ବୋଧିତ […]
ନୂଆଦିଲ୍ଲୀ: ଆଦାନୀ ଗ୍ରୁପ୍ ଚେୟାରମ୍ୟାନ୍ ଗୌତମ ଆଦାନୀ ଭାଇବ୍ରେଣ୍ଟ ଗୁଜୁରାଟ ସମ୍ମିଳନୀରେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ବିକଶିତ ଗୁଜୁରାଟରେ ଆଦାନୀ ଗ୍ରୁପ୍ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି। ଆସନ୍ତା ୫ ବର୍ଷରେ ଆମେ ଗୁଜୁରାଟରେ […]
ନୂଆଦିଲ୍ଲୀ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ଆରଏଲ୍) ଅଧ୍ୟକ୍ଷ ଆଜି ଭାଇବ୍ରେଣ୍ଟ ଗୁଜୁରାଟ ଗ୍ଲୋବାଲ ସମ୍ମିଳନୀ ୨୦୨୪ କୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ବହୁତ ପ୍ରଶଂସା କରିଛନ୍ତି। ମୁକେଶ ଅମ୍ବାନୀ କହିଛନ୍ତି ଯେ, ଯେତେବେଳେ ପିଏମ […]
ଭୁବନେଶ୍ୱର: ଓଡ଼ିଶାରେ କାର୍ଯ୍ୟକାରୀ ହେଉଥିବା ଗ୍ଲୋବାଲ ଏନଭାଇରନମେଣ୍ଟ ଫାସିଲିଟି (GEF) ଅନୁଦାନ ପ୍ରାପ୍ତ ପ୍ରକଳ୍ପଗୁଡ଼ିକର ଏକ ସ୍ଥିତି ସମୀକ୍ଷା କର୍ମଶାଳା କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ […]
ଭୁବନେଶ୍ବର: ଧୀରେ ଧୀରେ ଭୁବନେଶ୍ବରର ବରମୁଣ୍ଡା ପଡିଆରେ ଆୟୋଜିତ ଶିଶର ସରସ ମେଳାରେ ଲୋକଙ୍କ ଭିଡ ଜମିବାରେ ଲାଗିଛି। ଗତକାଲି ରବିବାର ଥିବାରୁ ଏହି ଭିଡ ବେଶ ଜମିଥିଲା। ମେଳା ସକାଳ ୧୧ଟା ୩୦ରୁ ରାତି ୯ ଟା ପର୍ଯ୍ୟନ୍ତ ଖୋଲା […]
ଭୁବନେଶ୍ବର: ରାଜ୍ୟର ନବନିଯୁକ୍ତ ଅର୍ଥସେବା ଅଧିକାରୀମାନେ ରାଜସ୍ୱ ଆଦାୟ, କୋଷାଗାର ପରିଚାଳନା ଓ ବିତ୍ତୀୟ ପରାମର୍ଶ ଆଦି କ୍ଷେତ୍ରରେ ସେମାନଙ୍କର କର୍ତ୍ତବ୍ୟ ଓ ଦାୟିତ୍ୱକୁ ନିଷ୍ଠା ଓ ଦକ୍ଷତାର ସହ ତୁଲାଇବା ପାଇଁ ଅର୍ଥମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ ଆହ୍ୱାନ […]
ଭୁବନେଶ୍ୱର: ଟ୍ରାଇ ପକ୍ଷରୁ ପ୍ରକାଶିତ ସଦ୍ୟତମ ଟେଲିକମ୍ ଗ୍ରାହକ ତଥ୍ୟ ଅନୁଯାୟୀ, ଜିଓ ରାଜ୍ୟରେ ସର୍ବାଧିକ ପସନ୍ଦର ଏବଂ ଏକ ନମ୍ବର ଡିଜିଟାଲ ସେବା ପ୍ରଦାନକାରୀ ଭାବେ ନିଜର ଆଧିପତ୍ୟ ବଜାୟ ରଖି ଅକ୍ଟୋବର ମାସରେ ଓଡ଼ିଶାରେ ସର୍ବାଧିକ ସଂଖ୍ୟକ ମୋବାଇଲ୍ […]
ଭୁବନେଶ୍ୱର: ବାଲେଶ୍ୱରରୁ ଉଜ୍ଜୟନି ଓ ଓଁକାରେଶ୍ୱରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ଯାତ୍ରାର ଶୁଭାରମ୍ଭ ହୋଇଛି। ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ଏହି ସ୍ୱତନ୍ତ୍ର ଟ୍ରେନ୍ ଯାତ୍ରାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ଶୁଭାରମ୍ଭ କରିଛନ୍ତି। ଏଥିରେ ବାଲେଶ୍ୱର, ଭଦ୍ରକ, […]
ନୂଆଦିଲ୍ଲୀ: ଆଦାନୀ ଗ୍ରୁପ୍ ଚେୟାରମ୍ୟାନ୍ ତଥା ଭେଟେରାନ୍ ବ୍ୟବସାୟୀ ଗୌତମ ଆଦାନୀ ପୁଣି ଥରେ ଭାରତର ସବୁଠାରୁ ଧନୀ ବ୍ୟକ୍ତି ହୋଇଛନ୍ତି। ବ୍ଲୁମବର୍ଗ ବିଲିୟନେୟାର ଇଣ୍ଡେକ୍ସ ଅନୁଯାୟୀ ଗୌତମ ଆଦାନୀଙ୍କ ନିଟ୍ ମୂଲ୍ୟ ଗତ ଦୁଇ ଦିନ ମଧ୍ୟରେ 7.67 ବିଲିୟନ […]
ଭୁବନେଶ୍ବର: ଓଡିଶାର ହସ୍ତତନ୍ତକୁ ଜାତୀୟସ୍ତରରେ ପହଞ୍ଚାଇବାକୁ ପ୍ରୟାସ କରିଛି ବରଗଡ ହସ୍ତତନ୍ତ ସମ୍ମିଳନୀ ୨୦୨୪। ବୁଣାକାର ମାନେ ଆଜିର ପରିବର୍ତ୍ତନଶୀଳ ସମାଜକୁ ଦୃଷ୍ଟିରେ ରଖି ପାରମ୍ପରିକ ହସ୍ତତନ୍ତରେ ପରିବର୍ତ୍ତନ ଆଣିଛନ୍ତି। ଏହାକୁ ଆହୁରି ଲୋକପ୍ରିୟ କରିବା ପାଇଁ ଓଡିଶାର ହସ୍ତତନ୍ତର ପ୍ରାଣକେନ୍ଦ୍ର […]
ଭୁବନେଶ୍ୱର: କୀଟନାଶକର ନିରାପଦ ବ୍ୟବହାର ନେଇ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟରେ ତୃଣନାଶକ ଭାବରେ ବ୍ୟବହୃତ ଅତ୍ୟନ୍ତ ବିଷାକ୍ତ ହର୍ବିସାଇଡ୍ ପାରାକ୍ବାଟ୍ ଏବଂ ଏଥିରୁ ଉତ୍ପନ୍ନ ଅନ୍ୟ ଦ୍ରବ୍ୟର ବିକ୍ରିକୁ ସଂପୂର୍ଣ୍ଣ ରୂପେ ନିଷିଦ୍ଧ କରିବା ପାଇଁ କୃଷି ଓ […]
ପୁରୀ: ଇଂରାଜୀ ନୂଆବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ର ପୁରୀରେ ରେକର୍ଡ଼ ସଂଖ୍ୟକ ଭକ୍ତ ମହାପ୍ରଭୁଙ୍କୁ ଦର୍ଶନ କରି ୨୦୨୪ ନୂଆବର୍ଷର ଆରମ୍ଭ କରିଛନ୍ତି। ନୂଆବର୍ଷରେ ଶ୍ରୀକ୍ଷେତ୍ର ଜନସମୁଦ୍ରରେ ପରିଣତ ହୋଇଛି। ମହାପ୍ରଭୁଙ୍କ ଆଶିଷ ଲାଭ ସହିତ ଆସନ୍ତା ଜାନୁଆରୀ ୧୭ ତାରିଖରେ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ମେଟ୍ରୋ ରେଳ ପ୍ରଥମ ପର୍ଯ୍ୟାୟ ପାଇଁ ଭିତ୍ତି ସ୍ଥାପନ କରିଛନ୍ତି। ଏହି ଅବସରରେ ବାରଙ୍ଗ ରତାଗଡଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆଜି ଦିନଟି ରାଜ୍ୟର ବିକାଶ […]
ଭୁବନେଶ୍ବର: ଆସନ୍ତାକାଲି ନୂଆବର୍ଷରେ ଓଡିଶାବାସୀଙ୍କ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେବେ ନୂଆ ଉପହାର। ତାହା ହେଲା ଭୁବନେଶ୍ବର କଟକ ମେଟ୍ରୋ ରେଳ ପ୍ରକଳ୍ପ। ଏହି ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟକୁ ମୁଖ୍ୟମନ୍ତ୍ରୀ ଶିଳାନ୍ୟାସ କରିବେ। ଏଥିପାଇଁ ରାଜ୍ୟ ସରକାରଙ୍କ ତରଫରୁ ପ୍ରସ୍ତୁତି […]
ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ପେଟ୍ରୋଲ ପମ୍ପରେ ପେଟ୍ରୋଲ ଏବଂ ଡିଜେଲର ଆଂଶିକ ଅଭାବ ଆରମ୍ଭ ହୋଇଛି। ଏଭଳି ପରିସ୍ଥିତିରେ ମଧ୍ୟପ୍ରଦେଶର ଅନେକ ପେଟ୍ରୋଲ ପମ୍ପ ଖାଲି ହେବାକୁ ଯାଇଛି। ଡ୍ରାଇଭରଙ୍କ ଧର୍ମଘଟ ଯୋଗୁଁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିବା କୁହାଯାଉଛି। ପେଟ୍ରୋଲ ପମ୍ପ […]